• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

cyclone
ତାଣ୍ଡବ ରଚିଲା ‘ନିସର୍ଗ’, ନେଲା ୩ ଜୀବନ

ମୁମ୍ବାଇ: ସ୍ଥଳ ଭାଗ ଛୁଇଁବା ପରେ ବାତ୍ୟା ‘ନିସର୍ଗ’ ଦୁର୍ବଳ ହୋଇଛି। ସିଭିୟର୍ ସାଇକ୍ଲୋନିକ୍ ଷ୍ଟ୍ରମ୍‌ରୁ ଏବେ ସାଇକ୍ଲୋନ୍‌ରେ ପରିଣତ ହୋଇଛି ‘ନିସର୍ଗ’। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଯାଏ ମହାରାଷ୍ଟ୍ରର ଉପକୂଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ କିଛି ସ୍ଥାନରେ ବଜ୍ରପାତ ସହ...

odisha
ପୁଅର ମୃତ୍ୟୁ ପରେ ମା’ ଓ ଭାଇଭଉଣୀଙ୍କ ଆତ୍ମହତ୍ୟା ଉଦ୍ୟମ: ଆଉ ଜଣେ ପୁଅ ପରେ ଆଖି ବୁଜିଲେ ମା’, ଭଉଣୀ

ଝାରସୁଗୁଡ଼ା: ଘରର ଜଣେ ପୁଅର ମୃତ୍ୟୁ ପରେ ଦୁଃଖରେ ମ୍ରିୟମାଣ ହୋଇ ମା’ଙ୍କ ସମେତ ୫ ଭାଇଭଉଣୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣାରେ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ପାଇଛି। ମଙ୍ଗଳବାର ବିଳମ୍ବିତ ରାତିରେ ବୁର୍ଲା ବଡ଼ ମେଡିକାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ପୁଅର ମୃତ୍ୟୁ ଘଟିଥିବାବେଳେ ଏହି ଘଟଣାରେ...

representational image
କ୍ୱାରେଣ୍ଟିନ୍‌ ସେଣ୍ଟରରୁ ପ୍ରବାସୀଙ୍କୁ ନେଲାନି ଆମ୍ବୁଲାନ୍ସ, ଶେଷରେ ଆଖି ବୁଜିଲେ

ସୋର: କ୍ୱାରେଣ୍ଟିନ୍‌ ସେଣ୍ଟରରେ ରହୁଥିବା ଜଣେ ପ୍ରବାସୀଙ୍କ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ମୃତକ ହେଲେ ବାଲେଶ୍ୱର ଜିଲ୍ଲା ଖଇରା ଥାନା ଅନ୍ତର୍ଗତ ଜଳଦା ଗାଁର ବିପିନି ବିହାରି ମଳିକ। ବିପିନ ଗତ କିଛି ବର୍ଷ ଧରି ମୁମ୍ବାଇରେ କାମ କରୁଥିଲେ। ଗତ ୨୭ରେ ବିପିନ ତାଙ୍କ...

accident
ଘାଟିରେ ଓଲଟିଲା ବରଯାତ୍ରୀ ଗାଡ଼ି; ୨ ମୃତ

ଜୟପୁର: ଘାଟିରେ ଓଲଟିଲା ବରଯାତ୍ରୀ ଗାଡ଼ି। କୋରାପୁଟ ଜିଲ୍ଲା ବିଶିଂପୁର ଥାନା ଅନ୍ତର୍ଗତ ଗୁରୁମାଈଗୁଡ଼ା ଘାଟିରେ ଆଜି ଏକ ବରଯାତ୍ରୀ ଭ୍ୟାନ୍ ଓଲଟି ପଡ଼ିଛି। ଦୁର୍ଘଟଣାରେ ୨ ମହିଳାଙ୍କ ମୃତ୍ୟୁ ଘଟିଥିବାବେଳେ, ୨୦ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୪ ଜଣ ଗୁରୁତର ଅଛନ୍ତି। ସେମାନଙ୍କୁ ଜୟପୁର...

