ବରଗଡ଼: ବରଗଡ଼ ଜିଲ୍ଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଓ ଏସ୍ପି ପଦ୍ମିନୀ ସାହୁଙ୍କ ନାଁରେ ଫେସ୍ବୁକ୍ରେ ଫେକ୍ ଆଇଡି। ଜଣେ ଅଜଣା ବ୍ୟକ୍ତି ଫେସ୍ବୁକ୍ରେ ଏହି ଫେକ୍ ଆକାଉଣ୍ଟ୍ କରି ଏହାର ଅପବ୍ୟବହାର କରୁଥିବା ଅଭିଯୋଗ ହୋଇଛି। ଦୁର୍ବୃତ୍ତ ଜଣକ ଫେକ୍ ଆକାଉଣ୍ଟ୍ରେ ଜିଲ୍ଲାପାଳ ଏବଂ ଏସ୍ପିଙ୍କ ଫଟୋ ବ୍ୟବହାର...
ଭୁବନେଶ୍ୱର: କରୋନା ସଙ୍କଟ ଦେଇ ରାଜ୍ୟ ଏବେ ଗତି କରୁଛି। ନିକଟରେ ବାତ୍ୟା ଅମ୍ପନ୍ ଆସି ଏହି ସଙ୍କଟକୁ ଆହୁରି ଦ୍ୱିଗୁଣିତ କରି ଦେଇଥିଲା। ଏସବୁ ଭିତରେ ଓଡ଼ିଶା ଉପରକୁ ଆସୁଛି ଆଉ ଏକ ବିପଦ। ଯାହାକୁ ନେଇ ଏବେ ରାଜ୍ୟବାସୀ ଚିନ୍ତାରେ। ବିଶେଷ କରି କୃଷକମାନଙ୍କ ଚିନ୍ତା...
ମୁମ୍ବାଇ: ପପୁଲାର୍ ଟିଭି ଶୋ’ ‘କ୍ରାଇମ୍ ପାଟ୍ରୋଲ୍’ରେ ଅଭିନୟ କରିଥିବା ପ୍ରେକ୍ଷା ମେହତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମଙ୍ଗଳବାର ଦିନ ମଧ୍ୟପ୍ରଦେଶ ସ୍ଥିତ ତାଙ୍କ ଘରେ ଫ୍ୟାନ୍ରୁ ଝୁଲନ୍ତା ଅବସ୍ଥାରେ ୨୫ ବର୍ଷୀୟ ପ୍ରେକ୍ଷାଙ୍କ ମୃତଦେହ ଉଦ୍ଧାର ହୋଇଛି। ସୋମବାର ରାତିରେ ସେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି।...
ଭୁବନେଶ୍ୱର: ବରିଷ୍ଠ ଓଡ଼ିଆ ଅଭିନେତା ବିଜୟ ମହାନ୍ତିଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବା ସୂଚନା ମିଳିଛି।ତାଙ୍କୁ ହାଇଦ୍ରାବାଦ ସ୍ଥିତ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେଠାରେ ସେ ଚିକିତ୍ସିତ ହେଉଥିବା ସୂଚନା ମିଳିଛି। ବିଜୟ ମହାନ୍ତିଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପତ୍ନୀ ତନ୍ଦ୍ରା ରାୟ ସୂଚନା ଦେଇ କହିଛନ୍ତି, କାଲି ମେଡିକାଲ୍...
ଭଦ୍ରକ: କ୍ୱାରେଣ୍ଟିନ୍ ସେଣ୍ଟରରେ ଅଗ୍ନିକାଣ୍ଡ। ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ୍ ଅନ୍ତର୍ଗତ ଜଳମଣ୍ଡୁଆ ପଞ୍ଚାୟତ ଭଗିବିନ୍ଧା କ୍ୱାରେଣ୍ଟିନ୍ ସେଣ୍ଟରରେ ରୋଷେଇ ଗ୍ୟାସ୍ ସିଲିଣ୍ଡର୍ ଫାଟି ଏହି ଅଗ୍ନିକାଣ୍ଡ ଘଟିଛି। ଏଥିରେ ଜଣେ ରୋଷେୟା ଆହତ ହୋଇଛନ୍ତି। ତେବେ ୩୨ ଜଣ ଅନ୍ତେବାସୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଅଗ୍ନିକାଣ୍ଡରେ ରୋଷେଇ...
