• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

jewellery
ଆସନ୍ତା ୧୨ ଯାଏ ଏହି ସହରରେ ବନ୍ଦ ରହିବ ଗହଣା ଦୋକାନ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ସହରରେ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ସମସ୍ତ ଗହଣା ଦୋକାନ। କରୋନା ସଂକ୍ରମଣ ରୋକିବାକୁ ବ୍ରହ୍ମପୁର ଜୁଏଲାରୀ ଆସୋସିଏସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଗତମାସ ୧୩ ତାରିଖରୁ ୩୦ତାରିଖ ପର୍ଯ୍ୟନ୍ତ ଅଣଅତ୍ୟାବଶ୍ୟକ ଦୋକାନ ବନ୍ଦ ଥିବା ବେଳେ ଚଳିତ...

representational image
ଡ୍ୟୁଟି ବେଳେ ନର୍ସଙ୍କୁ ଛୁରୀ ଭୁସି ହତ୍ୟା

ନିଆଳି: ଡ୍ୟୁଟିରେ ଥିବାବେଳେ ଜଣେ ନର୍ସଙ୍କୁ ଛୁରୀ ଭୁସି ତାଙ୍କ ସ୍ୱାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। କଟକ ଜିଲ୍ଲା ନିଆଳିରୁ ଏହି ଅଭିଯୋଗ ଆସିଛି। ସମ୍ପୃକ୍ତ ନର୍ସ ଜଣକ ଜଣେ ଗର୍ଭବତୀ ମହିଳାଙ୍କୁ ଟିକା ଦେଉଥିବା ବେଳେ ନର୍ସଙ୍କ ସ୍ୱାମୀ ନର୍ସଙ୍କୁ ହତ୍ୟା କରିଥିବା ସୂଚନା ମିଳିଛି।...

corona
ସପ୍ତାହରେ ଓଡ଼ିଶାରେ କରୋନା ନେଲାଣି ୨୩ ମୁଣ୍ଡ

ଭୁବନେଶ୍ୱର: ଜୁଲାଇ ଆରମ୍ଭରୁ ମହାମାରୀ କରୋନା ଏହାର ଭୟଙ୍କର ରୂପ ଦେଖାଇଛି। ଚଳିତ ମାସରେ ଅର୍ଥାତ୍‌ ସପ୍ତାହରେ ଓଡ଼ିଶାରେ ୨୩ ମୁଣ୍ଡ ନେଲାଣି କରୋନା। ଗତ ୨ ତାରିଖରେ ଗଞ୍ଜାମ ଏବଂ ଅନୁଗୁଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିଲା। ଏହାପରେ ୩ ତାରିଖରେ କେବଳ ଗଞ୍ଜାମ ଜିଲ୍ଲାର ୨...

rto office
ଭୁବନେଶ୍ୱର RTO-୨ ବନ୍ଦ

ଭୁବନେଶ୍ୱର: ଆସନ୍ତା ସୋମବାର ପର୍ଯ୍ୟନ୍ତ ବନ୍ଦ ରହିବ ଭୁବନେଶ୍ୱର RTO-୨। କରୋନା ସଂକ୍ରମଣ ଆଶଙ୍କାରେ RTO-୨କୁ ବନ୍ଦ କରାଯାଇଥିବା ନେଇ ସୂଚନା ମିଳିଛି। ଗତକାଲି RTO-୧ରେ ୪ଜଣ କରୋନା ପଜିଟିଭ କେସ୍ ବାହାରିବା ପରେ RTO-୨କୁ ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଥିବା ସୂଚନା ମିଳିଛି। RTO-୧ ସହ କୌଣସି...

aditya das death
ଗୁମର ଖୋଲିବ ଆଦିତ୍ୟଙ୍କ ଡାଏରୀ ! ଲେଖା ହୋଇଥିଲା ଏମିତି କଥା...

ଭୁବନେଶ୍ୱର: “ମୋ ଭାଇ କେବେବି ଆତ୍ମହତ୍ୟା କରି ନ ଥିବ। ଏଇଟା ପୂରା ଭୁଲ୍‌। କାହିଁକି ନା ସେ ଆତ୍ମହତ୍ୟା‌ କରିବା ପିଲା ନୁହେଁ’ ଏଭଳି କିଛି କହିଛନ୍ତି ମୋଟିଭେସ୍‌ନାଲ୍‌ ସ୍ପିକର ତଥା ସ୍ୱେଚ୍ଛାସେବୀ ଆଦିତ୍ୟ ଦାସଙ୍କ ଜଣେ ସମ୍ପର୍କୀୟ ଭାଇ। ଆଦିତ୍ୟଙ୍କ ମୃତ୍ୟୁ ଘଟଣାକୁ ନେଇ ତାଙ୍କର ଜଣେ...

corona
ଜଣେ କରୋନା ରୋଗୀଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହେଲେ ୯୫

