ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more
ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍ ନ୍ୟୁଜ୍ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।
ଭୁବନେଶ୍ୱର: ବିଜେଡି ନେତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ସୁବାସ ଚୌହାନଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୪ ବର୍ଷ ବୟସ ହୋଇଥିଲା। ସେ ଲିଭର୍ କ୍ୟାନସରରେ ପୀଡିତ ଥିଲେ। ଗତକାଲି ବିଳମ୍ବିତ ରାତି ପ୍ରାୟ ୩ଟା ସମୟରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା...