• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

monsoon
ଜୁନ୍ ୧ ରୁ ୫ ମଧ୍ୟରେ କେରଳ ଛୁଇଁପାରେ ମୌସୁମୀ

ନୂଆଦିଲ୍ଲୀ: ଆସନ୍ତା ଜୁନ୍ ୧ ରୁ ୫ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବା ନେଇ ପୂର୍ବାନୁମାନ କରାଯାଇଛି। ଜୁନ୍ ୧୫ ଏବଂ ୧୬ ମଧ୍ୟରେ ଏହା ମୁମ୍ବାଇ ପହଞ୍ଚିପାରେ। ଏନେଇ ରିଜିଓନାଲ ସ୍ପେଶାଲାଇଜ୍ଡ ମେଟ୍ରୋଲଜିକାଲ ସେଣ୍ଟର(ଆର୍‌ଏସ୍‌ଏମ୍‌ସି)ର ମୁଖ୍ୟ ରାଜେନ୍ଦ୍ର କୁମାର ଜେନାମଣି ସୂଚନା ଦେଇଛନ୍ତି। ଦେଶରେ...

odisha
୫ ଦିନ ହେଲା କାର୍‌ ଭିତରେ ରହୁଛନ୍ତି ଯୁବକ

ବ୍ରହ୍ମପୁର: ଗାଁ ଭିତରେ ଲୋକେ ପୂରାଇ ନ ଦେବାରୁ ବାଧ୍ୟ ହୋଇ ଗତ ୫ ଦିନ ହେଲା କାର୍‌ ଭିତରେ ରହୁଛନ୍ତି ଜଣେ ଯୁବକ। ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ୍‌ ଅନ୍ତର୍ଗତ ବାସୁଦେବପୁର ଗାଁରେ ଏଭଳି କିଛି ଘଟଣା ଏବେ ସାମ୍ନାକୁ ଆସିଛି। ସୂଚନା ଅନୁସାରେ, ଗାଁର ମାଧବ...

New Zealand PM
ଭୂକମ୍ପ ହେଲା ପରେ ମଧ୍ୟ ଲାଇଭ୍‌ ଇଣ୍ଟରଭ୍ୟୁ ଦେଇଥିଲେ ନ୍ୟୁଜିଲାଣ୍ଡ୍‌ ପ୍ରଧାନମନ୍ତ୍ରୀ

ୱେଲିଂଟନ୍‌: ନ୍ୟୁଜିଲାଣ୍ଡ୍‌ ପ୍ରଧାନମନ୍ତ୍ରୀ ଜାସିଣ୍ଡା ଆର୍ଡର୍ନ ଏକ‌ ଟିଭି ଚ୍ୟାନେଲ୍‌କୁ ଲାଇଭ୍‌ ଇଣ୍ଟରଭ୍ୟୁ ଦେଉଥିବାବେଳେ ହଠାତ୍‌‌ ଭୂକମ୍ପର ଝଟ୍‌କା ଅନୁଭୂତ କରିଥିଲେ। ହେଲେ ଏଥିରେ ସେ ବିଚଳିତ ନ ହୋଇ ହସିକି ପରିସ୍ଥିତିକୁ ସମ୍ଭାଳିବା ସହ ଇଣ୍ଟରଭ୍ୟୁ ପ୍ରୋଗ୍ରାମ ଜାରି ରଖିଥିଲେ। ସୋମବାର ନ୍ୟୁଜିଲାଣ୍ଡ୍‌ର ରାଜଧାନୀ ୱେଲିଂଟନ୍‌ରେ ଏହି...

mo bus.
“ଖୁବ୍‌ ଶୀଘ୍ର ଗଡ଼ିବ ‘ମୋ ବସ୍‌’ ”

ଭୁବନେଶ୍ୱର: ରାଜ୍ୟରେ ଖୁବ୍‌ ଶୀଘ୍ର ‘ମୋ ବସ୍‌’ ଚଳାଚଳ କରିବ। କେଉଁ ରୁଟ୍‌ରେ କେତେ ବସ୍‌ ଚଳାଚଳ କରିବ, ସେନେଇ ଆସନ୍ତାକାଲି ଅବଗତ କରାଯିବ ବୋଲି କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟର ସିଇଓ ଅରୁଣ ବୋଥ୍ରା କହିଛନ୍ତି। ସୂଚନାଥାଉ କି, ‘ମୋ ବସ୍’ ଗୁଡ଼ିକ ଏବେ ପ୍ରବାସୀଙ୍କ ନେବା...

