• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

coronavirus
କଟକରେ କନଷ୍ଟେବଲଙ୍କୁ କରୋନା

କଟକ: କଟକରେ କମିଶନରେଟ୍ ପୁଲିସ୍‌ର ଜଣେ‌ କନଷ୍ଟେବଲ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। କଟକ ମଙ୍ଗଳାବାଗ ଫାଣ୍ଡିର ଜଣେ କନଷ୍ଟେବଲ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ କଟକ ଡିସିପି ଅଖିଳେଶ୍ୱର ସିଂହଙ୍କ ସୂଚନା ଦେଇଛନ୍ତି। କନଷ୍ଟେବଲ ଜଣକ କୋରନା ପଜିଟିଭ୍ ଚିହ୍ନଟ ପରେ ଚିନ୍ତା ବଢ଼ିଛି। ଆଜି...

vikash dubey
ଗ୍ୟାଙ୍ଗଷ୍ଟର ବିକାଶ ଦୁବେ ନିହତ

କାନପୁର: ଉତ୍ତର ପ୍ରଦେଶର ଗ୍ୟାଙ୍ଗଷ୍ଟର ବିକାଶ ଦୁବେ ଏନ୍‌କାଉଣ୍ଟରରେ ନିହତ ହୋଇଥିବା ସୂଚନା ମିଳିଛି। ଗତକାଲି ମଧ୍ୟପ୍ରଦେଶ ଉଜୈନରୁ ବିକାଶକୁ ଗିରଫ କରିଥିଲା ପୁଲିସ୍‌। ବିକାଶ ଉଜୈନର ମହାକାଳ ମନ୍ଦିର ଦର୍ଶନ ପାଇଁ ଯାଇଥିବା ବେଳେ ପୁଲିସ୍‌‌ ତାଙ୍କୁ ଗିରଫ କରିଥିଲା। ସୂଚନା ଅନୁସାରେ, ଆଜି ସକାଳେ ଏକ...

manoj panda
ଶାରଳା ପୁରସ୍କାର ବିଜେତା ବିଶିଷ୍ଟ ସାହିତ୍ୟିକ ମନୋଜ ପଣ୍ଡାଙ୍କ ପରଲୋକ

ବଲାଙ୍ଗିର: ଶାରଳା ପୁରସ୍କାର ବିଜେତା ବିଶିଷ୍ଟ ସାହିତ୍ୟିକ ମନୋଜ ପଣ୍ଡାଙ୍କ ଗତକାଲି ହୃଦ୍‌ଘାତରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଶୋକ ପ୍ରକାଶ କରିଛନ୍ତି। ଶାରଳା ପୁରସ୍କାର ବିଜେତା...

sushant singh
ସୁଶାନ୍ତ ସିଂ ଆତ୍ମହତ୍ୟା ଘଟଣା: ଫିଲ୍ଲ ନିର୍ମାତା ଶେଖର ଦେଲେ ଚାଞ୍ଚଲ୍ୟକର ବୟାନ

ମୁମ୍ବାଇ(ସୁରେଶ ଦାଶ): ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ଘଟଣାରେ ଫିଲ୍ଲ ନିର୍ମାତା ଶେଖର କପୁର ଇ-ମେଲ ମାଧ୍ୟମରେ ମୁମ୍ବାଇ ପୋଲିସକୁ ତାଙ୍କର ବୟାନ ପଠାଇଛନ୍ତି।ଶେଖର, ମୁମ୍ବାଇରେ ନ ଥିବାରୁ ସେ ତାଙ୍କ ବୟାନକୁ ଇ-ମେଲ ମାଧ୍ୟମରେ ପଠାଇଥିବା ଜଣାପଡ଼ିଛି। ସେ ଏବେ ଉତ୍ତରାଖଣ୍ଡରେ ଅଛନ୍ତି।କରୋନା ଯୋଗୁ...

aditya das death
ମୋଟିଭେସ୍‌ନାଲ୍‌ ସ୍ପିକର ଆଦିତ୍ୟ ଦାସ ମୃତ୍ୟୁ ମାମଲାରେ ନୂଆ ମୋଡ଼, ଏମିତି କଥା କହିଲେ ଆଦିତ୍ୟଙ୍କ ସାଙ୍ଗ

