• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

cyclone
ଆରବ ସାଗରରେ ଦାନା ବାନ୍ଧୁଛି ବାତ୍ୟା ! ଆଜି ସନ୍ଧ୍ୟା ସୁଦ୍ଧା ଅବପାତର ରୂପ ନେଇପାରେ

ନୂଆଦିଲ୍ଲୀ: ବଙ୍ଗୋପସାଗର ପରେ ଏବେ ଆରବ ସାଗରରେ ଦାନା ବାନ୍ଧୁଛି ଏକ ବାତ୍ୟା ! ଦକ୍ଷିଣ ପୂର୍ବ ଓ ମଧ୍ୟ ପୂର୍ବ ଆରବ ସାଗରରେ ସୃଷ୍ଟ ଲଘୁଚାପ ଆଜି ସନ୍ଧ୍ୟା ସୁଦ୍ଧା ଅବପାତର ରୂପ ନେଇପାରେ। ଏହାର ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ସାଇକ୍ଲୋନିକ୍‌ ଷ୍ଟର୍ମ ବା...

wajid khan 1
ସାଜିଦ୍‌-ୱାଜିଦ୍‌ ଯୋଡ଼ିର ପ୍ରସିଦ୍ଧ ସିଙ୍ଗର ଓ୍ୱାଜିଦ୍‌ ଖାନ୍‌ଙ୍କ ପରଲୋକ

ମୁମ୍ବାଇ: ବଲିଉଡ୍‌ର ପ୍ରସିଦ୍ଧ ମ୍ୟୁଜିକ୍‌ କମ୍ପୋଜର୍‌ ତଥା ସିଙ୍ଗର୍‌ ଓ୍ୱାଜିଦ୍‌ ଖାନ୍‌ଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୪୨ ବର୍ଷ ବୟସ ହୋଇଥିଲା। ମୁମ୍ବାଇର ଏକ ଘରୋଇ ହସ୍ପିଟାଲ୍‌ରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଗତକାଲି ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା...

Cyclonic-strom
ଖୁବ୍‌ ଶୀଘ୍ର ସାଇକ୍ଲୋନିକ୍‌ ଷ୍ଟର୍ମରେ ପରିଣତ ହୋଇପାରେ ଆରବ ସାଗରରେ ସୃଷ୍ଟ ଲଘୁଚାପ: ଆଇଏମ୍‌ଡି

ନୂଆଦିଲ୍ଲୀ: ଆରବ ସାଗର ଓ ଲାକ୍ଷାଦ୍ୱୀପ ଉପରେ ସୃଷ୍ଟ ଲଘୁଚାପ ସାଇକ୍ଲୋନିକ୍‌ ଷ୍ଟର୍ମରେ ପରିଣତ ହୋଇ ଆସନ୍ତା ସପ୍ତାହରେ ମହାରାଷ୍ଟ୍ର ଓ ଗୁଜରାଟରେ ପହଞ୍ଚିବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଡିପ୍ରେସନ୍‌ ଓ...

drown
ମହାନଦୀରେ ବୁଡ଼ି ୨ ଭାଇ ମୃତ

ବୌଦ୍ଧ: ବଡ଼ ଭାଇକୁ ବଞ୍ଚାଇବାକୁ ଯାଇ ଚାଲିଗଲା ସାନ ଭାଇର ଜୀବନ। ମହାନଦୀରେ ଗାଧୋଇବା ବେଳେ ପାଣିରେ ବୁଡ଼ି୨ ଭାଇଙ୍କ ମୃତ୍ୟୁ ଘଟିଛି। ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନା ଅନ୍ତର୍ଗତ ଅରଖପଦର ଗାଁରେ ଏହି ଦୁଃଖଦ ଘଟଣା ଘଟିଛି। ଉଭୟ ଭାଇଙ୍କ ବୟସ ୧୭ରୁ ୧୮ ବର୍ଷ ମଧ୍ୟରେ...

EXjQ3H-WAAAniMw
ଆଶା, ଅଙ୍ଗନବାଡ଼ି କର୍ମୀଙ୍କୁ କରୋନା

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାରେ ଚିହ୍ନଟ ହୋଇଥିବା ନୂଆ ୧୮ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୬ ଜଣ ଅସ୍ଥାୟୀ ମେଡିକାଲ୍ କ୍ୟାମ୍ପ (ଟିଏମ୍‌ସି)ରେ ନିୟୋଜିତ ହୋଇଥିଲେ। ସେମାନଙ୍କ ମଧ୍ୟରେ ଆଶା କର୍ମୀ, ଅଙ୍ଗନବାଡ଼ି କର୍ମୀ, ସ୍ୱାସ୍ଥ୍ୟକର୍ମୀ, ସଫେଇ କର୍ମଚାରୀ ଏବଂ ସ୍ୱେଚ୍ଛାସେବୀ ଅଛନ୍ତି। ମାର୍ଶାଘାଇ ଓ ପଟ୍ଟାମୁଣ୍ଡାଇ ପେଣ୍ଠପାଳ ହାଇସ୍କୁଲରେ...

accident
ଟ୍ରକ୍‌କୁ ଓଭର୍‌ଟେକ୍‌ ବେଳେ ଭୟଙ୍କର ଦୁର୍ଘଟଣା

କେନ୍ଦ୍ରାପଡ଼ା: କାଳ ହେଲା ଓଭର୍‌ଟେକ୍‌ ନିଶା। ଚଣ୍ଡିଖୋଲ-ପାରାଦୀପ ଜାତୀୟ ରାଜପଥ ଯଦୁପୁର ଛକ ନିକଟରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଆଇରନ୍ ବୋଝେଇ ଟ୍ରକ୍‌ଟି ଆଉ ଏକ ଟ୍ରକ୍‌କୁ ଓଭର୍‌ଟେକ୍‌ କରିବା ସମୟରେ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଅନ୍ୟ ଏକ ଟ୍ରକ୍‌କୁ...

locust
ଆସୁଛି ବିପଦ ! ଜୁନ୍‌ରେ ଓଡ଼ିଶାରେ ପହଞ୍ଚି ଯାଇ ପାରନ୍ତି ପଙ୍ଗପାଳ

ଭୁବନେଶ୍ୱର: ଜୁନ୍‌ରେ ଓଡ଼ିଶାରେ ପହଞ୍ଚି ଯାଇ ପାରନ୍ତି ପଙ୍ଗପାଳ। କେନ୍ଦ୍ର ସରକାରଙ୍କ ଆକଳନ ଅନୁସାରେ ଯଦି ଏମାନେ ଓଡ଼ିଶାକୁ ଆସନ୍ତି, ତେବେ ସ୍ଥିତି ମୁକାବିଲା ପାଇଁ କ’ଣ ସବୁ ପଦକ୍ଷପ ଗ୍ରହଣ କରାଯିବ, ସେ ନେଇ ରାଜ୍ୟ ସରକାର ପ୍ରସ୍ତୁତ ଆରମ୍ଭ କରିଛନ୍ତି। ଓୟୁଏଟିର ସଂପ୍ରସାରଣ ଶିକ୍ଷା ନିର୍ଦ୍ଦେଶାଳୟର...

odisha
ଥାନା ପଛପଟୁ ମିଳିଲା ଅର୍ଦ୍ଧ ଦଗ୍ଧ ମୃତଦେହ

ନୂଆପଡ଼ା: ଥାନା ପଛପଟୁ ମିଳିଲା ଜଣେ ବ୍ୟକ୍ତିଙ୍କ ଅର୍ଦ୍ଧ ଦଗ୍ଧ ମୃତଦେହ। ନୂଆପଡ଼ା ଜିଲ୍ଲା ଜୋଙ୍କ ଥାନା ପଛପଟେ ଥିବା ଏକ ପରିତ୍ୟକ୍ତ ଘରୁ ଏହି ମୃତଦେହ ମିଳିଛି। ମୃତକ ଜଣଙ୍କ ଛତିଶଗଡ଼ର ବୋଲି ଜଣାପଡ଼ିଛି। ସେ ସ୍ଥାନୀୟ ଏକ ଢାବାରେ କାମ କରୁଥିଲେ।  ଲକ୍‌ଡାଉନ୍‌ ଯୋଗୁ ଢାବା...

taj mahal
ଅଦିନିଆ ଝଡ଼ରେ ଐତିହାସିକ ତାଜମହଲ କ୍ଷତିଗ୍ରସ୍ତ

ଆଗ୍ରା: ଉତ୍ତର ପ୍ରଦେଶର ବିଭିନ୍ନ ସ୍ଥାନରେ ଗତକାଲି ରାତିରେ ଝଡ଼ ତୋଫାନ ସହ ବର୍ଷା,ବଜ୍ରପାତ ଓ କୁଆପଥର ମାଡ଼ ହୋଇଥିଲା। ଏଥିରେ ଐତିହାସିକ ତାଜମହଲର କିଛି ଅଂଶ କ୍ଷତିଗ୍ରସ୍ତ ହୋଇଥିବା ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା ପକ୍ଷରୁ କୁହାଯାଇଛି। ଝଡ଼ ତୋଫାନରେ ତାଜମହଲର ମୁଖ୍ୟ ସମାଧିସ୍ଥଳରେ ଥିବା ମାର୍ବଲ୍‌ ରେଲିଂ...

representational image
ମା’କୁ ମାରି ବିଲରେ ଫୋପାଡ଼ି ଚାଲି ଆସିଲା ପୁଅ !

ଭଦ୍ରକ: ମା’କୁ ମାରି ବିଲରେ ଫୋପାଡ଼ି ଚାଲି ଆସିଲା ପୁଅ ! ଭଦ୍ରକ ଜିଲ୍ଲା ଧୁଷୁରୀ ଥାନା ଅଞ୍ଚଳରେ ଏହି ଅଭାବନୀୟ ଘଟଣା ଘଟିଛି। ଜଣେ ମହିଳାଙ୍କୁ ତାଙ୍କ ସାନ ପୁଅ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକଙ୍କ ନାଁ ମାତାଜୀ ଜେନା। ଅଭିଯୁକ୍ତ ତଥା ମୃତକଙ୍କ ସାନ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।