ଯାଜପୁର: ଗୋଟିଏ ପରିବାରର ୩ ଜଣଙ୍କୁ ମରଣାନ୍ତକ ଆକ୍ରମଣ। ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟି ଥିବାବେଳେ ତାଙ୍କ ସ୍ୱାମୀ ଓ ଝିଅ ଗୁରୁତର ଭାବେ ଆହତ ହୋଇଛନ୍ତି। ସେମାନଙ୍କୁ କଟକ ବଡ଼ ମେଡିକାଲ୍ରେ ଭର୍ତ୍ତି କରାଯାଇଛି। ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅନ୍ତର୍ଗତ ମୀର୍ଜାପୁର ଗାଁରେ ଗତ...
କଟକ: କଟକ ଚୌଦ୍ୱାର ଜେଲ୍ର ଜଣେ ୱାର୍ଡର ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଚୌଦ୍ୱାର ଜେଲ୍ ଅଧୀକ୍ଷକ ଶୁଭକାନ୍ତ ମିଶ୍ର ଏହି ସୂଚନା ଦେଇଛନ୍ତି। ଚିହ୍ନଟ ଆକ୍ରାନ୍ତ ଜଣଙ୍କ ଆଚାର୍ଯ୍ୟ ହରିହର କ୍ୟାନ୍ସର ହସ୍ପିଟାଲରେ ଡ୍ୟୁଟି କରିଥିଲେ। ଜଣେ କଏଦୀଙ୍କ ଚିକିତ୍ସା ଚାଲିଥିବା ବେଳେ ୪ ଜଣ ୱାର୍ଡର...
ଭୁବନେଶ୍ୱର: ମୌସୁମୀ ସକ୍ରିୟ ରହିବା ସହିତ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ଆସନ୍ତା ୯ ତାରିଖ ଯାଏ ବର୍ଷା ଲାଗି ରହିବ। ୧୨ ଘଣ୍ଟା ମଧ୍ୟରେ ସମ୍ବଲପୁର, ବରଗଡ଼, ସୁବର୍ଣ୍ଣପୁର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ...
ଭୁବନେଶ୍ୱର: ବ୍ରଜରାଜନଗରର ପୂର୍ବତନ ବିଧାୟିକା ତଥା ବିଜେପି ନେତ୍ରୀ ରାଧାରାଣୀ ପଣ୍ଡା ଗୁରୁତର ଅସୁସ୍ଥ ହୋଇ ପଡ଼ିଛନ୍ତି। ତାଙ୍କୁ ବରଗଡ଼ର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୀର୍ଘ ଦିନରୁ ସେ ଡାଇବେଟିସ୍ ଓ ଶ୍ୱାସ ଜନିତ ରୋଗରେ ପୀଡ଼ିତ ଅଛନ୍ତି। ଶନିବାର ଦିନ ସ୍ୱାସ୍ଥ୍ୟବସ୍ଥା ଜଟିଳ ହେବାରୁ...
ଭୁବନେଶ୍ୱର: ଭୁବନେଶ୍ୱର ଇଏସ୍ଆଇ ହସ୍ପିଟାଲ୍ କଲୋନୀରୁ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସଂପୃକ୍ତ ଆକ୍ରାନ୍ତଙ୍କୁ କିମ୍ସ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏନେଇ ଇଏସ୍ଆଇ ହସ୍ପିଟାଲ ଅଧିକ୍ଷକ ସୂଚନା ଦେଇଛନ୍ତି। ତେବେ ସେ କାହାଦ୍ୱାରା ସଂକ୍ରମିତ ହୋଇଛନ୍ତି, ସେନେଇ କିଛି ସ୍ପଷ୍ଟ ସୂଚନା ମିଳିପାରିନାହିଁ। ଗତ କିଛି...
ଉଦୟପୁର: ରାଜସ୍ଥାନ ଉଦୟପୁରରେ ଦେହ ବ୍ୟବସାୟରେ ସାମିଲ ଜଣେ ଯୁବତୀଙ୍କ କରୋନା ଟେଷ୍ଟ୍ ରିପୋର୍ଟ ପଜିଟିଭ୍ ଆସିଛି। ଜୁଲାଇ ୧ରେ ପୁଲିସ୍ ଚଢ଼ଉ କରି ଦେହ ବ୍ୟବସାୟରେ ସାମିଲ ନେଇ ୭ଜଣ ଯୁବତୀ ଓ କିଛି ଲୋକଙ୍କୁ ଗିରଫ କରିଥିଲା। ଏହି ଘଟଣା ପରେ ପୁଲିସ୍ ବିଭାଗରେ ହଇଚଇ...
କଟକ: କଟକ ସହରରେ ଆଉ ୭୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୬ ଜଣ ସରକାରୀ କ୍ୱାରେଣ୍ଟିନ୍ରୁ, ୨୮ଜଣ ହୋମ୍ କ୍ୱାରେଣ୍ଟିନରୁ ଚିହ୍ନଟ ହୋଇଛନ୍ତି। ସରକାରୀ କ୍ୱାରେଣ୍ଟିନ୍ରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୩୮ଜଣଙ୍କ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲ ଲିଙ୍କ ରହିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ କଟକ...
ପୁରୀ: ଆଜି ବାହାରିବ ନୀଳାଚଳ ଅବଢ଼ା। ଗତକାଲି ଶ୍ରୀଜିଉଙ୍କ ନୀଳାଦ୍ରି ବିଜେ ସରିବା ପରେ ଆଜି ନୀଳାଚଳ ଅବଢ଼ା ବାହାରିବ। ତେବେ ଭକ୍ତ କେମିତି ଅବଢ଼ା ପାଇବେ ସେଥିପାଇଁ ବ୍ୟବସ୍ଥା କରାଯିବ ବୋଲି ସୁଆର ମହାସୁଆର ନିଯୋଗ ପକ୍ଷରୁ କୁହାଯାଇଛି। ଶ୍ରୀଜିଉ ଆଡ଼ପ ମଣ୍ଡପରେ ଥିବା ବେଳେ ଯେମିତି...
ଭୁବନେଶ୍ୱର: ଭୁବନେଶ୍ୱରୁ ଆଜି ଆଉ ୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୯ଟି କ୍ୱାରେଣ୍ଟିନ୍, ୮ଟି ଲୋକାଲ୍ କଣ୍ଟାକ୍ଟସ୍ କେସ୍ ରହିଛି। କଳ୍ପନା ଛକ ସ୍ଥିତ ସରକାରୀ ଅଫିସର ୨ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ୍ କରାଯାଇ ସୂଚନା...