• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

BeFunky-collage (2)
ରଥଯାତ୍ରା ବନ୍ଦ ପାଇଁ ଆବେଦନ କରିଥିବା ବ୍ୟକ୍ତିଙ୍କ ଘର ଉପରକୁ ଅଣ୍ଡା ମାଡ଼

ଭୁବନେଶ୍ୱର: ରଥଯାତ୍ରା ବନ୍ଦ ନେଇ ଆବେଦନ କରିଥିବା ଆବେଦନକାରୀଙ୍କ ଘର ଉପରକୁ ଅଣ୍ଡା ମାଡ଼ ହୋଇଛି। ରଥଯାତ୍ରା କରିବାକୁ ଅନୁମତି ନ ଦେବାକୁ ଅପିଲ୍ କରିଥିବା ଆବେଦନକାରୀ ଓକିଲ ସୁଶାନ୍ତ ପାଢୀଙ୍କ ଭୁବନେଶ୍ୱର ସ୍ଥିତ ଭଡା ଘର ଉପରକୁ ଏହି ଅଣ୍ଡା ମାଡ଼ ହୋଇଥିବା ଅଭିଯୋଗ ହୋଇଛି। ବମିଖାଲ...

sushant 1
ସୁଶାନ୍ତଙ୍କ ପୂର୍ବରୁ ଧୋନିଙ୍କ ଭୂମିକାରେ ଅଭିନୟ କରିବାକୁ ଚାହୁଁଥିଲେ ଏହି ଅଭିନେତା

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତ୍‌ଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଖାଲି ତାଙ୍କ ଫ୍ୟାନ୍ସ ନୁହେଁ ପୂରା ବଲିଉଡ୍ ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳିଯାଇଛି। ଅନେକ ବଲିଉଡ୍‌ ଅଭିନେତା, ଅଭିନେତ୍ରୀ ଏହି ଘଟଣାକୁ ନେଇ ଶୋକ ପ୍ରକାଶ କରିଛନ୍ତି। ସୁଶାନ୍ତ ସିଂ ଅଭିନୟ କରିଥିବା ବାୟୋପିକ୍‌ ‘ଏମ୍‌.ଏସ୍‌ ଧୋନି:...

puri
ରାତି ପାହିଲେ ରଥଯାତ୍ରା: ବଡ଼ଦାଣ୍ଡରୁ ହଟୁଛନ୍ତି ଉଠା ଦୋକାନୀ

ପୁରୀ: ରାତି ପାହିଲେ ଜଗତର ନାଥ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା। ରଥଯାତ୍ରା ନ କରିବା ପାଇଁ ସୁପ୍ରିମକୋର୍ଟଙ୍କ  ନିର୍ଦ୍ଦେଶ ପରେ ସାରା ରାଜ୍ୟରେ ଅସନ୍ତୋଷ ଦେଖା ଦେଇଥିଲା। ଏହାର ପୁନଃ ବିଚାର କରି ଏଥିରେ ଆଂଶିକ ପରିବର୍ତ୍ତନ କରିବା ଲାଗି ଗୋଟିଏ ପରେ ଗୋଟିଏ ପିଟିସନ୍‌ ଦାୟର ହୋଇଛି।...

EYSYtydU8AAyYy_
ରାଜ୍ୟରେ ଆଉ ୧୪୩ କରୋନା ଆକ୍ରାନ୍ତ‌ ଚିହ୍ନଟ, ଗଞ୍ଜାମରେ ସବୁଠାରୁ ଅଧିକ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୪୩ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧୪୩  ଆକ୍ରାନ୍ତଙ୍କ ମଧ୍ୟରୁ ୧୩୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ।...

corona Super Spreader In Jharsuguda
ଝାରସୁଗୁଡ଼ାରେ ସୁପର ସ୍ପ୍ରେଡର ! କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ରେ ବର୍ଥ ଡେ’ ପାର୍ଟି ସେଲିବ୍ରେସନ୍‌

ଝାରସୁଗୁଡ଼ା: ଝାରସୁଗୁଡ଼ାରେ ସୁପର ସ୍ପ୍ରେଡର !  ଗୁରୁଗ୍ରାମରୁ ଆସିଥିବା ଜଣେ ମହିଳାଙ୍କ ସଂସ୍ପର୍ଶରେ ଆସି ବ୍ରଜରାଜନଗରର ଓପିଏମ କଲୋନୀରେ ୧୭ ଜଣ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି।  ମହିଳା ଜଣଙ୍କ ହୋମ୍ କ୍ୱାରେଣ୍ଟିନରେ ଥିବାବେଳେ କୋଭିଡ୍ ନିୟମ ନ ମାନି ପୁଅର ବର୍ଥ ଡେ’ ପାର୍ଟି ଆୟୋଜନ କରିବା...

sushant singh
ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ୍‌ ରିୟାଙ୍କ ପାଇଁ ବଢ଼ିଲା ଅଡ଼ୁଆ