EXtOIbPU8AENRU2
୧୬ ଜିଲ୍ଲାରୁ ଆଉ ୧୦୩ କରୋନା ପଜିଟିଭ୍‌‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ନୂଆ ୧୦୩ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ଏମାନଙ୍କ ମଧ୍ୟରୁ ଦେବଗଡ଼ ଜିଲ୍ଲାରୁ ସର୍ବାଧିକ ୨୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ୧୦୩ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଦେବଗଡ଼ରୁ ୨୨ଜଣ,କେନ୍ଦ୍ରାପଡ଼ାରୁ ୧୫ଜଣ, ଜଗତସିଂହପୁର...

odisha
ପୁଣି ଟ୍ରେନ୍‌ ଚେନ୍‌ ଟାଣି ଅଧାବାଟରେ ଓହ୍ଲାଇଲେ ପ୍ରବାସୀ ଶ୍ରମିକ

କଣ୍ଟାବାଞ୍ଜି: ପୁଣି ଟ୍ରେନ୍‌ ଚେନ୍‌ ଟାଣି ଅଧାବାଟରେ ଓହ୍ଲାଇଲେ ପ୍ରବାସୀ ଶ୍ରମିକ। ଜଣେ କି ଦୁଇ ଜଣ ନୁହଁନ୍ତି, ଏକାବେଳେ ୩୨୦ ଜଣ ପ୍ରବାସୀ ଶ୍ରମିକ ଆଜି ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ରେଲ୍‌ୱେ ଷ୍ଟେସନରେ ଓହ୍ଲାଇ ପଡ଼ିଥିବା ଘଟଣା ଏବେ ସାମ୍ନାକୁ ଆସିଛି। ସମସ୍ତ ଶ୍ରମିକ ନୂଆପଡ଼ା ଓ...

former cm
ମହାମାରୀ କରୋନାରେ ଆକ୍ରାନ୍ତ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଚୌହ୍ୱାନ

ମୁମ୍ବାଇ: ମହାରାଷ୍ଟ୍ରର କ୍ୟାବିନେଟ୍‌ ମନ୍ତ୍ରୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଚୌହ୍ୱାନ‌ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କୁ ଏବେ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ମହାରାଷ୍ଟ୍ର ସରକାରର ପିଡବ୍ଲ୍ୟୁଡି ମନ୍ତ୍ରୀ ଥିବା ଅଶୋକ ମୁମ୍ବାଇ ଓ ମରାଠୱାଡା ଜିଲ୍ଲା ସ୍ଥିତ ଘରକୁ ଅନେକ ଥର ପରିଭ୍ରମଣ କରିଥିଲେ ବୋଲି...

beer
ଆଜିଠୁ କଟକରେ ମଦ ହୋମ୍‌ ଡେଲିଭରି

କଟକ: କଟକରେ ଅନ୍‌ଲାଇନ୍‌ରେ ମଦ ବିକ୍ରି ନେଇ ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ନେଇ ଲାଗି ରହିଥିବା ଟଣାଓଟରା ଭିତରେ ଶେଷରେ ହଁ ଭରିଛି କଟକ ଜିଲ୍ଲା ବିଦେଶୀ ମଦ ଦୋକାନୀ ବ୍ୟବସାୟୀ ସଂଘ। ଆଜିଠୁ କଟକରେ ଅନ୍‌ଲାଇନ୍‌ରେ ମଦ ବିକ୍ରି ପାଇଁ ସଂଘ ଶେଷରେ ରାଜି ହୋଇଛି। କିନ୍ତୁ...

airport
ଦୁଇ ମାସ ପରେ ଉଡ଼ିଲା ଘରୋଇ ବିମାନ

ନୂଆଦିଲ୍ଲୀ: ଦୁଇ ମାସ ପରେ ଦେଶରେ ଆଜିଠୁ ପୁଣି ଥରେ ଘରୋଇ ବିମାନ ସେବା ଆରମ୍ଭ ହୋଇଛି। ଦିଲ୍ଲୀ ଇନ୍ଦିରା ଗାନ୍ଧି ଅନ୍ତର୍ଜାତୀୟ ବିମାନବନ୍ଦରରୁ ଆଜି ଭୋର ୪ଟା ୪୫ ମିନିଟ୍‌ରେ ମୁମ୍ବାଇ ପାଇଁ ପ୍ରଥମ ବିମାନ ଉଡ଼ାଣ କରିଛି। ବିମାନ ଉଡ଼ାଣର ଦୁଇ ଘଣ୍ଟା ପୂର୍ବରୁ ଯାତ୍ରୀମାନେ...

water bottles
ଷ୍ଟେସନ୍‌ରୁ ପାଣି ବୋତଲ ପ୍ୟାକେଟ୍‌ ଧରି ଛୁ’ ମାରିଲେ ପ୍ରବାସୀ ଶ୍ରମିକ

ଲକ୍ଷ୍ନୌ: ରେଲ୍‌ୱେ ଷ୍ଟେସନ୍‌ରୁ ପାଣି ବୋତଲ ପ୍ୟାକେଟ୍‌ ଧରି ଛୁ’ ମାରିଲେ ପ୍ରବାସୀ ଶ୍ରମିକ। ଜଣେ କି ଦୁଇ ଜଣ ନୁହେଁ ଶହ ଶହ ସଂଖ୍ୟାରେ ଶ୍ରମିକ ଆସି ରେଲ୍‌ୱେ ଷ୍ଟେସନ୍‌ରେ ରଖାଯାଇଥିବା ପାଣି ବୋତଲ ପ୍ୟାକେଟ୍‌କୁ ଧରି ଦୌଡ଼ି ପଳାଉଥିବା ଦେଖିବାକୁ ମିଳିଛି। ଯାହାର ଭିଡିଓ ସୋସିଆଲ୍‌...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।