• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

shutdown
ବଡ଼ବିଲ୍‌ ସହର ସପ୍ତାହେ ସଟ୍‌ଡାଉନ୍‌

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ବଡ଼ବିଲ୍‌ ସହରକୁ ଆଜିଠୁ ସପ୍ତାହେ ପାଇଁ ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି ଜିଲ୍ଲାପାଳ। ବଡ଼ବିଲ୍‌ରୁ ଆଜି ୧୧ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଆଜି ଚିହ୍ନଟ ହୋଇଥିବା ସମସ୍ତ ୧୧ ଆକ୍ରାନ୍ତ ଲୋକାଲ୍ କେସ୍ ବୋଲି ଜିଲ୍ଲାପାଳ କହିଛନ୍ତି।...

marriage
ବାହା ହେବା ପାଇଁ ଆସିଲେ ୧୪ ଦିନ କ୍ୱାରେଣ୍ଟିନ୍‌ରେ ରହିବେ ବର

ରାଉରକେଲା: ଜୁଲାଇ ଆରମ୍ଭରୁ ମହାମାରୀ କରୋନା ଭୟଙ୍କର ରୂପ ନେଲାଣି। ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଛି। ଏପରି ସ୍ଥିତିରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଉରକେଲାରେ କଟକଣା ଜାରି କରାଯାଇଛି। ପୂର୍ବରୁ ୧୪ଟି ଜିଲ୍ଲାର ଲୋକଙ୍କୁ ରାଉରକେଲା ଆସିବା ଉପରେ କଟକଣା...

puri gajapati
ସଫଳ ରଥଯାତ୍ରା ଆୟୋଜନ ପାଇଁ ଧନ୍ୟବାଦ ଜଣାଇଲେ ଗଜପତି ମହାରାଜ

ପୁରୀ: କୋଭିଡ କଟକଣା ଭିତରେ ଏବର୍ଷ ରଥଯାତ୍ରା ସଫଳତାର ସହ ସରିବା ପରେ ପୁରୀ ଗଜପତି ମହାରାଜ ଦିବ୍ୟସିଂହ ଦେବ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି। ମହାପ୍ରଭୁ ଜଗନ୍ନାଥଙ୍କ କୃପାରୁ ତାଙ୍କର ଯାତ୍ରା ସଫଳତାର ସହ ସମ୍ପନ୍ନ ହୋଇଥିବା ଗଜପତି କହିଛନ୍ତି। ‘ସଫଳ ରଥଯାତ୍ରା ଆୟୋଜନ ପାଇଁ ରାଜ୍ୟ ସରକାର,...

corona testing
ଭୁବନେଶ୍ୱର ମହାନଗର ନିଗମର ୨ କର୍ମଚାରୀ, ଜଣେ ଡ୍ରାଇଭରଙ୍କୁ କରୋନା

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ୨ ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଆକ୍ରାନ୍ତ ୨ ଜଣ ଇଞ୍ଜିନିୟର ବୋଲି ଜଣାପଡ଼ିଛି। ସେହିପରି ଜଣେ ଡ୍ରାଇଭର ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ବିଏମ୍‌ସିର ୨ଜଣ ଷ୍ଟାଫ୍‌ ଓ ଜଣେ ଡ୍ରାଇଭର କରୋନା ପଜିଟିଭ୍‌ ଚିହ୍ନଟ...

coronavirus-odisha
ଓଡ଼ିଶାରେ କରୋନା ନେଲା ଆଉ ୨ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ କରୋନା ନେଲା ଆଉ ୨ଜଣଙ୍କ ଜୀବନ। ୨ ମୃତକ ଗଜପତି ଓ ସୁନ୍ଦରଗଡ଼ ଜିଲ୍ଲାର ବୋଲି ସୂଚନା ମିଳିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩୬କୁ ବୃଦ୍ଧି ପାଇଛି। ସେହିପରି କରୋନାରେ ଆକ୍ରାନ୍ତ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଯଦିଓ ମହିଳା ଜଣକ କରୋନାରେ...

91421093_3110305529059371_5797060119829151744_n
ଓଡ଼ିଶାରେ ଆଉ ୪୬୯ କରୋନା ଆକ୍ରାନ୍ତ‌ ଚିହ୍ନଟ, ୯ ହଜାର ପାର୍‌ ହେଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଉ ୪୬୯ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଓ କଟକରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୪୬୯ ଆକ୍ରାନ୍ତଙ୍କ ମଧ୍ୟରୁ ୩୧୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି...

maoist
୪ କ୍ୟାଡର ମାଓବାଦୀ ନିହତ

ଭୁବନେଶ୍ୱର: କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧର ଶିର୍ଲା ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ବେଳେ ୪ ଜଣ କ୍ୟାଡର ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ନିହତ ୪ ଜଣ କ୍ୟାଡର ମାଓବାଦୀ BGN ଡିଭିଜନ୍‌ର ସଦସ୍ୟ ବୋଲି କୁହାଯାଉଛି। ନିହତ ମାଓବାଦୀଙ୍କ ଉପରେ ସରକାର...

