ଝାରସୁଗୁଡ଼ା: ଘରର ବଡ଼ ପୁଅର ମୃତ୍ୟୁ ପରେ ଦୁଃଖରେ ମ୍ରିୟମାଣ ହୋଇ ମା’ଙ୍କ ସମେତ ୫ ଭାଇଭଉଣୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଛି। ବୁର୍ଲା ବଡ଼ ମେଡିକାଲ୍ରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ବିଳମ୍ବିତ ରାତିରେ ସାନ ପୁଅର ମୃତ୍ୟୁ ହୋଇଛି। ମୃତକ ହେଲେ ଶ୍ରୀକାନ୍ତ ବିଶ୍ୱାଳ।...
ମୁମ୍ବାଇ: ମହାରାଷ୍ଟ୍ରରେ ଆଜି ସ୍ଥଳଭାଗ ଛୁଇଁବ ବାତ୍ୟା ‘ନିସର୍ଗ’। ଘଣ୍ଟାକୁ ୧୩ କି.ମି. ବେଗରେ ଏହା ଗତି କରୁଛି। ଭୀଷଣ ବାତ୍ୟାର ରୂପ ନେଇ ଆଜି ଅପରାହ୍ନରେ ମୁମ୍ବାଇର ୯୬ କିଲୋମିଟର ଦକ୍ଷିଣକୁ ଆଲିବାଗ ନିକଟରେ ଲ୍ୟାଣ୍ଡ୍ଫଲ୍ କରିବା ନେଇ ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି) ସୂଚନା ଦେଇଛି। ଯେଉଁ...
ନୂଆଦିଲ୍ଲୀ: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଜି କେରଳ ଛୁଇଁଛି। ଏନେଇ ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି) ପକ୍ଷରୁ ସୂଚନା ଦିଆଯାଇଛି। ମୌସୁମୀ କେରଳରେ ପହଞ୍ଚିବା ପରେ IMD ପକ୍ଷରୁ ଆଜି ଏକ ସାମ୍ବାଦିକ ସମ୍ମିଳନୀ କରାଯାଇଛି। ଲା’ ନିନା ପ୍ରଭାବରେ ଚଳିତ ଥର ସ୍ୱାଭାବିକ ଠାରୁ ଅଧିକ ବର୍ଷା...
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ରୋକିବାଳ ପାଇଁ ରାଜ୍ୟ ସରକାର ଦୃଢ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଏଣିକି ବାହାରେ ଛେପ ପକାଇଲେ ଓ ମାସ୍କ ନ ପିନ୍ଧିଲେ ଅଧିକ ଜରିମାନା ଗଣିବାକୁ ପଡ଼ିବ। ଯଦି କୌଣସି ବ୍ୟକ୍ତି ଏହି ନିୟମ...
ଭୁବନେଶ୍ୱର: କରୋନା ସଂକ୍ରମଣ ବଢ଼ିଥିବା ୧୧ ଜିଲ୍ଲାରେ ସପ୍ତାହକୁ ୨ ଦିନ ସଟ୍ଡାଉନ୍ ଘୋଷଣା ହୋଇଛି। ପ୍ରତି ଶନିବାର ଓ ରବିବାର ୧୧ ଜିଲ୍ଲାକୁ ସଟ୍ଡାଉନ୍ କରିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଜୁନ୍ ମାସ ପାଇଁ ଏହି ନିୟମ ଲାଗୁ ହୋଇଛି। ଏନେଇ ଆଜି ଏକ ସାମ୍ବାଦିକ...
ଭୁବନେଶ୍ୱର: ଜୁଲାଇ ୩୧ ଯାଏ ରାଜ୍ୟର ସମସ୍ତ ସ୍କୁଲ, କଲେଜ ଓ କୋଚିଂ ସେଣ୍ଟର ବନ୍ଦ ରହିବ। ଏ ନେଇ ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି। ରାଜ୍ୟରେ ଜୁନ୍ ୧୭ ତାରିଖରୁ ସ୍କୁଲ୍ ନ ଖୋଲିବା ନେଇ ପୂର୍ବରୁ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ...
ଢେଙ୍କାନାଳ: ପୋଖରୀରେ ବୁଡ଼ି ୪ ମୃତ। ମୃତକଙ୍କ ମଧ୍ୟରେ ୩ ଜଣ ନାବାଳକ ଓ ଜଣେ ନାବାଳିକା ଅଛନ୍ତି। ଢେଙ୍କାନାଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଗୋବିନ୍ଦପୁର ଅଞ୍ଚଳର ବାରବାଙ୍କ ସାହିରେ ଏହି ଦୁଃଖଦ ଘଟଣା ଘଟିଛି। ମୃତକ ୪ ଜଣ ସମ୍ପର୍କୀୟ ଭାଇଭଉଣୀ ବୋଲି ଜଣାପଡ଼ିଛି। ଆଜି...
