ନୂଆଦିଲ୍ଲୀ: ଚଳିତବର୍ଷ ସାମାନ୍ୟ ବିଳମ୍ବରେ ଆସିପାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସାଧାରଣତଃ ଜୁନ୍ ପହିଲା ବେଳକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁ ଥାଏ କିନ୍ତୁ ଏଥର ସାମାନ୍ୟ ବିଳମ୍ବ ହୋଇ ଜୁନ ୫ରେ ପହଞ୍ଚିବ ବୋଲି ...
ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏହାର ନିକଟସ୍ଥ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ ସୃଷ୍ଟ ହୋଇଛି। ଏହା ଘନୀଭୂତ ହୋଇ ଆଜି ସନ୍ଧ୍ୟା ସୁଦ୍ଧା ଅବପାତ ଓ ଆସନ୍ତକାଲି ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେବ ବୋଲି ଏସ୍ଆର୍ସି ପ୍ରଦୀପ ଜେନା ସୂଚନା ଦେଇଛନ୍ତି। ସମ୍ଭାବ୍ୟ ବାତ୍ୟା ପ୍ରସ୍ତୁତି...
ନୂଆଦିଲ୍ଲୀ: ପୁଣି ଦିଲ୍ଲୀରେ ଭୂକମ୍ପର ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୨.୨ ରେକର୍ଡ କରାଯାଇଛି। ଭୂକମ୍ପର କେନ୍ଦ୍ରସ୍ଥଳ ଉତ୍ତର ଦିଲ୍ଲୀର ପିତମ୍ପୁରା ବୋଲି ସୂଚନା ମିଳିଛି। National Centre for Seismologyର ସୂଚନା ଅନୁସାରେ, ଆଜି ଦିନ ୧୧ଟା ୧୮ମିନିଟ୍ରେ ଏହି ମୃଦୁ ଭୂକମ୍ପର ଝଟ୍କା...
ଭୁବନେଶ୍ୱର: ରାଜ୍ୟରେ ଆଉ ୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଏହି ଆକ୍ରାନ୍ତଙ୍କ ମଧ୍ୟରେ ଯାଜପୁରରୁ ୪ଜଣ, ଭଦ୍ରକରୁ ୨ଜଣ, ବାଲେଶ୍ୱର ଓ କେନ୍ଦୁଝରରୁ ଜଣେ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।...
ବାରିପଦା: କ୍ୱାରେଣ୍ଟିନ୍ ସେଣ୍ଟର ନିକଟରୁ ଜଣେ ପ୍ରବାସୀ ଶ୍ରମିକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୟୂରଭଞ୍ଜ ଜିଲ୍ଲା ବେତନଟୀ ବ୍ଲକ୍ ଅଳାଁ ପଞ୍ଚାୟତରେ ଏହି ଘଟଣା ଘଟିଛି। ମୃତକ ହେଲେ ରାଇକମା ଗାଁର ସୁରେନ୍ଦ୍ର ବେହେରା। ସୂଚନା ଅନୁସାରେ, ସୁରେନ୍ଦ୍ର ଓ ତାଙ୍କ ସ୍ତ୍ରୀ କିଛି ଦିନ ତଳେ ଆନ୍ଧ୍ର...
ବ୍ରହ୍ମପୁର: କରୋନା ଭଳି ମହାମାରୀ ସମୟରେ କାମଧନ୍ଦା ନ ପାଇ କିଛି ଲୋକ ଜୀବିକା ହରାଇ ଘରେ ବସିଛନ୍ତି। ଏଭଳି ଦୁଃସମୟରେ ଭଡ଼ାରେ ଥିବା ପରିବାରଙ୍କ ପାଇଁ ଉଦାହାରଣ ସାଜିଲେ ବ୍ରହ୍ମପୁର ସହରର ମୁରଲି ମୋହନ ଆଚାର୍ଯ୍ୟ। ମୁରଲିଙ୍କ ଘରେ ୧୨ ପରିବାର ଭଡ଼ାରେ ରୁହନ୍ତି। କିନ୍ତୁ ୩ ପରିବାର...
ଭୁବନେଶ୍ୱର: ରାଜ୍ୟରେ ଆଉ ନୂଆ ୪୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୪୮ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ୧୨ଜଣ, ବାଲେଶ୍ୱରରୁ ୧୨ଜଣ, ପୁରୀରୁ ୧୦ଜଣ, ଭଦ୍ରକରୁ ୬ଜଣ, ଯାଜପୁରରୁ ୨ଜଣ, ନୟାଗଡ଼ରୁ...