• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

shutdown
ଛତ୍ରପୁର NAC ୭ ଦିନ ସଟ୍‌ଡାଉନ୍

ଛତ୍ରପୁର: ଆସନ୍ତାକାଲିଠୁ ୭ ଦିନ ପାଇଁ ଗଞ୍ଜାମ ଜିଲ୍ଲା ଛତ୍ରପୁର NAC ଅଞ୍ଚଳକୁ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି। କରୋନା ମୁକାବିଲା ପାଇଁ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହି ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ଜୁନ୍‌ ୩୦ରୁ ଜୁଲାଇ ୬ ତାରିଖ ପର୍ଯ୍ୟନ୍ତ ସଟ୍‌ଡାଉନ୍‌ ଘୋଷଣା ହୋଇଛି। ଏହି ୭...

Pakistan Stock Exchange
ପାକିସ୍ତାନ ଷ୍ଟକ୍‌ ଏକ୍ସଚେଞ୍ଜ୍ ବିଲ୍ଡିଂ‌ ଉପରେ ଆତଙ୍କୀ ହମ୍‌ଲା

କରାଚି: କରାଚି ସହରରେ ଥିବା ପାକିସ୍ତାନ ଷ୍ଟକ୍‌ ଏକ୍ସଚେଞ୍ଜ୍ ବିଲ୍ଡିଂ‌ ଉପରେ ଆତଙ୍କୀ ହମ୍‌ଲା ହୋଇଛି। ଆଜି ସକାଳେ ଆତଙ୍କବାଦୀମାନେ ଏହି ହମ୍‌ଲା କରିଥିବା ଜଣାପଡ଼ିଛି। ତେବେ ସୁରକ୍ଷାକର୍ମୀଙ୍କ ଗୁଳିରେ ୪ଜଣ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଏହି ଆକ୍ରମଣରେ ଜଣେ ପୁଲିସ୍‌ ଅଧିକାରୀ ଓ ଜଣେ...

EXeissIXkAAzgHs
ଓଡ଼ିଶାରେ କରୋନା ନେଲା ଆଉ ୨ ମୁଣ୍ଡ

ଭୁବନେଶ୍ୱର: ଓଡ଼ିଶାରେ ଆଉ ୨ ମୁଣ୍ଡ ନେଲା କରୋନା। କରୋନାରେ ଆକ୍ରାନ୍ତ ହୋଇ ରାଜ୍ୟରେ ଆଉ ୨ଜଣଙ୍କ ମୃତ୍ୟୁ ଘଟିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ୨ ଜଣ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ମିଳିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ...

91421093_3110305529059371_5797060119829151744_n
ଓଡ଼ିଶାରେ ଆଉ ୨୪୫ କରୋନା ଆକ୍ରାନ୍ତ‌ ଚିହ୍ନଟ, ଗଞ୍ଜାମରେ ସବୁଠାରୁ ଅଧିକ

ଭୁବନେଶ୍ୱର: ରାଜ୍ୟରେ ଆଉ ୨୪୫ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨୪୫ ଆକ୍ରାନ୍ତଙ୍କ ମଧ୍ୟରୁ ୨୧୪ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ।...

coronavirus
ଓଡ଼ିଶାର ଏହି ଜିଲ୍ଲାରେ ବଢ଼ିଲା କ୍ୱାରେଣ୍ଟିନ୍‌ ଅବଧି

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲାରେ କ୍ୱାରେଣ୍ଟିନ୍‌ ଅବଧି ୨୧ ଦିନକୁ ବୃଦ୍ଧି କରାଯାଇଛି। ୧୪ ଦିନିଆ କ୍ୱାରେଣ୍ଟିନ୍‌ ପରେ ପଜିଟିଭ ବାହାରୁଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। ଜିଲ୍ଲା ପ୍ରଶାସନ ପକ୍ଷରୁ ନିଆଯାଇଥିବା ନୂଆ ନିଷ୍ପତ୍ତି ଅନୁସାରେ, ଯେଉଁ ପ୍ରବାସୀମାନେ ଗଜପତି ଜିଲ୍ଲାକୁ ଫେରିବେ ସେମାନେ ୨୧ ଦିନ ଯାଏ...

corona
‘ଘରଠୁ ୧ କି.ମି.ରୁ ଅଧିକ ଦୂରକୁ ଯାତ୍ରା କରନ୍ତୁ ନାହିଁ’

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଯେଉଁଭଳି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି, ତାକୁ ନେଇ ଏବେ ଚିନ୍ତା ବଢ଼ିଛି।  ଜିଲ୍ଲାରେ ସ୍ଥିତି ଦିନକୁ ଦିନ ଅଣାୟତ୍ତ ହେବାରେ ଲାଗିଛି। ଘର ଠାରୁ ୧ କି.ମି.ରୁ ଅଧିକ ଦୂରକୁ ଯାତ୍ରା ନ କରିବାକୁ ଗଞ୍ଜାମ ଜିଲ୍ଲାବାସୀଙ୍କୁ ଜିଲ୍ଲାପାଳ ନିବେଦନ କରିଛନ୍ତି।...

haider
ରାସ୍ତା କଡ଼ରେ ପରିବା ବିକ୍ରି କରୁଛନ୍ତି ଅଭିନେତା ଜାଭେଦ୍, ଟିକ୍‌ଟକ୍‌ ଭିଡିଓ ଭାଇରାଲ୍‌

