ନୂଆଦିଲ୍ଲୀ: ଆଜିଠୁ ସାଧାରଣ ଯାତ୍ରୀଙ୍କ ପାଇଁ ଟ୍ରେନ୍ ଟିକେଟ ବୁକିଂ ଆରମ୍ଭ ହେବ। ଆସନ୍ତା ଜୁନ୍ ୧ରୁ ରେଲ୍ୱେ ପକ୍ଷରୁ ୨୦୦ଟି ରେଗୁଲାର୍ ପାସେଞ୍ଜର ଟ୍ରେନ୍ ଚଳାଚଳ ଆରମ୍ଭ ହେବ। ଏଥିପାଇଁ ଆଜି ସକାଳ ୧୦ଟାରୁ IRCTC ୱେବ୍ସାଇଟ୍ କିମ୍ବା ଏହାର ଆପ୍ ମାଧ୍ୟମରେ ଅନ୍ଲାଇନ୍ରେ ଟିକେଟ ବୁକିଂ...
ବେଙ୍ଗାଲୁରୁ: ଗୋଟିଏପଟେ ସାରା ଦେଶ ମହାମାରୀ କରୋନାର ମୁକାବିଲା କରୁ ଥିବାବେଳେ ଅନ୍ୟପଟେ ବାତ୍ୟା ‘ଅମ୍ପନ’କୁ ନେଇ ଏକ ପ୍ରକାର ବିପଦ ସୃଷ୍ଟି ହୋଇଛି। ଏସବୁ ଭିତରେ କର୍ଣ୍ଣାଟକର ରାଜଧାନୀ ବେଙ୍ଗାଲୁରୁରେ ଆଜି ଅପରାହ୍ଣରେ ହଠାତ୍ ଏକ ଭୟଙ୍କର ଶବ୍ଦ ଶୁଣିବାକୁ ମିଳିଥିଲା। ଯାହାକୁ ନେଇ ଲୋକଙ୍କ ମଧ୍ୟରେ...
ନୂଆଦିଲ୍ଲୀ: କରୋନା ସଂକ୍ରମଣକୁ ରୋକିବା ପାଇଁ ଦେଶରେ ଚତୁର୍ଥ ପର୍ଯ୍ୟାୟ ଲକଡାଉନ ଜାରି ରହିଛି। ଏହାସତ୍ୱେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ବର୍ତ୍ତମାନ ସୁଦ୍ଧା ଦେଶରେ କରୋନା ଆକ୍ରାନ୍ତ ସଂଖ୍ୟା ୧,୦୬,୭୫୦ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୬୧,୧୪୯ ଜଣ ଚିକିତ୍ସାଧୀନ ଥିବାବେଳେ ୪୨,୨୯୮ ଜଣ ସୁସ୍ଥ...
ନୂଆଦିଲ୍ଲୀ: ସାରା ବିଶ୍ୱ ଏବେ ମହାମାରୀ କରୋନାର ମୁକାବିଲା କରୁଥିବାବେଳେ କିଛି ଲୋକ ଏବେ ଏହାର ଫାଇଦା ଉଠାଇବା ଆରମ୍ଭ କରି ଦେଇଛନ୍ତି। କରୋନା ଭାଇରସ୍ ସମ୍ବନ୍ଧୀୟ ସୂଚନା ଦେବାର ପ୍ରଲୋଭନ ଦେଖାଇ ଲୋକଙ୍କ କ୍ରେଡିଟ୍ କାର୍ଡରୁ ଡାଟା ଚୋରି ହେଉଥିବା ଘଟଣା ଏବେ ସାମ୍ନାକୁ ଆସିଛି। ଇଣ୍ଟରପୋଲର...
