• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

Bhubaneswar Corona Update
ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୨ କରୋନା ପଜିଟିଭ୍‌

ଭୁବନେଶ୍ୱର: ଭୁବନେଶ୍ୱରରୁ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୋଟିଏ ହସ୍ପିଟାଲ୍‌ କେସ୍‌ ରହିଥିବାବେଳେ ଆଉ ଗୋଟିଏ ହୋମ୍‌ କ୍ୱାରେଣ୍ଟିନ୍‌ କେସ୍‌ ରହିଛି। ଆପୋଲ ହସ୍ପିଟାଲ୍‌ର ଜଣେ ୪୬ ବର୍ଷୀୟା ମହିଳା କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ମହିଳା ଜଣକଙ୍କ ଘର ଗାଡ଼କଣା ଅଞ୍ଚଳର। ସେହିପରି ହୋମ୍...

exam
ଅନ୍‌ଲାଇନ୍‌ରେ ହେବ ବିପିୟୁଟି ପରୀକ୍ଷା

ଭୁବନେଶ୍ୱର: ବାତିଲ୍ ହେବନି ବିପିୟୁଟି ଅଷ୍ଟମ ସେମିଷ୍ଟର ପରୀକ୍ଷା। ଜୁଲାଇ ପ୍ରଥମରୁ ଦ୍ଵିତୀୟ ସପ୍ତାହ ମଧ୍ୟରେ ଅନ୍‌ଲାଇନ୍‌ରେ BPUT ଅଷ୍ଟମ ସେମିଷ୍ଟର ପରୀକ୍ଷା ହେବ। ଯେଉଁ ଛାତ୍ରଛାତ୍ରୀ ଚାହିଁବେ ଅନ୍‌ଲାଇନ୍‌ରେ ପରୀକ୍ଷା ଦେଇପାରିବେ ନଚେତ୍‌ କଲେଜ ଖୋଲିଲେ ଅଫ୍‌ଲାଇନ୍‌ରେ ପରୀକ୍ଷା ଦେଇପାରିବେ। ଅନ୍‌ଲାଇନ୍‌ ପରୀକ୍ଷା ପାଇଁ ଜିଲ୍ଲା ଓ...

accident
ନୂଆ ମୋଟର ଯାନ ଆଇନ୍ କଡ଼ାକଡ଼ି ଓ ଲକ୍‌ଡାଉନ୍‌ ଯୋଗୁ ଓଡ଼ିଶାରେ କମିଛି ଦୁର୍ଘଟଣା

ଭୁବନେଶ୍ୱର: ଦେଶରେ ନୂଆ ମୋଟର ଯାନ ଆଇନ୍ କଡ଼ାକଡ଼ି ଭାବେ ଲାଗୁ ହେବା ପରେ ରାଜ୍ୟରେ କମିଛି ଦୁର୍ଘଟଣା ହାର। ଗତ ବର୍ଷ ତୁଳନାରେ ଚଳିତ ବର୍ଷ ଦୁର୍ଘଟଣା ସହ ମୃତ୍ୟୁ ଓ ଆହତଙ୍କ ସଂଖ୍ୟା କମିଥିବା ରାଜ୍ୟ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି। ଦୁର୍ଘଟଣା...

odisha
ପ୍ରାଣୀ ଚିକିତ୍ସାଧୀକାରୀଙ୍କ କାର୍‌ରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା

ବାରିପଦା: ଭିଜିଲାନ୍ସ ଜାଲରେ ମୟୂରଭଞ୍ଜ ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ(CDVO) ଅଭୟ କୁମାର ତ୍ରିପାଠୀ। କାର୍‌ରେ ଆଜି ସେ ଭୁବନେଶ୍ୱର ଯାଉଥିବାବେଳେ ମୟୂରଭଞ୍ଜ ଜିଲ୍ଲା ବେତନଟୀ ନିକଟରେ ତାଙ୍କୁ ଭିଜିଲାନ୍ସ ଟିମ୍‌ ଧରିଥିଲା। ଏହି ସମୟରେ ଅଭୟଙ୍କ ନିକଟରୁ ୩ଲକ୍ଷ ୯୧ହଜାର ଟଙ୍କା ଜବତ କରାଯାଇଛି।  ଏତେ...

