• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

corona
କରୋନା ରୋଗୀଙ୍କ ଚିକିତ୍ସା କରୁ କରୁ କରୋନା ନେଇଗଲା ଜୀବନ

ନୂଆଦିଲ୍ଲୀ: କରୋନାରେ ଆକ୍ରାନ୍ତ ହୋଇ ଦିଲ୍ଲୀ ଏମ୍ସର ବରିଷ୍ଠ ଡାକ୍ତର ଜିତେନ୍ଦ୍ର ନାଥ ପାଣ୍ଡେ ପ୍ରାଣ ହରାଇଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା। ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ତାଙ୍କର ମୃତ୍ୟୁ ହୋଇଛି। ଡାକ୍ତର ପାଣ୍ଡେ ଏମ୍ସରେ କରୋନା ରୋଗୀଙ୍କ ଚିକିତ୍ସା ଦାୟିତ୍ୱରେ...

src
ଓଡ଼ିଶାରେ ବଦଳିଲା କ୍ୱାରେଣ୍ଟିନ୍‌ ନିୟମ

ଭୁବନେଶ୍ୱର: ରାଜ୍ୟରେ ବଦଳିଲା କ୍ୱାରେଣ୍ଟିନ୍‌ ନିୟମ। ଏଣିକି ପ୍ରବାସୀ ଓଡ଼ିଆମାନେ ୨୧ ଦିନ ବଦଳରେ ୧୪ ଦିନ କ୍ୱାରେଣ୍ଟିନ୍‌ରେ ରହିବେ। ଆଜି ସାମ୍ବାଦିକ ସମ୍ମିଳନୀରେ ସ୍ୱତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ପ୍ରଦୀପ ଜେନା ଏହି ସୂଚନା ଦେଇଛନ୍ତି। ବାହାର ରାଜ୍ୟରୁ ଗାଁକୁ ଫେରୁଥିବା ପ୍ରବାସୀମାନେ ପ୍ରଥମ ୭ ଦିନ କ୍ୱାରେଣ୍ଟିନ୍‌...

bus
କାଲିଠୁ ରାଜ୍ୟରେ ଗଡ଼ିବ ବସ୍

ଭୁବନେଶ୍ୱର: ରାଜ୍ୟ ଭିତରେ ଆସନ୍ତାକାଲିଠାରୁ ଗଡ଼ିବ ଘରୋଇ ବସ୍ ଓ ଟ୍ୟାକ୍ସି। ସହମତି ଭିତ୍ତିରେ ଆନ୍ତଃରାଜ୍ୟ ବସ୍ ଚଳାଚଳ ପାଇଁ ରାଜ୍ୟ ସରକାର ଅନୁମତି ପ୍ରଦାନ କରିଛନ୍ତି। ସିଟି ବସ୍ ଚଳାଚଳ ପାଇଁ ମଧ୍ୟ ଅନୁମତି ମିଳିଛି। ବସ୍ ସହ ଅଟୋ ରିକ୍ସା, ଓଲା, ଉବେର ଗାଡ଼ି ମଧ୍ୟ...

park
କଟକଣା ସହ ଖୋଲିଲା ରାଜଧାନୀର ଏହିସବୁ ପାର୍କ

ଭୁବନେଶ୍ୱର: ଆଜିଠାରୁ ସର୍ବସାଧାରଣଙ୍କ ପାଇଁ ରାଜଧାନୀର କିଛି ପ୍ରମୁଖ ପାର୍କ ଖୋଲିଛି। ପରୀକ୍ଷାମୂଳକ ଭାବେ ଏହି ପାର୍କ ଗୁଡ଼ିକୁ ବିଏମ୍‌ସି ପକ୍ଷରୁ ଖୋଲା ଯାଇଛି। ଆଇଜି, ଫରେଷ୍ଟ ଓ ବୁଦ୍ଧ ପାର୍କ ସକାଳ ୭ରୁ ଦିନ ୧୦ ଯାଏ ଖୋଲା ରହିବ। ସେହିଭଳି ଅପରାହ୍ନ ୪ଟାରୁ ସନ୍ଧ୍ୟା ୬ଟା...

EXioZwPX0AEaCbf
ସୁନ୍ଦରଗଡ଼ରୁ ଆଉ ୪ କରୋନା ଆକ୍ରାନ୍ତ ଚିହ୍ନଟ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାରେ ଆଉ ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ୪ ଆକ୍ରାନ୍ତ ବିଶ୍ରା ଓ ଲାଠିକଟା ବ୍ଲକ୍‌ର। ଏନେଇ ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଲ ପଓ୍ୱନ କଲ୍ୟାଣ ସୂଚନା ଦେଇଛନ୍ତି। ୪ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ମହିଳା ଓ ୩ଜଣ ପୁରୁଷ ଥିବା ସୂଚନା। ସେମାନଙ୍କ ମଧ୍ୟରୁ...

