• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

car
‘ଡେରିରେ ଅଫିସ୍‌ ଆସିଲେ ଅଫିସରଙ୍କୁ ସରକାରୀ ଗାଡ଼ି ମନା’

ଭୁବନେଶ୍ୱର: ବରିଷ୍ଠ ଅଧିକାରୀଙ୍କୁ ଉଚ୍ଚ ଶିକ୍ଷା ସଚିବଙ୍କ ତାଗିଦ୍। ବିଳମ୍ବରେ ଅଫିସ ଆସିଲେ ସରକାରୀ ଗାଡ଼ି ପ୍ରତ୍ୟାହାର ହେବ। ଉଚ୍ଚଶିକ୍ଷା ସଚିବ ଶାଶ୍ୱତ ମିଶ୍ର ତାଙ୍କ ବିଭାଗର ଅଧିକାରୀଙ୍କୁ ଆଜି ଏଭଳି କଡା ନିର୍ଦ୍ଦେଶ ଦେଇଛନ୍ତି। ବିଭାଗର ବରିଷ୍ଠ ଅଧିକାରୀଙ୍କୁ ଗାଡ଼ି ଯୋଗାଇ ଦିଆଯିବା ସତ୍ତ୍ୱେ ଅଧିକାରୀମାନେ ବିଳମ୍ବରେ ଆସୁଥିବାରୁ...

corona
କଟକ ସହରରୁ ବାହାରିଲେ ଆଉ ୧୬ କରୋନା ଆକ୍ରାନ୍ତ, ଲୋକାଲ୍‌ କେସ୍ କେବଳ‌ ୮

କଟକ: କଟକ ମହାନଗର ନିଗମ ଅଞ୍ଚଳରୁ ଆଉ ୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୬ ଜଣଙ୍କ ମଧ୍ୟରୁ ୬ଜଣ ସରକାରୀ କ୍ୱାରେଣ୍ଟିନ୍‌ରୁ, ୨ଜଣ ହୋମ୍ କ୍ୱାରେଣ୍ଟିନ୍‌ରୁ ଓ ୮ଟି ଲୋକାଲ କେସ୍ ରହିଛି। କଟକ ସହରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୪ରେ ପହଞ୍ଚିଥିବା ବେଳେ ସେମାନଙ୍କ...

aditya das death
ଆଦିତ୍ୟ ଦାସ ମୃତ୍ୟୁ ଘଟଣା: ଫୋରେନସିକ୍ ଲ୍ୟାବ୍‌କୁ ପଠାଗଲା ସୁଇସାଇଡ୍‌ ନୋଟ୍

ଭୁବନେଶ୍ୱର: ଏବେବି ରହସ୍ୟ ଘେର ଭିତରେ ମୋଟିଭେସ୍‌ନାଲ୍‌ ସ୍ପିକର ତଥା ସ୍ୱେଚ୍ଛାସେବୀ ଆଦିତ୍ୟ ଦାସଙ୍କ ମୃତ୍ୟୁ। ଆଦିତ୍ୟ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଛି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇପାରି ନାହିଁ। ଆଦିତ୍ୟଙ୍କ ମୃତ୍ୟୁ ପରେ ଜବତ ହୋଇଥିବା ସୁଇସାଇଡ୍‌ ନୋଟ୍‌କୁ ଫୋରେନସିକ୍ ଲ୍ୟାବ୍‌କୁ ପଠାଯାଇଛି।...

coronavirus
ହସ୍ପିଟାଲ୍‌ରେ ଆଖି ବୁଜିଲେ ସିପାହୀ, ମୃତ୍ୟୁ ପରେ ରିପୋର୍ଟ ଆସିଲା କରୋନା ପଜିଟିଭ୍‌

ଭୁବନେଶ୍ୱର: କରୋନାରେ ଭୁବନେଶ୍ୱର ସପ୍ତମ ବାଟାଲିୟନର ଜଣେ ସିପାହୀଙ୍କ ମୃତ୍ୟୁ ହୋଇଛି। ସିପାହୀ ଜଣକ ଶନିବାର ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।  ସେହିଦିନ ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଥିଲା। ମୃତ୍ୟୁ ପରେ ତାଙ୍କର କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିବା କମିଶନରେଟ...

