• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

representational image
କ୍ୱାରେଣ୍ଟିନ୍‌‌ ସେଣ୍ଟରରେ ବୃଦ୍ଧଙ୍କ ମୃତ୍ୟୁ, ପରିବାର ଲୋକ ଆଣିଲେ ଏମିତି ଅଭିଯୋଗ

ପାଟଣାଗଡ଼: କ୍ୱାରେଣ୍ଟିନ୍‌‌ ସେଣ୍ଟରରେ ଜଣେ ୭୦ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଖୁଣ୍ଟସମଲାଇ କ୍ୱାରେଣ୍ଟିନ୍‌ ସେଣ୍ଟରରେ ଏହି ଘଟଣା ଘଟିଛି। ମୃତକଙ୍କ ନାଁ ଟିକେମଣି ତଅଲ। ଟିକେମଣି ଛତିଶଗଡ଼ରେ ତାଙ୍କ ପୁଅ ପାଖରେ ରହୁଥିଲେ। ଗତ ୧୭ ତାରିଖରେ ନିଜ ଗାଁକୁ ଫେରିବା ପରେ...

black panther
ଛତିଶଗଡ଼ ଜଙ୍ଗଲରେ ବୁଲୁଛି ବିରଳ ପ୍ରଜାତିର କଳା ବାଘ

ବିଳାସପୁର: ଛତିଶଗଡ଼ର ବିଳାସପୁରରେ ଥିବା ଅଚାନକମାର ବ୍ୟାଘ୍ର ଅଭୟାରଣ୍ୟରେ ଏକ ବ୍ଲାକ୍ ପ୍ୟାନ୍ଥର(କଳା ବାଘ)କୁ ଠାବ କରାଯାଇଛି। ଜଙ୍ଗଲ ବିଭାଗ ପକ୍ଷରୁ ଲଗାଯାଇଥିବା ଟ୍ରାପ୍‌ କ୍ୟାମେରାରେ ଏହି କଳାବାଘ କଏଦ ହୋଇଛି। ଗତ ୨୫ ମାର୍ଚ୍ଚରୁ ଏପ୍ରିଲ ୨୫ ତାରିଖ ମଧ୍ୟରେ ରେକର୍ଡ ହୋଇଥିବା ଟ୍ରାପ୍ କ୍ୟାମେରାର ତଥ୍ୟରୁ...

cloudy
ଆହୁରି ୩ ଦିନ କଲବଲ କରିବ ତାତି, ମେ’ ୨୫ ଓ ୨୬ରେ କାଳବୈଶାଖୀ !

ଭୁବନେଶ୍ୱର: ବାତ୍ୟା ପରେ ପୁଣି ଫେରିଲା ତାତି। ଆଗାମୀ ୩ ଦିନ ଯାଏ କଲବଲ କରିବ ତାତି। ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶାରେ ତାତିର ପ୍ରକୋପ ଅଧିକ ରହିବ। ଆହୁରି ୨ରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର...

truck 1
ବାଲି ଉଠାଇବାକୁ ଘାଟକୁ ଯାଇଥିଲେ ହଠାତ୍‌ ମାଡ଼ି ଆସିଲା ପାଣି, ତା’ପରେ...

ଯାଜପୁର: ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ଅଞ୍ଚଳର ବୈତରଣୀ ନଦୀ ଲିଙ୍ଗେଶ୍ୱର ଘାଟରେ ୫ଟି ହାଇଓ୍ୱା ଗାଡ଼ି ବୁଡ଼ି ଯାଇଛି। ଆଜି ଭୋର ସମୟରେ ନଦୀରୁ ବାଲି ଉଠାଇବା ଲାଗି ଗାଡ଼ି‌ ଗୁଡ଼ିକ ଘାଟ ଭିତରେ ପଶିଥିଲା। ହଠାତ୍‌ ଚେକ୍‌ପୋଷ୍ଟରୁ ପାଣି ଛଡ଼ାଯିବା ଫଳରେ ଗାଡ଼ି‌ ଗୁଡ଼ିକ ବୁଡ଼ି...

