• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

lockdown-1
ଦିନକ ପାଇଁ କୋହଳ ହେବ କର୍ଫ୍ୟୁ

ଭୁବନେଶ୍ୱର: ଜୁନ୍‌ ୧୨ତାରିଖ ଦିନ ଅର୍ଥାତ୍‌ ଶୁକ୍ରବାର ରାତ୍ରୀକାଳୀନ କର୍ଫ୍ୟୁରେ ସାମାନ୍ୟ କୋହଳ ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି। ରଜ ପର୍ବକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି। ଜୁନ୍‌ ୧୨ତାରିଖ ଦିନ, ସନ୍ଧ୍ୟା ୭ଟା ପରିବର୍ତ୍ତେ ରାତି ୧୦ରୁ କର୍ଫ୍ୟୁ ଲାଗୁ ହେବ।...

odisha
ମିଳିଲାନି ଜାଗା, ୟୁପିରୁ ଫେରି ଶ୍ମଶାନରେ ରହିଲେ ୫ ପ୍ରବାସୀ ଓଡ଼ିଆ

ବାଲେଶ୍ୱର: କ୍ୱାରେଣ୍ଟିନ୍‌ ସେଣ୍ଟରରେ ମିଳିଲାନି ଜାଗା, ଶେଷରେ ଉପାୟ ଶୂନ୍ୟ ହୋଇ ପ୍ରବାସୀଙ୍କୁ  ଶ୍ମଶାନରେ ରହିବାକୁ ପଡ଼ିଛି। ଏଭଳି କିଛି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲ୍ଲା ରେମୁଣା ଥାନା ଅନ୍ତର୍ଗତ ଜୁଣୁଦା ଗାଁରେ। ସୂଚନା ଅନୁସାରେ, କାମ ପାଇଁ ଉତ୍ତରପ୍ରଦେଶ ଯାଇଥିବା ୫ ଜଣ ଶ୍ରମିକ...

monsoon-12-750x430
ଓଡ଼ିଶା ଛୁଇଁଲା ମୌସୁମୀ

ଭୁବନେଶ୍ୱର: ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ମୌସୁମୀ ଓଡ଼ିଶା ଛୁଇଁବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଭାଗର ଆକଳନ ଅନୁସାରେ ଠିକ୍‌ ସମୟରେ ମୌସୁମୀ ଓଡ଼ିଶା ଛୁଇଁଥିବା ଜଣାପଡ଼ିଛି। ସୂଚନାଥାଉ କି, ୧୧ କିମ୍ବା ୧୨ ତାରିଖରେ ମୌସୁମୀ...

corona
ପଶ୍ଚିମବଙ୍ଗରୁ ଫେରିଥିବା ‘ଅମ୍ପନ୍‌’ ଉଦ୍ଧାରକାରୀ ଦଳର ଆଉ ୫୪ଜଣଙ୍କୁ କରୋନା

ଭୁବନେଶ୍ୱର: ଓଡ୍ରାଫ୍‌, ଏନ୍‌ଡିଆର୍‌ଏଫ୍‌ ଏବଂ ଓଡ଼ିଶା ଅଗ୍ନିଶମ ବାହିନୀର ଆଉ ୫୪ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ରାଜ୍ୟରେ ଚିହ୍ନଟ ନୂଆ୧୩୬ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଏହି ୫୪ଜଣ କର୍ମଚାରୀ ଅଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନେ...

EXioZwPX0AEaCbf
କରୋନା ସଂକ୍ରମିତ ମହିଳାଙ୍କ ମୃତ୍ୟୁ

ଭୁବନେଶ୍ୱର: କରୋନାରେ ଆକ୍ରାନ୍ତ ହୋଇଥିବା ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ଭୁବନେଶ୍ୱରର ୩୮ ବର୍ଷୀୟ ମହିଳା ବୋଲି ସୂଚନା ମିଳିଛି। ମହିଳା ଜଣକ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ ତାଙ୍କର ଅନ୍ୟାନ୍ୟ ସ୍ୱାସ୍ଥ୍ୟଗତ ସମସ୍ୟା ଥିଲା। ସୋରିଆସିସ୍ ପାଇଁ ଦୀର୍ଘଦିନରୁ ତାଙ୍କର ଚିକିତ୍ସା ଜାରି ରହିଥିଲା।...