ଭୁବନେଶ୍ୱର/ରାଇପୁର: ଓଡ଼ିଶା ପ୍ରତି ଅଧିକ ବଢ଼ିଲା ପଙ୍ଗପାଳ ଭୟ। ପଡ଼ୋଶୀ ରାଜ୍ୟ ଛତିଶଗଡ଼ ଜଙ୍ଗଲରେ ଏହି ପଙ୍ଗପାଳ ଦଳ ପହଞ୍ଚିବା ପରେ ଓଡ଼ିଶାରେ ପଙ୍ଗପାଳ ପହଞ୍ଚିବା ନେଇ ଛନକା ଆହୁରି ବଢ଼ିଛି। ଛତିଶଗଡ଼ କୋରିଆ ଜିଲ୍ଲାରେ ଲକ୍ଷ ଲକ୍ଷ ସଂଖ୍ୟାରେ ପଙ୍ଗପାଳ ଦେଖିବାକୁ ମିଳିଛି। ଭରତପୁର ଜଙ୍ଗଲରେ ଏମାନେ...
ନୂଆଦିଲ୍ଲୀ: କେରଳ ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏନେଇ ଭାରତୀୟ ପାଣିପାଗ ବିଭାଗର ୱେବ୍ସାଇଟ୍ରେ ସୂଚନା ଦିଆଯାଇଛି। ଠିକ୍ ସମୟରେ ଚଳିତ ବର୍ଷ ମୌସୁମୀ ବାୟୁ କେରଳରେ ପହଞ୍ଚିଛି। ସାଧାରଣତଃ ଜୁନ୍ ପହିଲାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳରେ ପହଞ୍ଚିଥାଏ ଏବଂ ଜୁଲାଇ ୧୫ ସୁଦ୍ଧା...
ନୂଆଦିଲ୍ଲୀ/ଭୁବନେଶ୍ୱର: କରୋନା ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶରେ ଜୁନ୍ ୩୦ ଯାଏ ଲକ୍ଡାଉନ୍ ଅବଧି ବୃଦ୍ଧି କରାଯାଇ ଥିବାବେଳେ ୩ଟି ପର୍ଯ୍ୟାୟରେ ଲକ୍ଡାଉନ୍ କଟକଣା ହଟିବ। ଏ ନେଇ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ନୂଆ ଗାଇଡ୍ଲାଇନ୍ସ ଜାରି ହୋଇଛି। ନୂଆ ଗାଇଡଲାଇନ୍ସ ଅନୁସାରେ, କଣ୍ଟେନ୍ମେଣ୍ଟ୍ ଜୋନ୍ରେ...
ନରସିଂହପୁର: କ୍ୱାରେଣ୍ଟିନ୍ ସେଣ୍ଟର ବାହାରୁ ପ୍ରବାସୀଙ୍କ ମୃତଦେହ ଉଦ୍ଧାର। କଟକ ଜିଲ୍ଲା ବଡମ୍ବା ଥାନା ଅନ୍ତର୍ଗତ କୃଷ୍ଣଚନ୍ଦ୍ରପୁର ନୋଡାଲ ହାଇସ୍କୁଲ୍ରେ ହୋଇଥିବା କ୍ୱାରେଣ୍ଟିନ୍ ସେଣ୍ଟର ବାହାରୁ ଜଣେ ପ୍ରବାସୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ କୃଷ୍ଣଚନ୍ଦ୍ରପୁର ଗାଁର। ଆଜି ଭୋର ସମୟରେ ସମ୍ପୃକ୍ତ ପ୍ରବାସୀଙ୍କ ମୃତଦେହ ଉଦ୍ଧାର...
ଝାରସୁଗୁଡ଼ା: ଆଜିଠୁ ଝାରସୁଗୁଡ଼ା ସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ Alliance Air ଏହାର ବିମାନ ସେବା ଆରମ୍ଭ କରିଛି। ୭ଜଣ ଯାତ୍ରୀଙ୍କୁ ନେଇ ବିମାନଟି କୋଲକାତାରୁ ବାହାରି ଆଜି ସକାଳ ୭ଟା ୪୦ ମିନିଟ୍ରେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିଥିବା ସୂଚନା ମିଳିଛି। ସେହିପରି ବିମାନଟି...