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ମୋଟିଭେସ୍‌ନାଲ୍‌ ସ୍ପିକର ତଥା ସ୍ୱେଚ୍ଛାସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲାରେ ଏବେ ନୂଆ ମୋଡ଼ ନେଇଛି। ଏହି ଘଟଣାରେ ହତ୍ୟା ମାମଲା ରୁଜୁ ହୋଇଥିବାବେଳେ ଆଦିତ୍ୟଙ୍କ ବନ୍ଧୁ ପପୁ ଏହି ମାମଲାରେ ଭିନ୍ନ ଦିଗକୁ ଇସାରା କରିଛନ୍ତି। ଯାହାକୁ ନେଇ ଏବେ ଚର୍ଚ୍ଚା। ୩୦୨ ଦଫାରେ...

corona ..
ଭୁବନେଶ୍ୱରରୁ ଆଉ ୩୨ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୭

ଭୁବନେଶ୍ୱର: ଭୁବନେଶ୍ୱରରୁ ଆଜି ଆଉ ୩୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୪ଟି କ୍ୱାରେଣ୍ଟିନ୍‌, ୧୮ଟି ଲୋକାଲ୍ କଣ୍ଟାକ୍ଟସ୍‌ କେସ୍ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି।  ତେବେ ଆଜି ଭୁବନେଶ୍ୱରରେ ଆଉ ୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ...

aiims
କାଲିଠୁ ଭୁବନେଶ୍ୱର ଏମ୍ସ ଓପିଡି ବନ୍ଦ

ଭୁବନେଶ୍ୱର: ଆସନ୍ତାକାଲିଠୁ ଭୁବନେଶ୍ୱର ଏମ୍ସ ଓପିଡି ବନ୍ଦ ରହିବ। ଏ ନେଇ ଭୁବନେଶ୍ୱର ଏମ୍ସ ନିର୍ଦ୍ଦେଶିକା ବି. ଗୀତାଞ୍ଜଳି ସୂଚନା ଦେଇଛନ୍ତି। କର୍ମଚାରୀଙ୍କ ଅଭାବ ଦେଖାଦେବା ଯୋଗୁ ଓପିଡି ବନ୍ଦ ନେଇ ନିଷ୍ପତ୍ତି ନିଆଯାଇଥିବା ସେ କହିଛନ୍ତି। ଭୁବନେଶ୍ୱର ଏମ୍ସର କିଛି କର୍ମଚାରୀଙ୍କ କରୋନା ପଜିଟିଭ ଆସିଥିବାରୁ ହସ୍ପିଟାଲ୍‌ରେ...

sushant singh
ସୁଶାନ୍ତ ସିଂ ଆତ୍ମହତ୍ୟା ଘଟଣା: ବଲିଉଡ୍‌ର ଏହି‌ ପ୍ରସିଦ୍ଧ ବ୍ୟକ୍ତିଙ୍କ ବିରୋଧରେ ମାମଲା ରୁଜୁ ଆବେଦନ ଖାରଜ

ପାଟନା: ଅଭିନେତା ସୁଶାନ୍ତ ସିଂ ରାଜପୁତ‌ଙ୍କ ଆତ୍ମହତ୍ୟା ଘଟଣାରେ ଅଭିନେତା ସଲ୍‌ମାନ୍‌ ଖାନ୍‌, କରଣ ଜୋହର, ଏକ୍‌ତା କପୁର ଓ ସଞ୍ଜୟ ଲୀଲା ଭଂସାଲୀଙ୍କ ବିରୋଧରେ ମାମଲା ରୁଜୁ ପାଇଁ ଆବେଦନ ହୋଇଥିବା ପିଟିସନ୍‌କୁ କୋର୍ଟ ଖାରଜ କରିଛନ୍ତି। ବୁଧବାର ବିହାରର ଏକ କୋର୍ଟ ଏହି ପିଟିସନ୍‌ ଖାରଜ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।