• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

corona
ଛତ୍ରପୁର SDPO ଓ IICଙ୍କୁ କରୋନା

ଗଞ୍ଜାମ: ପୁଣି ଆଉ ଦୁଇ କରୋନା ଯୋଦ୍ଧା ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଗଞ୍ଜାମ ଜିଲ୍ଲା ଛତ୍ରପୁର SDPO ଓ IIC କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଗଞ୍ଜାମ ଏସ୍‌ପି ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି। ଏହାସହ ସେମାନଙ୍କର ଶୀଘ୍ର ଆରୋଗ୍ୟ ମଧ୍ୟ କାମନା କରିଛନ୍ତି। In...

odisha
ପୁଲିସ୍‌ ବାବୁଙ୍କ ଘରେ ପଶିଲା ଚୋର

ପୁରୀ: ପୁଲିସ୍‌ କ୍ୱାର୍ଟର୍ସରୁ ଚୋରି। ରାତି ଅଧରେ ଟଙ୍କା, ସୁନା ଗହଣା ଲୁଟି କଳାକନା ବୁଲାଇଲେ ଦୁର୍ବୃତ୍ତ।ପୁରୀ ଜିଲ୍ଲା କୁମ୍ଭାରପଡ଼ା ଥାନା ଅନ୍ତର୍ଗତ କ୍ୱାକ୍ ରୋଡରେ ଥିବା ପୁଲିସ୍ କ୍ୱାର୍ଟର୍ସରୁ ଏହି ଚୋରି ହୋଇଥିବା ଅଭିଯୋଗ ହୋଇଛି। ୩ରୁ ୪ ଜଣ ଦୁର୍ବୃତ୍ତ ଗତକାଲି ବିଳମ୍ବିତ ରାତିରେ ପୁଲିସ୍‌...

exam
ଯୁକ୍ତ ୨ ପରୀକ୍ଷା: ଶ୍ରେଣୀଗୃହ ବ୍ୟତୀତ ରିଡିଂରୁମ, କମନ୍‌ ରୁମ୍‌ରେ ହୋଇପାରିବ ପରୀକ୍ଷା

ଭୁବନେଶ୍ୱର: ବାକିଥିବା ଯୁକ୍ତ ୨ ପରୀକ୍ଷାକୁ ନେଇ ଏବେ ଚିନ୍ତା ଦେଖାଦେଇଛି। ବାକି ପରୀକ୍ଷା ପାଇଁ ପରୀକ୍ଷା କେନ୍ଦ୍ର ଅଧୀକ୍ଷକଙ୍କୁ CHSE ପକ୍ଷରୁ ଡାଟା ମଗାଯାଇଛି। ପ୍ରତି ପରୀକ୍ଷା କେନ୍ଦ୍ରରେ ଏକାଥରକେ କେତେ ସଂଖ୍ୟକ ପରୀକ୍ଷାର୍ଥୀ ବସି ପରୀକ୍ଷା ଦେଇ ପାରିବେ, ଏହାର ଡାଟା ପ୍ରସ୍ତୁତ କରି ଆସନ୍ତା...

actress deepika
ଅଭିନେତ୍ରୀ ଦୀପିକା ସିଂଙ୍କ ମା’ଙ୍କୁ କରୋନା; କହିଲେ-କେଜ୍ରିୱାଲ୍‌ ଜୀ, ଦୟାକରି‌ ସାହାଯ୍ୟ କରନ୍ତୁ

ନୂଆଦିଲ୍ଲୀ: ସିରିୟଲ୍‌ ‘ଦିୟା ଔର୍ ବାତି ହମ୍‌’ରେ ଅଭିନୟ କରି ଦର୍ଶକ ମନ ଜିଣିଥିବା ଅଭିନେତ୍ରୀ ଦୀପିକା ସିଂଙ୍କ ମା’ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ ମା’ କରୋନାରେ ଆକ୍ରାନ୍ତ ଥିବା ନେଇ ଗତକାଲି ସେ ଜାଣିବାକୁ ପାଇଥିଲେ। ଦିଲ୍ଲୀର ଏକ ହସ୍ପିଟାଲ୍‌ରେ ଦୀପିକାଙ୍କ ମା’ଙ୍କ କରୋନା ଟେଷ୍ଟ୍‌...

corona
ନର୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ୨ ମହିଳା ଡାକ୍ତରଙ୍କୁ କରୋନା

ଭବାନୀପାଟଣା: ନର୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର(CHC)ର ୨ ଜଣ ମହିଳା ଡାକ୍ତର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ କଳାହାଣ୍ଡି ସିଡିଏମ୍‌ଓ ସୂଚନା ଦେଇଛନ୍ତି। ଜଣେ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଦୁଇ ଡାକ୍ତର ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ତେଲେଙ୍ଗାନାରୁ ଫେରିଥିବା ଜଣେ ପ୍ରବାସୀ ସରକାରୀ ଅସ୍ଥାୟୀ...

bijay-mohanty
କାଲି ଓଡ଼ିଶା ଫେରିବେ ବିଜୟ ମହାନ୍ତି

ଭୁବନେଶ୍ୱର: ଆସନ୍ତାକାଲି ଓଡ଼ିଶା ଫେରିବେ ବରିଷ୍ଠ ଅଭିନେତା ବିଜୟ ମହାନ୍ତି। ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବିଜୟ ମହାନ୍ତିଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ ଅଣାଯିବ। ଗତ କିଛିଦିନ ହେଲା ଅସୁସ୍ଥ ହୋଇ ସେ ହାଇଦ୍ରାବାଦ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି...

rainfall
ରଜକୁ ଫିକା କରିପାରେ ବର୍ଷା, ଦୁଇ ଦିନ ଯାଏ ବର୍ଷିବ !

ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପହଞ୍ଚିବା ସହ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁ  ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଗତକାଲି ମୌସୁମୀ ବାୟୁ ମାଲକାନାଗିରି ଓ କୋରାପୁଟ, ନବରଙ୍ଗପୁର, ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାକୁ ମୌସୁମୀ ଛୁଇଁ ସାରିଥିବାବେଳେ ଆଜି ପ୍ରାୟ...

paradip
ମହାନଦୀ ମୁହାଣରେ ବୁଡ଼ିଗଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ମୃତ୍ୟୁ

ପାରାଦୀପ: ପାରାଦୀପରେ ଡଙ୍ଗା ବୁଡ଼ି ୨ ଜଣ ମତ୍ସ୍ୟଜୀବୀଙ୍କ ମୃତ୍ୟୁ ଘଟିଛି। ପାରାଦୀପ ନିକଟ ମହାନଦୀ ମୁହାଣରେ ଆଜି ସକାଳେ ଏହି ଅଘଟଣ ଘଟିଛି। ମୋଟ୍‌ ୧୫ଜଣ ମତ୍ସ୍ୟଜୀବୀ ଏକ ଡଙ୍ଗାରେ ମାଛ ମାରିବାକୁ ସମୁଦ୍ର ଭିତରକୁ ଯାଇଥିଲେ। ଏହି ସମୟରେ ହଠାତ୍‌ ଲହଡ଼ି ଆସି ଡଙ୍ଗାରେ ମାଡ଼...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।