• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

COVID19
ଗୋଟିଏ ଆପାର୍ଟମେଣ୍ଟରେ ୨୫ ଜଣଙ୍କୁ କରୋନା

ହାଇଦ୍ରାବାଦ: ହାଇଦ୍ରାବାଦ ପୁରୁଣା ସହରର ମଦନନାପେଟ ଅଞ୍ଚଳରେ ଥିବା ଏକ ରେସିଡେନ୍ସିଆଲ ଆପାର୍ଟମେଣ୍ଟରେ ରହୁଥିବା ୨୫ ଜଣ ବ୍ୟକ୍ତି କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଏନେଇ ଗ୍ରେଟର ହାଇଦ୍ରାବାଦ ମ୍ୟୁନିସିପାଲିଟି କର୍ପୋରେସନ୍ (ଜିଏଚ୍ଏମସି)ର ଜୋନାଲ କମିଶନର ଅଶୋକ ସମ୍ରାଟ ଶନିବାର ଦିନ ଏହି ସୂଚନା ଦେଇଛନ୍ତି। ଚିକିତ୍ସା ପାଇଁ...

China's Ambassador
ଘର ଭିତରୁ ମିଳିଲା ଚୀନ ରାଷ୍ଟ୍ରଦୂତଙ୍କ ମୃତଦେହ

ଜେରୁସାଲେମ: ଇସ୍ରାଏଲରେ ଚୀନ ରାଷ୍ଟ୍ରଦୂତ ଡୁ ୱେଇ(୫୭)ଙ୍କ ମୃତଦେହ ମିଳିଛି। ରବିବାର ଦିନ ଇସ୍ରାଏଲର Tel Aviv ସ୍ଥିତ ଘରେ ଡୁ ୱେଇଙ୍କର ମୃତଦେହ ମିଳିଥିଲା। କେଉଁଭଳି ପରିସ୍ଥିତିରେ ଡୁ ୱେଇଙ୍କ ମୃତ୍ୟୁ ଘଟିଲା ସେ ସମ୍ପର୍କରେ ଜଣାପଡିନାହିଁ। ଇସ୍ରାଏଲ ପୁଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ...

lockdown
ମେ' ୩୧ ଯାଏ ଏହି ରାଜ୍ୟ ବଢ଼ାଇଲା ଲକ୍‌ଡାଉନ ଅବଧି

ମୁମ୍ବାଇ: କରୋନା ସଂକ୍ରମଣକୁ ରୋକିବା ପାଇଁ ଦେଶରେ ଜାରି ହୋଇଥିବା ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ ଅବଧି ଆଜି ଶେଷ ହେବ। ଏତେ ଦିନର ଲକ୍‌ଡାଉନ ସତ୍ତ୍ୱେ ଦେଶରେ କରୋନା ଭାଇରସ ନିୟନ୍ତ୍ରଣ ହୋଇପାରି ନାହିଁ। ବରଂ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ଆହୁରି ବଢ଼ିବାରେ ଲାଗିଛି।...

cyclone
ଫୋନିଠୁ ସାନ ବାତ୍ୟା ‘ଅମ୍ଫାନ୍‌’ !

ନୂଆଦିଲ୍ଲୀ/ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଜି ଅବପାତ ଅର୍ଥାତ୍‌ ଡିପ୍ରେସନ୍‌ରେ ପରିଣତ ହୋଇଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଆହୁରି ଶକ୍ତିଶାଳୀ ହୋଇ ବାତ୍ୟାରେ ପରିଣତ ହେବ। ଏହାର ନାଁ ‘ଅମ୍ଫାନ୍‌’ ରଖାଯିବ। ପ୍ରଥମେ ଏହା ଉତ୍ତର, ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ମେ’ ୧୮ରୁ ଏହାର...

fire
ପାରିବାରିକ କଳହର କରୁଣ ପରିଣତି: ଦୁଇ ଛୁଆଙ୍କ ଦେହରେ ନିଆଁ ଲଗାଇ ମା’ଙ୍କ ଆତ୍ମାହୁତି ଉଦ୍ୟମ