results ..
ପ୍ରକାଶ ପାଇଲା CBSE ଦ୍ୱାଦଶ ରେଜଲ୍ଟ

ନୂଆଦିଲ୍ଲୀ: CBSE ଦ୍ୱାଦଶ ଶ୍ରେଣୀ ରେଜଲ୍ଟ ଆଜି ପ୍ରକାଶ ପାଇଛି। ଏ ନେଇ ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିୟାଲ ସୂଚନା ଦେଇଛନ୍ତି। ଛାତ୍ରଛାତ୍ରୀମାନ cbseresults.nic.in ୱେବ୍‌ସାଇଟ୍‌କୁ ଯାଇ ରେଜଲ୍ଟ ଜାଣିପାରିବେ। ସର୍ବଭାରତୀୟ ସ୍ତରରେ ପାସ୍ ହାର ୮୮.୭୮ ପ୍ରତିଶତ ରହିଛି। ଭୁବନେଶ୍ୱର ରିଜନ୍‌ରେ ୯୧.୪୬ ପ୍ରତିଶତ...

debendra nath
ଝୁଲନ୍ତା ଅବସ୍ଥାରେ ମିଳିଲା ବିଜେପି ବିଧାୟକଙ୍କ ମୃତଦେହ

କୋଲକାତା: ବରିଷ୍ଠ ବିଜେପି ନେତା ତଥା ବିଧାୟକ ଦେବେନ୍ଦ୍ର ନାଥ ରୟଙ୍କ ଝୁଲନ୍ତା ମୃତଦେହ ପଶ୍ଚିମବଙ୍ଗ ଉତ୍ତର ଦିଞ୍ଜାପୁର ଜିଲ୍ଲା ହେମତାବାଦ ସ୍ଥିତ ତାଙ୍କ ଘର ନିକଟରୁ ଉଦ୍ଧାର ହୋଇଛି। ମୃତ୍ୟୁର କାରଣ ସମ୍ପର୍କରେ ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ। ଏହା ହତ୍ୟା ନା ଆତ୍ମହତ୍ୟା ତାହା ମଧ୍ୟ ସ୍ପଷ୍ଟ ହୋଇନାହିଁ।...

matric exam
ଜୁଲାଇ ୩୧ ଭିତରେ ବାହାରିବ ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର: ଜୁଲାଇ ୩୧ ଭିତରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଏ ନେଇ ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ମାଟ୍ରିକ ଖାତା ଦେଖା ଶେଷ ହୋଇଛି। ଏବେ ଟାବୁଲେସନ ଚାଲିଛି ବୋଲି ମନ୍ତ୍ରୀ କହିଛନ୍ତି। ଯୁକ୍ତ ୨ ରେଜଲ୍ଟକୁ ନେଇ ମନ୍ତ୍ରୀ...

parth
ଅଭିନେତା ପାର୍ଥଙ୍କୁ କରୋନା, ବନ୍ଦ ହେଲା ‘କସୌଟୀ ଜିନ୍ଦେଗୀ କେ’ ଶୁଟିଂ

ମୁମ୍ବାଇ: ବଲିଉଡ୍‌ ମେଗାଷ୍ଟାର୍‌ ଅମିତାଭ ବଚ୍ଚନ, ଅଭିଷେକ ବଚ୍ଚନ, ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଓ ତାଙ୍କ ଝିଅ ଆରାଧ୍ୟା କରୋନାରେ ଆକ୍ରାନ୍ତ ହୋଇଥିବା ଖବର ସାମ୍ନାକୁ ଆସିଥିବାବେଳେ ଏବେ ଆଉ ଜଣେ ପ୍ରସିଦ୍ଧ ଅଭିନେତା କରୋନା ସଂକ୍ରମିତ ନେଇ ଖବର ସାମ୍ନାକୁ ଆସିଛି। ସିରିୟଲ୍‌ ‘କସୌଟୀ ଜିନ୍ଦେଗୀ କେ ୨’ରେ...

