• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

odisha
ଗାଧୋଇବାକୁ ଯାଇଥିଲେ, ଝାମ୍ପି ନେଲା କୁମ୍ଭୀର

ଚି‌‌ତ୍ରକୋଣ୍ଡା: କୁମ୍ଭୀର ନେଲା ନାବାଳକଙ୍କ ଜୀବନ ! ଗାଧୋଇଲା ବେଳେ ଜଣେ ନାବାଳକଙ୍କୁ ଏକ କୁମ୍ଭୀର ନଦୀ ଭିତରକୁ ଟାଣି ନେଇଥିଲା। ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ଟେମ୍ପ୍ରରାରୀ କଲୋନୀ (ଜଲାସାହି)ରେ ଗତକାଲି ଏହି ଅଭାବନୀୟ ଘଟଣା ଘଟିଛି। ମୃତ ନାବାଳକ ହେଲେ ଟେମ୍ପ୍ରରାରୀ କଲୋନୀରେ ରହୁଥିବା...

EaNSYFqWAAApKws
ଓଡ଼ିଶାରେ ଆଉ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣରେ ଆଉ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏହାସହ ରାଜ୍ୟରେ କରୋନା ସଂକ୍ରମଣରେ ମୃତ୍ୟୁ ସଂଖ୍ୟା ୨୧କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାର ଜଣେ ୭୫ ବର୍ଷୀୟ ପୁରୁଷଙ୍କର...

coronavirus
୨୩ ଜିଲ୍ଲାରୁ ଆଉ ୨୬୪ କରୋନା ଆକ୍ରାନ୍ତ‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୨୬୪ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୩ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨୬୪...

rhea chakraborty
ସୁଶାନ୍ତଙ୍କ ଆତ୍ମହତ୍ୟାର ୧୪ ଦିନ ପରେ ଗର୍ଲଫ୍ରେଣ୍ଡ୍‌ ରିୟା ନେଲେ ଏମିତି ପଦକ୍ଷେପ

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତ୍‌ଙ୍କ ମୃତ୍ୟୁ ପରେ ବଲିଉଡ୍‌ ଫିଲ୍ମ ଇଣ୍ଡଷ୍ଟ୍ରିରେ ହଇଚଇ ସୃଷ୍ଟି ହୋଇଛି। ସୁଶାନ୍ତଙ୍କ ପରିବାର ଲୋକଙ୍କୁ ନ୍ୟାୟ ପ୍ରଦାନ ଲାଗି ଲୋକମାନେ ଦାବି କରିଛନ୍ତି। ଏହାସହ ଫିଲ୍ମ ଇଣ୍ଡଷ୍ଟ୍ରିରେ ପରିବାରବାଦକୁ ନେଇ ମଧ୍ୟ ବଡ଼ ବଡ଼ ସେଲିବ୍ରିଟି ମାନଙ୍କୁ ଲୋକମାନେ ଟାର୍ଗେଟ୍ କରିଛନ୍ତି।...

khandagiri police station
ବାପଘର ଲୋକଙ୍କ ବିରୋଧରେ ଥାନାରେ ଅଭିଯୋଗ ଆଣିଲେ ଯୁବତୀ

ଭୁବନେଶ୍ୱର: ପରିବାର ଲୋକଙ୍କ ଇଚ୍ଛା ବିରୁଦ୍ଧରେ ବିବାହ କରିବାରୁ ବାପଘର ଲୋକ, ଶ୍ୱଶୁର ଘର ଲୋକଙ୍କ ଉପରେ ଆକ୍ରମଣ କରିଥିବା ନେଇ ରାଜଧାନୀର ଜଣେ ଯୁବତୀ ଅଭିଯୋଗ ଆଣିଛନ୍ତି। ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରରେ। ଏ ନେଇ ଖଣ୍ଡଗିରି ଥାନାରେ ସମ୍ପୃକ୍ତ ଯୁବତୀ ଜଣକ ବାପଘର ଲୋକଙ୍କ ବିରୋଧରେ...