ପୁରୀ: ଆଜିଠୁ ଦୁଇ ଦିନ ପର୍ଯ୍ୟନ୍ତ ରଥ ନିର୍ମାଣ କାମ ବନ୍ଦ ରହିବ। ମହାବାତ୍ୟା ଅମ୍ପନକୁ ଦୃଷ୍ଟିରେ ରଖି ରଥ ନିର୍ମାଣ କାମକୁ ସ୍ଥଗିତ ରଖାଯାଇଛି। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଶ୍ରୀମନ୍ଦିର ସହକାରୀ ଲୋକ ସଂପର୍କ ଅଧିକାରୀ ଏହି ସୂଚନା ଦେଇଛନ୍ତି। ଅନ୍ୟପକ୍ଷେ,...
ଭୁବନେଶ୍ୱର: ମହାବାତ୍ୟା ଅମ୍ପନ୍ ପ୍ରଭାବରେ ଆଜି ସନ୍ଧ୍ୟା କିମ୍ବା ରାତିରୁ ଓଡ଼ିଶାରେ ବର୍ଷା ଆରମ୍ଭ ହେବ। ବିଶେଷ କରି ଉପକୂଳବର୍ତ୍ତୀ ଓଡ଼ିଶାରେ ବର୍ଷା ହୋଇପାରେ। ଆଜି ରାତିରେ ଗଜପତି, ଗଞ୍ଜାମ, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ମେ’ ୧୯ରେ ଜଗତସିଂହପୁର, କେନ୍ଦ୍ରାପଡ଼ା,...
ଭୁବନେଶ୍ୱର: କରୋନାମୁକ୍ତ ହେଲା ଭୁବନେଶ୍ୱର। ଅର୍ଥାତ୍ ଭୁବନେଶ୍ୱରେ ଆଉ କୌଣସି ଆକ୍ଟିଭ୍ କେସ୍ ନାହିଁ। ଏଠାରେ ସମସ୍ତ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଚିକିତ୍ସିତ ହେଉଥିବା ୩ ଆକ୍ରାନ୍ତ ଡିସ୍ଚାର୍ଜ ହେବାପରେ ଏବେ ରାଜଧାନୀ ଭୁବନେଶ୍ୱର କରୋନା ମୁକ୍ତ ହୋଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଘୋଷଣା କରାଯାଇଛି। ...
ଭୁବନେଶ୍ୱର: ଘୁଞ୍ଚିଲା ମାଟ୍ରିକ୍ ଖାତାଦେଖା। ମହାବାତ୍ୟା ‘ଅମ୍ପନ୍’ ଯୋଗୁ ମାଟ୍ରିକ୍ ଖାତାଦେଖାକୁ ଘୁଞ୍ଚାଇ ଦିଆଯାଇଛି। ଚଳିତ ମାସ ୨୦ ତାରିଖରେ ମାଟ୍ରିକ୍ ଖାତାଦେଖା ଆରମ୍ଭ ହୋଇଥାନ୍ତେ। ହେଲେ ଏହା ପରିବର୍ତ୍ତେ ମେ’ ୨୧ରୁ ମାଟ୍ରିିକ୍ ଖାତାଦେଖା ହେବ। ଘରଠୁ ୧୦ କିଲୋମିଟର ଭିତରେ ମାଟ୍ରିକ୍ ଖାତା ଦେଖିବେ ଶିକ୍ଷକ। ୬୦ଟି...
ନୂଆଦିଲ୍ଲୀ: ମହାବାତ୍ୟାର ରୂପ ନେଲା ‘ଅମ୍ପନ୍’। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ, ଆଜି ଦିନ ସାଢ଼େ ୧୧ଟାରେ ବଙ୍ଗୋପସାଗର ମଧ୍ୟରେ ଅମ୍ପନ୍ ସୁପର୍ ସାଇକ୍ଲୋନ୍ରେ ପରିଣତ ହୋଇଛି। ଫଳରେ ପବନର ବେଗ ଘଣ୍ଟା ପ୍ରତି ସର୍ବାଧିକ ୨୬୫ କି.ମି. ଯାଏ ରହିବ ବୋଲି ଆକଳନ କରାଯାଇଛି। ଯଦିଓ...