cyber loot
ମଦ ଦେବେ ବୋଲି କହି ଇଞ୍ଜିନିୟରଙ୍କଠୁ ଲୁଟି ନେଲେ ୮୦ହଜାର ଟଙ୍କା

ଭୁବନେଶ୍ୱର: ପୁଣି ମାତିଲେ ସାଇବର ଲୁଟେରା। ଅନଲାଇନ୍‌ରେ ମଦ ବୁକିଂ ବେଳେ ରାଜଧାନୀର ଜଣେ ସଫ୍ଟେୱେର୍‌ ଇଞ୍ଜିନିୟର ବଡ଼ଧରଣର ଠକେଇର ଶିକାର ହୋଇଛନ୍ତି। ମଦ ବୁକିଂ ବେଳେ ସମ୍ପୃକ୍ତ ଇଞ୍ଜିନିୟର ପ୍ରାୟ ୮୦ ହଜାର ଟଙ୍କା ଠକେଇର ଶିକାର ହୋଇଥିବା ନେଇ ଅଭିଯୋଗ ଆସିଛି। ସୂଚନା ଅନୁସାରେ, ସମ୍ପୃକ୍ତ...

rain
ଲ୍ୟାଣ୍ଡ୍‌ଫଲ୍‌ କଲା ବାତ୍ୟା ‘ନିସର୍ଗ’

ମୁମ୍ବାଇ: ମହାରାଷ୍ଟ୍ରର ଆଲିବାଗ ନିକଟରେ ଆଜି ଅପରାହ୍ଣରେ ବାତ୍ୟା ‘ନିସର୍ଗ’ ଲ୍ୟାଣ୍ଡ୍‌ଫଲ୍‌ କରିଛି। ଏନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଦେଇଛନ୍ତି। ଲ୍ୟାଣ୍ଡ୍‌ଫଲ୍ ସରିବାକୁ ପ୍ରାୟ ୩ ଘଣ୍ଟା ସମୟ ଲାଗିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଏବେ ସେଠାରେ ଘଣ୍ଟାପ୍ରତି ୧୦୦ରୁ...

EYSYtydU8AAyYy_
ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୪୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୪୩ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୨ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କେସ୍ ୧୧ ରହିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ...

lost job
ଚାକିରି ହରାଇଲେ ୭ ହଜାର କର୍ମଚାରୀ !

ଖୋର୍ଦ୍ଧା: ସେସୁକୁ ଟାଟା ପାୱାରା ଅଧିଗ୍ରହଣ କରିବା ପରେ ପ୍ରାୟ ୭ହଜାର କର୍ମଚାରୀ ଚାକିରି ହରାଇଥିବା ଅଭିଯୋଗ ହୋଇଛି। ବିଭିନ୍ନ ଫ୍ରାଞ୍ଚାଇଜ୍ ଅଧୀନରେ କାମ କରୁଥିବା ୬ ହଜାର ୭୦୦ କର୍ମଚାରୀଙ୍କୁ କାମରୁ ଛଟେଇ କରାଯାଇଥିବା କର୍ମଚାରୀମାନେ ଅଭିଯୋଗ କରିଛନ୍ତି । ୨୦୦୮ ମସିହାରୁ ଫାଇଲିନ୍, ହୁଡହୁଡ୍, ଫନି...

bhubaneswar
ସର୍ଭେଲାନ୍ସରେ ଭୁବନେଶ୍ୱର ଓଲ୍‌ଡ୍‌ ଟାଉନ୍‌ର ଏହି ଅଞ୍ଚଳ‌, କରୋନା ଲିଙ୍କ୍‌ ରହିଛି କି ?

