• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

Locust
କରୋନା ସଙ୍କଟ ମଧ୍ୟରେ ପଙ୍ଗପାଳକୁ ନେଇ ଏବେ ଚିନ୍ତା, ହାଇ ଆଲର୍ଟରେ ପଞ୍ଜାବ

ନୂଆଦିଲ୍ଲୀ: ଦେଶ ଏବେ କରୋନା ସଙ୍କଟ ଦେଇ ଗତି କରୁଥିବାବେଳେ ପଙ୍ଗପାଳକୁ ନେଇ ଚିନ୍ତା ଆହୁରି ବଢ଼ି ଯାଇଛି। ରାଜସ୍ଥାନ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ଗୁଜରାଟ, ହରିଆଣା ପରେ ଏବେ ମହାରାଷ୍ଟ୍ର, ଉତ୍ତରପ୍ରଦେଶ ଓ ପଞ୍ଜାବରେ ପଙ୍ଗପାଳକୁ ନେଇ ଆତଙ୍କ ଦେଖାଦେଇଛି। ମହାରାଷ୍ଟ୍ରର ଭଣ୍ଡାରା ଅଞ୍ଚଳରେ ଅନେକ ଜମିରେ ଏହି...

odisha
ପୁଅକୁ ମାରି ବାଡ଼ି ପଛ ପଟେ ପୋତିଲା ବାପା

ଆଠଗଡ଼: ପୁଅର ହତ୍ୟାକାରୀ ସାଜିଲା ବାପା। ସପ୍ତାହ ତଳେ ପୁଅକୁ ମାରି ବାଡ଼ି ପଛ ପଟେ ପୋତି ଦେଇଥିଲା ବାପା। ହେଲେ ଏବେ ସାମ୍ନାକୁ ଆସିଲା ସତ। କଟକ ଜିଲ୍ଲା ଆଠଗଡ଼ ଅଞ୍ଚଳରେ ଏହି ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଗୁରୁଡ଼ିଝାଟିଆ ଥାନା ଅନ୍ତର୍ଗତ ଗୋବରା ଗାଁରେ ରହୁଥିବା ଜଣେ...

train
ବଢ଼ିଲା ଆଗୁଆ ରିଜର୍ଭେସନ୍‌ ପାଇଁ ଟ୍ରେନ୍‌ ଟିକେଟ୍‌ ବୁକିଂ ଅବଧି

ନୂଆଦିଲ୍ଲୀ: ଟ୍ରେନ୍‌ରେ ଯାତ୍ରା ପାଇଁ ଯୋଜନା କରୁଥିବା ଯାତ୍ରୀଙ୍କ ପାଇଁ ଆଶ୍ୱସ୍ତିକର ଖବର। ସ୍ୱତନ୍ତ୍ର ରାଜଧାନୀ ଏକ୍ସପ୍ରେସ୍‌ ଓ ସ୍ୱତନ୍ତ୍ର ମେଲ୍‌ ଏକ୍ସପ୍ରେସ୍‌ ଟ୍ରେନ୍ ଗୁଡିକର ଆଗୁଆ ରିଜର୍ଭେସନ୍‌ ଟିକେଟ୍‌ ବୁକିଂ ସମୟ ସୀମା ୩୦ ଦିନରୁ ୧୨୦ ଦିନକୁ ବୃଦ୍ଧି କରାଯାଇଛି। ଏନେଇ ରେଳ ବିଭାଗ ପକ୍ଷରୁ...

short circuit
ସର୍ଟ ସର୍କିଟ୍‌ରୁ ଘରେ ନିଆଁ ଲାଗି ୩ ମୃତ

ବ୍ରହ୍ମପୁର: ସର୍ଟ ସର୍କିଟ୍‌ରୁ ଘରେ ନିଆଁ ଲାଗି ବ୍ରହ୍ମପୁର କୋ-ଅପରେଟିଭ୍ ସୋସାଇଟି ବ୍ୟାଙ୍କ ସଭାପତିଙ୍କ ସମେତ ୩ଜଣଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲ୍ଲାରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତକଙ୍କ ମଧ୍ୟରେ ବ୍ରହ୍ମପୁର କୋ-ଅପରେଟିଭ୍ ସୋସାଇଟି ବ୍ୟାଙ୍କର ସଭାପତି ଅଲେଖ ଚୌଧୁରୀ, ତାଙ୍କର ଜଣେ ସମ୍ପର୍କୀୟ ଓ ତାଙ୍କ...