ivanka
ଟ୍ରମ୍ପଙ୍କ ଝିଅଙ୍କ ମୁହଁରେ ଭାରତର ‘ସାଇକେଲ୍‌ ଗର୍ଲ’ଙ୍କ ପ୍ରଶଂସା

ପାଟନା: ଲକ୍‌ଡାଉନ୍‌ ବେଳେ ଅସୁସ୍ଥ ବାପାଙ୍କୁ ଦୀର୍ଘ ୧୨ଶହ କିଲୋମିଟର ସାଇକେଲରେ ବସାଇ ନିଜ ଘରକୁ ଆଣିଥିବା ଜଣେ ୧୫ ବର୍ଷୀୟା ଝିଅର ସାହସକୁ ନେଇ ଏବେ ଚାରିଆଡ଼େ ଚର୍ଚ୍ଚା। ୧୫ ବର୍ଷୀୟା ଜ୍ୟୋତି କୁମାରୀ ତାଙ୍କ ଅସୁସ୍ଥ ବାପାଙ୍କୁ ସାଇକେଲ୍‌ରେ ବସାଇ ଗୁରୁଗ୍ରାମରୁ ବିହାରର ଦରଭଙ୍ଗା ପର୍ଯ୍ୟନ୍ତ...

weather
ଏଣିକି ଉମଙ୍ଗ ଆପ୍‌ରେ ମିଳିବ ପାଣିପାଗ ସୂଚନା

ନୂଆଦିଲ୍ଲୀ: ଏଣିକି ଉମଙ୍ଗ ଆପ୍(UMANG App)‌ ମାଧ୍ୟମରେ ଘରେ ବସି ପାଇପାରିବେ ପାଣିପାଗ ସମ୍ପର୍କିତ ସୂଚନା। ଏନେଇ ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ପକ୍ଷରୁ ଡିିଜିଟାଲ୍‌ ଇଣ୍ଡିଆ ମାଧ୍ୟମରେ ଲୋକମାନଙ୍କୁ ସୂଚନା ଦିଆଯିବ। ଏହି ଆପ୍‌ ମାଧ୍ୟମରେ ନିଜ ସହରର ତାପମାତ୍ରା, ଆର୍ଦ୍ରତା, ବର୍ଷାର ପରିମାଣ ଓ ପବନ ବେଗ...

airport
ମେ’ ୨୫ରୁ ଝାରସୁଗୁଡ଼ା ବିମାନବନ୍ଦରରୁ ଉଡ଼ିବ ବିମାନ

ଝାରସୁଗୁଡ଼ା: ଆସନ୍ତା ମେ’ ୨୫ରୁ ଦେଶରେ ଘରୋଇ ବିମାନ ସେବା ଆରମ୍ଭ ହେଉଛି। ଝାରସୁଗୁଡ଼ା ସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ମଧ୍ୟ ଦେଶର ବିଭିନ୍ନ ସ୍ଥାନକୁ ବିମାନ ଯାତ୍ରା ନେଇ ଟିକେଟ୍‌ ବୁକିଂ ଆରମ୍ଭ ହୋଇଛି। ଏଠାରୁ ବିମାନ ଉଡାଣ ପ୍ରସ୍ତୁତି ନେଇ ଜିଲ୍ଲାପାଳ, ଏସ୍‌ପି,...

odisha
ଧାରୁଆ ଅସ୍ତ୍ରରେ ନିଜ ପାପୁଲି କାଟି ଅଲଗା କଲେ ଯୁବକ

ବ୍ରହ୍ମପୁର: ନିଜ ପାପୁଲିକୁ କାଟି ଅଲଗା କରିିଦେଲେ ଯୁବକ। ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ନରେନ୍ଦ୍ରପୁର ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ଉକ୍ତ ଯୁବକଙ୍କ ନାଁ ପି. ସମେଶ୍ୱର। ଗତକାଲି ସନ୍ଧ୍ୟାରେ ଏକ କାତିରେ(ଧାରୁଆ ଅସ୍ତ୍ର) ସମେଶ୍ୱର ତାଙ୍କ ବାମ ହାତ ପାପୁଲିକୁ କାଟି ଦେଇଥିଲେ। ଗୁରୁତର...