injury
ଖଣ୍ଡିଆ ଭଲ ହେଲା ପରେ ଦାଗ ରହିଯାଇଛି କି ? ଘରୋଇ ଉପଚାର ମାଧ୍ୟମରେ ଲିଭାନ୍ତୁ ଦାଗ

ଛୋଟବେଳେ ଆପଣ ସାଇକେଲ୍‌ ଶିଖିଲା ବେଳେ ହେଉ ବା ଖେଳିଲା ବେଳେ ପଡ଼ି ଯାଇ ଖଣ୍ଡିଆ ହୋଇଥିବେ ନିଶ୍ଚୟ। ତେବେ ଖଣ୍ଡିଆ ହୋଇ ଶରୀରରେ ଏହି ଦାଗ ରହିଲେ ଏହା ସୁନ୍ଦର ଦେଖାଯାଇନଥାଏ। ଫଳରେ ଆମେ ବିଭିନ୍ନ ଉପାୟ ମାଧ୍ୟମରେ ଦାଗ ଲିଭାଇବା ପାଇଁ ଚେଷ୍ଟା କରିଥାଉ। କିଛି...

RI
ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ RI

ନୂଆପଡ଼ା: ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଆର୍‌.ଆଇ.। ବାଲିଘାଟ କରାଇ ଦେବା ପାଇଁ ଲାଞ୍ଚ ନେଉଥିବା ବେଳେ ନୂଆପଡା ଜିଲ୍ଲା ଖଡିଆଳ ତହସିଲ ତୁକୁଲାର ଆର୍‌.ଆଇ. ଦୀନମଣି ରାଉତରାୟ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ବାଲିଘାଟ କରାଇ ଦେବା ପାଇଁ ଆର୍‌.ଆଇ. ଦୀନମଣି ଜଣେ ବ୍ୟକ୍ତିଙ୍କ ନିକଟରୁ...

lightning
ଆକାଶରୁ ଖସିଲା ମୃତ୍ୟୁ, ଚାଲିଗଲା ୪୬ ଜୀବନ

ପାଟନା/ଲକ୍ଷ୍ନୌ: ଆକାଶରୁ ଖସିଲା ମୃତ୍ୟୁ। ବଜ୍ରପାତ ଯୋଗୁ ଉତ୍ତର ପ୍ରଦେଶ ଓ ବିହାରରେ ୪୬ଜଣ ଲୋକଙ୍କର ମୃତ୍ୟୁ ହୋଇଛି। ଏହାସହ କିଛି ଲୋକ ଗୁରୁତର ଆହତ ମଧ୍ୟ ହୋଇଛନ୍ତି। ଶନିବାର ଏହି ଦୁଇ ରାଜ୍ୟରେ ପ୍ରବଳ ବର୍ଷା ସାଙ୍ଗକୁ ଝଡ଼ତୋଫାନ ଓ ବଜ୍ରପାତ ହୋଇଥିଲା। ବଜ୍ରପାତ ଯୋଗୁ ଉତ୍ତର...

Orissa High Court
ଜୁଲାଇ ୮ ଯାଏ ଓଡ଼ିଶା ହାଇକୋର୍ଟ ଓ ଏହାର ସମସ୍ତ କାର୍ଯ୍ୟାଳୟ ବନ୍ଦ

କଟକ: ଆସନ୍ତାକାଲିଠୁ ଜୁଲାଇ ୮ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ହାଇକୋର୍ଟ ଏବଂ ଏହାର ସମସ୍ତ କାର୍ଯ୍ୟାଳୟ ବନ୍ଦ ରହିବ। ହାଇକୋର୍ଟ ରେଜିଷ୍ଟ୍ରାରଙ୍କ ପକ୍ଷରୁ ଏ ନେଇ ବିଧିବଦ୍ଧ ଭାବେ ନିର୍ଦ୍ଦେଶ ଜାରି କରାଯାଇଛି। କଟକ ସହର ସଟ୍‌ଡାଉନ୍‌କୁ ଦୃଷ୍ଟିରେ ରଖି ହାଇକୋର୍ଟ ବନ୍ଦ ନେଇ ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି।...

puri
ଆଜିଠୁ ଜିଲ୍ଲା ବାହାର ଲୋକଙ୍କୁ ପୁରୀ ମନା

ପୁରୀ: ଆଜିଠୁ ଜିଲ୍ଲା ବାହାରର କୌଣସି ବ୍ୟକ୍ତି ପୁରୀ ଜିଲ୍ଲାକୁ ପ୍ରବେଶ କରିପାରିବେ ନାହିଁ। ଏ ନେଇ କଟକଣା ଜାରି କରାଯାଇଛି। ଅତ୍ୟାବଶ୍ୟକୀୟ ସେବା କିମ୍ବା କୌଣସି ଜରୁରୀ କାର୍ଯ୍ୟ ନ ଥିଲେ ପୁରୀ ଜିଲ୍ଲାକୁ ପ୍ରବେଶ ନିମନ୍ତେ ଅନୁମତି ଦିଆଯିବ ନାହିଁ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।