ମୁମ୍ବାଇ: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ଘଟଣାରେ ମୁମ୍ବାଇ ପୋଲିସ୍ ସଲମାନ୍ ଖାନ୍ଙ୍କ ଏକ୍ସ-ମ୍ୟାନେଜର୍ ରେଶ୍ମା ଶେଟ୍ଟୀଙ୍କ ବୟାନ ରେକର୍ଡ କରିଛି। ବାନ୍ଦ୍ରା ପୋଲିସ୍ ଷ୍ଟେସନରେ ପାଖାପାଖି ୫ ଘଣ୍ଟା ତାଙ୍କୁ ଜେରା କରାଯାଇଥିଲା। ହେଲେ ରେଶ୍ମା କ’ଣ ସବୁ ବୟାନ ଦେଇଛନ୍ତି ଓ କେଉଁସବୁ...
କଟକ: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କଟକ ସହରରେ ଲାଗୁ ହୋଇଥିବା ସଟ୍ଡାଉନ୍ ଆସନ୍ତାକାଲିଠୁ ହଟିବ। ଏ ନେଇ କଟକ ମହାନଗର ନିଗମ(CMC) ପକ୍ଷରୁ ଟ୍ୱିଟ୍ କରାଯାଇ କୁହାଯାଇଛି। ସ୍ଥିତିର ସମୀକ୍ଷା କରାଯାଇ ସଟ୍ଡାଉନ୍ ହଟିବା ନେଇ ନିଷ୍ପତ୍ତି ହୋଇଥିବା କୁହାଯାଇଛି। ହେଲେ ସପ୍ତାହରେ ଶନିବାର ଓ ରବିବାର...
ନବରଙ୍ଗପୁର: ନବରଙ୍ଗପୁର ପଲିଟେକନିକ୍ ଅସ୍ଥାୟୀ ମେଡିକାଲ୍ କ୍ୟାମ୍ପ୍(TMCs)ରୁ ଜଣେ ବିଏସ୍ଏଫ୍ ଯବାନ ଫେରାର ହୋଇ ଯାଇଛନ୍ତି। ଫେରାର ଯବାନଙ୍କ ଘର ଆନ୍ଧ୍ର ପ୍ରଦେଶ ଗୁଣ୍ଟୁରରେ ବୋଲି ସୂଚନା ମିଳିଛି। ଗତ ୨୪ ତାରିଖରେ ଯବାନ ଜଣକ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏହାପରେ ତାଙ୍କ ଚିକିତ୍ସା ଆରମ୍ଭ ହୋଇଥିଲା।...
ନୂଆଦିଲ୍ଲୀ: ବାଘ ଗଣନାରେ ଗିନିଜ୍ ବୁକ୍ ଅଫ୍ ୱାର୍ଲଡ୍ ରେକର୍ଡସ୍ କଲା ଭାରତ। ୨୦୧୮-୧୯ ମସିହାରେ ଭାରତରେ ଥିବା ବାଘଙ୍କୁ ନେଇ ଏହି ଗଣନା କରାଯାଇଥିଲା। ବିଶ୍ୱର ସର୍ବ ବୃହତ ଅନ୍-କ୍ୟାମେରା ବନ୍ୟପ୍ରାଣୀ ସର୍ଭେ ପାଇଁ ଗିନିଜ୍ ବୁକ୍ ଅଫ୍ ୱାର୍ଲଡ୍ ରେକର୍ଡସ୍ରେ ନାଁ ଲିପିବଦ୍ଧ କରିଛି ଭାରତ।...
ଯାଜପୁର: ଯାଜପୁର ଉପକାରାଗାରରେ ଥିବା ଜଣେ ବିଚାରାଧୀନ କଏଦୀ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। କଏଦୀ ଜଣକ ଅଣ ଓଡିଆ ହୋଇଥିବାବେଳେ ପତ୍ନୀକୁ ହତ୍ୟା ଅଭିଯୋଗରେ ବିଂଝାରପୁର ପୁଲିସ୍ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। କଏଦୀଙ୍କ ସ୍ୱାବ୍ ସଂଗ୍ରହ ହୋଇଥିବାବେଳେ ତାଙ୍କର ରିପୋର୍ଟ ପଜିଟିଭ ଆସିଛି।...
ମାଲକାନଗିରି: ମାଲକାନଗିରି ମ୍ୟୁନିସିପାଲିଟି ଓ ବାଲିମେଳା NACକୁ ସମ୍ପୂର୍ଣ୍ଣ ଭାବେ ଲକ୍ଡାଉନ୍ କରାଯାଇଛି। ଆସନ୍ତାକାଲି ମଧ୍ୟରାତ୍ରରୁ ୧୯ ତାରିଖ ମଧ୍ୟରାତ୍ର ପର୍ଯ୍ୟନ୍ତ ଲକ୍ଡାଉନ୍ ନେଇ ଘୋଷଣା ହୋଇଛି। ଆଜି ଜିଲ୍ଲାରୁ ୩୬ କରୋନା ଆକ୍ରାନ୍ତ ଚିହ୍ନଟ ପରେ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ଚିହ୍ନଟ ନୂଆ...
ମୁମ୍ବାଇ: ବଲିଉଡ ଅଭିନେତ୍ରୀ ରେଖାଙ୍କ ମୁମ୍ବାଇ ସ୍ଥିତ ବଙ୍ଗଳା ‘Sea Springs’କୁ ସିଲ୍ କରାଯାଇଛି। ରେଖାଙ୍କ ବାନ୍ଦ୍ରା ସ୍ଥିତ ଏହି ବଙ୍ଗଳାରେ କାର୍ଯ୍ୟରତ ଜଣେ ସିକ୍ୟୁରିଟି ଗାର୍ଡଙ୍କ କରୋନା ପଜିଟିଭ୍ ଆସିବା ପରେ ବଙ୍ଗଳାକୁ ସିଲ୍ କରାଯିବା ସହ ସେହି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି।...
ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ୩ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ସମସ୍ତ ୩ ଜଣ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ମିଳିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୪କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ,...