flood water
ମୁଣ୍ଡଳୀରେ ପହଞ୍ଚିଲା ମହାନଦୀର ବନ୍ୟାଜଳ

କଟକ: କଟକ ମୁଣ୍ଡଳୀ ଠାରେ ମହାନଦୀର ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ପ୍ରବାହିତ ହେଉଛି। ଗତକାଲି ମଧ୍ୟ ରାତିରୁ ଏହି ବନ୍ୟା ଜଳ ପ୍ରବାହିତ ହେବାର ଲାଗିଛି। ହୀରାକୁଦ ଡ୍ୟାମ୍‌ର ୧୫ଟି ଗେଟ୍ ଖୋଲାଯିବା ପରେ ବନ୍ୟାଜଳ ଆସି ମୁଣ୍ଡଳୀରେ ପହଞ୍ଚିଛି। ଆଜି ସକାଳ ୬ଟା ସୁଦ୍ଧା ମୁଣ୍ଡଳୀରେ...

bput exam
ଘରେ ରହି ଅନ୍‌ଲାଇନ୍‌ରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ

ରାଉରକେଲା: କରୋନା ପାଇଁ ଅନ୍‌ଲାଇନ୍‌ରେ ହେବ ବିପିୟୁଟି ଫାଇନାଲ୍ ସେମିଷ୍ଟର ପରୀକ୍ଷା। ଏ ନେଇ ରାଉରକେଲା ସ୍ଥିତ ବିପିୟୁଟି ପକ୍ଷରୁ ପରୀକ୍ଷା ସୂଚୀ ପ୍ରକାଶ କରାଯାଇଛି। ବିପିୟୁଟିର ସବୁ ଫାଇନାଲ୍ ସେମିଷ୍ଟର ପରୀକ୍ଷା ହୋମ୍ ବେସ୍‌ଡ୍‌ ହେବ। ସମସ୍ତ ଛାତ୍ରଛାତ୍ରୀମାନେ ଘରେ ରହି ଅନ୍‌ଲାଇନ୍‌ ମାଧ୍ୟମରେ ପରୀକ୍ଷା ଦେବେ। ଏ...

knee pain
ଆଣ୍ଠୁ ଗଣ୍ଠି ବିନ୍ଧା ହେଉଛି କି ? ଆପଣାନ୍ତୁ ଏହି ସବୁ ଘରୋଇ ଉପଚାର

ଆଜିକାଲି ଆଣ୍ଠୁ ଏବଂ ଅଣ୍ଟା ବିନ୍ଧିବା ଏକ ସାଧାରଣ କଥା। ଅନେକ ଲୋକ ଏହି ସମସ୍ୟାରେ ପୀଡ଼ିତ ଅଛନ୍ତି।  ହେଲେ ଅଧିକାଂଶ ଲୋକ ଏହାକୁ ଖାମଖିଆଲି ଭାବେ ନେଇଥାନ୍ତି।  ଜାଣନ୍ତୁ ଏହି ସମସ୍ୟାରୁ ମୁକ୍ତି ପାଇବାକୁ କିଛି ଘରୋଇ ଉପଚାର। ଯାହାକୁ ବ୍ୟବହାର କରି ଆପଣ ଏହି ସମସ୍ୟାରୁ...

father-son died
ଲକ୍‌ଡାଉନ୍‌ କଟକଣା ମାନିଲେନି ବୋଲି ବାପ-ପୁଅଙ୍କୁ ପିଟି ପିଟି ମାରିଦେଲା ପୁଲିସ୍‌ ! ତେଜିଲା ରାଜନୀତି

ଚେନ୍ନାଇ: ତାମିଲନାଡୁର ଟୁଟିକୋରିନ୍‌ରେ ପୁଲିସ୍‌ ହେପାଜତରେ ବାପା-ପୁଅଙ୍କ ମୃତ୍ୟୁକୁ ନେଇ ସାଧାରଣ ଜନତାଙ୍କଠୁ ଆରମ୍ଭ କରି ପ୍ରମୁଖ, ରାଜନେତା, ଅଭିନେତା, ଅଭିନେତ୍ରୀଙ୍କ ମଧ୍ୟରେ ଆକ୍ରୋଶ ଦେଖିବାକୁ ମିଳିଛି। ଏହି ଘଟଣାକୁ ନେଇ ପୁଲିସ୍‌ ଉପରେ ନିର୍ଯାତନାର ଅଭିଯୋଗ ଲାଗିଛି। ଏପରିକି ଏହି ଘଟଣାକୁ ନେଇ ରାଜନୀତି ତେଜିବା ସହ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।