• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

Capture
ଘର ବାହୁଡ଼ା କାଳ ହେଲା, ଅକାଳରେ ଆଖି ବୁଜିଲେ ୧୪ ଶ୍ରମିକ

ନୂଆଦିଲ୍ଲୀ: ଘର ବାହୁଡ଼ା କାଳ ହେଲା, ଅକାଳରେ ଆଖି ବୁଜିଲେ ୧୪ ଜଣ ଶ୍ରମିକ। ଲକ୍‌ଡାଉନ୍‌ ଯୋଗୁ ଫସି ରହିଥିବା ଏହି ଶ୍ରମିକମାନେ କିଛି ଉପାୟ ନ ପାଇ ଘରକୁ ଫେରୁଥିବା ବେଳେ ଅକାଳରେ ସେମାନଙ୍କର ପ୍ରାଣହାନୀ ଘଟିଛି। ୭୦ଜଣ ଶ୍ରମିକ ଏକ ଟ୍ରକ୍‌ରେ ମହରାଷ୍ଟ୍ରରୁ ଉତ୍ତରପ୍ରଦେଶ ସ୍ଥିତ...

EXtOIbPU8AENRU2
ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଉ ୭୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ପରେ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬୧୧କୁ ବୃଦ୍ଧି ପାଇଛି। ଆକ୍ରାନ୍ତଙ୍କ ମଧ୍ୟରୁ ୪୬୫ ଜଣ ଚିକିତ୍ସାଧୀନ ଥିବାବେଳେ ୧୪୩ ଜଣ...

accident
ପ୍ରବାସୀ ଓଡ଼ିଆଙ୍କୁ ନେଇ ଫେରୁଥିବା ଗାଡ଼ି ଦୁର୍ଘଟଣାଗ୍ରସ୍ତ

ଅନୁଗୁଳ: ପୁଣି ପ୍ରବାସୀ ଓଡ଼ିଆଙ୍କୁ ନେଇ ଫେରୁଥିବା ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ଏକ ଭ୍ୟାନ୍‌ ଅନୁଗୁଳ ଜିଲ୍ଲା ଠାକୁରଗଡ଼ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଡ୍ରାଇଭର ଓ ୧୪ଜଣ ଶ୍ରମିକ ଆହତ ହୋଇଛନ୍ତି। ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ସୂଚନା...

corona77777
ରାଜ୍ୟରେ ଆଉ ୨୭ କରୋନା ଆକ୍ରାନ୍ତ ସୁସ୍ଥ ହେଲେ

ଭୁବନେଶ୍ୱର: ରାଜ୍ୟରେ ଆଉ ୨୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଓଡ଼ିଶାରେ ୧୪୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କରୋନାରୁ ଆରୋଗ୍ୟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱରର ୯ ଜଣ ଭୁବନେଶ୍ୱରର...

train
ଭୁବନେଶ୍ୱରରୁ ନୂଆଦିଲ୍ଲୀକୁ ଗଡ଼ିଲା ସ୍ୱତନ୍ତ୍ର ଟ୍ରେନ୍

ନୂଆଦିଲ୍ଲୀ/ଭୁବନେଶ୍ୱର: ଭୁବନେଶ୍ୱରରୁ ନୂଆଦିଲ୍ଲୀକୁ ଗଡ଼ିଲା ସ୍ୱତନ୍ତ୍ର ଟ୍ରେନ୍। ଆଜି ଦିନ ୧୦ଟାରେ ଏହି ଟ୍ରେନ୍ ଭୁବନେଶ୍ୱରରୁ ଯାତ୍ରା ଆରମ୍ଭ କରିଛି। ଭୁବନେଶ୍ୱରରୁ ଟ୍ରେନ ଛାଡ଼ିବା ପୂର୍ବରୁ ଏନେଇ ଷ୍ଟେସନ୍ ପରିସରରେ ସୁରକ୍ଷା ବ୍ୟବସ୍ଥା ସହ ସାନିଟାଇଜେସନ୍‌ର ବ୍ୟବସ୍ଥା ହୋଇଥିଲା। ଯାତ୍ରୀଙ୍କ ଥର୍ମାଲ ସ୍କାନିଂ କରିବା ସହ ମାସ୍କ ଓ...

osrtc
ଗ୍ରୀନ୍ ଜୋନ୍‌ରେ ଗଡ଼ିବ ସରକାରୀ ବସ୍

ଭୁବନେଶ୍ୱର: ଗ୍ରୀନ୍ ଜୋନ୍‌ରେ ଗଡ଼ିବ ସରକାରୀ ବସ୍। ଗ୍ରୀନ୍ ଜୋନ୍‌ରେ OSRTC ବସ୍ ଚଳାଚଳ କରିବା ନେଇ ନିଷ୍ପତ୍ତି ହୋଇଛି। ଏନେଇ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି। ବସ୍‌ ଚଳାଚଳ କରିବା ପାଇଁ ଘରୋଇ ବସ୍ ମାଲିକମାନେ ରାଜି ନ ହେବାରୁ ଗ୍ରୀନ୍ ଜୋନ୍‌ରେ ସରକାରୀ...

mask
‘ମାସ୍କ ନାହିଁ ତ ଜିନିଷ ନାହିଁ’

ଗଞ୍ଜାମ: ମାସ୍କ ପିନ୍ଧିବେନି ତ ମିଳିବନି ସାମଗ୍ରୀ। ଏନେଇ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଟ୍ୱିଟ୍‌ କରାଯାଇ ଏହି ସୂଚନା ଜାରି ହୋଇଛି। ଗଞ୍ଜାମରେ କରୋନା ପଜିଟିଭ୍ ସଂଖ୍ୟା ବଢ଼ି ଚାଲି ଥିବାବେଳେ ଦୋକାନ ଖୋଲିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଗାଇଡ୍‌ଲାଇନ୍ ଜାରି ହୋଇଛି‌। ସମସ୍ତ ଦୋକାନୀ...

osrtc
କଟକରୁ ଭୁବନେଶ୍ୱର ଗଡ଼ିଲା ବସ୍‌

ଭୁବନେଶ୍ୱର: ଚାକିରିଆଙ୍କ ସୁବିଧା ପାଇଁ ଆଜିଠୁ ଗଡ଼ିଲା କଟକ-ଭୁବନେଶ୍ୱର ମଧ୍ୟରେ OSRTCର ଗୋଟିଏ ବସ୍। ବସ୍‌ଟି ଆଜି ସିଡିଏ ସେକ୍ଟର-୯ ଛକରୁ ବାହାରି ସତୀଚୌରା, ବାଦାମବାଡ଼ି ଦେଇ ଯାତ୍ରା କରିଛି। ଏହି ବସ୍‌ଟି ଆଚାର୍ଯ୍ୟ ବିହାର, ଏଜି ଛକ ଦେଇ ୯ ତାଲାରେ ଲାଗିବ। ବସ୍‌କୁ ସମ୍ପୂର୍ଣ୍ଣ ସାନିଟାଇଜ୍...

91421093_3110305529059371_5797060119829151744_n
ରାଜ୍ୟରେ ଗୋଟିଏ ଦିନରେ ୧୦୧ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ଆଉ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫୩୮କୁ ବୃଦ୍ଧି ପାଇଛି। ଆକ୍ରାନ୍ତଙ୍କ ମଧ୍ୟରୁ ୪୧୯...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।