• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

office
ଗଞ୍ଜାମରେ ସର୍ବସାଧାରଣଙ୍କୁ ସରକାରୀ ଅଫିସ୍‌ ମନା

ଗଞ୍ଜାମ: ଗଞ୍ଜାମରେ ସର୍ବସାଧାରଣଙ୍କୁ ସରକାରୀ ଅଫିସ୍‌ ମନା। ଗଞ୍ଜାମ ଜିଲ୍ଲାରେ ଥିବା ସବୁ ସରକାରୀ ଅଫିସ୍‌କୁ ସର୍ବସାଧାରଣଙ୍କ ଯିବା ଉପରେ ଜିଲ୍ଲା ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି। ଜିଲ୍ଲାର ଜଣେ ବରିଷ୍ଠ ସରକାରୀ ଅଧିକାରୀ କରୋନାରେ ଆକ୍ରାନ୍ତ ହେବାପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଥିବା...

nawazuddin siddiqui
ହାତରେ କୋଦାଳ, ମୁଣ୍ଡରେ ଗାମୁଛା ଭିଡ଼ି କ୍ଷେତରେ କାମ କରୁଛନ୍ତି ନଓ୍ୱାଜୁ‌ଦ୍ଦିନ୍‌

ମୁମ୍ବାଇ: ହାତରେ କୋଦାଳ, ମୁଣ୍ଡରେ ଗାମୁଛା ଭିଡ଼ି କ୍ଷେତରେ କାମ କରୁଛନ୍ତି ବଲିଉଡ୍ ଅଭିନେତା ନଓ୍ୱାଜୁ‌ଦ୍ଦିନ୍‌ ସିଦ୍ଦିକି। କଥା ଶୁଣିକି ଟିକେ ଅଜବ ଲାଗୁଥିଲେ ମଧ୍ୟ, ଘଟଣାଟି ସତ। ଫିଲ୍ମ ‘Manjhi – The Mountain Man’  ମୁଖ୍ୟ ଭୂମିକାରେ ଅଭିନୟ କରି ଚର୍ଚ୍ଚିତ ହୋଇଥିବା ଅଭିନେତା ନଓ୍ୱାଜୁ‌ଦ୍ଦିନ୍‌...

rainfall
ଆସନ୍ତା ୫ଦିନ ଯାଏ ବର୍ଷା !

ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହାସହ ମୌସୁମୀ ସକ୍ରିୟ ହେବା ପରେ ଉତ୍ତର ପଞ୍ଜାବଠୁ ପଶ୍ଚିମ ବଙ୍ଗୋପସାଗର ଯାଏ ଏକ ଟ୍ରପ୍ ଲାଇନ୍ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି...

sushant 3
ଜୀବନରେ ସବୁଠୁ ବେଶୀ ଡର କ’ଣ ଲାଗେ ? ପ୍ରଶ୍ନରେ ଏମିତି ଉତ୍ତର ଦେଇଥିଲେ ସୁଶାନ୍ତ

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରେ ଲଗାତାର ଭାବେ ସୋସିଆଲ୍‌ ମିଡିଆରେ ତାଙ୍କ ଫ୍ୟାନ୍ସଙ୍କ ରିଆକ୍ସନ ଆସିବାରେ ଲାଗିଛି। ଏହାସହ ସୁଶାନ୍ତଙ୍କ ଅନେକ ପୁରୁଣା ଫଟୋ ଓ ଭିଡିଓ ସୋସିଆଲ୍‌ ମିଡିଆରେ ଶେଆର ହେଉଛି। ସୁଶାନ୍ତଙ୍କ ଆତ୍ମହତ୍ୟା ପାଇଁ ବଲିଉଡ୍‌ ଇଣ୍ଡଷ୍ଟ୍ରିର ବଡ଼ ବଡ଼ ସେଲେବ୍ରିଟି...

corona
ଭୁବନେଶ୍ୱରରୁ ଆଉ ୨, କଟକରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱରରୁ ଆଉ ୨ ଓ କଟକରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଭୁବନେଶ୍ୱରରେ ଆଉ ୫ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଭୁବନେଶ୍ୱର ମହାନଗର ନିଗମର ସୂଚନା ଅନୁସାରେ, ଭୁବନେଶ୍ୱରରୁ ଚିହ୍ନଟ ୨ ଆକ୍ରାନ୍ତଙ୍କ ମଧ୍ୟରୁ ଗୋଟିଏ କ୍ୱାରେଣ୍ଟିନ୍...