ରାଉରକେଲା: ରାଉରକେଲାରେ ସୁପର ସ୍ପ୍ରେଡର ! ଜଣେ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ୯୫ ଜଣ କରୋନା ସଂକ୍ରମିତ ହୋଇଛନ୍ତି। ରାଉରକେଲା ସେକ୍ଟର-୧୬ ଅଞ୍ଚଳର ଜଣେ କରୋନା ପଜିଟିଭଙ୍କ ସଂସ୍ପର୍ଶରେ ଆସି ୯୫ ଜଣ କରୋନା ସଂକ୍ରମିତ ହୋଇଥିବା ନେଇ ସୁନ୍ଦରଗଡ଼ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ସମ୍ପୃକ୍ତ ବ୍ୟକ୍ତିଙ୍କ...

mkcg hospital
MKCG ଓ ମାଲକାନଗିରି ‌ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର OPD ବନ୍ଦ

ବ୍ରହ୍ମପୁର/ମାଲକାନଗିରି: ସାଧାରଣ ରୋଗୀଙ୍କୁ ବ୍ରହ୍ମପୁର MKCG ହସ୍ପିଟାଲ୍‌ର ରୁଟିନ୍ OPD‌ ମନା। ଗଞ୍ଜାମ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ରୁଟିନ୍ OPD‌ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ମେଡିକାଲର ମୁଖ୍ୟ ପ୍ରବେଶ ପଥ ବ୍ୟତୀତ ଅନ୍ୟ ସମସ୍ତ ପ୍ରବେଶ ପଥ ବନ୍ଦ ପାଇଁ ନିର୍ଦ୍ଦେଶ...

corona
ଓଡ଼ିଶାରେ ଆଉ ୬ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ଓଡ଼ିଶାରେ ଆଉ ୬ ଜଣଙ୍କ ମୁଣ୍ଡ ନେଲା କରୋନା। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୮କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୩, ଖୋର୍ଦ୍ଧା, ରାୟଗଡ଼ା ଓ କେନ୍ଦ୍ରାପଡ଼ାରୁ ଜଣେ...

corona
ଓଡ଼ିଶାରେ ଆଉ ୫୨୭ କରୋନା ଆକ୍ରାନ୍ତ‌ ଚିହ୍ନଟ, ଗଞ୍ଜାମରୁ ଚିହ୍ନଟ ହେଲେ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ ଆଉ ୫୨୭ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୬ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୫୨୭...

aditya das
ରହସ୍ୟ ଘେରରେ ମୋଟିଭେସ୍‌ନାଲ୍‌ ସ୍ପିକର ଆଦିତ୍ୟ ଦାସଙ୍କ ମୃତ୍ୟୁ, ଥାନାରେ ହେଲା ଅଭିଯୋଗ

ଭୁବନେଶ୍ୱର: ରହସ୍ୟ ଘେରରେ ମୋଟିଭେସ୍‌ନାଲ୍‌ ସ୍ପିକର ତଥା ସ୍ୱେଚ୍ଛାସେବୀ ଆଦିତ୍ୟ ଦାସଙ୍କ ମୃତ୍ୟୁ। କାହିଁକି ଏବଂ କେଉଁ ପରିସ୍ଥିତିରେ ତାଙ୍କର ମୃତ୍ୟୁ ହେଲା, ତାକୁ ନେଇ ସସ୍‌ପେନ୍ସ ଲାଗି ରହି ଥିବାବେଳେ ରେଲ୍‌ୱେ ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି। ସେପଟେ ଆଦିତ୍ୟଙ୍କ ମୃତ୍ୟୁ ଘଟଣାକୁ ନେଇ ‘ଭଦ୍ରକ...

EbamH7hWoAAYrt5
ଗଞ୍ଜାମ-ଖୋର୍ଦ୍ଧା ବର୍ଡର ସିଲ୍‌

ଗଞ୍ଜାମ: ସିଲ୍‌ ହେଲା ଗଞ୍ଜାମ-ଖୋର୍ଦ୍ଧା ବର୍ଡର। ଏହାସହ କାହାକୁ ଭୁବନେଶ୍ୱର ଯିବା ପାଇଁ ଅନୁମତି ମିଳିବ ନାହିଁ ବୋଲି ଟ୍ୱିଟ୍‌ କରି ଗଞ୍ଜାମ ଜିଲ୍ଲାପାଳ ଏହି ସୂଚନା ଦେଇଛନ୍ତି। ଦିନକୁ ଦିନ ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା...

cloudy
ଆସନ୍ତା ୨ ଦିନ ଯାଏ ଓଡ଼ିଶାରେ ବର୍ଷା ସହ ବଜ୍ରପାତ ଆଶଙ୍କା

ଭୁବନେଶ୍ୱର: ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ସ୍ଥାନେ ସ୍ଥାନେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆସନ୍ତା ୨୪ ଘଣ୍ଟା ଯାଏ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।