• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

bus 1
ଜୁନ୍ ୧ ସୁଦ୍ଧା ରାଜ୍ୟରେ ବସ୍ ଚଳାଚଳ‌ ସ୍ୱାଭାବିକ ହୋଇପାରେ

ଭୁବନେଶ୍ୱର: ଦୀର୍ଘ ୨ ମାସର ବ୍ୟବଧାନ ପରେ ଆଜିଠୁ ରାଜ୍ୟରେ ଘରୋଇ ବସ୍ ଚଳାଚଳ ଆରମ୍ଭ ହୋଇଛି। ହେଲେ ବସ୍ ଚଳାଚଳ ସ୍ୱାଭାବିକ ନ ଥିବା ଦେଖିବାକୁ ମିଳିଛି। କେଉଁଠି ବସ୍‌ଷ୍ଟାଣ୍ଡ୍‌ରେ ବସ୍‌ ଅଛି, ହେଲେ ଯାତ୍ରୀ ନାହାନ୍ତି। ଆଉ କେଉଁଠି ଯାତ୍ରୀ ବସ୍‌କୁ ଅପେକ୍ଷା କରିଛନ୍ତି ହେଲେ...

odisha
କରୋନା ଦୂର ହେବା ପାଇଁ ମନ୍ଦିର ଭିତରେ ମର୍ଡର !

ନରସିଂହପୁର: ମନ୍ଦିର ଭିତରେ ମର୍ଡର ! କରୋନା ଦୂର ହେବା ପାଇଁ ମନ୍ଦିର ଭିତରେ ପୂଜକ ଜଣେ ବ୍ୟକ୍ତିଙ୍କୁ ବଳି ଦେଇଥିବା ଅଭିଯୋଗ ହୋଇଛି। କଟକ ଜିଲ୍ଲା ନରସିଂହପୁର ଥାନା ଅନ୍ତର୍ଗତ ବନ୍ଧହୁଡ଼ା ସ୍ଥିତ ବ୍ରାହ୍ମଣୀଦେଈ ମନ୍ଦିରରେ ଏହି ହତ୍ୟାକାଣ୍ଡ ଘଟିଛି। ମୃତକ ହେଲେ ୫୨ ବର୍ଷୀୟ ସରୋଜ...

bus
ଆଜିଠୁ ଗଡ଼ିଲା ଘରୋଇ ବସ୍

ଭୁବନେଶ୍ୱର: ଦୀର୍ଘ ୨ ମାସର ବ୍ୟବଧାନ ପରେ ଆଜିଠୁ ରାଜ୍ୟରେ ଗଡ଼ିଲା ଘରୋଇ ବସ୍। ଭୁବନେଶ୍ୱର ବରମୁଣ୍ଡା ବସ୍‌ଷ୍ଟାଣ୍ଡ୍‌ରୁ ବୌଦ୍ଧ ଅଭିମୁଖେ ଛାଡ଼ିଛି ପ୍ରଥମ ବସ୍। ବସ୍‌ରେ ମାତ୍ର ୧୫ ଜଣ ଯାତ୍ରୀ ବୌଦ୍ଧ ଅଭିମୁଖେ ଯାତ୍ରା କରିଛନ୍ତି। ପରେ ବ୍ରହ୍ମପୁର ଓ ବାଲୁଗାଁ ଅଭିମୁଖେ ଆଉ ୨ଟି...

telangana
୧୨୦ ଫୁଟ୍ ଗାତରେ ଗଳି ପଡ଼ିଲା ୩ ବର୍ଷର ଶିଶୁ

ହାଇଦ୍ରାବାଦ: ୧୨୦ ଫୁଟ୍ ଗାତରେ ଗଳି ପଡ଼ିଲା ୩ ବର୍ଷର ଶିଶୁ ପୁତ୍ର। ତେଲେଙ୍ଗାନା ମେଡକ୍ ଜିଲ୍ଲାର ପୋଡଚନ୍‌ପଲ୍ଲୀ ଗାଁରେ ଗତକାଲି ଏହି ଅଭାବନୀୟ ଘଟଣା ଘଟିଛି। ଶିଶୁଟି ଖେଳୁଥିବାବେଳେ ବୋର୍‌ୱେଲ୍‌ ପାଇଁ ଖୋଳା ଯାଇଥିବା ଗାତରେ ଖସି ପଡ଼ିଥିଲା। ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଶିଶୁଟିକୁ...

91421093_3110305529059371_5797060119829151744_n
ବରଗଡ଼ରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ବରଗଡ଼: ବରଗଡ଼ ଜିଲ୍ଲାରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମ୍ପୃକ୍ତ ବ୍ୟକ୍ତି ଜଣକ ବରପାଲି ବ୍ଲକ୍‌ ଅଞ୍ଚଳର। ଏନେଇ ବରଗଡ଼ ଜିଲ୍ଲାପାଳ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି। ଚିହ୍ନଟ ହୋଇଥିବା ବ୍ୟକ୍ତିଙ୍କ ବୟସ ୪୦ ବର୍ଷ। କିଛି ଦିନ ତଳେ ସେ ମୁମ୍ବାଇରୁ ଫେରିଥିବା ଜିଲ୍ଲାପାଳ...

electricity
ଚଳିତ ମାସ ବିଦ୍ୟୁତ୍‌ ବିଲ୍‌ରେ ଲାଗୁ ହେବନି ଅଧିକ ଚାର୍ଜ

ଭୁବନେଶ୍ୱର: ମେ‘ ମାସ ବିଦ୍ୟୁତ୍‌ ବିଲ୍‌ରେ କୌଣସି ଅଧିକ ଚାର୍ଜ ଲାଗୁ କରାଯିବ ନାହିଁ। ଗତ ମାର୍ଚ୍ଚ ଓ ଏପ୍ରିଲ ମାସରେ ଉପଭୋକ୍ତା ଯେଉଁ ଦରରେ ବିଦ୍ୟୁତ୍ ବିଲ୍ ଦେଇଛନ୍ତି ମେ’ ମାସରେ ମଧ୍ୟ Orissa Electricity Regulatory Commission(OERC) ପକ୍ଷରୁ ନିର୍ଦ୍ଧାରିତ ଦର ଅନୁସାରେ ବିଲ୍ ପୈଠ...

Capture-11
ହୃଦୟ ବିଦାରକ: ମୃତ ମା’ଙ୍କୁ ଉଠାଇବା ପାଇଁ ଚେଷ୍ଟା କରୁଛି କଅଁଳ ଶିଶୁ

ପାଟନା: ବିହାରର ମୁଜାଫରପୁର୍‌ ରେଲ୍‌ୱେ ଷ୍ଟେସନରେ ପ୍ରବାସୀ ଶ୍ରମିକଙ୍କ ଦୁର୍ଦ୍ଦଶାର ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି। ଦୁନିଆ କ’ଣ ଭଲ ଭାବରେ ଜାଣି ନ ଥିବା ଏହି କଅଁଳ ଶିଶୁ ତା’ର ମୃତ ମା’ଙ୍କୁ ଉଠାଇବା ପାଇଁ ପ୍ରୟାସ କରୁଥିବା ଦେଖିବାକୁ ମିଳିଛି। ଯାହାର ଭିଡିଓ...

electrocution
ବିଦ୍ୟୁତ୍‌ ନେଲା କୁନି ଝିଅର ଜୀବନ

ଭଦ୍ରକ: ଖେଳୁ ଥିବାବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିବା ଫଳରେ ଜଣେ ୫ ବର୍ଷୀୟା ଶିଶୁ କନ୍ୟାର ମୃତ୍ୟୁ ଘଟିଛି। ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ୍‌ ଆନନ୍ଦପୁର ପଞ୍ଚାୟତର ହାତିଢିଅ ଗାଁରେ ଏହି ଦୁଃଖଦ ଘଟଣା ଘଟିଛି। ଗାଁର ଚକ୍ରଧର ମଲ୍ଲିକଙ୍କ ୫ ବର୍ଷର ଝିଅ ଆଜି ସକାଳେ...

odisha
ଗାଁ ମୁଖିଆଙ୍କୁ ହତ୍ୟା କରି ଶବ ଜଗିଲା ହତ୍ୟାକାରୀ

ଉମରକୋଟ: ଗାଁ ମୁଖିଆଙ୍କୁ ହତ୍ୟା କରି ରାତିସାରା ମୃତଦେହକୁ ଜଗିରହିଲା ହତ୍ୟାକାରୀ। ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ୍ ଅନ୍ତର୍ଗତ ହଳଦୀ ଗାଁରେ ଏଭଳି ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି। ମୃତକଙ୍କ ନାଁ ମିନିଚାନ୍ଦ ଚୌହାନ। ପୁଲିସ୍‌ ଅଭିଯୁକ୍ତ ହିରଣ୍ୟ ବାଘଙ୍କୁ ଗିରଫ କରିଛି। ସୂଚନା ଅନୁଯାୟୀ,ବହୁ ବର୍ଷ ତଳେ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।