sun
ଆକାଶରେ ୨ଟି ସୂର୍ଯ୍ୟ ! ସୋସିଆଲ୍‌ ମିଡିଆରେ ଭାଇରାଲ୍‌

ନୂଆଦିଲ୍ଲୀ: ସମାନ ସମୟରେ ଆକାଶରେ ଦୃଶ୍ୟମାନ ହେଲା ୨ଟି ସୂର୍ଯ୍ୟ ! କଥାଟା ଶୁଣିକି ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ, ଏବେ ସୋସିଆଲ୍‌ ମିଡିଆରେ ଏମିତି କିଛି ଫଟୋ ଭାଇରାଲ ହେବାରେ ଲାଗିଛି। ଆମେରିକା-କାନାଡା ସୀମାରେ ଏହି ବିରଳ ଜାଗତିକ ଦୃଶ୍ୟ ଦେଖିବାକୁ ମିଳିଥିଲା ବୋଲି କୁହାଯାଉଛି। ଜୁନ୍‌ ୨୧ରେ...

congress
ଭୁବନେଶ୍ୱର କଂଗ୍ରେସ ଭବନରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ

ଭୁବନେଶ୍ୱର: ନବନିଯୁକ୍ତ ଯୁବ କଂଗ୍ରେସ ସଭାପତିଙ୍କ ନିଯୁକ୍ତିକୁ ନେଇ ଭୁବନେଶ୍ୱର କଂଗ୍ରେସ ଭବନରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ନୂତନ ସଭାପତି ସ୍ମୃତି ଲେଙ୍କାଙ୍କ ନିଯୁକ୍ତିକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଏହି ସଂଘର୍ଷ ହୋଇଥିବା ସୂଚନା ମିଳିଛି। ସୂଚନା ଅନୁସାରେ, ସ୍ମୃତି ଲେଙ୍କାଙ୍କ ନିଯୁକ୍ତିକୁ ବିରୋଧ...

corona ..
କଟକରେ କରୋନା ନେଲା ୨ ମୁଣ୍ଡ

କଟକ: ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକ ଦୁଇ ଜଣ କଟକ ଜିଲ୍ଲାର ବୋଲି ସୂଚନା ମିଳିଛି। ଏହାସହ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି ପାଇଥିବାବେଳେ କଟକରେ ମୃତ୍ୟୁ ସଂଖ୍ୟା ୩ରେ ପହଞ୍ଚିଛି। ଉଭୟ ପୁରୁଷ ଏବଂ ସେମାନଙ୍କର ବୟସ...

bijay mohanty & deepa sahu
ବିଜୟ ମହାନ୍ତି ଓ ଦୀପାଙ୍କୁ ସହାୟତାର ହାତ ବଢ଼ାଇଲା ଓଡ଼ିଆ ସିନେ କଳାକାର ସଂଘ

ଭୁବନେଶ୍ୱର: ଚିକିତ୍ସାଧୀନ ଥିବା ଓଲିଉଡ୍‌ ଅଭିନେତା ବିଜୟ ମହାନ୍ତି ଓ ଅଭିନେତ୍ରୀ ଦୀପା ସାହୁଙ୍କୁ ସହାୟତାର ହାତ ବଢ଼ାଇଛି ଓଡ଼ିଆ ସିନେ କଳାକାର ସଂଘ। ସଂଘର ସଦସ୍ୟ ମାନେ ଉଭୟଙ୍କୁ ହସ୍ପିଟାଲରେ ଭେଟି ସେମାନଙ୍କର ସ୍ୱାସ୍ଥ୍ୟାବସ୍ଥା ସଂପର୍କରେ ପଚାରି ବୁଝିଛନ୍ତି। ଏଥିସହ ସଂଘ ପକ୍ଷରୁ ବିଜୟ ମହାନ୍ତିଙ୍କୁ ୧ ଲକ୍ଷ...