EXtOIbPU8AENRU2
ଓଡ଼ିଶାରେ କରୋନା ନେଲା ଆଉ ୬ ଜୀବନ, ମୃତ୍ୟୁ ସଂଖ୍ୟା ୭୦କୁ ବୃଦ୍ଧି

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ୬ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ୪, ଭୁବନେଶ୍ୱରରୁ ଜଣେ ଓ କଟକରୁ ଜଣଙ୍କର ମୃତ୍ୟୁ ଘଟିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୦କୁ ବୃଦ୍ଧି ପାଇଛି।...

coronavirus
ଓଡ଼ିଶାରେ ଆଉ ୬୧୬ କରୋନା ଆକ୍ରାନ୍ତ‌ ଚିହ୍ନଟ, କେବଳ ଗଞ୍ଜାମରୁ ଚିହ୍ନଟ ହେଲେ ୨୮୩

ଭୁବନେଶ୍ୱର: ଓଡ଼ିଶାରେ ଆଉ ୬୧୬ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୨୩ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୮୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୬୧୬ ଆକ୍ରାନ୍ତଙ୍କ ମଧ୍ୟରୁ ୪୧୫...

divya chouksey
ସୁଶାନ୍ତ ସିଂଙ୍କ ପରେ ଅଳ୍ପ ବୟସରେ ଦୁନିଆକୁ ଅଲ୍‌ବିଦା କହିଲେ ଅଭିନେତ୍ରୀ ଦିବ୍ୟା ଚୌକ୍‌ସେ

ମୁମ୍ବାଇ: ୨୦୨୦ରେ ବଲିଉଡ୍‌ରେ ସତେ ଯେପରି ଛାଇ ଯାଇଛି କଳା ବାଦଳ। ଗୋଟିଏ ପରେ ଗୋଟିଏ ଦୁଃଖଦ ଖବର ସାମ୍ନାକୁ ଆସୁଛି। ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପରେ ପୁଣି ଜଣେ ଅଭିନେତ୍ରୀ ଅଳ୍ପ ବୟସରେ ପ୍ରାଣ ହରାଇଛନ୍ତି। ଜଣଙ୍କ ପରେ ଜଣେ କଳାକାରଙ୍କ ଏଭଳି ଆକସ୍ମିକ ମୃତ୍ୟୁ...

shutdown in cuttack
କଟକ ସହରରୁ ହଟିଲା ସଟ୍‌ଡାଉନ୍‌, ହେଲେ ଜାରି ରହିବ ଶନିବାର ଓ ରବିବାର ସଟ୍‌ଡାଉନ୍‌ କଟକଣା

କଟକ: ଆଜିଠୁ କଟକ ସହରରୁ ସଟ୍‌ଡାଉନ୍ କଟକଣା ହଟିଛି‌। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କଟକ ସହରରେ ଲାଗୁ ହୋଇଥିବା ସଟ୍‌ଡାଉନ୍‌ କଟକଣାକୁ ହଟାଇବାକୁ କଟକ ମହାନଗର ନିଗମ(CMC) ପକ୍ଷରୁ ଗତକାଲି ଘୋଷଣା କରାଯାଇଥିଲା। ହେଲେ ସପ୍ତାହରେ ଶନିବାର ଓ ରବିବାର ଯେଉଁଭଳି ଭାବରେ ସଟ୍‌ଡାଉନ୍‌ କଟକଣା ଲାଗୁ...

Bharati Rajyalaxmi Bhanja Deo
ମୟୂରଭଞ୍ଜ ରାଜମାତା ଭାରତୀ ରାଜ୍ୟଲକ୍ଷ୍ମୀ ଭଞ୍ଜଦେଓଙ୍କ ଦେହାନ୍ତ

ବାରିପଦା: ମୟୂରଭଞ୍ଜ ରାଜମାତା ଶ୍ରୀମତୀ ଭାରତୀ ରାଜ୍ୟଲକ୍ଷ୍ମୀ ଭଞ୍ଜଦେଓଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୪ ବର୍ଷ ବୟସ ହୋଇଥିଲା। ବେଲଗଡ଼ିଆ ରାଜପ୍ରସାଦରେ ଗତକାଲି ରାତି ପ୍ରାୟ ୧୧ଟା ସମୟରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ରାଜମାତା ଗତକାଲି ଦିନରେ ସୁସ୍ଥ ଥିଲେ। ସକାଳ ଜଳଖିଆ ସହ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।