• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

DL Test
ଡ୍ରାଇଭିଂ ଲାଇସେନ୍ସ ଟେଷ୍ଟ, ଆଜିଠୁ ଆରମ୍ଭ ହେଲା ସ୍ଲଟ୍‌ ବୁକିଂ

ଭୁବନେଶ୍ୱର: ଡ୍ରାଇଭିଂ ଲାଇସେନ୍ସ ଟେଷ୍ଟ ପାଇଁ ଆଜିଠାରୁ ପୁଣିଥରେ ସ୍ଲଟ୍‌ ବୁକିଂ ‌ଆରମ୍ଭ ହୋଇଛି। ସକାଳ ୭ଟାରୁ ସ୍ଲଟ୍‌ ବୁକିଂ ଆରମ୍ଭ ହୋଇଛି। ସେହିଭଳି ଲର୍ଣ୍ଣିଂ ଲାଇସେନ୍ସ ପାଇଁ ୨୨ ତାରିଖ ଠାରୁ ସ୍ଲଟ୍‌ ବୁକିଂ ଆରମ୍ଭ ହେବ। ଯେଉଁମାନେ ଡିଏଲ୍ ପାଇଁ ସ୍ଲଟ୍‌ ବୁକିଂ କରିବେ, ସେମାନଙ୍କ...

missing
ପର୍ତ୍ତୁଗାଲ୍‌ରେ କଟକ ଝିଅ ନିଖୋଜ !

କଟକ: ପର୍ତ୍ତୁଗାଲ୍‌ରେ ନିଖୋଜ ଓଡ଼ିଆ ଛାତ୍ରୀ। କଟକ ପୁରୀଘାଟ ଥାନା ଅଞ୍ଚଳର ଜଣେ ଯୁବତୀ ପର୍ତ୍ତୁଗାଲ୍‌ରେ ନିଖୋଜ ହୋଇଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ସଂମ୍ପୃକ୍ତ ଯୁବତୀଙ୍କ ପରିବାର ଲୋକେ ପୁଲିସ୍‌ରେ ଲିଖିତ ଅଭିଯୋଗ କରିବା ପରେ ଘଟଣାର ଛାନ୍‌ଭିନ୍‌ ଆରମ୍ଭ ହୋଇଛି। ଏଥିସହ ପର୍ତ୍ତୁଗାଲ୍ ଦୂତାବାସ, ପୁଲିସ୍‌...

pregnant-woman
ଥାନାରେ ପହଞ୍ଚିଲା ଡ୍ୟାନ୍ସ ଗ୍ରୁପ୍‌ ପ୍ରେମ

ବାଲିଗୁଡ଼ା: ଲଭ୍, ସେକ୍ସ, ଧୋକା। ବିବାହ ପ୍ରତିଶ୍ରୁତି ଦେଇ ନାବାଳିକାକୁ ପ୍ରତାରଣା କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ପୁଲିସ୍‌ ଗିରଫ କରିଛି। କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ଅଞ୍ଚଳରେ ଏହି ଘଟଣା ଘଟିଛି। ଗିରଫ ଯୁବକ ହେଲେ ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ଅଞ୍ଚଳର କୁନା ଦାସ। ନାବାଳିକା ଜଣକ ଏକ...

gold
ପୁଣି ବଢ଼ିଲା ସୁନା ଦର

ନୂଆଦିଲ୍ଲୀ: ପୁଣି ବଢ଼ିଲା ସୁନା ଦର। ଆଜି ପୁଣିଥରେ ସୁନା ଦରରେ ବୃଦ୍ଧି ଘଟିଛି। India Bullion and Jewellers Association Ltd.ର ସୂଚନା (IBJA) ଅନୁସାରେ, ସୁନା ଦର ପ୍ରତି ୧୦ ଗ୍ରାମକୁ ୫୧୫ଟଙ୍କା ବୃଦ୍ଧି ପାଇ ୪୬,୯୯୪ଟଙ୍କାରେ ପହଞ୍ଚିଛି। ଯଦିଓ ଦେଶରେ କରୋନା ଲକ୍‌ଡାଉନ୍‌ ଜାରି...

