• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

yoa00000
କପାଳଭାତି ପ୍ରାଣାୟମ ଦ୍ୱାରା ଏହିସବୁ ଫାଇଦା ମିଳେ

ଆଜି ଅନ୍ତର୍ଜାତୀୟ ଯୋଗ ଦିବସ। ଚଳିତ ବର୍ଷର ଥିମ୍ ରହିଛି- “Yoga for Health – Yoga at Home”। କରୋନା କଟକଣା ଭିତରେ ସାମାଜିକ ଦୂରତା ବଜାୟ ରଖି କିଭଳି ଭାବେ ଯୋଗ ଦିବସ ପାଳନ କରାଯିବ ତା’ ଉପରେ ଗୁରୁତ୍ୱ ଦିଆଯାଇଛି। ଯୋଗ ଭାରତର ଏକ ପ୍ରାଚୀନ ପରମ୍ପରା।...

corona
ଭୁବନେଶ୍ୱରରୁ ଆଉ ୯ କରୋନା ଆକ୍ରାନ୍ତ ଚିହ୍ନଟ, ଆକ୍ରାନ୍ତଙ୍କ ମଧ୍ୟରେ ଅଛନ୍ତି ୩ କରୋନା ଯୋଦ୍ଧା

ଭୁବନେଶ୍ୱର: ଆଜି ଭୁବନେଶ୍ୱରରୁ ଆଉ ୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୪ଟି କ୍ୱାରେଣ୍ଟିନ୍‌ କେସ୍‌, ୩ଜଣ କରୋନା ଯୋଦ୍ଧା ଓ ୨ଟି ଲୋକାଲ୍‌ କଣ୍ଟାକ୍ଟ କେସ୍‌ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି। ଗାଡ଼କଣ ମହିମା...

asana999
ଡାଇବେଟିସ୍‌ରୁ ମୁକ୍ତି ପାଇଁ ଆପଣାନ୍ତୁ ଏହି ଆସନ

ଆଜିକାଲି ଡାଇବେଟିସ୍ ସମସ୍ୟା ଅଧିକ ଦେଖାଯାଉଛି। ବିଶେଷଜ୍ଞଙ୍କ ମତରେ ବହୁ ପୂର୍ବରୁ ବିଭିନ୍ନ ସ୍ଵାସ୍ଥ୍ୟ ସମସ୍ୟା ମାଧ୍ୟମରେ ଡାଇବେଟିସ୍ ହେବାର ସଙ୍କେତ ଦେଖାଯାଇଥାଏ। ଏହି ଲକ୍ଷଣ ଉପରେ ଧ୍ୟାନ ଦେଇ ଉପଯୁକ୍ତ ସମୟରେ ଚିକିତ୍ସା କରାଇଲେ ରୋଗ ନିୟନ୍ତ୍ରଣରେ ରହିପାରିବ। ଯଦି ଡାଇବେଟିସ୍‌ରେ ଆପଣ ଆକ୍ରାନ୍ତ ତେବେ ଡାକ୍ତରଙ୍କ...

ratha yatra
ବଡ଼ଦାଣ୍ଡରେ ଗଡ଼ିବନି ରଥ: ହାତ ଟେକିଦେଲେ କି ରାଜ୍ୟ ସରକାର ?

ପୁରୀ: ଚଳିତ ବର୍ଷ ହେବନି ପୁରୀ ରଥଯାତ୍ରା। ଆଜି ଏ ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତିଙ୍କ ଅଧ୍ୟକ୍ଷତାରେ ଗଠିତ ୩ ଜଣିଆ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ଏହି ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ମୁଖ୍ୟ...

puri rath yatra 2020
ଚଳିତ ବର୍ଷ ହେବନି ପୁରୀ ରଥଯାତ୍ରା

ପୁରୀ: ଚଳିତ ବର୍ଷ ହେବନି ପୁରୀ ରଥଯାତ୍ରା। ଆଜି ଏ ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତିଙ୍କ ଅଧ୍ୟକ୍ଷତାରେ ଗଠିତ ୩ ଜଣିଆ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ଏହି ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ମୁଖ୍ୟ...

solar eclipse 2020
ଆସନ୍ତା ୨୧ରେ ସୂର୍ଯ୍ୟପରାଗ, ଜାଣନ୍ତୁ ଓଡ଼ିଶାରେ ଏହା ଦୃଶ୍ୟମାନ ହେବ ନା ନାହିଁ ?

