ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରେ ଆଉ ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ହୋମ୍ କ୍ୱାରେଣ୍ଟିନ୍ରେ ଥିବା ଜଣେ ବ୍ୟକ୍ତି କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ସେ ପୂର୍ବରୁ ଚିହ୍ନଟ ହୋଇଥିବା ଜଣେ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ସେହିପରି ଅନ୍ୟ...
ଭୁବନେଶ୍ୱର: କରୋନା ସଂକ୍ରମଣ ବଢ଼ିଥିବା ୧୧ ଜିଲ୍ଲାରେ ସପ୍ତାହକୁ ୨ ଦିନ ସଟ୍ଡାଉନ୍ ଘୋଷଣା କରିଛନ୍ତି ରାଜ୍ୟ ସରକାର। ପ୍ରତି ଶନିବାର ଓ ରବିବାର ୧୧ ଜିଲ୍ଲାକୁ ସଟ୍ଡାଉନ୍ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ତେବେ ସଟ୍ଡାଉନ୍ ସତ୍ତ୍ୱେ ମଧ୍ୟ ବସ୍ ଚଳାଚଳ କରିବ। ଏହାସହ ପ୍ରାଇଭେଟ୍...
ଭୁବନେଶ୍ୱର: ଲାଞ୍ଚ ନେବା ଅଭିଯୋଗରେ ବାଲିଅନ୍ତା ତହସିଲଦାର ରଶ୍ମୀରେଖା ପ୍ରଧାନଙ୍କୁ ଭୁବନେଶ୍ୱର ଭିଜିଲାନ୍ସ ଟିମ୍ ଗିରଫ କରିଛି। ଏହି ଘଟଣାରେ ଡାଟା ଏଣ୍ଟ୍ରି ଅପରେଟର ଭାବେ କାର୍ଯ୍ୟ କରୁଥିବା ଧନେଶ୍ୱର ସାହୁଙ୍କୁ ମଧ୍ୟ ଗିରଫ କରାଯାଇଛି। ଜମିଜମା ମାମଲା ପାଇଁ ଅଫିସ୍ଠୁ କିଛି ଦୂରରେ ଧନେଶ୍ୱର ଆଜି ୧...
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ଓଭରବ୍ରିଜ୍ ରେଳ ଧାରଣା ନିକଟରୁ ଜଣେ ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର ହୋଇଛି। ମୃତ ମହିଳାଙ୍କ ସ୍ୱାମୀ ଜଣେ ଡିଏସ୍ପି ବୋଲି ସୂଚନା ମିଳିଛି। ମହିଳା ଜଣକ ସ୍ୱାମୀଙ୍କ ସହ ବୈଦ୍ୟନାଥପୁର ଥାନା ଖଡ଼ାସିଂରେ ରହୁଥିଲେ। କୌଣସି କାରଣରୁ ତାଙ୍କ ସ୍ୱାମୀ କଟକକୁ...
ବାସୁଦେବପୁର: ପ୍ରବାସୀ ଶ୍ରମିକଙ୍କ ଆଉ ଏକ ଦୁଃଖଭରା କାହାଣୀ ଏବେ ସାମ୍ନାକୁ ଆସିଛି। ଘରକୁ ଫେରିବାକୁ ପାଖରେ ଟଙ୍କା ନ ଥିବାରୁ ବାଧ୍ୟ ହୋଇ ସ୍ତ୍ରୀର ମଙ୍ଗଳସୂତ୍ର ବିକ୍ରି କରି ଘରକୁ ଫେରିବାକୁ ପଡ଼ିଛି ଜଣେ ପ୍ରବାସୀଙ୍କୁ। ଭଦ୍ରକ ଜିଲ୍ଲା ବାସୁଦେବପୁର ଅଲବଗା ଗାଁର ଚନ୍ଦନ ଜେନା ବେଙ୍ଗାଲୁରୁରେ...
ଭୁବନେଶ୍ୱର: ରାଜ୍ୟରେ ଆଉ ୯୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୯୦ ଆକ୍ରାନ୍ତଙ୍କ ମଧ୍ୟରୁ ୭୯ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କେସ୍ ୧୧ ରହିଛି। ରାଜ୍ୟ ସ୍ୱାସ୍ଥ୍ୟ...
ନୟାଗଡ଼: କରୋନା ଯୋଦ୍ଧାଙ୍କୁ କରୋନା। ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ ଜଣେ ଷ୍ଟାଫ ନର୍ସ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କାର୍ଯ୍ୟରତ ଷ୍ଟାଫ୍ ନର୍ସଙ୍କ ସ୍ୱାବ୍ ଟେଷ୍ଟ ରିପୋର୍ଟ ଆସିବା ପରେ ସେ କରୋନାରେ ଆକ୍ରାନ୍ତ ବୋଲି ଜଣାପଡ଼ିଛି। ଚିକିତ୍ସା ପାଇଁ ତାଙ୍କୁ କୋଭିଡ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି।...
ଭୁବନେଶ୍ୱର: କ୍ୱାରେଣ୍ଟିନ୍ ସେଣ୍ଟରରୁ ବାହାରିଲା ନାଗ ସାପ। ଭୁବନେଶ୍ୱର ଉପକଣ୍ଠ ବାଳକାଟି ନିକଟ ଏକ ଘରୋଇ ନର୍ସିଂ କଲେଜରେ ହୋଇଥିବା କ୍ୱାରେଣ୍ଟିନ୍ ସେଣ୍ଟରରୁ ଏକ ନାଗ ସାପ ଉଦ୍ଧାର କରାଯାଇଛି। ଗତକାଲି ସନ୍ଧ୍ୟାରେ କ୍ୱାରେଣ୍ଟିନ୍ ସେଣ୍ଟରରେ ନାଗ ସାପକୁ ଜଣେ ପ୍ରବାସୀ ଦେଖି ଅନ୍ତେବାସୀଙ୍କୁ ଜଣାଇଥିଲେ। ଏହାପରେ ସ୍ନେକ୍...
କେନ୍ଦୁଝର: କେନ୍ଦୁଝର ଟାଉନ ଥାନା ସିଲୁଆଁ ଛକ ନିକଟରେ ଥିବା ବୁଦା ମୂଳରୁ ସ୍ଥାନୀୟ ଲୋକେ ଏକ ନବଜାତ ଶିଶୁପୁତ୍ରକୁ ଉଦ୍ଧାର କରିଛନ୍ତି। ଆଜି ସକାଳୁ ପ୍ରାତଃ ଭ୍ରମଣରେ ଯାଉଥିବା ଲୋକମାନେ ଛୁଆଟିର କାନ୍ଦ ଶୁଣି ଅଟକି ଯାଇଥିଲେ। ଏହାପରେ ଖୋଜାଖୋଜି କରି ନିକଟସ୍ଥ ଏକ ବୁଦା ମୂଳରୁ...