• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

corona
ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଭୁବନେଶ୍ୱରରୁ ଆଉ ୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୯ ଜଣଙ୍କ ମଧ୍ୟରୁ ଜଣେ ହୋମ୍ କ୍ୱାରେଣ୍ଟିନ୍‌ରେ ଥିଲେ ଓ ୮ଟି ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି। ୮ଟି ଲୋକାଲ୍‌ କଣ୍ଟାକ୍ଟ କେସ୍...

corona
୩ ଦିନରେ ୩ ମୁଣ୍ଡ ନେଲା କରୋନା, ୬ ଦିନ ପାଇଁ ସଟ୍‌ଡାଉନ୍‌‌ ଘୋଷଣା ହେଲା ଜାହାଡ଼ା ପଞ୍ଚାୟତ

ଆସିକା: ରାଜ୍ୟରେ ଗଞ୍ଜାମ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି। ପ୍ରତ୍ୟେକ ଦିନ ଜିଲ୍ଲାରୁ ଆକ୍ରାନ୍ତମାନେ ଚିହ୍ନଟ ହେଉଥିବାବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ତେବେ ଧରାକୋଟ ବ୍ଲକ୍‌ ଜାହାଡ଼ା ପଞ୍ଚାୟତରେ ୩ ଦିନରେ କରୋନା ୩ ଜଣଙ୍କ ମୁଣ୍ଡ ନେଇଛି। ମୃତକଙ୍କ ମଧ୍ୟରେ ଧରାକୋଟ...

money
ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ମହିଳା ସରପଞ୍ଚ

କୋରାପୁଟ: ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ମୁଜାଙ୍ଗ ପଞ୍ଚାୟତ ସରପଞ୍ଚ ରଇଲା ମାଝୀ। ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସେ ଭିଜିଲାନ୍ସ ଟିମ୍ ହାତରେ ଧରା ପଡ଼ିଛନ୍ତି। ଅଧିକ ପଚରାଉଚରା ପାଇଁ ତାଙ୍କୁ ଜୟପୁର ସ୍ଥିତ ଭିଜିଲାନ୍ସ କାର୍ଯ୍ୟାଳୟକୁ...

corona
ଗଞ୍ଜାମରେ ଆଉ ୧୮ କରୋନା ଯୋଦ୍ଧାଙ୍କୁ କରୋନା

ବ୍ରହ୍ମପୁର: ରାଜ୍ୟରେ ଆଉ ୧୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୪୩ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨୭ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ତେବେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୫୮ କରୋନା ଆକ୍ରାନ୍ତ...

representational image
ପୋଲ ତଳୁ ମିଳିଲା ଯବାନଙ୍କ ମୃତଦେହ, ପାଖରେ ପଡ଼ିଥିଲା ବାଇକ୍‌

ଧର୍ମଗଡ଼: ପୋଲ ତଳୁ ମିଳିଲା Indian Reserve Battalion (IRB) ଯବାନଙ୍କ ମୃତଦେହ।କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଥାନା ଅନ୍ତର୍ଗତ ନାନ୍ଦୋଳ– କେନ୍ଦୁପାଟି ରାସ୍ତା ମଧ୍ୟରେ ଥିବା ଏକ ପୋଲ ତଳୁ ଆଜି ସକାଳେ ଜଣେ ଆଇଆର୍‌ବି ଯବାନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯବାନ ହେଲେ ଗୋଳାମୁଣ୍ଡାର ବିଶ୍ଵଜିତ...

corona
ଓଡ଼ିଶାରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ଗଞ୍ଜାମ ଜିଲ୍ଲାର ୬୮ ବର୍ଷୀୟ ପୁରୁଷ। ସମ୍ପୃକ୍ତ ବ୍ୟକ୍ତି ଜଣକ ଡାଇବେଟିସ୍‌ ରୋଗରେ ମଧ୍ୟ ଆକ୍ରାନ୍ତ ଥିଲେ। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାସହ...

corona
ଓଡ଼ିଶାରେ ଆଉ ୧୭୦  ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ, ଗଞ୍ଜାମରେ ସବୁଠାରୁ ଅଧିକ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୭୦  ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧୭୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୩ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍...