corona
ରାଜ୍ୟରେ ଆଉ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣଙ୍କ ମୁଣ୍ଡ ନେଲା କରୋନା। କରୋନାରେ ଆକ୍ରାନ୍ତ ହୋଇଥିବା ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୦ରେ ପହଞ୍ଚିଛି। ମୃତକ ଗଞ୍ଜାମ ଜିଲ୍ଲାର ୫୫ ବର୍ଷୀୟ ବ୍ୟକ୍ତି। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ...

corona
ରାଜ୍ୟରେ ପୁଣି ୧୧୨ କରୋନା ରୋଗୀ ଚିହ୍ନଟ, ୩,୪୯୮ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଉ ୧୧୨ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୧୧୨ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୫ ରହିଛି। ରାଜ୍ୟ...

Coronavirus in India Latest Updates
ବ୍ରିଟେନ୍‌କୁ ପଛରେ ପକାଇ ବିଶ୍ୱରେ କରୋନା ସଂକ୍ରମଣରେ ଚତୁର୍ଥ ସ୍ଥାନରେ ଭାରତ

ନୂଆଦିଲ୍ଲୀ: ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ଏତେ ମାତ୍ରାରେ ବୃଦ୍ଧି ପାଇବାରେ ଲାଗିଛି ଯେ, ବ୍ରିଟେନ୍‌କୁ ପଛରେ ପକାଇ ଭାରତ ବିଶ୍ୱରେ କରୋନା ସଂକ୍ରମଣରେ ଚତୁର୍ଥ ସ୍ଥାନରେ ରହିଛି। ପ୍ରଥମ ସ୍ଥାନରେ ଆମେରିକା, ଦ୍ୱିତୀୟରେ ବ୍ରାଜିଲ୍, ତୃତୀୟରେ ଋଷିଆ ଓ ଚତୁର୍ଥରେ ଭାରତ ରହିଛି। ଆମେରିକାରେ କରୋନାରେ...

petrol 1
ଷଷ୍ଠ ଦିନ ପାଇଁ ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର

ନୂଆଦିଲ୍ଲୀ: ଲଗାତାର ଷଷ୍ଠ ଦିନ ପାଇଁ ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର। ଆଜି ପେଟ୍ରୋଲ ଲିଟର ପିଛା ୫୭ ପଇସା ଓ ଡିଜେଲ ୫୯ ପଇସା ବୃଦ୍ଧି ପାଇଛି। ବର୍ଦ୍ଧିତ ଦର ଘୋଷଣା ପରେ ଦିଲ୍ଲୀରେ ପେଟ୍ରୋଲ ଦର ଲିଟର ପିଛା ୭୪ଟଙ୍କା ୫୭ ପଇସା ହୋଇଥିବାବେଳେ...

killed
ଭୁବନେଶ୍ୱରରେ ମର୍ଡର, କାଠ ଫାଳିଆରେ ପିଟିପିଟି ରାଜମିସ୍ତ୍ରୀଙ୍କୁ ହତ୍ୟା !

ଭୁବନେଶ୍ୱର: ରାଜମିସ୍ତ୍ରୀଙ୍କୁ କାଠ ଫାଳିଆରେ ପିଟିପିଟି ହତ୍ୟା ହୋଇଥିବା ଅଭିଯୋଗ ହୋଇଛି। ଗତକାଲି ରାତିରେ ଭୁବନେଶ୍ୱରର ଚନ୍ଦ୍ରଶେଖରପୁର କଲ୍ୟାଣ ମଣ୍ଡପ ପଛପଟ ବସ୍ତିରେ ଏହି ହତ୍ୟାକାଣ୍ଡ ଘଟିଛି। ପୁଲିସ୍‌ ଅଭିଯୁକ୍ତ ସନାତନ ମୁଣ୍ଡାକୁ ଗିରଫ କରିଛି। ମୃତକ ବ୍ୟକ୍ତିଙ୍କ ନାଁ ଦୀପକ। ସେ ଜଣେ ରାଜମିସ୍ତ୍ରୀ ବୋଲି ଜଣାପଡ଼ିଛି।...

hair fall home remedies
କେଶ ଝଡ଼ିବା ସମସ୍ୟାରୁ କେମିତି ପାଇବେ ମୁକ୍ତି ? ଜାଣନ୍ତୁ ସହଜ ଘରୋଇ ଉପାୟ