ମୁମ୍ବାଇ: ଯାହାଙ୍କର ଅଭିନୟ ଦିନେ ନିଶା ଆଉ ପେଶା ଥିଲା, ଏବେ ରାସ୍ତା କଡ଼ରେ ତାଙ୍କୁ ପରିବା ବିକ୍ରି କରୁଥିବା ଦେଖିବାକୁ ମିଳିଛି। କଥାଟା ଶୁଣିକି ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଏଭଳି କିଛି ଘଟଣା ଦେଖିବାକୁ ମିଳିଛି। ଯାହାର ଭିଡିଓ ଏବେ ସୋସିଆଲ୍‌ ମିଡିଆରେ ଭାଇରାଲ ହୋଇଛି। ବଲିଉଡ୍‌...

acidity
ଏସିଡିଟିରୁ କେମିତି ପାଇବେ ମୁକ୍ତି ? ଜାଣନ୍ତୁ ସହଜ ଉପାୟ

ଆଜିକାଲି ବ୍ୟସ୍ତବହୁଳ ଜୀବନଶୈଳୀ ଓ ଖାଦ୍ୟପେୟର ପରିବର୍ତ୍ତନ ଯୋଗୁ ଲୋକଙ୍କର ଅନେକ ସ୍ୱାସ୍ଥ୍ୟ ସମସ୍ୟା ଦେଖା ଦେଉଛି। ଏଥିମଧ୍ୟରୁ ଏସିଡିଟି ଗୋଟିଏ। ଏସିଡିଟି ହେବା ଫଳରେ ପେଟ ଜ୍ୱଳନ,ଆମ୍ୱିଳା ହାକୁଟି ହୋଇଥାଏ। ଏହାର ଉପଶମ ପାଇଁ ଲୋକେ ଅନେକ ଔଷଧ ସେବନ କରିଥାନ୍ତି। ଆପଣ ଚାହିଁଲେ ବିନା ଔଷଧରେ...

OFS Suicide In Bhubaneswar
ଚାକିରିରେ ଯୋଗ ଦେବାର ଦିନକ ପୂର୍ବରୁ ଆତ୍ମହତ୍ୟା କଲେ ଓଏଫ୍ଏସ୍ ଅଧିକାରୀ

ଭୁବନେଶ୍ୱର: ଚାକିରିରେ ଯୋଗ ଦେବାର ଦିନକ ପୂର୍ବରୁ ଆତ୍ମହତ୍ୟା କଲେ ଓଡ଼ିଶା ଫାଇନାନ୍ସ ସର୍ଭିସ(OFS)ର ଜଣେ ଅଧିକାରୀ। ଗତକାଲି ସନ୍ଧ୍ୟାରେ ଓଏଫ୍ଏସ୍ ଅଧିକାରୀ ଅଭିଳାଶ ସ୍ୱରୂପ ମହାପାତ୍ର ଡୁମଡୁମା ଫେଜ୍ ୪ରେ ରହୁଥିବା ବାସଭବନରେ ଆତ୍ମହତ୍ୟା କରିଛନ୍ତି। ଓଢ଼ଣୀରେ ଝୁଲନ୍ତା ଅବସ୍ଥାରେ ତାଙ୍କର ମୃତଦେହ ଉଦ୍ଧାର କରାଯାଇଥିଲା। ସୂଚନା...

accident
ମା’ଙ୍କ ଶୁଦ୍ଧି କ୍ରିୟା ପାଇଁ ଘରକୁ ଯାଉଥିଲେ, ହେଲେ ବାଟରେ ଚାଲିଗଲା ପୁଅର ଜୀବନ

ତେଲକୋଇ: ମା’ଙ୍କ ଶୁଦ୍ଧି କ୍ରିୟା ପାଇଁ ଘରକୁ ଯାଉଥିଲେ, ହେଲେ ବାଟରେ ଚାଲିଗଲା ପୁଅର ଜୀବନ। କେନ୍ଦୁଝର ଜିଲ୍ଲାରେ ଏହି ଅଭାବନୀୟ ଘଟଣା ଘଟିଛି। ଦୈତାରୀ ଥାନା ଅନ୍ତର୍ଗତ ବାଲିପର୍ବତ ଗେଟ୍ ନିକଟରେ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ମୟୂରଭଞ୍ଜ ଜିଲ୍ଲା ବିଶୋଇର...

corona
ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୬ କରୋନା ପଜିଟିଭ୍‌, ସୁସ୍ଥ ହେଲେ ୧୯

ଭୁବନେଶ୍ୱର: ଭୁବନେଶ୍ୱରରେ ଆଜି ଆଉ ୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩ଟି ହୋମ୍ କ୍ୱାରେଣ୍ଟିନ୍‌, ୩ଟି ଲୋକାଲ୍ କଣ୍ଟାକ୍ଟସ୍‌ କେସ୍ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି। ହୋମ୍‌ କ୍ୱାରେଣ୍ଟିନ୍‌ କେସ୍‌ ମଧ୍ୟରୁ ଡୁମ୍‌ଡୁମା(ଫେଜ୍‌-୧) ଅଞ୍ଚଳରୁ ଜଣେ, ଆଇଆର୍‌ସି ଭିଲେଜ୍(ନୟାପଲ୍ଲୀ)ଅଞ୍ଚଳରୁ...

cinema hall
ସବୁ ଦିନ ପାଇଁ ବନ୍ଦ ହେଲା କଟକର ଏହି ସିନେମା ହଲ୍

କଟକ: କଟକ ବାଦାମବାଡ଼ି ସ୍ଥିତ ଜୟଶ୍ରୀ ସିନେମା ହଲ୍‌କୁ ସବୁଦିନ ପାଇଁ ବନ୍ଦ କରି ଦିଆଯାଇଛି।  ହଲ୍‌ ବନ୍ଦ ନେଇ ‌ଏହାର‌ ମ୍ୟାନେଜ୍‌ମେଣ୍ଟ୍ ପକ୍ଷରୁ‌ ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। ଏ ନେଇ Odisha Assembly Of Small and Medium Enterprises(OASME) ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି। ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।