plane crash
ସିସିଟିଭି‌ରେ କଏଦ ହେଲା ପାକ୍‌ ବିମାନ କ୍ରାଶ୍‌ ବେଳର ଭୟଙ୍କର ଦୃଶ୍ୟ

ଇସଲାମାବାଦ: ପାକିସ୍ତାନ ଇଣ୍ଟରନ୍ୟାସ୍‌ନାଲ୍ ଏୟାର୍‌ଲାଇନ୍ସର ଏକ ଯାତ୍ରୀବାହୀ ବିମାନ ଗତକାଲି ଏକ ଭୟଙ୍କର ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ବିମାନଟି ଲ୍ୟାଣ୍ଡିଂ କରିବାର ମାତ୍ର କେଇ ମିନିଟ୍‌ ପୂର୍ବରୁ ଏହା ଜନବସତି ଅଞ୍ଚଳରେ ଖସି ପଡ଼ିଥିଲା। ଯାହା ଅତି ଭୟଙ୍କର ଥିଲା ବୋଲି ସିସିଟିଭି ଫୁଟେଜ୍‌ରେ କଏଦ ହୋଇଥିବା ଭିଜୁଆଲ୍‌ରୁ...

odisha
ମୃତ୍ୟୁ ଏମିତି ବି ଆସେ: ଅଣ୍ଡର୍‌ଗ୍ରାଉଣ୍ଡ୍‌ରେ ପଶିଗଲେ ୩ ଭାଇ, ହେଲେ ବାହାରି ପାରିଲେନି

ମୋହନା: ଜିନିଷପତ୍ର ରଖିବା ପାଇଁ ଘର ଭିତରେ ଥିବା ଏକ ଅଣ୍ଡର୍‌ଗ୍ରାଉଣ୍ଡ୍‌ରେ ପଶି ବାହାରି ନ ପାରି ୩ ଭାଇଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଗଜପତି ଜିଲ୍ଲା ଅଡବା ଥାନା ଅନ୍ତର୍ଗତ ବିରିକୋଟ ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତକ ହେଲେ ଗାଁର ଜନ୍ ମାଝୀଙ୍କ...

91421093_3110305529059371_5797060119829151744_n
ବର୍ଷକର ଶିଶୁକୁ କରୋନା

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲାରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଟ୍ୱିଟ୍‌ କରି ଜିଲ୍ଲାପାଳ ସରୋଜ କୁମାର ସାମଲ ସୂଚନା ଦେଇଛନ୍ତି। ଚିହ୍ନଟ ଦୁଇ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ବର୍ଷକର ଶିଶୁ ଥିବାବେଳେ ଅନ୍ୟ ଜଣେ ୪୦ ବର୍ଷୀୟ ବ୍ୟକ୍ତି ଅଛନ୍ତି। ମଙ୍ଗଳ ବଜାରରେ ଥିବା...

odisha
ମୁମ୍ବାଇରୁ ଧାଇଁ ଆସିଥିଲେ ବାପାଙ୍କୁ ଦେଖିବା ପାଇଁ, କଲେ ଶେଷକୃତ୍ୟ

ନୀଳଗିରି: କରୋନା ଭୟ ଓ ଲକ୍‌ଡାଉନ୍‌ କଟକଣା କେତେ ଯେ ନିଷ୍ଠୁର ହୋଇପାରେ ତା’ର ଆଉ ଏକ ଛାତିଥରା କାହାଣୀ ସାମ୍ନାକୁ ଆସିଛି। ଘର ନିକଟରେ ରହିଥିଲେ ମଧ୍ୟ ଅସୁସ୍ଥ ବାପାକୁ ଦେଖା କରିପାରିଲା ନାହିଁ ପୁଅ। ଶେଷରେ କ୍ୟାନସରରେ ପୀଡ଼ିତ ବାପାକୁ ସବୁଦିନ ପାଇଁ ହରାଇଲେ ପୁଅ।...

EXjQ3H-WAAAniMw
ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ଆଉ ୪୩ ଜଣ

ଭୁବନେଶ୍ୱର: ରାଜ୍ୟରେ ଆଉ ୪୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଯାବତ୍‌ ରାଜ୍ୟରେ ୪୩୬ ଜଣ ସୁସ୍ଥ ହେଲେଣି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ୪୩ ଜଣ ବ୍ୟକ୍ତିଙ୍କ ମଧ୍ୟରୁ ଅନୁଗୁଳରୁ ୧୫ଜଣ, ଗଞ୍ଜାମ, ରାଉରକେଲା ଓ ଯାଜପୁରରୁ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।