ନାରୀ ହୁଅନ୍ତୁ କି ପୁରୁଷ, କେଶ ହିଁ ସମସ୍ତଙ୍କ ସୌନ୍ଦର୍ଯ୍ୟର ଚାବିକାଠି। ଏ କଥାକୁ କେହି ଅସ୍ୱୀକାର କରିବେନି। ହେଲେ ବର୍ତ୍ତମାନ ସମୟରେ ଯୁବପିଢ଼ିଙ୍କର କେଶ ଝଡ଼ିବା ଏକ ବଡ଼ ସମସ୍ୟା ପାଲଟିଛି। ଏହି ସମସ୍ୟାରୁ ବର୍ତ୍ତିବା ବଡ଼ ମୁସ୍କିଲ। କିନ୍ତୁ କିଛି ଘରୋଇ ଉପଚାରରେ ଏହି ସମସ୍ୟାରୁ...

sabyasachi
ସବ୍ୟସାଚୀଙ୍କ ନାଁ ନେଇ ପ୍ରବାସୀ ଶ୍ରମିକଙ୍କ ଠାରୁ ଟଙ୍କା ହଡ଼ପ୍‌ ପାଇଁ ଉଦ୍ୟମ କରୁଥିଲେ, ଶେଷରେ...

ଭୁବନେଶ୍ୱର: ଅଭିନେତାଙ୍କ ନାଁ ନେଇ ପ୍ରବାସୀ ଶ୍ରମିକଙ୍କ ଠାରୁ ଟଙ୍କା ହଡପ ଉଦ୍ୟମ ଅଭିଯୋଗରେ ପୁଲିସ୍‌ ଜଣେ ଦୁର୍ବୃତ୍ତଙ୍କୁ ଗିରଫ କରିଛି। ଓଲିଉଡ୍ ଅଭିନେତା ସବ୍ୟସାଚୀଙ୍କ ନାଁ ନେଇ ଜଣେ ଦୁର୍ବୃତ୍ତ ପ୍ରବାସୀ ଶ୍ରମିକଙ୍କ ଠାରୁ ଟଙ୍କା ହଡପ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୁଲିସ୍‌ ସମ୍ପୃକ୍ତ...

curfew relaxation odisha
ଆଜି କର୍ଫ୍ୟୁ କୋହଳ

ଭୁବନେଶ୍ୱର: ରଜ ପାଇଁ ଆଜି ରାତ୍ରୀକାଳୀନ କର୍ଫ୍ୟୁ କୋହଳ ହେବ। ଆଜି ସନ୍ଧ୍ୟା ୭ଟା ପରିବର୍ତ୍ତେ ରାତି ୧୦ଟାରୁ କର୍ଫ୍ୟୁ ଲାଗୁ ହେବ। ରଜ ପାଇଁ ଲୋକଙ୍କ କିଣାବିକାକୁ ଦୃଷ୍ଟିରେ ରଖି ଆଜି ସମସ୍ତ ଦୋକାନ ରାତି ୧୦ଟା ପର୍ଯ୍ୟନ୍ତ ଖୋଲା ରହିବ। ଏଥିପାଇଁ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ...

lake
ଆଶ୍ଚର୍ଯ୍ୟ ! ହଠାତ୍‌ ଗୋଲାପୀ ରଙ୍ଗ ହୋଇଗଲା ଏହି ଦ୍ରଦର ଜଳରାଶି

ଔରଙ୍ଗାବାଦ: କିଛିଦିନ ତଳେ ଆମେରିକା ମେକ୍ସିକୋର Acapulco ସମୁଦ୍ର ବେଳାଭୂମିରେ ଦେଖିବାକୁ ମିଳିଥିଲା ଏକ ନିଆରା ଦୃଶ୍ୟ। ସମୁଦ୍ର ଲହଡିରୁ ନୀଳ ରଙ୍ଗର ଆଲୋକ ବାହାରିଥିବା ନଜର ଆସିଥିଲା। ଏବେ ପୁଣି ଏମିତି କିଛି ଘଟଣାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ମହାରାଷ୍ଟ୍ରର ଲୋନାର୍‌ ହ୍ରଦ ହଠାତ୍‌ ଗୋଲାପୀ ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।