ରେଢ଼ାଖୋଲ: ସମ୍ବଲପୁର ଜିଲ୍ଲା ରେଢ଼ାଖୋଲରେ ବିରଳ ବଜ୍ରକାପ୍ତା ଚୋରା ଚାଲାଣ ରାକେଟ୍ର ପର୍ଦ୍ଦାଫାସ ହୋଇଛି। ଏଥିରେ ସମ୍ପୃକ୍ତି ଅଭିଯୋଗରେ ଜଣେ ପୂର୍ବତନ ସରପଞ୍ଚଙ୍କ ସମେତ ୭ ଜଣ ଶିକାରୀ ଓ ଜଣେ ବ୍ୟବସାୟୀଙ୍କୁ ବନ ବିଭାଗ ଗିରଫ କରିଛି। ସମସ୍ତେ ସମ୍ବଲପୁର, ନାକଟିଦେଉଳ ବ୍ଲକ୍ ଅଞ୍ଚଳର ବୋଲି ଜଣାପଡ଼ିଛି।...
ରାୟଗଡ଼ା: ଦିଲ୍ଲୀରୁ ଫେରିବା ପରେ ହୋମ୍ କ୍ୱାରେଣ୍ଟିନ୍ରେ ରହିଲେ କୋରାପୁଟ ଲୋକସଭା ସାଂସଦ ସପ୍ତଗିରି ଉଲାକା। ମେ’୨୫ରେ ସେ ଦିଲ୍ଲୀରୁ ଫେରି ଗତକାଲି ରାୟଗଡ଼ାରେ ପହଞ୍ଚିଥିଲେ। ଏହାପରେ ସେ ହୋମ୍ କ୍ୱାରେଣ୍ଟିନ୍ରେ ଅଛନ୍ତି। ରାୟଗଡ଼ା ପୌରପରିଷଦ ପକ୍ଷରୁ ସାଂସଦଙ୍କ ଘର ଆଗରେ କ୍ୱାରେଣ୍ଟିନ୍ ଷ୍ଟିକର ଲଗାଯାଇଛି। ଜୁନ ୮...
ଭୁବନେଶ୍ୱର: ବିଭିନ୍ନ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମିଳୁଥିବା ମଧ୍ୟାହ୍ନ ଭୋଜନ(ମିଡ୍ ଡେ‘ ମିଲ୍)ର ମୂଲ୍ୟ ରାଜ୍ୟ ସରକାର ବଢ଼ାଇଛନ୍ତି। ପ୍ରାଥମିକ ସ୍କୁଲରେ ମଧ୍ୟାହ୍ନ ଭୋଜନର ମୂଲ୍ୟ ୪ ଟଙ୍କା ୯୩ ପଇସାରୁ ୫ ଟଙ୍କା ୪୨କୁ ବୃଦ୍ଧି କରାଯାଇଛି। ସେହିପରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପାଇଁ...
ଭୁବନେଶ୍ୱର: ବନ୍ଦ ହେବ ରାଜ୍ୟର ୩ଟି ଡିଗ୍ରୀ କଲେଜ। ସେହିପରି ୧୦ଟି ଡିଗ୍ରୀ କଲେଜର ଅନୁମୋଦନ ପ୍ରତ୍ୟାହାର କରାଯିବ। ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଭୁବନେଶ୍ୱର, ସମ୍ବଲପୁର ଓ ବାଲେଶ୍ୱର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକମାନଙ୍କୁ ଚିଠି ଲେଖି ଅବଗତ କରାଯାଇଛି। ଉଚ୍ଚଶିକ୍ଷା ବିଭାଗର ଭୁବନେଶ୍ୱର, ସମ୍ବଲପୁର ଓ ବାଲେଶ୍ୱର...