• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

lord lingaraj
ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଶୀତଳଷଷ୍ଠୀ ଯାତ୍ରା ପାଇଁ ମିଳିଲାନି ଅନୁମତି

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଶୀତଳଷଷ୍ଠୀ ଯାତ୍ରା ପାଇଁ ମିଳିଲା ନାହିଁ ଅନୁମତି। କରୋନା ଯୋଗୁ ଲକ୍‌ଡାଉନ୍‌ ଜାରି ରହିଥିବାରୁ ବିଏମ୍‌ସି କମିଶନର୍ ଶୀତଳଷଷ୍ଠୀ ଯାତ୍ରା ପାଇଁ ଅନୁମତି ଦେଇ ନ ଥିବା ଜଣାପଡ଼ିଛି। ଏହାକୁ ନେଇ ସେବାୟତ ମହଲରେ ଅସନ୍ତୋଷ ଦେଖା ଦେଇଛି।  ମନ୍ଦିର କାର୍ଯ୍ୟାଳୟରେ ୪ ନିଯୋଗକଙ୍କ...

train-fack
୨ ଘଣ୍ଟା ମଧ୍ୟରେ ବୁକିଂ ହେଲା ଲକ୍ଷେରୁ ଅଧିକ ଟ୍ରେନ୍‌ ଟିକେଟ୍‌

ନୂଆଦିଲ୍ଲୀ: ଆଜିଠୁ ସାଧାରଣ ଯାତ୍ରୀଙ୍କ ପାଇଁ ଟ୍ରେନ୍‌ ଟିକେଟ ବୁକିଂ ଆରମ୍ଭ ହୋଇଛି। ଆସନ୍ତା ଜୁନ୍‌ ୧ରୁ ରେଲ୍‌ୱେ ପକ୍ଷରୁ ୨୦୦ଟି ରେଗୁଲାର୍‌ ପାସେଞ୍ଜର ଟ୍ରେନ୍‌ ଚଳାଚଳ ଆରମ୍ଭ ହେବ। ଏଥିପାଇଁ ଆଜିଠୁ ଅନ୍‌ଲାଇନ୍‌ରେ ଟିକେଟ୍‌ ବୁକିଂ ଆରମ୍ଭ ହୋଇଛି। IRCTC ୱେବ୍‌ସାଇଟ୍‌ କିମ୍ବା ଏହାର ଆପ୍‌ ମାଧ୍ୟମରେ...

kolkata airport
ପାଣିରେ ଉବୁଟୁବୁ କୋଲକାତା ବିମାନ ବନ୍ଦର

କୋଲକାତା: ପାଣିରେ ଉବୁଟୁବୁ କୋଲକାତା ବିମାନ ବନ୍ଦର। ବାତ୍ୟା ଅମ୍ପନ୍‌ ପ୍ରଭାବରେ ଗତକାଲି ଲଗାଣ ବର୍ଷା ଯୋଗୁ କୋଲକାତା ବିମାନ ବନ୍ଦର ପାଣିରେ ଉବୁଟୁବୁ ହେଉଥିବା ଦେଖିବାକୁ ମିଳିଥିଲା। ଏତେ ପରିମାଣର ପାଣି ଯେ, ଯାଆସ କରିବା ଏକ ପ୍ରକାର ମୁସ୍‌କିଲ୍‌ ହୋଇପଡ଼ିଛି। ଏପରିକି ସ୍ଥାନେ ସ୍ଥାନେ ୪ରୁ...

train
ଇଷ୍ଟ୍‌କୋଷ୍ଟ୍‌ ରେଲ୍‌ୱେ ପକ୍ଷରୁ ଗଡ଼ିବ ୧୨ ଯୋଡ଼ା ଟ୍ରେନ

ଭୁବନେଶ୍ୱର: ଜୁନ୍ ୧ରୁ ଇଷ୍ଟ୍‌କୋଷ୍ଟ୍‌ ରେଲ୍‌ୱେ ପକ୍ଷରୁ ଚାଲିବ ୧୨ ଯୋଡ଼ା ଟ୍ରେନ୍‌। ଏନେଇ ଇଷ୍ଟ୍‌କୋଷ୍ଟ୍ ରେଲ୍‌ୱେ ପକ୍ଷରୁ ଟ୍ରେନ୍‌ ଗୁଡ଼ିକର ନାଁ ପ୍ରକାଶ କରାଯାଇଛି। ଭୁବନେଶ୍ୱର-ମୁମ୍ବାଇ କୋଣାର୍କ ଏକ୍ସପ୍ରେସ୍‌, ଭୁବନେଶ୍ୱର-ହାୱଡା ଜନଶତାବ୍ଦୀ ଏକ୍ସପ୍ରେସ୍‌, ପୁରୀ-ନୂଆଦିଲ୍ଲୀ ପୁରୁଷୋତ୍ତମ ଏକ୍ସପ୍ରେସ୍‌ ଏବଂ ପୁରୀ-ସିଆଲଦା ଦୁରନ୍ତ ଏକ୍ସପ୍ରେସ୍‌ ଗଡ଼ିବ। ଏହାସହ ବିଶାଖାପାଟଣା-ନୂଆଦିଲ୍ଲୀ ଆନ୍ଧ୍ରପ୍ରଦେଶ...

