• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

Capture 1
ଆଜି ବର୍ଷର ଦ୍ୱିତୀୟ ଚନ୍ଦ୍ର ଗ୍ରହଣ

ନୂଆଦିଲ୍ଲୀ: ଆଜି ବର୍ଷର ଦ୍ୱିତୀୟ ଚନ୍ଦ୍ର ଗ୍ରହଣ। ଏହା ଏକ ଉପଛାୟା ଚନ୍ଦ୍ର ଗ୍ରହଣ, ଯାହାକି ରାତି ୧୧ଟା ୧୫ ମିନିଟ୍‌ରେ ଆରମ୍ଭ ହୋଇ ରାତି ୨ଟା ୩୪ ମିନିଟ୍‌ରେ ଶେଷ ହେବ। ଏସିଆ, ୟୁରୋପ, ଆଫ୍ରିକା, ଅଷ୍ଟ୍ରେଲିଆ, ଭାରତ ମହାସାଗର,ଆଣ୍ଟାର୍ଟିକା ଓ ଦକ୍ଷିଣ ଆମେରିକାର ଅଧିକାଂଶ ଅଞ୍ଚଳରେ...

bhubaneswar corona update
କରୋନା ଆକ୍ରାନ୍ତଙ୍କୁ ନେଇ ଭୁବନେଶ୍ୱରରେ ବଢ଼ିଲା ଚିନ୍ତା, ଚିହ୍ନଟ ହେଲେ ଆଉ ୧୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ଆଉ ୧୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭ ଜଣ ହୋମ୍ କ୍ୱାରେଣ୍ଟିନ୍‌ରେ ଥିଲେ ଓ‌ ୬ଟି ଲୋକାଲ୍ କେସ୍ ରହିଛି। ଏ ନେଇ ବିଏମ୍‌ସି ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଭୁବନେଶ୍ୱର ୟୁନିଟ-୪ ଅଞ୍ଚଳରୁ ୨ଟି ଲୋକାଲ...

lockdown-1
୧୧ ଜିଲ୍ଲା ସଟ୍‌ଡାଉନ୍‌: ଏହିସବୁ ସେବାକୁ ମିଳିଲା ଅନୁମତି...

ଭୁବନେଶ୍ୱର: କରୋନା ସଂକ୍ରମଣ ରୋକିବା ପାଇଁ ୧୧ ଜିଲ୍ଲାରେ ସପ୍ତାହକୁ ୨ ଦିନ ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି ରାଜ୍ୟ ସରକାର। ପ୍ରତି ଶନିବାର ଓ ରବିବାର ୧୧ ଜିଲ୍ଲାକୁ ସଟ୍‌ଡାଉନ୍‌ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଗଞ୍ଜାମ, ପୁରୀ, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ,...

representational image
କାଲି ଗୋଟିଏ ଜୁଇରେ ଜଳିଥିଲା ପରିବାରର ୪ ସଦସ୍ୟଙ୍କ ଶବ, ଆଜି ଆଖି ବୁଜିଲେ ଆଉ ଜଣେ

ଝାରସୁଗୁଡ଼ା: ଘରର ଜଣେ ପୁଅର ମୃତ୍ୟୁ ପରେ ଦୁଃଖରେ ମ୍ରିୟମାଣ ହୋଇ ମା’ଙ୍କ ସମେତ ୫ ଭାଇଭଉଣୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣାରେ ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି ପାଇଛି। ଏହି ଘଟଣାରେ ପୂର୍ବରୁ ପରିବାରର ୩ଜଣ ସଦସ୍ୟଙ୍କ ମୃତ୍ୟୁ ଘଟିଥିବାବେଳେ ଏବେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ପରିବାରର...

EXioZwPX0AEaCbf
ରାଜ୍ୟରେ ଆଉ ଜଣଙ୍କ ମୁଣ୍ଡ ନେଲା ମହାମାରୀ କରୋନା

ଭୁବନେଶ୍ୱର: କିଛି ସମୟ ପୂର୍ବରୁ ରାଜ୍ୟରେ ଆଉ ୧୩୦ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ନେଇ ଖବର ସାମ୍ନାକୁ ଆସିଥିବାବେଳେ ଏବେ ଆଉ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। କରୋନା ଆକ୍ରାନ୍ତରେ ରାଜ୍ୟରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର...

91421093_3110305529059371_5797060119829151744_n
୨୧ ଜିଲ୍ଲାରୁ ୧୩୦ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୩୦ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୧ଟି ଜିଲ୍ଲାରୁ ଏହି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ କୋରାପୁଟରୁ ୬ଜଣ, ଖୋର୍ଦ୍ଧାରୁ ୨୨ଜଣ, ଯାଜପୁରରୁ...

vlcsnap-error020
ପୋଖରୀ ଖୋଳା ବେଳେ ବୋମା ବିସ୍ଫୋରଣ

ଆସିକା: ବିଲରେ ପୋଖରୀରେ ଖୋଳା ହେଉ ଥିବାବେଳେ ଫୁଟିଲା ବୋମା। ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ନୂଆପଲ୍ଲୀ ଗାଁରେ ଏହି ଅଘଟଣ ଘଟିଛି। ଏଥିରେ ୩ଜଣ ଗୁରୁତର ଆହତ ହୋଇଛନ୍ତି। ଆଜି ସକାଳେ କିଛି ଲୋକ ବିଲରେ କାମ କରୁଥିବା ବେଳେ ହଠାତ୍‌ ବୋମା ବିସ୍ଫୋରଣ ହୋଇଥିଲା।...

earthquake-8 (1)
ଝାଡ଼ଖଣ୍ଡ, କର୍ଣ୍ଣାଟକରେ ଭୂକମ୍ପର ଝଟ୍‌କା

ନୂଆଦିଲ୍ଲୀ: ଝାଡ଼ଖଣ୍ଡ ଓ କର୍ଣ୍ଣାଟକରେ ଆଜି ସକାଳେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। National Center for Seismologyର ସୂଚନା ଅନୁଯାୟୀ, ଆଜି ସକାଳ ୬ଟା ୫୫ ମିନିଟ୍‌ରେ ଝାଡ଼ଖଣ୍ଡର ଜାମ୍‌ସେଦ‌ପୁରରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରରେ ଏହାର ତୀବ୍ରତା ୪.୭ ଥିଲା। ସେହିପରି କର୍ଣ୍ଣାଟକର...

low pressure
ବଙ୍ଗୋପସାଗରରେ ଲଘୁଚାପ ! ଜୁନ୍‌ ୯ ଯାଏ ଏହିସବୁ ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର: ଆସନ୍ତା ୮ ତାରିଖ ଆଡ଼କୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶାରେ ଅଧିକାଂଶ ସ୍ଥାନରେ ଝଡ଼ତୋଫାନ, ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଜୁନ୍‌ ୯ ଯାଏ ଏଭଳି ସ୍ଥିତି ଲାଗି ରହିବ। ଏ ନେଇ ଭାରତୀୟ ପାଣିପାଗ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।