• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

BMC To Impose Fine If Mosquitoes Found In House
ଘରୁ ମଶା ବାହାରିଲେ ଗଣିବେ ଫାଇନ୍, ଘର ଘର ବୁଲି ମଶା ଯାଞ୍ଚ କରାଯିବ...

ଘରୁ ମଶା ବାହାରିଲେ ଫାଇନ୍ । ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସହରରେ ଘର ଘର ବୁଲି ମଶା ଯାଞ୍ଚ କରାଯିବ ।

odisha government schools class room to be change
ଦରିରେ ବସିବେ, ରଙ୍ଗୀନ ଡେସ୍କରେ ଲେଖିବେ ଛାତ୍ରଛାତ୍ରୀ...ବଦଳିବ ସରକାରୀ ସ୍କୁଲ୍‌ କ୍ଲାସ୍‌ ରୁମ୍‌

ରାଜ୍ୟର ୧୬ଟି ଜିଲ୍ଲାର ସରକାରୀ ସ୍କୁଲ୍‌ ଶ୍ରେଣୀ ଗୃହର ହେବ ନବକଳେବର। ଦରିରେ ବସିବେ ଛାତ୍ରଛାତ୍ରୀ ଏବଂ ରଙ୍ଗୀନ ଡେସ୍କରେ କରିବେ ଲେଖାପଢ଼ା।

Smriti Irani vs Rahul Gandhi In Parliament
ସଂସଦରେ ଗର୍ଜିଲେ ରାହୁଲ, ମୁହଁତୋଡ଼ ଜବାବ ଦେଇ ବିରୋଧୀଙ୍କୁ ଚୁପ୍‌ କରିଦେଲେ ସ୍ମୃତି

ସଂସଦରେ ମଣିପୁର ପ୍ରସଙ୍ଗ ଉଠାଇ ସରକାରଙ୍କୁ ରାହୁଲ ଟାର୍ଗେଟ କରିବା ସହ ଲୋକସଭାରେ ସେ ବକ୍ତବ୍ୟ ରଖିଥିଲେ।

Government Jobs In Odisha
ଓଡ଼ିଶାରେ ସରକାରୀ ଚାକିରି: ଖୁବ୍‌ଶୀଘ୍ର ପୂରଣ ହେବ ଏହିସବୁ ପଦବୀ...

ସରକାରୀ ଚାକିରି ଆଶାୟୀଙ୍କ ପାଇଁ ଖୁସି ଖବର। ଆସନ୍ତା କିଛି ମାସ ମଧ୍ୟରେ ଓଡ଼ିଶାରେ ବଡ଼ ଧରଣର ନିଯୁକ୍ତି ଆରମ୍ଭ ହେବାକୁ ଯାଉଛି। ଏନେଇ ବିଭିନ୍ନ ସରକାରୀ ବିଭାଗରେ ଖାଲି ପଡ଼ିଥିବା ପଦବୀ ପୂରଣ ହେବ।

Karnataka HC Says Woman can't allege rape after 6 years of consensual sex
‘ସହମତିରେ ୬ ବର୍ଷର ଶାରୀରିକ ସମ୍ପର୍କ ପରେ ଦୁଷ୍କର୍ମ ଅଭିଯୋଗ ଆଣିପାରିବେନି ମହିଳା’

ଉଭୟଙ୍କ ସହମତିରେ ୬ ବର୍ଷ ଶାରୀରିକ ସମ୍ପର୍କ ରଖିବା ଦୁଷ୍କର୍ମ ନୁହେଁ। ଏନେଇ ଦୁଷ୍କର୍ମ ଅଭିଯୋଗ ଅଣାଯାଇପାରିବନି। ମାମଲାର ଶୁଣାଣି କରି କର୍ଣ୍ଣାଟକ ହାଇକୋର୍ଟ ଏଭଳି କିଛି ନିଷ୍ପତ୍ତି ଶୁଣାଇଛନ୍ତି।

Orissa High Court Stays ASO Recruitment Process
ବଡ଼ ଖବର ! ASO ଚୟନ ପ୍ରକ୍ରିୟାରେ ଲାଗିଲା ରୋକ୍‌

ASO ଚୟନ ପ୍ରକ୍ରିୟା ଉପରେ ସ୍ଥଗିତାଦେଶ। ଚୟନ ପ୍ରକ୍ରିୟା ଅଗ୍ରଗତି ଉପରେ ଓଡ଼ିଶା ହାଇକୋର୍ଟ ରୋକ୍‌ ଲଗାଇଛନ୍ତି।

Chandrayaan 3 is now 170km away from the moon, likely to land on August 23
ଆଉ ମାତ୍ର ୨ ସପ୍ତାହର ଅପେକ୍ଷା...ଅଗଷ୍ଟ ୨୩ରେ ଚନ୍ଦ୍ରପୃଷ୍ଠରେ ଅବତରଣ କରିପାରେ ଚନ୍ଦ୍ରୟାନ-୩

