• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

odisha
ଅଜ୍ଞାତ ସ୍ଥାନରୁ ଉଦ୍ଧାର ହେଲେ ଅପହୃତ ବ୍ୟବସାୟୀ

ସମ୍ବଲପୁର: ଅଜ୍ଞାତ ସ୍ଥାନରୁ ଉଦ୍ଧାର ହେଲେ ଅପହୃତ ବ୍ୟବସାୟୀ। ସମ୍ବଲପୁର ଜିଲ୍ଲା ଶାସନ ଥାନା ଅନ୍ତର୍ଗତ ଶାସନ ଛକ ନିକଟରୁ ଗତକାଲି ଅପହୃତ ହୋଇଥିବା ଜଣେ ବ୍ୟବସାୟୀଙ୍କୁ ଉଦ୍ଧାର କରାଯାଇଛି। ଗତକାଲି ବିଳମ୍ବିତ ରାତିରେ ଏକ ଅଜ୍ଞାତ ସ୍ଥାନରୁ ତାଙ୍କୁ ପୁଲିସ୍ ଉଦ୍ଧାର କରିଛି। ସୂଚନାଯୋଗ୍ୟ, ଗତକାଲି ଅପରାହ୍ନ...

corona
ଭୁବନେଶ୍ୱରରୁ ଆଜି ୩୮ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୬

ଭୁବନେଶ୍ୱର: ଭୁବନେଶ୍ୱରରୁ ଆଜି ଆଉ ୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୬ଟି କ୍ୱାରେଣ୍ଟିନ୍‌, ୧୨ଟି ଲୋକାଲ୍ କଣ୍ଟାକ୍ଟସ୍‌ କେସ୍ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି।  ତେବେ ଆଜି ଭୁବନେଶ୍ୱରରେ ଆଉ ୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ...

malkangiri
୧୩ ଜିଲ୍ଲାବାସୀଙ୍କୁ ମାଲକାନଗିରି ଆସିବାକୁ ବାରଣ

ମାଲକାନିଗିରି: ୧୩ ଜିଲ୍ଲାବାସୀଙ୍କୁ ମାଲକାନଗିରି ଆସିବାକୁ ବାରଣ କରାଯାଇଛି। କରୋନା ସଂକ୍ରମଣ ରୋକିବାକୁ ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଥିବା ଜଣାପଡ଼ିଛି। ଏହି ଜିଲ୍ଲାଗୁଡ଼ିକ ହେଲା- ଗଞ୍ଜାମ , କଟକ, ଭଦ୍ରକ, ଖୋର୍ଦ୍ଧା(ଭୁବନେଶ୍ୱର ମଧ୍ୟ), ଯାଜପୁର, ନୟାଗଡ଼, ପୁରୀ, ଢେଙ୍କାନାଳ, ସୁନ୍ଦରଗଡ, କେନ୍ଦ୍ରାପଡା, ଗଜପତି, ବାଲେଶ୍ଵର,...

comet
୨୩ ବର୍ଷ ପରେ କାଲି ମହାକାଶରେ ଦେଖିବାକୁ ମିଳିବ ଏହି ବିରଳ ଦୃଶ୍ୟ

ନୂଆଦିଲ୍ଲୀ/ଭୁବନେଶ୍ୱର: ଆସନ୍ତାକାଲି ଦୃଶ୍ୟମାନ ହେବ ଶତାବ୍ଦୀର ପ୍ରଥମ ଧୂମକେତୁ। ଏହା ଖାଲି ଆଖିରେ ଦୃଶ୍ୟମାନ ହେବ। କାଲି ସନ୍ଧ୍ୟା ସମୟରେ ପ୍ରାୟ ଅଧ ଘଣ୍ଟା ଧରି ଉତ୍ତର-ପଶ୍ଚିମ ଦିଗ୍‌ବଳୟର ୨୦ ଡିଗ୍ରୀ ଉପରେ ଦେଖାଯିବ। ୩୦ ତାରିଖ ପର୍ଯ୍ୟନ୍ତ ସବୁ ଦିନ ଧୀରେ ଧୀରେ ଏହା ଉପର ‌ଆଡକୁ...

shutdown
କଟକ ସହରରେ ସଟ୍‌ଡାଉନ୍‌ ଅବଧି ବୃଦ୍ଧି ନେଇ ଗୁଜବ, ସିଏମ୍‌ସି କହିଲା FAKE

କଟକ: କଟକ ସହରରେ ସଟ୍‌ଡାଉନ୍‌ ଅବଧି ବୃଦ୍ଧି ନେଇ ଫେକ୍‌ ନ୍ୟୁଜ୍‌ ଭାଇରାଲ ହେଉଛି। ଏହି Forwarded ମେସେଜ୍ ଫେକ୍‌ ଓ ଏହା ଉପରେ ବିଶ୍ୱାସ ନ କରିବାକୁ କଟକ ମହାନଗର ନିଗମ(CMC) ପକ୍ଷରୁ ଟ୍ୱିଟ୍‌ କରାଯାଇ କୁହାଯାଇଛି। କଟକ ସହରରେ ସଟ୍‌ଡାଉନ୍‌ ଅବଧି ବୃଦ୍ଧି ନେଇ ଏବେ...

corona 11
ଓଡ଼ିଶାରେ କରୋନା ନେଲା ଆଉ ୫ ମୁଣ୍ଡ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ୫ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି। ଗଞ୍ଜାମରୁ ୨ଜଣ, ପୁରୀରୁ ଜଣେ, କଟକରୁ ଜଣେ ଓ ଭୁବନେଶ୍ୱରରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ...

coronavirus
ଓଡ଼ିଶାରେ ଆଉ ୫୭୦ କରୋନା ଆକ୍ରାନ୍ତ‌ ଚିହ୍ନଟ, ୧୨ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଉ ୫୭୦ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୫୭୦ଆକ୍ରାନ୍ତଙ୍କ ମଧ୍ୟରୁ ୩୮୪ ଜଣ...

