ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ୪ଜଣଙ୍କ ମୃତ୍ୟୁ ହୋଇଛି। ଗଞ୍ଜାମ ଜିଲ୍ଲାରୁ ୩ଜଣ, ଭଦ୍ରକରୁ ଜଣଙ୍କର ମୃତ୍ୟୁ ହୋଇଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୨କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍ସାଇଟ୍ରେ ସୂଚନା ଦିଆଯାଇଛି। ଗଞ୍ଜାମରେ କରୋନା...
ଭୁବନେଶ୍ୱର: ରାଜ୍ୟରେ ଆଉ ୫୭୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୨ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୬୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୫୭୭...
ଭୋପାଳ: ଉତ୍ତର ପ୍ରଦେଶର ଗ୍ୟାଙ୍ଗଷ୍ଟର ବିକାଶ ଦୁବେ ଗିରଫ ହୋଇଥିବା ସୂଚନା ମିଳିଛି। ମଧ୍ୟପ୍ରଦେଶ ଉଜୈନରୁ ବିକାଶ ଦୁବେ ଗିରଫ ହୋଇଥିବା ଜଣାପଡ଼ିଛି। ବିକାଶ ଦୁବେ ଉଜୈନର ମହାକାଳ ମନ୍ଦିର ଦର୍ଶନ ପାଇଁ ଯାଇଥିବା ବେଳେ ପୋଲିସ ତାଙ୍କୁ ଗିରଫ କରିଥିଲା। ୟୁପି ମୁଖ୍ୟ ସଚିବ ଅବିନାଶ ଅବସ୍ଥିଙ୍କ କହିବା...
ଭୁବନେଶ୍ୱର: ମୋଟିଭେସ୍ନାଲ୍ ସ୍ପିକର ତଥା ସ୍ୱେଚ୍ଛାସେବୀ ଆଦିତ୍ୟ ଦାସଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ। ଶକ୍ତ ଆଘାତ ଯୋଗୁ ଆଦିତ୍ୟଙ୍କ ମୃତ୍ୟୁ ହୋଇଥିବା ପୋଷ୍ଟମର୍ଟମ ରିପୋର୍ଟରୁ ସ୍ପଷ୍ଟ ହୋଇଥିବା ସୂଚନା ମିଳିଛି। ଭୁବନେଶ୍ୱର ଜିଆରପି ପୋଷ୍ଟମର୍ଟମ ରିପୋର୍ଟ ପାଇବା ପରେ ତଦନ୍ତ ଆଗକୁ ବଢ଼ାଇଛି। ଅନ୍ୟପକ୍ଷରେ, ଆଦିତ୍ୟଙ୍କ ସଂଗଠନର କିଛି...
ବ୍ରହ୍ମପୁର: ଆଜିଠୁ ଗଞ୍ଜାମ ଜିଲ୍ଲାର କୌଣସି ରେଲ୍ୱେ ଷ୍ଟେସନ୍ରେ ଅଟକିବନି ପାସେଞ୍ଜର ଟ୍ରେନ୍। ପରବର୍ତ୍ତୀ ନିର୍ଦ୍ଦେଶ ଯାଏ ଏହି କଟକଣା ଜାରି ରହିବ। ଗଞ୍ଜାମ ଜିଲ୍ଲାରେ ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ପୂର୍ବତଟ ରେଲ୍ୱେ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ରାଜ୍ୟ...
ବ୍ରହ୍ମପୁର: ଗଞ୍ଜାମରେ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଏବେ ଚିନ୍ତାଜନକ। କରୋନା ସଂକ୍ରମଣକୁ ରୋକିବା ପାଇଁ ଆଜିଠୁ ଜୁଲାଇ ୧୩ ଯାଏ ଗଞ୍ଜାମ ଜିଲ୍ଲା ସହରାଞ୍ଚଳରେ ସଟ୍ଡାଉନ୍ ଘୋଷଣା ହୋଇଛି। ବ୍ରହ୍ମପୁର ମହାନଗର ନିଗମ, ହିଞ୍ଜିଳିକାଟୁ ମ୍ୟୁନିସିପାଲଟି, ଜିଲ୍ଲାର...
ନୂଆଦିଲ୍ଲୀ: ସାରା ବିଶ୍ୱରେ କାୟା ବିସ୍ତାର କରି ଚାଲିଥିବା ମହାମାରୀ କରୋନା ଭାଇରସ୍କୁ ନେଇ ଏକ ତଥ୍ୟ ସାମ୍ନାକୁ ଆସିଛି। ଯାହାକୁ ନେଇ ଏବେ ଚିନ୍ତା ଆହୁରି ବଢ଼ି ଯାଇଛି। ବାୟୁ ଦ୍ୱାରା ମଧ୍ୟ ବ୍ୟାପିପାରେ କରୋନା ଭାଇରସ୍। ଏହି ଆଶଙ୍କାକୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ(WHO) ମଧ୍ୟ ଖଣ୍ଡନ...
କଟକ: ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଓଡ଼ିଶା ହାଇକୋର୍ଟ। କରୋନା ସ୍ଥିତିକୁ ନେଇ ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ କଟକ ସହରକୁ ସଟ୍ଡାଉନ୍ ଘୋଷଣା କରିଛି ସିଏମ୍ସି। ଏହି ନିଷ୍ପତ୍ତିକୁ ଦୃଷ୍ଟିରେ ରଖି ହାଇକୋର୍ଟ ରେଜିଷ୍ଟ୍ରାର ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ହାଇକୋର୍ଟକୁ ବନ୍ଦ କରିବାକୁ...
କଟକ: କଟକ SCB ମେଡିକାଲ୍ରୁ ପୁଣି ୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। SCB ଆଇସୋଲେସନ ଓ୍ୱାର୍ଡରୁ ୩ ଜଣ ଚିହ୍ନଟ ହୋଇଥିବାବେଳେ ରାପିଡ୍ ଟେଷ୍ଟ ମାଧ୍ୟମରେ ଅନ୍ୟ ବିଭାଗରୁ ଅନ୍ୟ ୩ ଜଣ ଚିହ୍ନଟ ହୋଇଛନ୍ତି। ଶିଶୁଭବନରୁ ମଧ୍ୟ ଜଣେ ଶିଶୁ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାସହ...