• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

Bol
ଏ ବର୍ଷ ବୋଲବମ୍‌ ଯାତ୍ରା ବନ୍ଦ

ଭୁବନେଶ୍ୱର: ମହାମାରୀ କରୋନା ପାଇଁ ଚଳିତ ବର୍ଷ ବନ୍ଦ ରହିବ ବୋଲବମ୍‌ ଯାତ୍ରା। ଏ ନେଇ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ସୂଚନା ଦେଇଛନ୍ତି। ଭିଡ଼କୁ ଦୃଷ୍ଟିରେ ରଖି ତଥା ମନ୍ଦିର ବନ୍ଦ ଥିବାରୁ ବୋଲବମ୍ ଯାତ୍ରା ବନ୍ଦ ନେଇ ରାଜ୍ୟ...

coronavirus
କଟକ ସହର ସଟ୍‌ଡାଉନ୍‌

କଟକ: କଟକ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି କଟକ ସହରକୁ ୪ ଦିନ ସଟ୍‌ଡାଉନ ଘୋଷଣା କରାଯାଇଛି। ଆଜିଠୁ ଜୁଲାଇ ୮ ତାରିଖ ମଧ୍ୟରାତ୍ର ଯାଏ କଟକ ସହରକୁ ସଟ୍‌ଡାଉନ୍ କରାଯିବ ବୋଲି କଟକ ମହାନଗର ନିଗମ(ସିଏମ୍‌ସି) ଘୋଷଣା...

corona
କଟକ ସହରରୁ ଆଉ ୧୧ କରୋନା ଆକ୍ରାନ୍ତ ଚିହ୍ନଟ, ୬ଜଣ ହୋମ୍‌ କ୍ୱାରେଣ୍ଟିନ୍‌ରେ ଥିଲେ

କଟକ: କଟକ ଜିଲ୍ଲାରେ ଆଉ ୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୧ ଜଣ କଟକ ସହରର। ଅର୍ଥାତ୍‌ ଏହି ୧୧ ଆକ୍ରାନ୍ତ କଟକ ମହାନଗର ନିଗମ(ସିଏମ୍‌ସି) ଅଞ୍ଚଳର। ସିଏମ୍‌ସି ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ କଟକ ମହାନଗର...

corona
କରୋନା ମୁକାବିଲା: ଗଞ୍ଜାମ ଗଲେ ୨ IAS , ୬ OAS

ଗଞ୍ଜାମ: ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ କରୋନା ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ୨୪ ଘଣ୍ଟା ଭିତରେ ଗଞ୍ଜାମରେ ଆଉ ୩ ଜଣଙ୍କର ଜୀବନ ନେଇଛି ମହାମାରୀ କରୋନା।  ଏଥିସହ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୨୦କୁ ବୃଦ୍ଧି ପାଇଛି। ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ...

corona
ରାଣୀହାଟ ମାଳିସାହିକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍ ଭାବେ ଘୋଷଣା କଲା CMC

କଟକ: କଟକ ମହାନଗର ନିଗମ ରାଣୀହାଟ ମାଳିସାହିକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍ ଭାବେ ଘୋଷଣା କରିଛି। ଏହି ଅଞ୍ଚଳରୁ କିଛି କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ CMC ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଥିବା ଜଣାପଡ଼ିଛି। କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ରେ ଗାଡ଼ି ଚଳାଚଳ ମନା କରାଯାଇଥିବା ବେଳେ ଘରୁ କେହି ନ ବାହାରିବାକୁ...

corona testing
VSSUTର ୪ କର୍ମଚାରୀଙ୍କୁ କରୋନା

ସମ୍ବଲପୁର: ବୁର୍ଲା ସ୍ଥିତ Veer Surendra Sai University of Technology(VSSUT)ର ୪ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ଆକ୍ରାନ୍ତ ଜଣେ ଅଧ୍ୟାପିକାଙ୍କ ସଂସ୍ପର୍ଶରେ ଆସି ଏହି ୪ କର୍ମଚାରୀ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ସୂଚନାଥାଉ...

bhubaneswar
ସଟ୍‌ଡାଉନ୍‌ରେ ଖଟି କରି ଗଣିଲେ ୫ ହଜାର ଟଙ୍କା ଫାଇନ୍‌

ଭୁବନେଶ୍ୱର: ମହଙ୍ଗା ପଡ଼ିଲା ସଟ୍‌ଡାଉନ୍‌ କଟକଣାକୁ ଫୁ କରି ଖଟି କରିବା। ସଟ୍‌ଡାଉନ୍‌ ବେଳେ ଭୁବନେଶ୍ୱର ଜୟଦେବ ଭବନ ସ୍ଥିତ ଓମ୍‌ଫେଡ୍ ପାର୍ଲର ସାମ୍ନାରେ ଖଟି କରୁଥିବା କିଛି ଲୋକଙ୍କ ନିକଟରୁ ପୁଲିସ୍‌ ଜରିମାନା ଆଦାୟ କରିଛି। ସଟ୍‌ଡାଉନ୍‌ ସମୟରେ ବିନା କାରଣରେ ଘରୁ ନ ବାହାରିବାକୁ ନିର୍ଦ୍ଦେଶ...

marriage function
ହୋଟେଲ ମାଲିକଙ୍କ ପୁଅ ବାହା ଘରରେ କୋଭିିଡ୍-୧୯‌ ନିୟମ ଖୋଲାଖୋଲି ଉଲ୍ଲଘଂନ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ କରୋନା ମୃତ ଓ ଆକ୍ରାନ୍ତଙ୍କ ସଂଖ୍ୟା ସବୁଠାରୁ ଅଧିକ। ଏହି ଜିଲ୍ଲାରେ ଯେପରି କରୋନା ପ୍ରକୋପ ଦିନକୁ ଦିନ ବଢିବାରେ ଲାଗିଛି ତାହା ପ୍ରଶାସନର ନିଦ ହଜାଇ ଦେଇଛି। ଏପରି ପରିସ୍ଥିତିରେ ବ୍ରହ୍ମପୁରରେ ଜଣେ ହୋଟେଲ ମାଲିକଙ୍କ ପୁଅ ବାହା ଘରରେ କୋଭିିଡ୍-୧୯‌ ନିୟମର...

golden mask
ସୁନାର ମାସ୍କ ପିନ୍ଧି ଚର୍ଚ୍ଚାରେ ଏହି ବ୍ୟକ୍ତି, ଦାମ୍‌ ୨ଲକ୍ଷ ୮୯ ହଜାର ଟଙ୍କା

ମୁମ୍ବାଇ: ମହାମାରୀ କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଏବେ ମାସ୍କ ଲଗାଇବା ଅତ୍ୟନ୍ତ ଜରୁରୀ। ଛୋଟରୁ ବଡ଼ ଯାଏ ସମସ୍ତେ ଏବେ ମାସ୍କ ପିନ୍ଧି ନିଜକୁ ସୁରକ୍ଷିତ ରଖିବା ପାଇଁ ଉଦ୍ୟମ କରୁଛନ୍ତି। କରୋନା ପାଇଁ ମାସ୍କର ଚାହିଦା ବୃଦ୍ଧି ପାଉଥିବାରୁ ବିଭିନ୍ନ ପ୍ରକାରର ମାସ୍କ ଏବେ...

iic
ବାଲେଶ୍ୱର ଟାଉନ ଥାନା ଆଇଆଇସି ନିଖୋଜ !

ବାଲେଶ୍ୱର: ଜୁନ୍‌ ୧ରୁ ବାଲେଶ୍ୱର ଟାଉନ ଥାନା ଆଇଆଇସି ସରୋଜିନୀ ନାୟକଙ୍କ କୌଣସି ପତ୍ତା ମିଳୁନାହିଁ। ତାଙ୍କୁ ଫୋନ୍ କଲେ ମଧ୍ୟ ସେ ଫୋନ୍‌ ଉଠାଉ ନାହାନ୍ତି। ଏପରିକି ଅନେକ ସମୟରେ ତାଙ୍କର ଫୋନ୍‌‌ ସ୍ୱିଚ୍‌ ଅଫ୍‌ ଆସୁଛି। ଏ ନେଇ ବାଲେଶ୍ୱର ଏସ୍‌ପି ସୂଚନା ଦେଇଛନ୍ତି। ଗତ...

vsut
ଆସନ୍ତା ୧୧ ଯାଏ VSSUT ବନ୍ଦ

ସମ୍ବଲପୁର: ଆସନ୍ତା ୧୧ ତାରିଖ ଯାଏ ବନ୍ଦ ରହିବ ବୁର୍ଲା ସ୍ଥିତ Veer Surendra Sai University of Technology(VSSUT)। କରୋନା ସଂକ୍ରମଣ ବୃଦ୍ଧି ଆଶଙ୍କାରେ ବିଶ୍ୱବିଦ୍ୟାଳୟ ବନ୍ଦ ନେଇ କର୍ତ୍ତୃପକ୍ଷ ଘୋଷଣା କରିଛନ୍ତି। ସମସ୍ତ କର୍ମଚାରୀଙ୍କୁ ହେଡ୍‌କ୍ୱାର୍ଟର୍ସ ନ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି। ଯଦି କେହି ନିୟମ...

food
ଏକାସଙ୍ଗେ ଭାତ ଓ ରୁଟି ଖାଇବା ଭଲ ନା ଖରାପ ? ଜାଣନ୍ତୁ...

ଆମ ଦେଶରେ ବହୁ ଲୋକ ଭାତ ସହ ରୁଟି ଖାଇବାକୁ ପସନ୍ଦ କରିଥାନ୍ତି। ବିଶେଷକରି ଉତ୍ତର ଭାରତୀୟ ଭାତ ଏବଂ ରୁଟି ଏକା ସହ ଖାଇଥାନ୍ତି। କେହି କେହି ଭାତ ଓ ରୁଟି ଏକ ସଙ୍ଗେ ଖାଇବାକୁ ଭଲ କହୁଥିବା ବେଳେ ଆଉ କେହି ଏହାକୁ ମିଶାଇ ଖାଇଲେ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।