EaNSYFqWAAApKws
ଆଉ ୧୩୬ କରୋନା ପଜିଟିଭ୍‌‌ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୩୬ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୧୩୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୪ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨ ରହିଛି। ରାଜ୍ୟ...

flash flood
ନାଳ ପାର୍‌ ହେଉଥିଲେ ୪ ଶିଶୁ, ହଠାତ୍‌ ମାଡ଼ି ଆସିଲା ପାଣି...

ଚାମ୍ବା: ପାଣି ସୁଅରୁ ଉଦ୍ଧାର ହେଲେ ୪ ଶିଶୁ। ହିମାଚଳ ପ୍ରଦେଶର ଚାମ୍ବା ଜିଲ୍ଲାର ଭଟିୟାତ୍‌ ଅଞ୍ଚଳ ଦେଇ ଯାଇଥିବା ଏକ ନାଳରେ ହଠାତ୍‌ ପାଣି ମାଡ଼ି ଆସିବାରୁ ୪ଜଣ ଶିଶୁ ଫସି ଯାଇଥିଲେ। ପରେ  ସ୍ଥାନୀୟ ଲୋକଙ୍କ ସହାୟତାରେ ସେମାନଙ୍କୁ ଉଦ୍ଧାର କରାଯାଇଥିଲା। ସୂଚନା ଅନୁସାରେ, ବୁଧବାର...

petrol pump
୫ଦିନ ଧରି ବଢ଼ିବାରେ ଲାଗିଛି ପେଟ୍ରୋଲ ଓ ଡିଜେଲ୍‌ ଦର

ନୂଆଦିଲ୍ଲୀ: କ୍ରମାଗତ ୫ଦିନ ଧରି ପେଟ୍ରୋଲ ଓ ଡିଜେଲ୍‌ ଦର ବୃଦ୍ଧି ପାଇଛି। ଆଜି ସକାଳ ୬ଟାରୁ ଏହି ନୂଆ ଦର ଲାଗୁ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଓ ଡିଜେଲ୍‌ ଦର ଲିଟର ପ୍ରତି ୬୦ ପଇସା ବୃଦ୍ଧି ପାଇଛି। ବର୍ଦ୍ଧିତ ଦର ଘୋଷଣା ପରେ ଦିଲ୍ଲୀରେ ପେଟ୍ରୋଲ...

exam
ଘରେ ରହି ପରୀକ୍ଷା ଦେବେ ଛାତ୍ରଛାତ୍ରୀ, ଘଣ୍ଟାକ ପୂର୍ବରୁ ପ୍ରଶ୍ନପତ୍ର ପଠାଯିବ

କୋରାପୁଟ: କୋରାପୁଟ ସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ଶେଷ ସେମିଷ୍ଟର ଛାତ୍ରଛାତ୍ରୀମାନଙ୍କ ପରୀକ୍ଷା ପାଇଁ ତାରିଖ ଘୋଷଣା କରାଯାଇଛି। ଜୁଲାଇ ୬ରୁ ଜୁଲାଇ ୨୭ ମଧ୍ୟରେ ପର୍ଯ୍ୟାୟକ୍ରମେ ଏହି ପରୀକ୍ଷା ହେବ ଏବଂ ଛାତ୍ରଛାତ୍ରୀମାନେ ଘରେ ରହି ଏହି ପରୀକ୍ଷା ଦେବେ। ପରୀକ୍ଷା ଆରମ୍ଭ ହେବାର ୧ ଘଣ୍ଟା ପୂର୍ବରୁ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।