ପଟ୍ଟାମୁଣ୍ଡାଇ: କାଳ ହେଲା ନଦୀ ଭିତରେ ପଶି ଟିକ୍ଟକ୍ କରିବା। ଅକାଳରେ ଚାଲିଗଲା ଯୁବକଙ୍କ ଜୀବନ। କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇରେ ଏହି ଅଘଟଣ ଘଟିଛି। ମୃତ ଯୁବକଙ୍କ ନାଁ ସେଖ୍ ସଚିଉଦ୍ଦିନ୍(୨୨)। ସୂଚନା ଅନୁଯାୟୀ, ରଜ ଉପଲକ୍ଷେ ଗତକାଲି ବ୍ରାହ୍ମଣୀ ନଦୀ ନାହିଆଡିଆ କୂଳକୁ ସେଖ୍ ସଚିଉଦ୍ଦିନ୍ ତାଙ୍କର...
ମୁମ୍ବାଇ: ଏମିତି ଲାଗୁଛି ସତେ ଯେମିତି, ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ଘଟଣା ପରେ ଫିଲ୍ମ ଇଣ୍ଡଷ୍ଟ୍ରିଠୁ ଆରମ୍ଭ କରି ସାରା ଦେଶ ପୁରା ନୀରବି ଯାଇଛି। ହଠାତ ସୁଶାନ୍ତଙ୍କ ଆତ୍ମହତ୍ୟା ଘଟଣାକୁ ସହଜରେ କେହି ଗ୍ରହଣ କରିପାରୁ ନାହାନ୍ତି। ଖୁବ କମ ଦିନ ଭିତରେ...
ମୁମ୍ବାଇ: ୨୦୨୦ ବଲିଉଡ୍ ପାଇଁ ଏକ କଳା ବର୍ଷ କହିଲେ ଅତ୍ୟୁକ୍ତି ହେବ ନାହିଁ। ଚଳିତ ବର୍ଷ ବଲିଉଡ୍ ଫିଲ୍ମ ଇଣ୍ଡଷ୍ଟ୍ରିକୁ ଅଲ୍ବିଦା କହି ଚାଲିଯାଉଛନ୍ତି ଗୋଟିଏ ପରେ ଗୋଟିଏ ବଡ଼ ବଡ଼ କଳାକାର। ପ୍ରଥମେ ଇର୍ଫାନ, ପରେ ଋଶି କପୁର, ସଚିନ କୁମାର,ସାଇ ଗୁଣ୍ଡେରା, ଗୀତିକାର ଯୋଗେଶ୍...
ଜୟପୁର: ବିବାହ ପରେ ସ୍ୱାମୀଙ୍କ ସହ ଶାଶୁ ଘର ଯାଉଥିବାବେଳେ, ହଠାତ୍ ଗାଡ଼ିରୁ ଓହ୍ଲାଇ କେହି କିଛି ବୁଝିବା ଆଗରୁ ଜଣେ ନବବଧୂ ଏକ ଚରମ ପଦକ୍ଷେପ ନେଇଛନ୍ତି। ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିବା ସହ ଦୁଃଖ ମଧ୍ୟ ଆଣି ଦେଇଛି। ଶାଶୁ ଘରକୁ ଯିବା ବାଟରେ ନବବଧୂ...
ଭୁବନେଶ୍ୱର: ଭୁବନେଶ୍ୱରରୁ ଆଜି ଆଉ ୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୪ ଜଣ ହୋମ୍ କ୍ୱାରେଣ୍ଟିନରେ ଥିବାବେଳେ ୨ଟି ଲୋକାଲ କେସ୍ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ଟ୍ୱିଟ୍ କରାଯାଇ ସୂଚନା ଦିଆଯାଇଛି। ପଟିଆ ଶ୍ରୀବିହାରର ଗୋଟିଏ ପରିବାରରୁ ୩ ଆକ୍ରାନ୍ତ ଚିହ୍ନଟ...
ଗଞ୍ଜାମ: ଆଜିଠୁ ଜୁନ୍ ୩୦ ପର୍ଯ୍ୟନ୍ତ ଗଞ୍ଜାମ ଜିଲ୍ଲାରେ ଲକ୍ଡାଉନ୍ କଟକଣା ଆହୁରି କଡ଼ାକଡ଼ି ହୋଇଛି। ଏକ ସାମ୍ବାଦିକ ସମ୍ମିଳନୀରେ ଗଞ୍ଜାମ ଜିଲ୍ଲାପାଳ ଏହି ଘୋଷଣା କରିଛନ୍ତି। ଲକ୍ଡାଉନ୍ ସମୟରେ ସକାଳ ୭ରୁ ୧୨ଟା ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ଦୋକାନ ଖୋଲା ରହିବ। କିନ୍ତୁ ବସ୍, କାର, ଅଟୋ ଚଳାଚଳ...
ଭୁବନେଶ୍ୱର: ରାଜ୍ୟରେ ଆଉ ଜଣଙ୍କ ମୁଣ୍ଡ ନେଲା କରୋନା। କରୋନାରେ ଆକ୍ରାନ୍ତ ହୋଇଥିବା ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଗଞ୍ଜାମ ଜିଲ୍ଲାର ୫୦ ବର୍ଷୀୟ ବ୍ୟକ୍ତି। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା...
ଭୁବନେଶ୍ୱର: ରାଜ୍ୟରେ ଆଉ ୧୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୦ ଜିଲ୍ଲାରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧୮୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୭୧ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ।...
ବାଲେଶ୍ୱର: ୫ ଘଣ୍ଟାର ଛକାପଞ୍ଝା ପରେ ପୁଲିସ୍ ହାତରେ ଧରାପଡ଼ିଲା ଅପରାଧୀ। ବାଲେଶ୍ୱର ଜିଲ୍ଲା ରେମୁଣା ଥାନା ଅନ୍ତର୍ଗତ ରେମୁଣା ଶ୍ୟାମରାଇପୁର ଗାଁରୁ ଜଣେ ଅପରାଧୀକୁ ପୁଲିସ୍ କାବୁ କରିଛି। ଧରା ପଡ଼ିଥିବା ଏହି ଅପରାଧୀର ନାଁ ଈଶ୍ୱର ମହାଳିକ। ଏକ ବଡ଼ ଲୁଟ୍ରେ ଇଶ୍ୱରର ସମ୍ପୃକ୍ତି ଜାଣି...