ମୁମ୍ବାଇ: ଅଭିନେତା Sushant Singh Rajput ଙ୍କ ଆତ୍ମହତ୍ୟା ଘଟଣାରେ ୮ଜଣଙ୍କ ବିରୋଧରେ ଅପରାଧିକ ମାମଲା ରୁଜୁ ହୋଇଛି। ଏମାନଙ୍କ ମଧ୍ୟରେ ବଲିଉଡ୍ ସୁପରଷ୍ଟାର୍ ସଲମାନ୍ ଖାନ୍, ଫିଲ୍ମ ନିର୍ମାତା ତଥା ନିର୍ଦ୍ଦେଶକ କରଣ ଜୋହରଙ୍କ ସମେତ ବଲିଉଡ୍ ଇଣ୍ଡଷ୍ଟ୍ରିର କିଛି ଜଣାଶୁଣା ବ୍ୟକ୍ତିଙ୍କ ନାଁ ରହିଛି। ବିହାରର...
ପୁରୀ: ପୁରୀରୁ ଚିହ୍ନଟ ହୋଇଥିବା ନୂଆ ୧୮ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଓକିଲ ଓ ଜଣେ ମୋହରିର ଅଛନ୍ତି। ସେମାନଙ୍କ ସ୍ୱାବ ରିପୋର୍ଟ ପଜିଟିଭ ଆସିବା ପରେ ଜୁଡିସିଆଲ୍ କୋର୍ଟ, କଲେକ୍ଟୋରେଟ୍, ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ଡିଏସ୍ଆର୍ଙ୍କ ଅଫିସରେ ତାଲା ପଡ଼ିଛି। ଜିଲ୍ଲା ପ୍ରଶାସନ ପକ୍ଷରୁ ପୁରୀ...
ପୁରୀ: ରାଜ୍ୟରେ ଆଉ ୧୭୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ପୁରୀ ଜିଲ୍ଲାରୁ କେବଳ ୧୮ ଜଣ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗିରଫ ୨ ଅଭିଯୁକ୍ତଙ୍କ ସ୍ୱାବ ନମୁନା ମଧ୍ୟ ପଜିଟିଭ ଆସିଛି। ଗିରଫ ୨ ଅଭିଯୁକ୍ତଙ୍କ ସ୍ୱାବ ନମୁନା ପଜିଟିଭ ଆସିବା...
ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତ୍ଙ୍କ ଆତ୍ମହତ୍ୟା ଘଟଣା ବଲିଉଡ୍କୁ ଏକ ପ୍ରକାର ଝଟ୍କା ଲାଗିଛି। ସୁଶାନ୍ତଙ୍କ ମୃତ୍ୟୁ ପରେ ଗୋଟିଏ ପରେ ଗୋଟିଏ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ସେ କାହିଁକି ଆତ୍ମହତ୍ୟା କଲେ ଯଦିଓ ଏହା ଜଣାପଡ଼ିନାହିଁ, ତେବେ ଫିଲ୍ମ ଇଣ୍ଡଷ୍ଟ୍ରିରେ ଭେଦଭାବ ହେଉଥିବା, ପାରିବାରିକବାଦ...
ବାଲିଗୁଡ଼ା/ରାଇରଙ୍ଗପୁର: ଲଦାଖର ଗଲ୍ଓ୍ୱାନ୍ ଉପତ୍ୟକାରେ ଭାରତ-ଚୀନ ସେନା ମୁହାଁମୁହିଁ ଘଟଣାରେ ଭାରତର ୨୦ ଯବାନ ସହିଦ ହୋଇଛନ୍ତି। ସହିଦ ଯବାନଙ୍କ ମଧ୍ୟରେ ୨ଜଣ ଓଡ଼ିଆ ଅଛନ୍ତି। ଏହି ୨ ଓଡ଼ିଆ ନିଜ ଦେଶ ପାଇଁ ଜୀବନ ଦେଇ ସହିଦ ହୋଇଛନ୍ତି। ସହିଦ ୨ ଓଡ଼ିଆ ଯବାନ ହେଲେ- ନନ୍ଦୁରାମ...
ଭୁବନେଶ୍ୱର: ଲଦାଖର ଗଲ୍ଓ୍ୱାନ୍ ଉପତ୍ୟକାରେ ଭାରତ-ଚୀନ ସେନା ମୁହାଁମୁହିଁ ଘଟଣାରେ ଭାରତର ୨୦ ଯବାନ ସହିଦ ହୋଇଛନ୍ତି। ସହିଦ ଯବାନଙ୍କ ମଧ୍ୟରେ ୨ଜଣ ଓଡ଼ିଆ ଅଛନ୍ତି। ଜଣେ ଯବାନଙ୍କ ଘର ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରରେ ଓ ଅନ୍ୟଜଣେ କନ୍ଧମାଳ ଜିଲ୍ଲା ରାଇକିଆ ଅଞ୍ଚଳର ବୋଲି ସୂଚନା ମିଳିଛି। ତେବେ...
ବାଲେଶ୍ୱର: ବାଲେଶ୍ୱର ସଦର ବିଧାୟକ ମଦନମୋହନ ଦତ୍ତଙ୍କର ଆଜି ପରଲୋକ ହୋଇଯାଇଛି। ଏ ନେଇ ମଦନମୋହନଙ୍କ ପରଲୋକ ନେଇ ପୁଅ ମାନସ ଦତ୍ତ ସୂଚନା ଦେଇଛନ୍ତି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି। ହୃଦ୍ଘାତରେ ତାଙ୍କର ପରଲୋକ ହୋଇଥିବା ସୂଚନା ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୧...
ନୂଆଦିଲ୍ଲୀ: ଲଦାଖର ଗଲ୍ଓ୍ୱାନ୍ ଉପତ୍ୟକାରେ ଭାରତ-ଚୀନ ସେନା ମୁହାଁମୁହିଁ ଘଟଣାରେ ବୈଦେଶିକ ବ୍ୟାପାର ମନ୍ତ୍ରାଳୟ ପ୍ରତିକ୍ରିୟା ରଖିଛି। ମନ୍ତ୍ରଣାଳୟ ପକ୍ଷରୁ ଜାରି ବିବୃତିରେ କୁହାଯାଇଛି- ପୂର୍ବ ଲଦାଖ ସୀମା ଅଞ୍ଚଳରେ ସୃଷ୍ଟି ହୋଇଥିବା ଉତ୍ତେଜନା ହ୍ରାସ ଲାଗି ଭାରତ ଓ ଚୀନ୍ ଉଭୟ ସାମରିକ ଏବଂ କୂଟନୈତିକ ସ୍ତରରେ...
ମୁମ୍ବାଇ: ନିଜ ଟ୍ୟାଲେଣ୍ଟ୍ ବଳରେ ଫିଲ୍ମ ଇଣ୍ଡଷ୍ଟ୍ରିରେ ନାଁ କମାଇଥିବା ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତ୍ଙ୍କ ମୃତ୍ୟୁରେ ବଲିଉଡ୍ ପୂରା ସ୍ତବ୍ଧ ହୋଇଯାଇଛି। ଫ୍ୟାନ୍ସଠୁ ଆରମ୍ଭ କରି ଅଭିନେତା, ଅଭିନେତ୍ରୀ ସମସ୍ତେ ସୁଶାନ୍ତଙ୍କ ଆତ୍ମହତ୍ୟା ଘଟଣାକୁ ଅତି ସହଜରେ ଗ୍ରହଣ କରିପାରୁ ନାହାନ୍ତି। କାରଣ କେହି କେବେ...