ସମ୍ଭବତଃ ଅଗଷ୍ଟ ୨୩ରେ ଚନ୍ଦ୍ରପୃଷ୍ଠରେ ଅବତରଣ କରିବ ଚନ୍ଦ୍ରୟାନ-୩। ଏବେ ଚନ୍ଦ୍ର ଚାରିପଟେ ପରିକ୍ରମା କରୁଥିବା ଚନ୍ଦ୍ରୟାନ କ୍ରମଶଃ ଚନ୍ଦ୍ରପୃଷ୍ଠର ନିକଟତର ହେଉଛି।

Negligence of chemist puts 6-year old girl's life in serious condition in Bhubaneswar
ଡାକ୍ତର ଲେଖିଲେ ଗଳା ସଂକ୍ରମଣ ସ୍ପ୍ରେ, ଔଷଧ ଦୋକାନୀ ଦେଲେ ରକା ସ୍ପ୍ରେ... ୬ ବର୍ଷର ଶିଶୁ ଗୁରୁତର

ଗଳା ସଂକ୍ରମଣର ଉପଚାର ପାଇଁ ଡାକ୍ତର ଲେଖିଥିଲେ ସ୍ପ୍ରେ। ହେଲେ ଔଷଧ ଦୋକାନର କର୍ମଚାରୀ ଦେଇଦେଲେ ରକା ଉପଶମର ସ୍ପ୍ରେ। ଏହାକୁ ବ୍ୟବହାର କରିବା ପରେ ଏବେ ୬ ବର୍ଷୀୟା ଶିଶୁକନ୍ୟା ଗୁରୁତର ଅସୁସ୍ଥ ହୋଇପଡ଼ିଛନ୍ତି। 

Lord Jagannath Banakalag ritual to be held today
ଆଜି ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ଆଜି ହେବ ଶ୍ରୀଜିଉଙ୍କ ବନକଲାଗି ନୀତି। ଏଥିଲାଗି ସନ୍ଧ୍ୟା ୬ଟାରୁ ରାତି ୧୧ଟା ଯାଏ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ।

Leopard dies after reportedly being hit by unknown vehicle in ganjams
କଲରାପତରିଆ ବାଘକୁ ଧକ୍କା ଦେଇ ପଳାଇଲା ଅଜଣା ଗାଡ଼ି

ରାସ୍ତାରୁ ଗୁରୁତର ଭାବେ ଉଦ୍ଧାର ହୋଇଥିବା କଲରାପତରିଆ ବାଘର ମୃତ୍ୟୁ ହୋଇଛି। ଗୁରୁତର ଅବସ୍ଥାରେ ବାଘଟିକୁ ପଶୁ ଚିକିତ୍ସାଳୟକୁ ନେବା ସମୟରେ ମୃତ୍ୟୁ ହୋଇଥିଲା।

Headmaster suspended after students teachers celebrate MLA’s birthday in school premises in Jajpur
ସ୍କୁଲ୍‌ରେ ବିଧାୟକଙ୍କ ଜନ୍ମଦିନ ପାଳନ ପରେ ପ୍ରଧାନଶିକ୍ଷୟିତ୍ରୀ ନିଲମ୍ବିତ

ମହଙ୍ଗା ପଡ଼ିଲା ସ୍କୁଲ୍‌ରେ ବିଧାୟକଙ୍କ ଜନ୍ମଦିନ ପାଳିବା। ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ଯାଜପୁର ଜିଲ୍ଲା ବଜ୍ରଗିରି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀଙ୍କୁ ନିଲମ୍ବନ କରାଯାଇଛି। 

Flight services to start soon in Odisha Kalahandi
ଖୁବ୍‌ଶୀଘ୍ର କଳାହାଣ୍ଡିକୁ ଉଡ଼ିବ ବିମାନ

ଖୁବ୍‌ଶୀଘ୍ର କଳାହାଣ୍ଡିକୁ ଉଡ଼ିବ ବିମାନ। ବହୁ ପ୍ରତୀକ୍ଷିତ ଉତ୍କେଲା ଏୟାରପୋର୍ଟରୁ ବିମାନ ଚଳାଚଳ ଆରମ୍ଭ ହେବାକୁ ଯାଉଛି।

Karnataka high court says Wife calling hubby dark skinned is cruelty
କୋର୍ଟଙ୍କ ନିଷ୍ପତ୍ତି- ସ୍ୱାମୀଙ୍କୁ ‘କଳା’ କହିପାରିବେନି ସ୍ତ୍ରୀ, ଯଦି ଏପରି କୁହନ୍ତି ତା’ହେଲେ ହୋଇପାରେ...

ସ୍ୱାମୀଙ୍କୁ ‘କଳା’ କହି ଯଦି ସ୍ତ୍ରୀ ତାଙ୍କର ଅପମାନ କରନ୍ତି, ତା’ହେଲେ ଏହା ନିଷ୍ଠୁରତା ସାବ୍ୟସ୍ତ ହେବ। ଏହି ଆଧାରରେ ଛାଡ଼ପତ୍ରକୁ ମଧ୍ୟ ମଞ୍ଜୁରୀ ମିଳିପାରେ। ଏକ ମାମଲାର ଶୁଣାଣି କରି କର୍ଣ୍ଣାଟକ ହାଇକୋର୍ଟ ଏଭଳି ନିଷ୍ପତ୍ତି ଶୁଣାଇଛନ୍ତି।

Police complaint filed against man for mercilessly beating stray dog
ଏତେ ନିର୍ଦ୍ଦୟ ! କୁକୁର ଉପରେ ଶୁଝାଇଲେ ରାଗ, ନୃଶଂସ ଭାବେ ପିଟିଲେ...

