• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

corona
କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଭାବେ ଘୋଷଣା ହେଲା ଡୁମୁଡୁମା ସୁବାସ ନଗର ବସ୍ତି

ଭୁବନେଶ୍ୱର: ଭୁବନେଶ୍ୱର ଡୁମୁଡୁମା ଅଞ୍ଚଳର ସୁବାସ ନଗର ବସ୍ତିକୁ  କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଭାବେ ଘୋଷଣା କରାଯାଇଛି। ଭୁବନେଶ୍ୱର ମହାନଗର ନିଗମର(ବିଏମ୍‌ସି) କମିଶନର ଏହି ଘୋଷଣା କରିଛନ୍ତି। ଏହି ଅଞ୍ଚଳରେ ଆସୁଥିବା ସୁବାସ ନଗର ବସ୍ତିରୁ ଏକାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଡୁମୁଡୁମା ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ୍ ଜୋନ୍‌ ଭାବେ...

Odia Actress Deepa Hospitalised
ଅଭିନେତ୍ରୀ ଦୀପା ଅସୁସ୍ଥ, ହସ୍ପିଟାଲ୍‌ରେ ଭର୍ତ୍ତି

ଭୁବନେଶ୍ୱର: ଓଡ଼ିଆ ଅଭିନେତ୍ରୀ ଦୀପା ସାହୁ ଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ କ୍ୟାପିଟାଲ୍ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ଅଭିନେତା ଅଖିଲ ପଟ୍ଟନାୟକଙ୍କ ସମେତ ଅନ୍ୟ କିଛି ବ୍ୟକ୍ତି ଆଜି ସକାଳେ ତାଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରିଥିଲେ। ଗତ ବର୍ଷେ ଧରି ସେ କ୍ୟାନ୍ସରରେ...

fish
ଜାଲରେ ପଡ଼ିଲା ୪୦ କିଲୋ ଓଜନର ମାଛ, ଦାମ୍‌ କେତେ ଜାଣନ୍ତି ?

ବୌଦ୍ଧ: ଜାଲରେ ପଡ଼ିଲା ୪୦ କିଲୋ ଓଜନର ମାଛ। ବୌଦ୍ଧ ଜିଲ୍ଲା ଟୁଟୁସିଙ୍ଗା ଗାଁର ଶ୍ରୀପତି ବେହେରା ନାମକ ଜଣେ ବ୍ୟକ୍ତି ଆଜି ସକାଳେ ମହାନଦୀକୁ ମାଛ ଧରିବାକୁ ଯାଇଥିଲେ। ଏହି ସମୟରେ ଜାଲରେ ଏକ ୪୦ କିଲୋ ଓଜନର ମାଛ ପଡ଼ିଥିଲା। ପ୍ରାୟ ୪ ଫୁଟ ଲମ୍ବର...

EXjQ3H-WAAAniMw
ରାଜ୍ୟରେ ଆଉ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏ ନେଇ ଓଡ଼ିଶା କୋଭିଡ Dashboardରୁ ସୂଚନା ମିଳିଛି।  ମୃତକ ପୁରୀ ଜିଲ୍ଲାର ୬୦ ବର୍ଷ ବୟସ୍କ ବ୍ୟକ୍ତି ବୋଲି ଜଣାପଡ଼ିଛି। କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୨କୁ...

corona 1
ରାଜ୍ୟରେ ଆଉ ୧୭୯ କରୋନା ଆକ୍ରାନ୍ତ‌ ଚିହ୍ନଟ, ଗଞ୍ଜାମରେ ସବୁଠୁ ଅଧିକ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୭୯ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧୭୯  ଆକ୍ରାନ୍ତଙ୍କ ମଧ୍ୟରୁ ୧୫୦ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍...

sushant 6
ସୁଶାନ୍ତଙ୍କୁ ମୃତ୍ୟୁ ମୁଖରୁ କେବଳ ଏହି ବାନ୍ଧବୀ ହିଁ ବଞ୍ଚାଇ ପାରିଥାନ୍ତେ !