monsoon
ସାରା ଦେଶକୁ ଛୁଇଁଲା ମୌସୁମୀ

ନୂଆଦିଲ୍ଲୀ: ଚଳିତବର୍ଷ ନିର୍ଦ୍ଧାରିତ ସମୟର ୨ ସପ୍ତାହ ପୂର୍ବରୁ ସାରା ଦେଶରେ ମୌସୁମୀ ପହଞ୍ଚିଛି। ଗତକାଲି ରାଜସ୍ଥାନ, ହରିଆଣା ଓ ପଞ୍ଜାବରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପହଞ୍ଚିବା ସହ ସାରା ଦେଶକୁ ମୌସୁମୀ ଛୁଇଁଛି। ସାଧାରଣତଃ ଜୁଲାଇ ୮ ସୁଦ୍ଧା ସାରା ଦେଶରେ ମୌସୁମୀ ପହଞ୍ଚିଥାଏ। କିନ୍ତୁ...

odisha
ଓଡ଼ିଶାର ଏହି ଜିଲ୍ଲାରେ ଗ୍ରାମାଞ୍ଚଳ ଲୋକଙ୍କୁ ସହର ଆସିବା ମନା

ବ୍ରହ୍ମପୁର: ରାଜ୍ୟରେ ଗଞ୍ଜାମ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି। ପ୍ରତ୍ୟେକ ଦିନ ଜିଲ୍ଲାରୁ ଆକ୍ରାନ୍ତମାନେ ଚିହ୍ନଟ ହେଉଛନ୍ତି। ତେବେ ସଂକ୍ରମଣକୁ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ସହରକୁ ଆଜିଠୁ ଆଜିଠୁ ୪ ଦିନ ପାଇଁ  ସଟ୍‌ଡାଉନ୍‌...

lockdown
ଏହିସବୁ ରାଜ୍ୟରେ ଜୁଲାଇ ୩୧ ଯାଏ ବଢ଼ିଲା ଲକ୍‌ଡାଉନ୍‌

ନୂଆଦିଲ୍ଲୀ: କରୋନା ସଂକ୍ରମଣକୁ ରୋକିବା ପାଇଁ ଦେଶରେ ଜାରି ହୋଇଥିବା ଲକ୍‌ଡାଉନ୍‌ ୫.୦ର ଅବଧି ଜୁନ୍‌ ୩୦ରେ ଶେଷ ହେବ। ଏତେ ଦିନର ଲକ୍‌ଡାଉନ ସତ୍ତ୍ୱେ ଦେଶରେ କରୋନା ଭାଇରସ୍‌ ନିୟନ୍ତ୍ରଣ ହୋଇପାରି ନାହିଁ। ବରଂ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ଆହୁରି ବଢ଼ିବାରେ ଲାଗିଛି।...

shutdown
ଆଜିଠୁ ୪ ଦିନ ପାଇଁ ବ୍ରହ୍ମପୁର ସହର ସଟ୍‌ଡାଉନ୍

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଏହି ସଂକ୍ରମଣକୁ ରୋକିବା ପାଇଁ ଆଜିଠୁ ୪ ଦିନ ପାଇଁ  ବ୍ରହ୍ମପୁର ସହରକୁ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି। ସଟ୍‌ଡାଉନ୍ ସମୟରେ ବ୍ରହ୍ମପୁର ସହରରେ ଘର ଘର ବୁଲି ଲୋକଙ୍କ ସ୍ୱାସ୍ଥ୍ୟ ଯାଞ୍ଚ ହେବ।...

sushant singh
ସତରେ କ’ଣ ସୁଶାନ୍ତଙ୍କ ଘରେ ଭୂତ ଥିଲେ ?

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତ୍‌ଙ୍କ ଫାଇନାଲ୍‌ ପୋଷ୍ଟ ମର୍ଟମ ରିପୋର୍ଟରୁ ଜଣାପଡ଼ିଛି ଯେ, ସେ ଆତ୍ମହତ୍ୟା କରିଛନ୍ତି। ହେଲେ ସୁଶାନ୍ତଙ୍କ ଫ୍ୟାନ୍ସମାନେ ଏହାକୁ ଗ୍ରହଣ କରିବାକୁ ନାରାଜ। ଏହି ଘଟଣାକୁ ନେଇ ସିବିଆଇ ଯାଞ୍ଚ କରିବାକୁ ସେମାନେ ଦାବି କରିଛନ୍ତି। ଏପରିକି ବର୍ଷୀୟାନ୍‌ ଅଭିନେତା ଶେଖର ସୁମନ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।