odisha cm
ଶନିବାର ବନ୍ଦେ ଉତ୍କଳ ଜନନୀ ଗାଇବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ଭୁବନେଶ୍ୱର: କରୋନା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟବାସୀଙ୍କୁ ଭିଡିଓ ବାର୍ତ୍ତା ଜରିଆରେ ସମ୍ବୋଧନ କରିଛନ୍ତି। ମେ ୩୦ ତାରିଖ ଅର୍ଥାତ୍‌ ଶନିବାର ସନ୍ଧ୍ୟା ସାଢ଼େ ୫ଟାରେ ବନ୍ଦେ ଉତ୍କଳ ଜନନୀ ଗାଇବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ୱାନ କରିଛନ୍ତି। ବିଶ୍ୱର କୋଣ ଅନୁକୋଣରେ ଯେଉଁଠି ଓଡ଼ିଆମାନେ...

bijay-mohanty-1
ବିଜୟ ମହାନ୍ତିଙ୍କ ଆଶୁ ଆରୋଗ୍ୟ କାମନା କରି ସମୁହ ଦୀପ ଦାନ ଓ ପୂଜାର୍ଚ୍ଚନା

କେନ୍ଦ୍ରାପଡ଼ା: ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ବିଜୟ ମହାନ୍ତିଙ୍କ ଆଶୁ ଆରୋଗ୍ୟ କାମନା କରି ତାଙ୍କ ଜନ୍ମସ୍ଥାନ କେନ୍ଦ୍ରାପଡ଼ା ଜିଲ୍ଲା ପାଣ୍ଡିରି ଗାଁରେରେ ସମୁହ ଦୀପ ଦାନ ଓ ପୂଜାର୍ଚ୍ଚନା କରାଯାଇଛି। ଗାଁରେ ରହୁଥିବା ବିଜୟ ମହାନ୍ତିଙ୍କ ପରିବାର ସଦସ୍ୟମାନେ କୂଳ ଦେବତା ଲକ୍ଷ୍ମୀ-ନାରାୟଣଙ୍କ ମନ୍ଦିରରେ ପୂଜାର୍ଚ୍ଚନା କରିବା ସହିତ...

bijay mohanty
ସୁସ୍ଥ ହେଉଛନ୍ତି ବିଜୟ ମହାନ୍ତି

ଭୁବନେଶ୍ୱର: ଧୀରେ ଧୀରେ ସୁସ୍ଥ ହେଉଛନ୍ତି ବରିଷ୍ଠ ଓଡ଼ିଆ ଅଭିନେତା ବିଜୟ ମହାନ୍ତି। ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ଥିବା ସୂଚନା ମିଳିଛି। ସେ ଅସୁସ୍ଥ ଥିବା ନେଇ ଗତକାଲି ଖବର ଆସିଥିଲା। ସେ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ବିଜୟ ମହାନ୍ତିଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର...

odisha
ଘଣ୍ଟାଏ ପାଇଁ ଏସ୍‌ପି ହେଲେ ୪ ବର୍ଷର ଝିଅ

ସୁକ୍‌ମା: ଘଣ୍ଟାଏ ପାଇଁ ଏସ୍‌ପି ହେଲେ ୪ ବର୍ଷର କୁନି ଝିଅ। ମହାମାରୀ କରୋନାକୁ ନେଇ ଲୋକଙ୍କୁ ସଚେତନତାର ବାର୍ତ୍ତା ବାଣ୍ଟିବା ପାଇଁ ପିନ୍ଧିଲେ ପୁଲିସ୍‌ ୟୁନିଫର୍ମ। ଛତିଶଗଡ଼ ସୁକ୍‌ମାରେ ଏଭଳି କିଛି ଘଟଣା ଦେଖିବାକୁ ମିଳିଛି। ସୁକ୍‌ମାରେ ରହୁଥିବା ଆରାଧ୍ୟା ଚାନ୍ଦ(୪)ଙ୍କ ଏକ ସଚେତନତା ଭିଡିଓ ସୋସିଆଲ୍ ମିଡିଆରେ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।