ପଟ୍ଟାମୁଣ୍ଡାଇ: ଦୁଇ ପୁଅଙ୍କୁ କିରୋସିନି ଢାଳି ଜାଳିବା ସହ ନିଜେ ଆତ୍ମାହୁତି ଉଦ୍ୟମ କଲେ ମା’। କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଳକ ଅନ୍ତର୍ଗତ ଭୋପାଳ ଗାଁରେ ଏହି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି। ଗୁରୁତର ଅବସ୍ଥାରେ ପ୍ରଥମେ ଦୁଇ ପୁଅ...

heavy rainfall
ପଶ୍ଚିମବଙ୍ଗ ଉପକୂଳ ଦେଇ ଗତି କରିପାରେ ବାତ୍ୟା ‘ଅମ୍ଫାନ୍‌‌’‌, ଓଡ଼ିଶାରେ ପ୍ରବଳ ବର୍ଷିବ !

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ‘ଅମ୍ଫାନ୍‌’‌ ପଶ୍ଚିମବଙ୍ଗ ଉପକୂଳ ଦେଇ ଗତି କରିପାରେ। ଏବେ ଏହା ଘଣ୍ଟାକୁ ୨୦ କି.ମି. ବେଗରେ ଗତି କରୁଛି। ଆଜି ଏନେଇ ସୂଚନା ଦେଇଛନ୍ତି ଏସ୍‌ଆର୍‌ସି ପ୍ରଦୀପ ଜେନା। ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତ ରୂପ ନେଇ ସାରିଥିବାବେଳେ ଆଜି ଏହା ବାତ୍ୟାର...

EXjQ3H-WAAAniMw
ନୂଆ ୬୫ କରୋନା ପଜିଟିଭଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟରେ ଚିହ୍ନଟ ନୂଆ ୬୫ କରୋନା ଆକ୍ରାନ୍ତଙ୍କ ସମ୍ପର୍କରେ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର।‌ ଯାଜପୁରର ୩୧ ନୂଆ ପଜିଟିଭ ମଧ୍ୟରୁ ୩୦ ଜଣ ପଶ୍ଚିମବଙ୍ଗ ଫେରନ୍ତା ହୋଇଥିବା ବେଳେ ଜଣେ ଝାଡ଼ଖଣ୍ଡ ଫେରନ୍ତା ଓ ସମସ୍ତେ କ୍ୱାରେଣ୍ଟିନ୍‌ ସେଣ୍ଟରରେ ଥିଲେ। ସେହିପରି ଗଞ୍ଜାମର ୧୩ ପଜିଟିଭ ମଧ୍ୟରୁ...

rainfall
ପାରାଦୀପଠୁ ୧୧୦୦ କି.ମି. ଦୂରରେ ବାତ୍ୟା ‘ଅମ୍ଫାନ୍‌‌’

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେଇଛି। ଆଜି ଅପରାହ୍ଣ ୫ଟା ୩୦ ସୁଦ୍ଧା ସାମୁଦ୍ରିକ ଝଡ଼ର ରୂପ ନେଇପାରେ। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମର ରୂପ ନେବାର ସମ୍ଭାବନା ରହିଛି। ବାତ୍ୟା ‘ଅମ୍ଫାନ୍‌‌’‌ ଏବେ ପାରାଦୀପ ଠାରୁ ୧୧୦୦...