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ଓଲ୍‌ଡ୍‌ ଟାଉନ୍‌ର ଏକ ନିର୍ଦ୍ଦିଷ୍ଟ ଅଞ୍ଚଳର କିଛି ଘରକୁ ସର୍ଭେଲାନ୍ସରେ ରଖାଯାଇଥିବା ଜଣାପଡ଼ିଛି। କରୋନା ସଂକ୍ରମଣ ଆଶଙ୍କାରେ ଏହି ପଦକ୍ଷେପ ନିଆଯାଇଥିବା ସୂଚନା ମିଳିଛି। ଏହି ଘଟଣା ପରେ ସ୍ଥାନୀୟ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। କାହିଁକି ଏହି ଘର ଗୁଡ଼ିକୁ ସର୍ଭେଲାନ୍ସରେ ରଖାଗଲା ସେନେଇ...

rainfall
ଆହୁରି ୪ ଦିନ ବର୍ଷିବ ! ୧୯ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ରାଜ୍ୟରେ ଆହୁରି ୪ ଦିନ ଅର୍ଥାତ୍ ୭ ତାରିଖ ଯାଏ ବର୍ଷା ଲାଗି ରହିବ।  ଏହାସହ ବଜ୍ରପାତ ହେବାର ମଧ୍ୟ ଆଶଙ୍କା ରହିଛି। ବିହାରରୁ ଛତିଶଗଡ଼ ମଧ୍ୟରେ ଏକ ଟ୍ରପ୍ ଲାଇନ୍ ସୃଷ୍ଟି ହୋଇଛି। ଯାହାର ପ୍ରଭାବରେ ଓଡ଼ିଶାରେ ୪ ଦିନ ଯାଏ ବର୍ଷା ଲାଗି ରହିବା...

earthquake-8 (1)
ଭାରତ-ବାଂଲାଦେଶ ସୀମାରେ ଭୂକମ୍ପ

ନୂଆଦିଲ୍ଲୀ: ଭାରତ-ବାଂଲାଦେଶ ସୀମାରେ ଆଜି ସକାଳେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୩ ରେକର୍ଡ କରାଯାଇଛି। National Centre for Seismologyର ସୂଚନା ଅନୁସାରେ, ଆଜି ସକାଳ  ୭ଟା ୧୦ମିନିଟ୍‌ରେ ଏହି ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ଭୂକମ୍ପର କେନ୍ଦ୍ରସ୍ଥଳ ସମ୍ପର୍କରେ ବର୍ତ୍ତମାନ...

odisha
୪ ପଞ୍ଚାୟତ ସଟ୍‌ଡାଉନ୍‌ ଘୋଷଣା

ଭୁବନେଶ୍ୱର: ଜିଲ୍ଲାପାଳ କ୍ଷମତା ପ୍ରୟୋଗ କରି ରାଜ୍ୟର ୪ଟି ପଞ୍ଚାୟତରେ ସଟ୍‌ଡାଉନ୍ ଘୋଷଣା କରିଛନ୍ତି ‌ସ୍ଥାନୀୟ ସରପଞ୍ଚ। ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ୍‌ ବୁରୁଝୁରୀ ପଞ୍ଚାୟତକୁ ୭ ଦିନିଆ ସଟ୍‌ଡାଉନ୍ ଘୋଷଣା କରିଛନ୍ତି ସରପଞ୍ଚ କସ୍ତୁରୀ ପରିଡ଼ା। ଗତ ତିନି ଦିନରେ ସ୍ଥାନୀୟ ୪ଜଣ ଏବଂ କ୍ୱାରେଣ୍ଟିନ୍‌ ସେଣ୍ଟରରୁ...

sbi
ସୁଧ ହାର କମାଇଲା SBI

ନୂଆଦିଲ୍ଲୀ: ସେଭିଂସ୍‌ ଡିପୋଜିଟ୍‌ ଉପରେ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(SBI) ଏହାର ସୁଧ ହାର କମାଇଛି। ୫ ବେସିସ୍ ପଏଣ୍ଟ ହ୍ରାସ କରି ଏହାକୁ ୨.୭୦ ପ୍ରତିଶତ ରଖିଛି SBI। ଗତ ମେ ୩୧ ତାରିଖରୁ ଏହା ପିଛିଲା ଭାବେ ଲାଗୁ ହେବ। ଏହାକୁ ମିଶାଇ ଚଳିତ ବର୍ଷ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।