ଗଜପତି: ଦିନକୁ ଦିନ ଗଞ୍ଜାମରେ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଆଜି ଗଞ୍ଜାମରେ କରୋନା ଆକ୍ରାନ୍ତରେ ୪ଜଣଙ୍କ ମୃତ୍ୟୁ ଘଟିଛି। ଏହାସହ ଗଞ୍ଜାମରେ କରୋନା ମୃତ୍ୟୁ ସଂଖ୍ୟା ୩୪ରେ ପହଞ୍ଚିଛି। ତେଣୁ ପଡ଼ୋଶୀ ଗଞ୍ଜାମ ଓ ଆନ୍ଧ୍ରର ଶ୍ରୀକାକୁଲମ ଜିଲ୍ଲାକୁ ଯିବାକୁ ଗଜପତି...
ନବରଙ୍ଗପୁର: ସମ୍ପର୍କୀୟ ଝିଆରୀକୁ ହତ୍ୟା କଲା ସମ୍ପର୍କୀୟ ଦାଦା। ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ଅଞ୍ଚଳଗୁମ୍ମା ଗାଁରେ ଜଣେ ଯୁବତୀଙ୍କୁ ତାଙ୍କ ସମ୍ପର୍କୀୟ ଦାଦା ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏନେଇ ମୃତ ଯୁବତୀଙ୍କ ପରିବାର ପକ୍ଷରୁ ଥାନାରେ ଏତଲା ଦିଆଯାଇଛି। ପୁଲିସ୍ ସମ୍ପର୍କୀୟ ଦାଦା ଭୀଷ୍ମ ହରିଜନ(୨୭)...
ମୁମ୍ବାଇ: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପଛରେ ଅଣ୍ଡରୱାର୍ଲଡ୍ ଡନ୍ ଦାଉଦ୍ ଇବ୍ରାହିମ୍ ଗ୍ୟାଙ୍ଗ୍ର ହାତଥିବା କୁହାଯାଉଛି। ଏକ୍ସ-ର’ ଅଫିସର ଏନ୍କେ ସୁଦ୍ଙ୍କ କହିବା ଅନୁସାରେ, ଅଭିନେତା ସୁଶାନ୍ତ ସିଂଙ୍କୁ ପୂରା ପ୍ଲାନିଂରେ ମର୍ଡର କରାଯାଇଥିଲା ଓ ଏହା ପଛରେ ଦାଉଦ୍ ଇବ୍ରାହିମ୍ ଗ୍ୟାଙ୍ଗ୍ର ହାତ...
କଟକ: କଟକ ମହାନଗର ନିଗମ ଅଞ୍ଚଳରୁ ଆଉ ୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୧୬ରୁ ୧୩ ସରକାରୀ କ୍ୱାରେଣ୍ଟିନ୍, ଜଣେ ପେଡ୍ କ୍ୱାରେଣ୍ଟିନ୍ ଓ ୨ଟି ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ କଟକ ମହାନଗର ନିଗମ ଅଞ୍ଚଳରୁ ଏଯାବତ୍ ୨୨୯ଜଣ କରୋନା ଆକ୍ରାନ୍ତ...
ଭୁବନେଶ୍ୱର: ଆଜି ଦିନକ ପାଇଁ ଓଡ଼ିଶା ବିଧାନସଭା ସଟ୍ଡାଉନ୍ ଘୋଷଣା ହୋଇଛି। ବିଧାନସଭାର ଜଣେ କର୍ମଚାରୀଙ୍କ ସଂପର୍କୀୟ ପଜିଟିଭ ଚିହ୍ନଟ ପରେ ଏଭଳି ପଦକ୍ଷେପ ନିଆଯାଇଥିବା ଜଣାପଡ଼ିଛି। ସଟ୍ଡାଉନ୍ ନେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି। ଶନିବାର ଓ ରବିବାର ସଟ୍ଡାଉନ୍ ଥିବାରୁ କେବଳ ଆଜି...
ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ୪ଜଣଙ୍କ ମୃତ୍ୟୁ ହୋଇଛି। ସମସ୍ତ ମୃତକ ଗଞ୍ଜାମ ଜିଲ୍ଲାର। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୬କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍ସାଇଟ୍ରେ ସୂଚନା ଦିଆଯାଇଛି। ଏହାସହ ଗଞ୍ଜାମରେ କରୋନା ମୃତ୍ୟୁ ସଂଖ୍ୟା...
ଭୁବନେଶ୍ୱର: ରାଜ୍ୟରେ ଆଉ 755 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୩ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୩୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୭୫୫...
ଭୁବନେଶ୍ୱର: ମାଓ ପ୍ରଭାବିତ ସୁରକ୍ଷା ସଂପର୍କିତ ଖର୍ଚ୍ଚ (SRE) ଜିଲ୍ଲା ତାଲିକାରୁ ବାଦ୍ ପଡ଼ିଲା ଓଡ଼ିଶାର ୫ ଜିଲ୍ଲା। ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ଦେଓଗଡ଼ ଏବଂ ନୟାଗଡ଼ ଜିଲ୍ଲା ସୁରକ୍ଷା ସଂପର୍କିତ ଖର୍ଚ୍ଚ (SRE)ରୁ ବାଦ୍ ପଡ଼ିଛି। ଏନେଇ ରାଜ୍ୟ ସରକାର ଅନୁମୋଦନ କରିଥିବା ସୂଚନା ମିଳିଛି। ୫...
ପାଟନା: ବିହାରର ପଶ୍ଚିମ ଚମ୍ପାରଣ ଜିଲ୍ଲା ବହଗା ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୪ ନକ୍ସଲ ନିହତ ହୋଇଛନ୍ତି। ସଶସ୍ତ୍ର ସୀମା ବଳ ଓ ସ୍ପେଶାଲ ଟାସ୍କଫୋର୍ସର ମିଳିତ ଏନ୍କାଉଣ୍ଟରରେ ୪ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରୁ ବହୁ ପରିମାଣର ବିସ୍ଫୋରକ ସହ ଅସ୍ତ୍ରଶସ୍ତ୍ର ଜବତ କରାଯାଇଥିବା...
ରାଉରକେଲା: କରୋନା ସଂକ୍ରମଣକୁ ରୋକିବା ଲାଗି ରାଉରକେଲା ସହରକୁ ସପ୍ତାହରେ ୨ ଦିନ ଅର୍ଥାତ୍ ଶନିବାର ଏବଂ ରବିବାର ସଟ୍ଡାଉନ୍ କରିବାକୁ ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ ଘୋଷଣା କରିଛନ୍ତି। ଏହା ଆସନ୍ତାକାଲିଠୁ ଆରମ୍ଭ ହୋଇ ଜୁଲାଇ ୩୧ ପର୍ଯ୍ୟନ୍ତ ଚାଲିବ। ରାଉରକେଲା ସହର ସହ କଲୁଙ୍ଗା...