ନୂଆଦିଲ୍ଲୀ: ସିକିମ୍ରେ ହିମ ସ୍ଖଳନ ଯୋଗୁ ଜଣେ ଲେଫ୍ଟନାଣ୍ଟ କର୍ଣ୍ଣେଲ ଓ ଜଣେ ଯବାନ ସହିଦ ହୋଇଛନ୍ତି। ଉତ୍ତର ସିକିମ୍ର ଲୁଗନାକ ଲା ଅଂଚଳରେ ଏହି ଦୁଃଖଦ ଘଟଣା ହୋଇଛି। ସେନା ପକ୍ଷରୁ ପାଟ୍ରୋଲିଂ ବେଳେ ହଠାତ୍ ହିମ ସ୍ଖଳନ ହୋଇଥିଲା। ଫଳରେ ୧୮ଜଣ ସୁରକ୍ଷାକର୍ମୀ ବରଫ ଖଣ୍ଡ...
ନୂଆଦିଲ୍ଲୀ: ଆଜି ଭୋରରୁ ଉତ୍ତରାଖଣ୍ଡ ସ୍ଥିତ ବଦ୍ରିନାଥ ମନ୍ଦିର ଖୋଲା ହୋଇଛି। ମନ୍ଦିର ଫାଟକ ଖୋଲିବା ପୂର୍ବରୁ ପୂରା ମନ୍ଦିରକୁ ସୁନ୍ଦର ପୁଷ୍ପମାଳାରେ ସୁସଜ୍ଜିତ କରାଯାଇଥିଲା। ମନ୍ଦିରର ମୁଖ୍ୟ ପୂଜକଙ୍କ ସମେତ ୨୭ଜଣଙ୍କ ଉପସ୍ଥିତିରେ ଭୋର ୪ଟା ୩୦ରୁ ଫାଟକ ଖୋଲା ଯାଇଥିଲା। ଏହାପରେ ପାରମ୍ପରିକ ରୀତିନୀତିରେ ଭଗବାନ...
କରଞ୍ଜିଆ: ଲୋକମାନଙ୍କ ପାଖରେ ଆଧାର କାର୍ଡ ନ ଥିବାରୁ ଅନେକ ସୁବିଧାରୁ ବଞ୍ଚିତ ହେଉଥିବା ବେଳେ ଏଭଳି ସ୍ଥିତିରେ ଗୋବର ଗାଡ଼ିଆରୁ ଶହ ଶହ ସଂଖ୍ୟକ ଆଧାର କାର୍ଡ ମିଳିଛି। ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ବ୍ଲକ୍ ଅନ୍ତର୍ଗତ ଘୋଷଦା ଗାଁ ଢ଼ିପାସାହି ଶାଖା ଡାକଘର ଅଧିକାରୀଙ୍କ ଘର ପଛପଟରେ...
ନୟାଗଡ଼: ପୁଣି ଆଉ ଜଣେ ବିଡିଓଙ୍କ ବିରୋଧରେ ଦୁର୍ବବ୍ୟହାର ଅଭିଯୋଗ ଆସିଛି। ସମ୍ପୃକ୍ତ ବିଡିଓ ଜଣକ ଠେଙ୍ଗାରେ ଗୋଡ଼ାଇ ଗୋଡ଼ାଇ ଜଣେ ଗାଡ଼ି ମାଲିକଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ନୟାଗଡ଼ ଜିଲ୍ଲା ନୂଆଗାଁରୁ ଏହି ଅଭିଯୋଗ ଆସିଛି। ସମ୍ପୃକ୍ତ ବିଡିଓଙ୍କ ନାଁ ପ୍ରମୋଦ କୁମାର ଦଳବେହେରା। ସେ...
ଇମ୍ପାଲ: କରୋନା ମୁକାବିଲା କ୍ଷେତ୍ରରେ ପାଦେ ଆଗରେ ରହିଛି ମଣିପୁରର ଏକ ଗାଁ। ଏଠାରେ ରହୁଥିବା ଗ୍ରାମବାସୀଙ୍କ ସହଯୋଗ ଏବଂ ଆର୍ଥିକ ସହାୟତାରେ ବାଉଁଶରେ ୮୦ଟି ଛୋଟ ଛୋଟ କୁଡ଼ିଆ ତିଆରି ହୋଇଛି। ଯାହା କ୍ୱାରେଣ୍ଟିନ୍ ସେଣ୍ଟର ଭଳି କାମ କରିବ। ଯେଉଁଥିରେ ସମସ୍ତ ଆନୁସଙ୍ଗିକ ବ୍ୟବସ୍ଥା ଉପଲବ୍ଧ...
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାରେ ଆଉ ୧୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛି। ଏନେଇ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୨କୁ ବୃଦ୍ଧି ପାଇଛି। କେନ୍ଦ୍ରାପଡ଼ାରେ ନୂଆ ଆକ୍ରାନ୍ତ ଚିହ୍ନଟ ନେଇ ଯଦିଓ ଜିଲ୍ଲାପାଳ ଟ୍ୱିଟ୍ କରିଛନ୍ତି,...
ନୂଆଦିଲ୍ଲୀ: ଗତକାଲି ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏହାର ନିକଟସ୍ଥ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟ ହୋଇଥିବା ଲଘୁଚାପ କ୍ଷେତ୍ର ଧୀରେ ଧୀରେ ଘନୀଭୂତ ହେବାରେ ଲାଗିଛି। ଆଜି ସକାଳେ ଏହା ୱେଲ୍ ମାର୍କଡ୍ ଲୋ’ ପ୍ରେସର୍ ଏରିଆ ଭାବରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ କେନ୍ଦ୍ରୀଭୂତ ହୋଇଛି। ଆସନ୍ତାକାଲି ଏହା ଡିପ୍ରେସନ୍...
ନୂଆଦିଲ୍ଲୀ: ଜୁନ୍ ୩୦ ପର୍ଯ୍ୟନ୍ତ ବୁକିଂ ହୋଇଥିବା ସମସ୍ତ ନିୟମିତ ଯାତ୍ରୀବାହୀ ଟ୍ରେନ୍କୁ ରେଳ ବିଭାଗ ବାତିଲ କରିଛି। ଟିକେଟ୍ ବୁକିଂ କରିଥିବା ଯାତ୍ରୀମାନଙ୍କୁ ସେମାନଙ୍କର ସମସ୍ତ ଟଙ୍କା ଫେରସ୍ତ କରାଯିବ ବୋଲି ରେଳ ବିଭାଗ ପକ୍ଷରୁ ଆଜି ଏହା କୁହାଯାଇଛି। ହେଲେ ଫସି ରହିଥିବା ଶ୍ରମିକଙ୍କୁ ଘରକୁ...