ଭୁବନେଶ୍ୱର: ରାଜ୍ୟରେ ଚିହ୍ନଟ ନୂଆ ୪୮ କରୋନା ଆକ୍ରାନ୍ତଙ୍କ ସମ୍ପର୍କରେ ରାଜ୍ୟ ସରକାର ତଥ୍ୟ ପ୍ରଦାନ କରିଛନ୍ତି । ୪୮ କରୋନା ଆକ୍ରାନ୍ତଙ୍କ ମଧ୍ୟରେ କନ୍ଧମାଳରୁ ୨ ଜଣ ଆକ୍ରାନ୍ତ ହୋଇଛନ୍ତି। ଏମାନେ ତାମିଲନାଡ଼ୁରୁ ଫେରି କ୍ୱାରେଣ୍ଟିନ୍ ସେଣ୍ଟରରେ ରହିଥିଲେ। ପୁରୀରେ ଚିହ୍ନଟ ନୂଆ ୪ ଆକ୍ରାନ୍ତଙ୍କ ମଧ୍ୟରେ...
ଭୁବନେଶ୍ୱର: ଖୁବ୍ ଶୀଘ୍ର ରାଜ୍ୟ ଭିତରେ ଓ ରାଜ୍ୟ ବାହାରେ ବସ୍ ଚଳାଚଳ କରିବ। ଏହାର ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଯାଇଛି। ଏନେଇ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି। ସାରା ଦେଶରେ ଲକ୍ଡାଉନ୍ ୪.୦ ଲାଗୁ ହେବା ପରେ ବସ୍ ଚାଲିବ କି ନାହିଁ, ସେହି...
ଭୁବନେଶ୍ୱର: ରାଜ୍ୟରେ ଆଉ ନୂଆ ୪୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାସହ କନ୍ଧମାଳ ଜିଲ୍ଲାକୁ କରୋନା ଛୁଇଁଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ କନ୍ଧମାଳର ୨ଜଣ ଥିବା ସୂଚନା ମିଳିଛି। ନୂଆ ଆକ୍ରାନ୍ତଙ୍କୁ...
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ସିଭିୟର୍ ସାଇକ୍ଲୋନିକ୍ ଷ୍ଟର୍ମ ‘ଅମ୍ପନ୍’ ଆଜି ଭୋର ସମୟରେ ଅତି ଭୀଷଣ ରୂପ ଧାରଣ କରିଛି। ଅର୍ଥାତ୍ ଏହା ଏକ୍ସଟ୍ରିମ୍ଲି ସିଭିୟର୍ ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହୋଇଛି। ଏହାପରେ ଏହା ଆହୁରି ଅଧିକ ଘନୀଭୂତ ହେବାରେ ଲାଗିଛି। ମେ’ ୨୦ ତାରିଖ ଅପରାହ୍ଣ କିମ୍ବା...
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ସିଭିୟର୍ ସାଇକ୍ଲୋନିକ୍ ଷ୍ଟର୍ମ ‘ଅମ୍ପନ୍’ ଅତି ଭୀଷଣ ରୂପ ଧାରଣ କରିଛି। ଅର୍ଥାତ୍ ଏହା ଏକ୍ସଟ୍ରିମ୍ଲି ସିଭିୟର୍ ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହୋଇଛି। ବଙ୍ଗୋପସାଗରରେ ଏହା ଅଧିକ ଘନୀଭୂତ ହେଉଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ସୁପର ସାଇକ୍ଲୋନ୍ରେ ପରିଣତ ହୋଇପାରେ। ଏନେଇ...