EXjQ3H-WAAAniMw
ଭ୍ୟାକ୍ସିନ୍ ଇନ୍ସପେକ୍ଟରଙ୍କୁ କରୋନା, ହୋମ୍‌ କ୍ୱାରେଣ୍ଟିନ୍‌ରେ ରହିଲେ ରାୟଗଡ଼ା CDMO

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟର ଜଣେ ଭ୍ୟାକ୍ସିନ୍ ଇନ୍ସପେକ୍ଟର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଭ୍ୟାକ୍ସିନ୍ ଇନ୍ସପେକ୍ଟରଙ୍କ କରୋନା ଟେଷ୍ଟ୍‌ ରିପୋର୍ଟ ପଜିଟିଭ୍‌ ଆସିବା ପରେ ସିଡିଏମ୍ଓଙ୍କ ସମେତ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ହୋମ୍‌ କ୍ୱାରେଣ୍ଟିନ୍‌ରେ ରହିଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ, ରାଜ୍ୟରେ ଆଉ ୧୧୦ ଜଣ କରୋନା...

dmk mla
କରୋନାରେ ଚାଲିଗଲା ଡିଏମ୍‌କେ ବିଧାୟକଙ୍କ ଜୀବନ

ଚେନ୍ନାଇ: କରୋନାରେ ଆକ୍ରାନ୍ତ ହୋଇ ଆଖି ବୁଜିଲେ ତାମିଲନାଡୁର ଡିଏମ୍‌କେ ବିଧାୟକ ଜେ ଅନ୍‌ବଝଗନ୍। ଆଜି ସକାଳେ ଚେନ୍ନାଇର ଏକ ହସ୍ପିଟାଲ୍‌ରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ବୟସ ହୋଇଥିଲା। ନିଶ୍ୱାସପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ଜୁନ୍‌ ୨ରେ...

money
ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ DFO

ବଲାଙ୍ଗିର: ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ Divisional Forest Officer(DFO)। ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ କେନ୍ଦୁଲିଫ୍ DFO ପ୍ରଣବ କୁମାର ମହାନ୍ତି ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ବିଭାଗୀୟ ରେଞ୍ଜରଙ୍କ ଠାରୁ ପ୍ରଣବ ୧ ଲକ୍ଷ ୬୬ ହଜାର ଟଙ୍କା ପିସି ନେବାବେଳେ ଭିଜିଲାନ୍ସ ତାଙ୍କୁ...

91421093_3110305529059371_5797060119829151744_n
ଆଉ ୧୧୦ କରୋନା ପଜିଟିଭ୍‌‌ ଚିହ୍ନଟ, ୩,୨୫୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଉ ୧୧୦ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୧୧୦ ଆକ୍ରାନ୍ତଙ୍କ ମଧ୍ୟରୁ ୯୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୩ ରହିଛି। ରାଜ୍ୟ...

odisha
ଘାଟିରୁ ୭୦ ଫୁଟ ତଳକୁ ଖସିପଡ଼ିଲା ଟ୍ରକ୍

ବାରିପଦା: ଘାଟିରୁ ୭୦ ଫୁଟ ତଳକୁ ଖସିଲା ପିଆଜ ବୋଝେଇ ଟ୍ରକ୍। ମୟୂରଭଞ୍ଜ ଜିଲ୍ଲା ୪୯ ନମ୍ବର ଜାତୀୟ ରାଜପଥର ବାଙ୍ଗିରିପୋଷି ସ୍ଥିତ ଦୁଆରଶୁଣୀ ଘାଟିରୁ ପ୍ରାୟ ୭୦ ଫୁଟ୍‌ ତଳକୁ ଏକ ପିଆଜ ବୋଝେଇ ଟ୍ରକ୍‌ ଓଲଟି ପଡ଼ିଛି। ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବାବେଳେ ହେଲ୍‌ପର୍‌ ଗୁରୁତର...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।