EXYPfVCUcAERt5H
ରାଜ୍ୟରେ ନୂଆ ୬୫ କରୋନା ପଜିଟିଭ୍‌‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ନୂଆ ୬୫ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ୬୫ ଆକ୍ରାନ୍ତଙ୍କ ମଧ୍ୟରୁ ଯାଜପୁରରୁ ୩୧ଜଣ, ଗଞ୍ଜାମରୁ ୧୩ଜଣ, କଟକରୁ ୬ଜଣ ଓ କେନ୍ଦ୍ରାପଡ଼ାରୁ ୪ଜଣ, ପୁରୀରୁ ୪ଜଣ, ଖୋର୍ଦ୍ଧାରୁ...

trump
ଭାରତକୁ ଭେଣ୍ଟିଲେଟର ଦେବ ଆମେରିକା

ନୂଆଦିଲ୍ଲୀ: ସାରା ବିଶ୍ୱ ଏବେ ମହାମାରୀ କରୋନାର ମୁକାବିଲା କରୁଛି। ଏହି ସମୟରେ ଭାରତକୁ ସହଯୋଗ କରିବାକୁ ଆଗେଇ ଆସିଛି ଆମେରିକା। ଯଦିଓ କରୋନା ଯୋଗୁ ଆମେରିକା ଅଧିକ ପ୍ରଭାବିତ ହୋଇଛି, ତେବେ ଏଭଳି ଦୁଃସମୟରେ କରୋନା ଆକ୍ରାନ୍ତ ଚିକିତ୍ସା ଲାଗି ଭାରତକୁ ଭେଣ୍ଟିଲେଟର ଯୋଗାଇବାକୁ ଆମେରିକା ନିଷ୍ପତ୍ତି...

cyclone
କେଉଁ ଆଡ଼କୁ ଯିବ ବାତ୍ୟା ‘ଅମ୍ଫାନ୍‌’ ?

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ଅମ୍ଫାନ୍‌ର ଗତିପଥ କ’ଣ ହେବ ? କେଉଁଠି ଏହା ଲ୍ୟାଣ୍ଡ୍‌ଫଲ୍‌ କରିବ ? ଏହାର ବେଗ କେତେ ରହିବ, ସେନେଇ ବର୍ତ୍ତମାନ ସୁଦ୍ଧା କିଛି ସ୍ପଷ୍ଟ ଜଣାପଡ଼ି ନ ଥିବାବେଳେ ଏହାର ଗତିପଥ ନେଇ National Centre for Medium Range Weather Forecasting(NCMRW)...

home
ହୋମ୍‌ କ୍ୱାରେଣ୍ଟିନ୍‌ରେ ଥିବା ପରିବାରକୁ ଜଗିବେ ପଡ଼ୋଶୀ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ହୋମ୍‌ କ୍ୱାରେଣ୍ଟିନ୍‌ରେ ଥିବା ପରିବାର ଲୋକଙ୍କ ଉପରେ ନଜର ରଖିବେ ପଡ଼ୋଶୀ। ହୋମ୍ କ୍ୱାରେଣ୍ଟିନ୍‌ ମନିଟରିଂ ପାଇଁ ଭୁବନେଶ୍ୱର ମହାନଗର ନିଗମ(BMC)ର SOPରେ ଏହି ନିୟମ ରହିଛି। ପ୍ରବାସରୁ ଫେରିଥିବା କିମ୍ବା ଅନ୍ୟ କୌଣସି କାରଣ ପାଇଁ ଘରେ କ୍ୱାରେଣ୍ଟିନ୍‌ରେ ଥିବା ବ୍ୟକ୍ତିଙ୍କ ଘର...

accident
ଭୟଙ୍କର ସଡ଼କ ଦୁର୍ଘଟଣା, ଚାଲିଗଲା ୨୪ ପ୍ରବାସୀ ଶ୍ରମିକଙ୍କ ଜୀବନ

ଲକ୍ଷ୍ନୌ: ଉତ୍ତରପ୍ରଦେଶର ଔରେୟାରେ ଜିଲ୍ଲାରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଲକ୍ଷ୍ନୌ-ଆଗ୍ରା ଏନ୍ଏଚ୍‌ରେ ୨ ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୨୪ଜଣ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦ରୁ ଅଧିକ ଶ୍ରମିକ ଗୁରୁତର ଭାବେ ଆହତ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ଅଧିକାଂଶ ଶ୍ରମିକଙ୍କ ଅବସ୍ଥା ସଂକଟାପନ୍ନ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।