91421093_3110305529059371_5797060119829151744_n
୧୮ ଜିଲ୍ଲାରୁ ଆଉ ୧୬୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୬୭ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଜପତି ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୮ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧୬୭...

covid19
ଗୋଟିଏ ପରିବାରରୁ ବାହାରିଲେ ୬ କରୋନା ପଜିଟିଭ୍‌

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ୍‌ ଅନ୍ତର୍ଗତ ବିଲାଟ ଗାଁର ଗୋଟିଏ ପରିବାରର ୬ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାଯାଇଛି। ଏହା ପୂର୍ବରୁ ଏହି ପରିବାରର ୨ ଜଣଙ୍କର କରୋନା ପଜିଟିଭ ଆସିଥିଲା। ସେମାନଙ୍କ ମଧ୍ୟରୁ ଜଣେ ସୁସ୍ଥ ହୋଇ ଘରକୁ ଫେରିଥିଲେ। ଏବେ ଏହି ପରିବାରର...

corona 1
ଶ୍ରୀମନ୍ଦିର ସେବାୟତଙ୍କୁ କରୋନା

ପୁରୀ: ପୁରୀ ଶ୍ରୀମନ୍ଦିରର ଜଣେ ସେବାୟତ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଗତକାଲି ୧,୧୪୩ଜଣ ସେବାୟତଙ୍କ କରୋନା ଟେଷ୍ଟ ହୋଇଥିଲା। ତେବେ ଜଣଙ୍କୁ ଛାଡ଼ି ବାକି ୧,୧୪୨ ଜଣଙ୍କ ରିପୋର୍ଟ ନେଗେଟିଭ ଆସିଛି। ସମ୍ପୃକ୍ତ ସେବାୟତ କରୋନା ପଜିଟିଭ...

rainfall
ଆସନ୍ତା ୨୪ ଘଣ୍ଟାରେ ବର୍ଷା ! ୬ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହାସହ ମୌସୁମୀ ସକ୍ରିୟ ହେବା ପରେ ଏବେ ଉତ୍ତର ପଞ୍ଜାବଠୁ ପଶ୍ଚିମ ବଙ୍ଗୋପସାଗରରେ ପର୍ଯ୍ୟନ୍ତ ଏକ ଟ୍ରପ୍ ଲାଇନ୍ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବର୍ଷା...

Rath yatra 2020
ରଥଯାତ୍ରା 2020:ସୁପ୍ରିମକୋର୍ଟଙ୍କ ଏହିସବୁ ସର୍ତ୍ତାବଳୀ ଭିତରେ ଚାଲିଛି ପୁରୀ ରଥଯାତ୍ରା

ପୁରୀ: ଉତ୍ସବ ମୁଖର ଶ୍ରୀକ୍ଷେତ୍ର। ଆଜି ମହାପ୍ରଭୁଙ୍କ ପ୍ରସିଦ୍ଧ ଘୋଷଯାତ୍ରା। ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କୁ ନେଇ ଗୁଣ୍ଡିଚା ଘରକୁ ଯିବେ। ବଡଦାଣ୍ଡରେ ଆଜି ଗଡିବ ତିନିରଥ।ତେବେ ପୂର୍ବ ବର୍ଷ ଭଳି ଏଥର ଗହଳି ଚହଳି ନାହିଁ। କରୋନା କଟକଣା ପାଇଁ ଭକ୍ତଙ୍କ...

accident
ଟ୍ରକ୍‌କୁ ସାମ୍ନାପଟୁ ଧକ୍କା ଦେଲା କଣ୍ଟେନର, ୩ ଡ୍ରାଇଭରଙ୍କ ମୃତ୍ୟୁ

ସୋର: ବାଲେଶ୍ୱର ଜିଲ୍ଲା ୧୬ନଂ ଜାତୀୟ ରାଜପଥର ନାୟକ ବନ୍ଧ ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସିମେଣ୍ଟ ବୋଝେଇ ଟ୍ରକ୍‌କୁ ସାମ୍ନାପଟୁ ଏକ କଣ୍ଟେନର ଧକ୍କା ଦେବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଶଙ୍କର୍ଷଣ ମଣ୍ଡଳ, ମନମୋହନ ସିଂ ଓ ଠାକୁର...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।