west bengal
ପ୍ରଳୟ ରଚିଲା ଅମ୍ପନ୍‌: ବଡ଼ ବଡ଼ ବିଲ୍ଡିଂ କ୍ଷତିଗ୍ରସ୍ତ, ୧୨ ମୃତ

କୋଲକାତା: ପଶ୍ଚିମବଙ୍ଗରେ ଲ୍ୟାଣ୍ଡ୍‌ଫଲ୍‌ କରିଥିବା ବାତ୍ୟା ‘ଅମ୍ପନ୍’‌ ପ୍ରଳୟ ରଚିଛି। ଏହାର ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଘରଦ୍ୱାର ଭାଙ୍ଗିବା ସହ ଗଛ ଉପୁଡ଼ି ରାସ୍ତା ଉପରେ ପଡ଼ି ରହିଥିବା ଦେଖିବାକୁ ମିଳିଛି। ଏପରିକି ଇଲେକ୍ଟ୍ରିକ୍‌ ଖୁଣ୍ଟ ମଧ୍ୟ ଭାଙ୍ଗି ଯାଇଛି। ବଡ଼ ବଡ଼ କୋଠା ଘର ମଧ୍ୟ...

bus-accident
ଓଲଟିଲା ପ୍ରବାସୀ ଶ୍ରମିକଙ୍କ ବସ୍‌

ଜଳେଶ୍ୱର: ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅନ୍ତର୍ଗତ ଲକ୍ଷ୍ମଣନାଥ ଟୋଲ୍‌ଗେଟ୍(ଓଡ଼ିଶା-ପଶ୍ଚିମବଙ୍ଗ ସୀମାନ୍ତ) ନିକଟରେ ଏକ ପ୍ରବାସୀ ଶ୍ରମିକଙ୍କ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ୪ଜଣ ଶ୍ରମିକ ଗୁରୁତର ଭାବେ ଆହତ ହୋଇଛନ୍ତି। ସେମାନଙ୍କୁ ଜଳେଶ୍ୱର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଆଜି ଦିନ ୧୦ଟା ସମୟରେ ଏହି ଦୁର୍ଘଟଣା...

EXtOIbPU8AENRU2
ରାଜ୍ୟରେ ଆଉ ଜଣଙ୍କ ମୁଣ୍ଡ ନେଲା କରୋନା, ଚିହ୍ନଟ ହେଲେ ନୂଆ ୫୧ ଆକ୍ରାନ୍ତ‌

ଭୁବନେଶ୍ୱର: ରାଜ୍ୟରେ ନୂଆ ୫୧ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ଗଞ୍ଜାମ ଜିଲ୍ଲାର ହୋଇଥିବା ସୂଚନା। ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା...

cyclone amphan
ସ୍ଥଳଭାଗ ଛୁଇଁଲା ପରେ ଦୁର୍ବଳ ହେବାରେ ଲାଗିଛି ‘ଅମ୍ପନ୍‌’

ନୂଆଦିଲ୍ଲୀ: ସ୍ଥଳଭାଗ ଛୁଇଁଲା ପରେ ଧୀରେ ଧୀରେ ଦୁର୍ବଳ ହେବାରେ ଲାଗିଛି ସିଭିୟର୍‌ ସାଇକ୍ଲୋନିକ୍‌ ଷ୍ଟର୍ମ ‘ଅମ୍ପନ୍‌’। ଅତି ଭୀଷଣ ବାତ୍ୟାରୁ ଦୁର୍ବଳ ହୋଇ ଏହା ସାମୁଦ୍ରିକ ଝଡ଼ର ରୂପ ନେଇଛି। ଏହା ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳର ଉତ୍ତର-ଉତ୍ତରପୂର୍ବ ଦିଗକୁ ଆଡ଼କୁ ଗତି କରୁଛି। ଗତ ୬...

bengaluru
ବେଙ୍ଗାଲୁରୁରେ ଶୁଭିଥିବା ଭୟଙ୍କର ଶବ୍ଦ ଉପରୁ ହଟିଲା ରହସ୍ୟ

ବେଙ୍ଗାଲୁରୁ: କର୍ଣ୍ଣାଟକର ରାଜଧାନୀ ବେଙ୍ଗାଲୁରୁରେ ଗତକାଲି ଅପରାହ୍ଣରେ ହଠାତ୍ ଏକ ଭୟଙ୍କର ଶବ୍ଦ ଶୁଣିବାକୁ ମିଳିଥିଲା। ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଥିଲା। ଏହି ଶବ୍ଦ କ’ଣ ଥିଲା ଓ କେଉଁଠୁ ଆସିଲା ତାକୁ ନେଇ ସୋସିଆଲ୍‌ ମିଡିଆରେ ଅନେକ ଚର୍ଚ୍ଚା ଆରମ୍ଭ ହୋଇଥିଲା।ଶେଷରେ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।