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପଛର କାରଣ କ’ଣ ହୋଇପାରେ, ଏହାକୁ ନେଇ ଏବେ ଖୋଳତାଡ଼ ଆରମ୍ଭ ହୋଇଯାଇଛି। କେଉଁ କାରଣ ପାଇଁ ସେ ଏଭଳି ଚରମ ପଦକ୍ଷେପ ନେଲେ ଏହା କେବଳ ସୁଶାନ୍ତଙ୍କ ଫ୍ୟାନ୍ସ ନୁହେଁ, ସମସ୍ତଙ୍କ ମନରେ ଏହି ଗୋଟିଏ ପ୍ରଶ୍ନ। ଏହି ଘଟଣା...

students
ପିଜି ଓ ୟୁଜି ସିଲାବସ୍‌ରେ ରହିବ ‘ସେଲ୍ଫ ଷ୍ଟଡି’ କୋର୍ସ

ଭୁବନେଶ୍ୱର: ପିଜି ଓ ୟୁଜି ସିଲାବସ୍‌ରେ ୨୫ ପ୍ରତିଶତ ‘ସେଲ୍ଫ ଷ୍ଟଡି’ କୋର୍ସ ରହିବ। ଆସନ୍ତା ଶିକ୍ଷାବର୍ଷରୁ ପୋଷ୍ଟ୍‌ ଗ୍ରାଜୁଏଟ ଏବଂ ଅଣ୍ଡର୍‌ ଗ୍ରାଜୁଏଟରେ ସେଲ୍ଫ ଷ୍ଟଡି କୋର୍ସ ଲାଗୁ ହେବ। ଫଳରେ ଘରେ ରହି ଅନ୍‌ଲାଇନ୍‌ରେ ପଢ଼ିପାରିବେ ଛାତ୍ରଛାତ୍ରୀ। ଏ ନେଇ ଛାତ୍ରଛାତ୍ରୀମାନଙ୍କୁ ସମ୍ପୃକ୍ତ କଲେଜ କର୍ତ୍ତୃପକ୍ଷ...

odisha
ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପୁଲିସ୍ ବାବୁ

କଳାହାଣ୍ଡି: ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପୁଲିସ୍‌ ବାବୁ। କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ୍ ମହୁଲପାଟଣା ଫାଣ୍ଡି ASI ମଳୟ ରଣା ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସ୍ଥାନୀୟ ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ଦୁର୍ଘଟଣାଗ୍ରସ୍ତ ଟ୍ରାକ୍ଟ୍ରରକୁ ରିଲିଜ୍‌ କରିବା ପାଇଁ...

driving 1
ସେପ୍ଟେମ୍ବର ୩୦ ଯାଏ ଗାଡ଼ି ସମ୍ପର୍କିତ ଏହି ସମସ୍ତ ଡକ୍ୟୁମେଣ୍ଟ୍‌ସ୍‌ର ଅବଧି ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର: ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ବଢ଼ିଲା ଫିଟ୍‌ନେସ୍‌, ପରମିଟ୍‌(ସମସ୍ତ ପ୍ରକାରର), ଡ୍ରାଇଭିଂ ଲାଇସେନ୍ସ, ରେଜିଷ୍ଟ୍ରେସନ୍‌ ସାର୍ଟିଫିକେଟ୍‌ କିମ୍ବା ଅନ୍ୟ ସମସ୍ତ ଡକ୍ୟୁମେଣ୍ଟ୍‌ସ୍‌ର ଅବଧି। କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ଅନୁସାରେ, ୨୦୨୦, ଫେବୃଆରୀ ୧ରେ ଶେଷ ହୋଇଥିବା ଏହିସବୁ କାଗଜପତ୍ରର ବୈଧତା ଆସନ୍ତା ସ୍ପେପଟେମ୍ବର ୩୦ ତାରିଖ ଯାଏ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।