kiran kumar
ଅଭିନେତା କିରଣ କୁମାରଙ୍କୁ କରୋନା

ମୁମ୍ବାଇ: ବଲିଉଡ୍‌ ଅଭିନେତା କିରଣ କୁମାର ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଛି। ମିଳିଥିବା ସୂଚନା ଅନୁସାରେ, କରୋନା ପଜିଟିଭ୍‌ ରିପୋର୍ଟ ଆସିବା ପରେ ମଧ୍ୟ ସେ ହସ୍ପିଟାଲରେ ଭର୍ତ୍ତି ହୋଇ ନାହାନ୍ତି। ସେଲ୍ଫ୍‌ କ୍ୱାରେଣ୍ଟିନ୍‌ରେ ରହିଥିବା ଜଣାପଡ଼ିଛି। କିଛି ହେଲ୍‌ଥ୍‌ ଚେକ୍‌...

beer
ଆଜିଠୁ ରାଜ୍ୟରେ ଅନ୍‌ଲାଇନ୍‌ରେ ମିଳିବ ମଦ; ହୋମ୍‌ ଡେଲିଭରି କରିବେ ଜୋମାଟୋ ଓ ସ୍ୱିଗି

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ଅନ୍‌ଲାଇନ୍‌ରେ ମିଳିବ ମଦ। ଅନଲାଇନ୍‌ରେ ମଦ ବିକ୍ରି ନେଇ ରାଜ୍ୟ ସରକାର ଅନୁମତି ଦେଇଛନ୍ତି।  ଉଭୟ ଅନ୍ ଓ ଅଫ୍ ଲାଇସେନ୍ସପ୍ରାପ୍ତ ଦୋକାନୀ ମଦ ହୋମ୍ ଡେଲିଭରି କରିପାରିବେ। ତେବେ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ରେ ଏହି ହୋମ୍‌ ଡେଲିଭରି ହୋଇପାରିବ ନାହିଁ। ଅନ୍‌ଲାଇନ୍‌ରେ ମଦ ଡେଲିଭରି...

EXjQ3H-WAAAniMw
ବରଗଡ଼ ଜିଲ୍ଲାକୁ ଛୁଇଁଲା କରୋନା

ବରଗଡ଼: ବରଗଡ଼ ଜିଲ୍ଲାକୁ ଛୁଇଁଲା କରୋନା। ବରଗଡ଼ ସହରରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ଜିଲ୍ଲା ଲୋକ ସଂପର୍କ ଅଧିକାରୀ କଲ୍ୟାଣୀ ଦାସ ସୂଚନା ଦେଇଛନ୍ତି। ଆକ୍ରାନ୍ତ ଜଣକ ହୋମ୍‌ କ୍ୱାରେଣ୍ଟିନ୍‌ରେ ଥିଲେ। ବରଗଡ଼ ଜିଲ୍ଲାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତ ଜିଲ୍ଲା ସଂଖ୍ୟା ୨୭କୁ...

EW5UDYZXYAERCrj
ବଲାଙ୍ଗିରରେ ଆଉ ୭ କରୋନା ପଜିଟିଭ୍‌ ଚିହ୍ନଟ

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲାରେ ଆଉ ୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଜିଲ୍ଲାପାଳ ଅରିନ୍ଦମ ଡାକୁଆ ସୂଚନା ଦେଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଆଗଲପୁର ଓ ସଇଁତଳା ବ୍ଲକର ୨ ଜଣ ଲେଖାଏ, ଲୋଇସିଂହା, ବଙ୍ଗୋମୁଣ୍ଡା ଓ ମୁରିବାହାଲ ବ୍ଲକର ଜଣେ ଲେଖାଏ ଅଛନ୍ତି। ଆକ୍ରାନ୍ତ ୭...

odisha
ଶ୍ରମିକ ସ୍ପେଶାଲ୍‌ ଟ୍ରେନ୍‌ରୁ ମହିଳାଙ୍କ ମୃତଦେହ ଉଦ୍ଧାର

ବଲାଙ୍ଗିର: ଭିଟାମାଟିକୁ ଫେରୁଥିବାବେଳେ ଶ୍ରମିକ ସ୍ପେଶାଲ୍‌ ଟ୍ରେନ୍‌ ଭିତରେ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ମହିଳାଙ୍କ ନାଁ ରାଧା କର। ତାଙ୍କ ଘର କୋରାପୁଟ ଜିଲ୍ଲା ବୈପାରୀଗୁଡ଼ାର ଜଡା ଗାଁରେ। ଟ୍ରେନ୍‌ଟି ବିଶାଖାପାଟଣାରୁ ବଲାଙ୍ଗିର ଷ୍ଟେସନ୍‌ରେ ପହଞ୍ଚିବା ପରେ ଜିଆର୍‌ପି(Government Railway Police) ଟ୍ରେନ୍‌ରୁ ମୃତଦେହ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।