ପୁରୀ: ଅଫିସ୍ କାମ ବାହାନା କରି କୌଣସି ଜିଲ୍ଲା ବାହାରର ପୁଲିସ୍ ପୁରୀକୁ ଯାଇପାରିବେ ନାହିଁ। ଜୁଲାଇ ୪ ତାରିଖ ପର୍ଯ୍ୟନ୍ତ କୌଣସି ବାହାର ଜିଲ୍ଲାର ପୁଲିସ୍ ଅଧିକାରୀଙ୍କ ପୁରୀ ଯିବା ଉପରେ କଟକଣା ଲଗାଇଛନ୍ତି ପୁଲିସ୍ ଡିଜି ଅଭୟ। ଶୃଙ୍ଖଳିତ ବ୍ୟବସ୍ଥା ପାଇଁ ଏଭଳି ଗାଇଡଲାନ୍ ଜାରି...
ଭୁବନେଶ୍ୱର: କରୋନା ବେଳେ ସାମାଜିକ ଦୂରତା କଟକଣା ଉଲ୍ଲଘଂନ କରି ବିକ୍ଷୋଭ କରିବା ଘଟଣାକୁ ନେଇ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଉପରେ ୫ ଶହ ଟଙ୍କା ଫାଇନ୍ ପଡ଼ିଛି। ଆଜି ମାଷ୍ଟରକ୍ୟାଣ୍ଟିନ୍ ଛକରେ କଂଗ୍ରେସ ନେତୃତ୍ୱରେ ବିକ୍ଷୋଭ ପ୍ରଦର୍ଶନ ବେଳେ ସାମାଜିକ ଦୂରତା ଉଲ୍ଲଂଘନ ହୋଇଥିବା ଦେଖିବାକୁ...
ମୁମ୍ବାଇ: ହଠାତ୍ ପୁଅର ମୃତ୍ୟୁକୁ ନେଇ ଦୁଃଖରେ ଭାଙ୍ଗି ପଡ଼ିଥିବା ଅଭିନେତା ସୁଶାନ୍ତ ସିଂ ରାଜପୁତ୍ଙ୍କ ବାପା କେକେ ସିଂ ସୁଶାନ୍ତଙ୍କୁ ନେଇ ଅନେକ କଥା ଖୁଲାସା କରିଛନ୍ତି। ଏକ ୱେବ୍ସାଇଟ୍କୁ ଦେଇଥିବା ସାକ୍ଷାତକାରରେ ସେ କହିଛନ୍ତି, ‘ପୂର୍ବରୁ ସେ(ସୁଶାନ୍ତ) ସବୁ କଥା କହୁଥିଲା। ହେଲେ ଶେଷରେ କ’ଣ...
ଭୁବନେଶ୍ୱର: ରାଜ୍ୟରେ ଆଉ ୨୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨୧୮ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୮ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ।...
ପୁରୀ: ମଙ୍ଗଳ ଆଳତି ବେଳେ ପାଟ ପିନ୍ଧି ଗୁଣ୍ଡିଚା ମନ୍ଦିରରେ ପ୍ରବେଶ କରିଥିବା ୨ଜଣ ଛଦ୍ମବେଶୀ ସେବାୟତଙ୍କୁ ପୁଲିସ୍ ଅଟକ ରଖିଛି। ସୂଚନା ଅନୁସାରେ, ଆଜି ସକାଳେ ୨ ଜଣ ବାହାର ଭକ୍ତ ପାଟ ପିନ୍ଧି ସେବାୟତଙ୍କ ବେଶରେ ଗୁଣ୍ଡିଚା ମନ୍ଦିରରେ ପ୍ରବେଶ କରିଥିଲେ। ଏହି ସମୟରେ ମଙ୍ଗଳ...
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଆଉ ୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୩ ଜଣ କରୋନା ଯୋଦ୍ଧା ଅଛନ୍ତି। ସମସ୍ତ ଆକ୍ରାନ୍ତଙ୍କୁ କୋଭିଡ୍ ହସ୍ପିଟାଲ୍କୁ ସ୍ଥାନାନ୍ତର କରାଯାଇଛି। ଗଞ୍ଜାମ ଜିଲ୍ଲାପାଳଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ...
ମୁମ୍ବାଇ: ବଲିଉଡ୍ ଅଭିନେତା ଗୋବିନ୍ଦାଙ୍କ ପୁଅ ୟଶବର୍ଦ୍ଧନ ଆହୁଜା ଦୁର୍ଘଟଣାର ଶିକାର ହୋଇଛନ୍ତି। କାର୍ରେ ଯାଉଥିବାବେଳେ ବୁଧୁବାର ରାତିରେ ଦୁର୍ଘଟଣା ଘଟିଥିବା ନେଇ ସୋସିଆଲ୍ ମିଡିଆରେ ଖବର ପ୍ରଚାରିତ ହୋଇଛି। ଏହି ରିପୋର୍ଟରେ କୁହାଯାଇଛି ଯେ, ବୁଧବାର ରାତି ସାଢ଼େ ୮ଟା ସମୟରେ ମୁମ୍ବାଇରେ ଏହି ଦୁର୍ଘଟଣା ଘଟିଥିଲା।...
କେନ୍ଦୁଝର: ବାଡ଼ିରେ ପିଟିପିଟି ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ। କେନ୍ଦୁଝର ଜିଲ୍ଲା ପଣ୍ଡାପଡା ଥାନା ଅନ୍ତର୍ଗତ ବକ୍ସିବାରି ଗାଁରେ ଜଣେ ବ୍ୟକ୍ତି ବାଡ଼ିରେ ପିଟି ପିଟି ସ୍ତ୍ରୀକୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ମହିଳାଙ୍କ ନାଁ ପୁଟକୁନି ମୁଣ୍ଡା। ଅଭିଯୁକ୍ତ ସ୍ୱାମୀଙ୍କ ନାଁ ଘାସିରାମ ମୁଣ୍ଡା। ଗତକାଲି...
ପୁରୀ: ଦୁଇ ଥର କୋଭିଡ୍-୧୯ ଟେଷ୍ଟ୍ ପରେ ଯେଉଁ ସେବାୟତଙ୍କ ନମୁନା ନେଗେଟିଭ୍ ଆସିବ କେବଳ ସେହିମାନେ ହିଁ ଆଗାମୀ ବାହୁଡ଼ା ଯାତ୍ରାରେ ସାମିଲ ହୋଇପାରିବେ। ଏହାସହ ସେବାୟତଙ୍କ ସ୍ୱାସ୍ଥ୍ୟ ସମ୍ପର୍କିତ ସମସ୍ୟାର ସମାଧାନ ଲାଗି ଦୁଇଟି ମେଡିକାଲ କ୍ୟାମ୍ପ କରାଯିବ, ଯେଉଁଥିରେ ସବୁ ବିଭାଗର ଡାକ୍ତର ରହିବେ।...