ନୂଆଦିଲ୍ଲୀ/ଭୁବନେଶ୍ୱର: ଆସନ୍ତା ୨୧ ତାରିଖରେ ପଡ଼ିବ ଚଳିତ ବର୍ଷର ପ୍ରଥମ ସୂର୍ଯ୍ୟପରାଗ। ଭାରତରେ ଏହି ସୂର୍ଯ୍ୟପରାଗ ଦୃଶ୍ୟମାନ ହେବ। ପୂର୍ଣ୍ଣ ସୂର୍ଯ୍ୟପରାଗ ଉତ୍ତର ଭାରତର ଅଳ୍ପ କିଛି ଅଞ୍ଚଳରେ ଦୃଶ୍ୟମାନ ହେବ। ରାଜସ୍ଥାନ, ହରିୟାଣା, ଉତ୍ତରାଖଣ୍ଡ ରାଜ୍ୟରେ ପ୍ରାୟ ୧ ମିନିଟ ଧରି ବଳୟ ସୂର୍ଯ୍ୟପରାଗ ଦେଖାଯିବ। ଏହିସବୁ...

rainfall
ଓଡ଼ିଶାରେ ୩ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ମୌସୁମୀ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷାରେ ଲାଗି ରହିଛି। ଆସନ୍ତା ୩ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା...

coronavirus latest news odisha
୧୮ ଜିଲ୍ଲାରୁ ଚିହ୍ନଟ ହେଲେ ଆଉ ୧୭୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୭୪ ଜଣ Corona ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୮ ଜିଲ୍ଲାରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧୭୪ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୬ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ।...

arhaan khan
ସୁଶାନ୍ତଙ୍କ ପରେ ଡିପ୍ରେସନ୍‌ରେ ଅଛନ୍ତି ବିଗ୍‌ ବସ୍‌ର ଏହି ପ୍ରତିଯୋଗୀ

ମୁମ୍ବାଇ: ୩୪ ବର୍ଷ ବୟସରେ ବଲିଉଡ୍‌ ‌ଅଭିନେତା ସୁଶାନ୍ତ ସିଂ ରାଜପୁତ୍‌ ଦୁନିଆକୁ ଅଲ୍‌ବିଦା କରିଛନ୍ତି। ମୁମ୍ବାଇ ସ୍ଥିତ ଫ୍ଲାଟ୍‌ରେ ରବିବାର ଦିନ ସେ ଆତ୍ମହତ୍ୟା କରିଥିଲେ। ମୃତ୍ୟୁ ପରେ ଜଣାପଡ଼ିଥିଲା ଯେ, ସେ ଡିପ୍ରେସନ୍‌ରେ ଥିଲେ। ଏଥିପାଇଁ ସେ ଚିକିତ୍ସିତ ମଧ୍ୟ ହେଉଥିଲେ। ଏସବୁ ଭିତରେ ଆଉ...

PSO
ବଣାଇ ବିଧାୟକଙ୍କ PSOଙ୍କ ଆତ୍ମହତ୍ୟା ! 

ବଣାଇ: ନିଜ ସର୍ଭିସ୍‌ ରିଭରଭଲ୍‌ରୁ ଗୁଳି କରି ‌ବିଧାୟକଙ୍କ PSO ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ସୁନ୍ଦରଗଡ଼ ଜିଲ୍ଲା ବଣାଇ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କ PSO ଡମ୍ବରୁ ସାହୁ ନିଜ ସର୍ଭିସ୍‌ ରିଭରଭଲ୍‌ରୁ ଗୁଳି ଚଳାଇ ‌ଆତ୍ମହତ୍ୟା କରିଥିବା ଜଣାପଡ଼ିଛି।  ସୂଚନା ଅନୁସାରେ, କୁର୍ଡା ବାସଭବନରେ ସେ ନିଜ...

cricket
ଘର ଭିତରୁ ଝୁଲନ୍ତା ଅବସ୍ଥାରେ ମିଳିଲା ମହିଳା କ୍ରିକେଟରଙ୍କ ମୃତଦେହ

ଅଗରତାଲା: ନିକଟରେ ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ୍‌ଙ୍କ ମୃତ୍ୟୁ ଘଟଣା ବଲିଉଡ୍‌ ଇଣ୍ଡଷ୍ଟ୍ରିକୁ ଏକ ପ୍ରକାର ଝଟ୍‌କା ଦେଇଥିବାବେଳେ ଏବେ କ୍ରିକେଟ ଜଗତକୁ ଏକ ଝଟ୍‌କା ଲାଗିଛି। ତ୍ରିପୁରାର ୧୯ ବର୍ଷରୁ କମ୍‌ ମହିଳା କ୍ରିକେଟ୍‌ ଟିମ୍‌ର ଜଣେ କ୍ରିକେଟରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଘର ଭିତରୁ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।