ଭୁବନେଶ୍ୱର: ଓଡ଼ିଶାରେ ଆଉ ୫୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୧ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୩୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୫୯୫ ଆକ୍ରାନ୍ତଙ୍କ ମଧ୍ୟରୁ ୩୯୪...
ମୁମ୍ବାଇ: ବଲିଉଡ୍ର ବିଗ୍ ବି ଅମିତାଭ ବଚ୍ଚନ ଓ ତାଙ୍କ ପୁଅ ଅଭିଷେକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଉଭୟଙ୍କୁ ମୁମ୍ବାଇ ସ୍ଥିତ ନାନାବତୀ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି। ଗତକାଲି ଅମିତାଭ ଓ ଅଭିଷେକ କରୋନା ପଜିଟିଭ୍ ଖବର ସାମ୍ନାକୁ ଆସିବାର କିଛି ଘଣ୍ଟା ପରେ ରଣବୀର କପୁର, ତାଙ୍କ...
ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା ରାଉରକେଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏଥିପାଇଁ ଜିଲ୍ଲା ପ୍ରଶାସନ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ପ୍ରତି ସପ୍ତାହର ଶନିବାର ଓ ରବିବାରକୁ ସଟ୍ଡାଉନ୍ ଘୋଷଣା କରିଛି। ଆସନ୍ତାକାଲିଠୁ ରାଉରକେଲା ସରକାରୀ ଡାକ୍ତରଖାନାର OPD ବନ୍ଦ ରହିବ। ଜୁଲାଇ ୧୩ରୁ...
ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଜଟଣୀ BSF କ୍ୟାମ୍ପ୍ରେ ୨ଜଣ ଯବାନ କରୋନା ସଂକ୍ରମିତ ହୋଇଛନ୍ତି। ଏ ନେଇ ଜିଲ୍ଲାପାଳ ସୀତାଂଶୁ ରାଉତ ସୂଚନା ଦେଇଛନ୍ତି। କ୍ୟାମ୍ପରୁ ୨୪୫ ଜଣଙ୍କ ସ୍ୱାବ୍ ଟେଷ୍ଟ୍ ହୋଇଥିବା ବେଳେ ୨ ଜଣ ଯବାନ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ସଂକ୍ରମିତ ଦୁଇ ଯବାନ...
ଭୁବନେଶ୍ୱର: ଓଡ଼ିଶାରେ ଏବେ ମୌସୁମୀ ସ୍ୱାଭାବିକ ଥିବାବେଳେ ବର୍ଷାର ପରିମାଣ କମ୍ ରହିଛି। ଆଜିଠୁ ବର୍ଷାର ପରିମାଣ ବଢ଼ିପାରେ। ଏ ନେଇ ୭ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, କୋରାପୁଟ, ନୂଆପଡ଼ା ଓ ବରଗଡ଼। ଏସବୁ...
ମୁମ୍ବାଇ: ବଲିଉଡ୍ ବିଗ୍ ବି ଅମିତାଭ ବଚ୍ଚନ ଓ ତାଙ୍କ ପୁଅ ତଥା ଅଭିନେତା ଅଭିଷେକ ବଚ୍ଚନ(୪୪) କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଉଭୟଙ୍କୁ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି ଓ ଉଭୟ କରୋନା ପଜିଟିଭ୍ ନେଇ ଟ୍ୱିଟ୍ କରି ଶନିବାର ରାତିରେ ସୂଚନା ଦେଇଥିଲେ। ପ୍ରଥମେ କରୋନା ପଜିଟିଭ୍ ନେଇ...
ମୁମ୍ବାଇ: ବଲିଉଡ ବିଗ୍ ବି ଅମିତାଭ ବଚ୍ଚନ ଓ ତାଙ୍କ ପୁଅ ତଥା ଅଭିନେତା ଅଭିଷେକ ବଚ୍ଚନ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଉଭୟ ଟ୍ୱିଟ କରି ସୂଚନା ଦେଇଛନ୍ତି। ଏହି ଖବର ଜଣାପଡ଼ିବା ପରେ ଫ୍ୟାନ୍ସମାନେ ଉଭୟଙ୍କ ଆରୋଗ୍ୟ କାମନା କରିଛନ୍ତି। ତେବେ ଐଶ୍ୱର୍ଯ୍ୟା...
ହାଇଦ୍ରାବାଦ: ଶ୍ୱଶୁର ଘରେ ଜ୍ୱାଇଁଙ୍କ ପ୍ରଥମ ଭୋଜନ। ସବୁ କିଛି ସ୍ୱତନ୍ତ୍ର ହେବା ଉଚିତ୍। ତେଣୁ ଜ୍ୱାଇଁ ଆସୁଥିବା ଜାଣି ଶାଶୂ ରାନ୍ଧିଛନ୍ତି ୬୭ ପ୍ରକାର ବ୍ୟଞ୍ଜନ। ଜ୍ୱାଇଁଙ୍କୁ ଏମିତି ସମ୍ମାନ ଜଣାଇଛନ୍ତି ଚର୍ଚ୍ଚାକୁ ଆସିଛନ୍ତି ଜଣେ ମହିଳା । ସାଧାରଣତଃ ଜ୍ୱାଇଁମାନେ ଘରକୁ ଆସିଲେ ସେମାନଙ୍କୁ ଅଧିକ...
କଟକ: କଟକ ମହାନଗର ନିଗମ ଅଞ୍ଚଳରୁ ଆଉ ୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୦ ଜଣଙ୍କ ମଧ୍ୟରୁ ୪ଜଣ ସରକାରୀ କ୍ୱାରେଣ୍ଟିନ୍ରୁ, ୫ଜଣ ହୋମ୍ କ୍ୱାରେଣ୍ଟିନ୍ରୁ ଓ ଗୋଟିଏ ଲୋକାଲ କେସ୍ ରହିଛି। କଟକ ସହରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩୯ରେ ପହଞ୍ଚିଥିବା ବେଳେ ସେମାନଙ୍କ...