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତ୍‌ଙ୍କ ଆତ୍ମହତ୍ୟା ଘଟଣା ପାଇଁ ବଲିଉଡ୍‌ ଇଣ୍ଡଷ୍ଟ୍ରିର ବଡ଼ ବଡ଼ ସେଲେବ୍ରିଟି ଓ ପ୍ରଡକ୍ସନ କମ୍ପାନୀଙ୍କୁ ଏଥିପାଇଁ ଦାୟୀ କରିଛନ୍ତି ସୁଶାନ୍ତଙ୍କ ଫ୍ୟାନ୍ସମାନେ। ସୁଶାନ୍ତଙ୍କ ଆତ୍ମହତ୍ୟା ଘଟଣାରେ ପୂର୍ବରୁ ୮ଜଣଙ୍କ ବିରୋଧରେ ଅପରାଧିକ ମାମଲା ରୁଜୁ ହୋଇଥିବାବେଳେ ଏବେ ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ୍‌ ରିୟା...

odisha
ମା’ ଆଖିରେ ଲୁହ, ୩ ମାସ ହେଲା ମିଳୁନି ପୁଅର ପତ୍ତା

ଖଲ୍ଲିକୋଟ: କୁଏତରେ କାମ କରିବାକୁ ଯାଇ ଜଣେ ଓଡ଼ିଆ ଯୁବକ ନିଖୋଜ ହୋଇଯାଇଛନ୍ତି। ୩ ମାସ ହେଲା ସମ୍ପୃକ୍ତ ଯୁବକଙ୍କ କୌଣସି ପତ୍ତା ନ ମିଳିବାରୁ ପରିବାର ଲୋକ ଏବେ ଚିନ୍ତାରେ। ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ୍‌ ଅନ୍ତର୍ଗତ ଫାରକାପଲ୍ଲୀ ଗାଁର ଟୁନା ନାୟକ ମାର୍ଚ୍ଚ ୨ ତାରିଖରୁ...

father's day
ନିଆରା ଢଙ୍ଗରେ ଫାଦର୍ସ ଡେ'ରେ ବାପାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଓଡିଆ ଗୀତିକାର

କଥାରେ ଅଛି- ବାପା ହେଲେ ଜାଣିବ- ବାପା କ’ଣ, ବାପା ଗଲେ ଜାଣିବ- ବାପା କ’ଣ। ବାସ୍ତବରେ ବାପାଙ୍କୁ ଜାଣିବା ଏତେ ସହଜ ନୁହେଁ। ସନ୍ତାନକୁ ବଡ଼ କରିବା ପାଇଁ ସେ ସହୁଥିବା କଷ୍ଟକୁ କିଭଳି ଢଙ୍ଗରେ ସହୁଥାଏ, ତାହା ସବୁ ବାପାଙ୍କ କାହାଣୀ। ମାତ୍ର ବାପାଙ୍କର ଏହି...

corona 1
କଟକରୁ ଆଉ ୩, ଭୁବନେଶ୍ୱରରୁ ଜଣେ କରୋନା ପଜିଟିଭ୍‌ ଚିହ୍ନଟ

କଟକ/ଭୁବନେଶ୍ୱର: ଭୁବନେଶ୍ୱରରୁ ଆଜି ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଭୁବନେଶ୍ୱରରେ ଆଉ ୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଭୁବନେଶ୍ୱରରୁ ଚିହ୍ନଟ ନୂଆ ଆକ୍ରାନ୍ତ ଜଣକ ଚନ୍ଦ୍ରଶେଖରପୁର ନୀଳାଦ୍ରି ବିହାର ଅଞ୍ଚଳର ୭୩ ବର୍ଷୀୟ ବୃଦ୍ଧ। ଏ...

sushant singh
ସୁଶାନ୍ତଙ୍କ ଆତ୍ମହତ୍ୟାର ସପ୍ତାହକ ପରେ ନୀରବତା ଭାଙ୍ଗିଲେ ସଲମାନ୍‌, ଫ୍ୟାନ୍ସଙ୍କୁ କଲେ ଏମିତି ନିବେଦନ

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତ୍‌ଙ୍କ ଆତ୍ମହତ୍ୟା ଘଟଣାର ସପ୍ତାହକ ପରେ ନୀରବତା ଭାଙ୍ଗିଛନ୍ତି ଅଭିନେତା ସଲମାନ୍‌ ଖାନ୍‌। ସୁଶାନ୍ତ ଆତ୍ମହତ୍ୟା କରିବା ପରେ ତାଙ୍କର ଫ୍ୟାନ୍ସମାନେ ସୋସିଆଲ୍‌ ମିଡିଆରେ ଲଗାତାର ଭାବେ ବଲିଉଡ୍‌ରେ ପରିବାରବାଦ ବିରୋଧରେ ସ୍ୱର ଉଠାଇବାରେ ଲାଗିଛନ୍ତି। ଏପରିକି ସୁଶାନ୍ତଙ୍କ ମୃତ୍ୟୁ ପରେ ଅନେକ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।