EbfoyOHWsAItSIJ
ଅନୁଗୁଳ ଆସିବା ପାଇଁ ଏହି ୨ ଜିଲ୍ଲାବାସୀଙ୍କୁ ମନା

ଅନୁଗୁଳ: ଗଞ୍ଜାମ ଓ ଯାଜପୁର ଜିଲ୍ଲାବାସୀଙ୍କୁ ଅନୁଗୁଳ ଆସିବା ମନା। ଯଦି ଏହି ୨ ଜିଲ୍ଲାରୁ କୌଣସି ବ୍ୟକ୍ତି ଜରୁରୀ କାମରେ ଅନୁଗୁଳ ଆସନ୍ତି, ତା’ହେଲେ ୧୪ ଦିନ ସରକାରୀ କ୍ୱାରେଣ୍ଟିନ୍‌ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହା ବାଧ୍ୟତାମୂଳକ ବୋଲି କୁହାଯାଇଛି।  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା...

facebook
‘ଡିଜିଟାଲ୍‌ ପ୍ଲାଟଫର୍ମରେ ଅଭିଯୋଗ କଲେ ୭୨ ଘଣ୍ଟା ମଧ୍ୟରେ ମିଳିବ ଉତ୍ତର’

ଭଦ୍ରକ: ମହାମାରୀ କରୋନା ପାଇଁ ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି। ସାଧାରଣ ଲୋକେ ସରକାରୀ କାର୍ଯ୍ୟାଳୟକୁ ନ ଆସି ଡିଜିଟାଲ୍‌ ପ୍ଲାଟଫର୍ମ ମାଧ୍ୟମରେ ଅଭିଯୋଗ କରି ପାରିବେ। ଅଭିଯୋଗ କରିବାର ୭୨ ଘଣ୍ଟା ମଧ୍ୟରେ ଉତ୍ତର ପାଇପାରିବେ। ଏନେଇ ଭଦ୍ରକ ଜିଲ୍ଲା ପ୍ରଶାସନ ତରଫରୁ...

landslide
ଭୂସ୍ଖଳନରେ ଗଲା ୮ ଜୀବନ, ବନ୍ୟା ଆଶଙ୍କା

ଇଟାନଗର: ଅରୁଣାଚଳ ପ୍ରଦେଶରେ ଭୂସ୍ଖଳନ ଯୋଗୁ ୮ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଜଣେ ୮ମାସର ଶିଶୁ ଅଛନ୍ତି। ଗତକାଲି ସକାଳେ ପାପୁମପାରେ ଜିଲ୍ଲାର ତିଗୋଡ ଗାଁରେ ମାଟି ଅତଡ଼ା ଖସିବାରୁ ଗୋଟିଏ ପରିବାରର ୪ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ଜଣେ ୮ମାସର ଶିଶୁ ଅଛନ୍ତି। ରାଜଧାନୀ...

quarantine
ହୋମ୍ ଆଇସୋଲେସନ୍ ନେଇ SOP ଜାରି କଲା ଭୁବନେଶ୍ୱର ମହାନଗର ନିଗମ

ଭୁବନେଶ୍ୱର: ହୋମ୍ ଆଇସୋଲେସନ୍ ନେଇ ଭୁବନେଶ୍ୱର ମହାନଗର ନିଗମ(BMC) ପକ୍ଷରୁ SOP ଜାରି ହୋଇଛି। ଲକ୍ଷଣ ବିହୀନ କିମ୍ବା ସ୍ୱଳ୍ପ ଲକ୍ଷଣ ଥିବା କରୋନା ଆକ୍ରାନ୍ତ ଯେଉଁମାନେ ହୋମ୍ ଆଇସୋଲେସନ୍‌ରେ ରହିବାକୁ ଚାହୁଁଛନ୍ତି ସେମାନଙ୍କ ପାଇଁ ଏହି SOP ଜାରି କରାଯାଇଛି। SOPରେ କୁହାଯାଇଛି, ହୋମ୍ ଆଇସୋଲେସନରେ ରହିବାକୁ...

cuttack
ହଟ୍‌ସ୍ପଟ୍‌ ଜିଲ୍ଲାରୁ କଟକ ସହରକୁ ଆସିଲେ ୧୪ ଦିନ କ୍ୱାରେଣ୍ଟିନ୍

କଟକ: ଓଡ଼ିଶାର କୌଣସି ହଟ୍‌ସ୍ପଟ୍‌ ଜିଲ୍ଲାରୁ ଯଦି କେହି କଟକ ସହରକୁ ଆସିବେ, ତା’ହେଲେ ସେମାନେ ୧୪ ଦିନ କ୍ୱାରେଣ୍ଟିନ୍‌ରେ ରହିବା ବାଧ୍ୟତାମୂଳକ। ଏନେଇ କଟକ ମହାନଗର ନିଗମ(CMC ) କମିଶନର ସୂଚନା ଦେଇଛନ୍ତି। କଟକ ଜିଲ୍ଲାର ହଟ୍‌ସ୍ପଟ୍‌ ବ୍ଲକରୁ କଟକ ସହରକୁ ଆସିଲେ ବି ୧୪ ଦିନ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।