ଭୁବନେଶ୍ୱର: ଆଜିଠୁ ପୁଣିଥରେ ରାଜଧାନୀ ଭୁବନେଶ୍ୱରରେ ଗଡ଼ିବ ‘ମୋ ସାଇକେଲ୍’। ଲକ୍ଡାଉନ୍ ବେଳେ ଲୋକଙ୍କ ଅନୁରୋଧକୁ ରକ୍ଷା କରି କ୍ରୁଟ୍କୁ ‘ମୋ ସାଇକେଲ୍’ ସେବା ଆରମ୍ଭ କରିବାକୁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି। ସାଇକେଲ ବ୍ୟବହାର ଦ୍ୱାରା ସାମାଜିକ ଦୂରତା ରକ୍ଷା ହୋଇପାରିବ। ତେବେ ୩୦ ମିନିଟ୍ ପର୍ଯ୍ୟନ୍ତ...
ନୂଆଦିଲ୍ଲୀ: କରୋନା ସଂକ୍ରମଣକୁ ରୋକିବା ପାଇଁ ଆଜିଠୁ ସାରା ଦେଶରେ ଚତୁର୍ଥ ପର୍ଯ୍ୟାୟ ଲକ୍ଡାଉନ୍ ଲାଗୁ ହୋଇଛି। ମେ’ ୩୧ ଯାଏ ଏହା ବଳବତ୍ତର ରହିବ। ଗତକାଲି କେନ୍ଦ୍ର ସରକାର ଲକ୍ଡାଉନ୍ ଅବଧି ବୃଦ୍ଧି ନେଇ ଘୋଷଣା କରିବା ସହ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଗାଇଡଲାଇନ୍ସ ମଧ୍ୟ...
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମ ଅମ୍ପନ୍ ଆସନ୍ତା ୬ ଘଣ୍ଟା ମଧ୍ୟରେ ଏକ୍ସଟ୍ରିମ୍ଲି ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମ ଅର୍ଥାତ୍ ଅତି ଭୀଷଣ ବାତ୍ୟାରେ ପରିଣତ ହୋଇପାରେ। ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି) ପକ୍ଷରୁ ଜାରି ହୋଇଥିବା ସଦ୍ୟତମ ବୁଲେଟିନ୍ରେ ଏନେଇ ସୂଚନା ଦିଆଯାଇଛି। ଏହା ଏବେ ଉତ୍ତର-ଉତ୍ତରପୂର୍ବ...
ନୂଆଦିଲ୍ଲୀ: ଦେଶରେ ମେ ୩୧ ଯାଏ ଲକଡାଉନ୍ ଅବଧିକୁ ବୃଦ୍ଧି କରାଯାଇଛି। ଚତୁର୍ଥ ପର୍ଯ୍ୟାୟ ଲକଡାଉନକୁ ନେଇ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଗାଇଡଲାଇନ୍ସ ଜାରି ହୋଇଛି। ଅର୍ଥାତ ଏହି ଲକଡାଉନ ବେଳେ ଗାଇଡଲାଇନ୍ସରେ ଥିବା ନିୟମ ସବୁ ପାଳନ ହେବ। ଆସନ୍ତାକାଲିଠୁ ଏହି ଚତୁର୍ଥ ପର୍ଯ୍ୟାୟ ଲକଡାଉନ୍...
ନୂଆଦିଲ୍ଲୀ: ରାଷ୍ଟ୍ରପତି ଭବନରେ ନିଯୁକ୍ତି ପାଇଥିବା ଜଣେ ଆସିଷ୍ଟାଣ୍ଟ କମିଶନର ଅଫ ପୁଲିସ (ଏସିପି) କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କୁ ଦିଲ୍ଲୀ ସ୍ଥିତ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣା ପରେ ରାଷ୍ଟ୍ରପତି ଭବନରେ ମୁତୟନ ହୋଇଥିବା ଅଧିକାଂଶ ପୁଲିସ କର୍ମଚାରୀ ଓ ଅନେକ ଷ୍ଟାଫଙ୍କୁ କ୍ଵାରେଣ୍ଟିନରେ...