ବୁଲା କୁକୁରକୁ ମାଡ଼ ମାରିବାରୁ ଥାନାରେ ଏତଲା ଦିଆଯାଇଛି। ଭୁବନେଶ୍ୱର ସହିଦ ନଗର ଥାନା ଅନ୍ତର୍ଗତ ଶାନ୍ତିପଲ୍ଲୀ ବସ୍ତିରେ ଏହି ଘଟଣା ଘଟିଛି।

Justice Subhasis Talapatra sworn in as new Chief Justice of Orissa High Court
ଶପଥ ନେଲେ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ର

ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ  ଜଷ୍ଟିସ ଶୁଭାଶିଷ ତାଳପତ୍ର ଆଜି ଶପଥ ନେଇଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ତାଙ୍କୁ ଶପଥ ପାଠ କରାଇଛନ୍ତି।

 Car Falls Into Waterfall In Madhya Pradesh
ଚାହୁଁ ଚାହୁଁ ଗଭୀର ଜଳପ୍ରପାତ ଭିତରକୁ ଖସି ପଡ଼ିଲା କାର୍‌, ଗାଡ଼ିରେ ଥିଲେ ବାପା ଓ ଝିଅ...

କାର୍‌ଟି ହଠାତ୍‌ ତଳକୁ ଗଡ଼ି ଯିବା ସହ ପଲ୍‌ଟି ଜଳପ୍ରପାତ ଭିତରକୁ ଖସି ପଡ଼ିଥିଲା। ଏତିକିବେଳେ କାର୍‌ ଭିତରେ ଥିବା ବ୍ୟକ୍ତି ଜଣକ ଗାଡ଼ି ଭିତରୁ ଛିଟିକି ପାଣି ଭିତରେ ପଡ଼ିଥିଲେ।

Divyang Youth Pleads Collector To Find Him A Life Partner In Odisha
‘ମୁଁ ଦିବ୍ୟାଙ୍ଗ ହୋଇଥିବାରୁ କେହି ଝିଅ ଦେଉ ନାହାନ୍ତି, ଜୀବନ ସାଥୀଟିଏ ଖୋଜି ଦିଅନ୍ତୁ’

ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିରରେ ଅଜବ ଆବେଦନ। ନିଜ ପାଇଁ ଏକ ଜୀବନସାଥୀ ଖୋଜିଦେବା ପାଇଁ ଦରଖାସ୍ତ ଲେଖି ଜିଲ୍ଲାପାଳଙ୍କୁ ନିବେଦନ କରିଛନ୍ତି ଜଣେ ଦିବ୍ୟାଙ୍ଗ।

sAction taken on shops for not installing signboards in Odia language
ଏଣିକି ଆଉ ଛାଡ଼ ନାହିଁ ! ଓଡ଼ିଆରେ ନାମଫଳକ ନଲେଖିଲେ ୨୫ ହଜାର ଟଙ୍କା ଯାଏ ଗଣିବେ ଫାଇନ୍‌

ଓଡ଼ିଆରେ ନାମଫଳକ ନଲେଖିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ। ୨୫ ହଜାର ଟଙ୍କା ପର୍ଯ୍ୟନ୍ତ ଫାଇନ୍‌ ଗଣିବାକୁ ପଡ଼ିବ। ଖାଲି ଏତିକି ନୁହେଁ କୋର୍ଟ ବି ଦୌଡ଼ିବାକୁ ପଡ଼ିବ।

Government considering new way to live TV on phones without mobile-data
ବିନା ଇଣ୍ଟରନେଟ୍‌ରେ ଫୋନ୍‌ରେ ଚାଲିବ LIVE ଟିଭି !

ବିନା ଇଣ୍ଟରନେଟ୍‌ରେ ମୋବାଇଲ୍‌ ଫୋନ୍‌ରେ ଦେଖିପାରିବେ ଲାଇଭ୍‌ ଟିଭି। ଫୋନ୍‌ରେ ସିଧାସଳଖ କିପରି ଲାଇଭ୍‌ ଟିଭି ଦେଖିହେବ, ତା’ବି ପୁଣି ବିନା ଇଣ୍ଟରନେଟ୍‌ରେ।

3 Year Jail For Ex Pak PM Imran Khan
ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ୩ ବର୍ଷ ଜେଲ୍

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ୩ ବର୍ଷ ଜେଲ୍ ଦଣ୍ଡାଦେଶ ମିଳିଛି। ୫ ବର୍ଷ ପର୍ଯ୍ୟନ୍ତ ନିର୍ବାଚନ ଲଢ଼ିବା ଉପରେ ମଧ୍ୟ କୋର୍ଟ ରୋକ୍‌ ଲଗାଇଛନ୍ତି।

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।