• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

corona
କେନ୍ଦ୍ରାପଡ଼ାରେ ଚିହ୍ନଟ ୫ ନୂଆ ଆକ୍ରାନ୍ତ ସୁରତ ଫେରନ୍ତା

କେନ୍ଦ୍ରାପଡ଼ା: ରାଜ୍ୟରେ ଆଉ ୨୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ୧୯ ଜଣ, କେନ୍ଦ୍ରାପଡ଼ାରୁ ୫ ଓ ଭଦ୍ରକ ଜିଲ୍ଲାରୁ ୨ ନୂଆ ଆକ୍ରାନ୍ତ ଅଛନ୍ତି। ଗଞ୍ଜାମରେ ଚିହ୍ନଟ ୧୯ ଜଣଙ୍କ ମଧ୍ୟରୁ ଜଣେ କେରଳରୁ ଫେରିଥିବାବେଳେ...

train
ମାଡ଼ିଗଲା ଟ୍ରେନ୍‌, ୧୫ ଶ୍ରମିକ ମୃତ

ମୁମ୍ବାଇ: ମାଲ୍‌ବାହୀ ଟ୍ରେନ୍‌ ଧକ୍କାରେ ୧୫ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଶିଶୁ ଅଛନ୍ତି ବୋଲି ସୂଚନା ମିଳିଛି। ଆଜି ସକାଳ ୫ଟା ୧୫ରେ ମହାରାଷ୍ଟ୍ରର ଔରଙ୍ଗାବାଦ ଜିଲ୍ଲାରେ ଏହି ଅଭାବନୀୟ ଘଟଣା ଘଟିଛି। ଔରଙ୍ଗାବାଦ-ନାନ୍ଦେଡ୍ ରୁଟ୍‌ର କର୍ମଦ ନିକଟରେ ଏହି ଦୁର୍ଘଟଣା ଘଟିଛି। ଶ୍ରମିକମାନେ ରେଳ...

91421093_3110305529059371_5797060119829151744_n
ରାଜ୍ୟରେ ଆଉ ୨୬ ନୂଆ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୨୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ହୋଇଥିବା ୨୬ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ୧୯ ଜଣ, କେନ୍ଦ୍ରାପଡ଼ାରୁ ୫ ଓ ଭଦ୍ରକ ଜିଲ୍ଲାରୁ ୨ ନୂଆ...

EW61ZkTXQAAr5Qu (1)
ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତି ଜଣଙ୍କ ଭୁବନେଶ୍ୱରର। କରୋନାରେ ଆକ୍ରାନ୍ତ ହୋଇ ସେ ଚିକିତ୍ସିତ ହେଉଥିଲେ। ଚିକିତ୍ସା ପରେ ତାଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି। ରାଜ୍ୟରେ ଏଯାବତ୍‌ କରୋନାରୁ ସୁସ୍ଥ ହେଲେଣି ମୋଟ୍ ୬୨ ଜଣ।  ଏନେଇ...

naveen patnaik
ରାଜ୍ୟ ବାହାରକୁ ଯିବାକୁ ଚାହୁଁଥିବା ଲୋକଙ୍କ ପାଇଁ ଇ-ପାସ୍ ବ୍ୟବସ୍ଥା

ଭୁବନେଶ୍ୱର: ଓଡ଼ିଶାରେ ଫସିଥିବା ଏବଂ ରାଜ୍ୟ ବାହାରକୁ ଯିବାକୁ ଚାହୁଁଥିବା ଲୋକଙ୍କ ପାଇଁ ଇ-ପାସ୍ ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର। ଚିକିତ୍ସା କିମ୍ବା ଅନ୍ୟ କୌଣସି ଜରୁରୀ ଆବଶ୍ୟକତା ପାଇଁ ରାଜ୍ୟ ବାହାରକୁ ଯିବାକୁ ଚାହୁଁଥିଲେ ଇ-ପାସ୍ ଯୋଗାଇଦେବେ ରାଜ୍ୟ ସରକାର। ଏନେଇ ଟ୍ୱିଟ୍‌ ଯୋଗେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ...

corona
ନୂଆ ୨୦ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର, ସମସ୍ତେ ସୁରତ ଫେରନ୍ତା

ଭୁବନେଶ୍ୱର: ଆଜି ଚିହ୍ନଟ ହୋଇଥିବା ନୂଆ ୨୦ ଆକ୍ରାନ୍ତଙ୍କ ତଥ୍ୟ ପ୍ରଦାନ କରିଛନ୍ତି ରାଜ୍ୟ ସରକାର। ଗଞ୍ଜାମ ଜିଲ୍ଲାରେ ଚିହ୍ନଟ ହୋଇଥିବା ୧୭ ଜଣଙ୍କ ମଧ୍ୟରୁ ୧୬ ଜଣ ପୁରୁଷ ଓ ଜଣେ ମହିଳା। ପୁରୁଷଙ୍କ ବୟସ ୧୮ବର୍ଷରୁ ୫୦ ବର୍ଷ ବୟସ ମଧ୍ୟରେ ରହିଛି। ମହିଳାଙ୍କ ବୟସ...

odisha
କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଗଲା ଆଜବେଷ୍ଟସ୍

ବୌଦ୍ଧ: ବୌଦ୍ଧ ଜିଲ୍ଲାରେ ଗତକାଲି କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ସାଙ୍ଗକୁ ଜୋରରେ ପବନ ବହିବା ଫଳରେ ଜିଲ୍ଲାର ସଦର ବ୍ଲକ ଏବଂ କଣ୍ଟାମାଳ ବ୍ଲକରେ ବ୍ୟାପକ କ୍ଷୟକ୍ଷତି ହୋଇଛି।  ବିଭିନ୍ନ ସ୍ଥାନରେ ବଡ଼ ବଡ଼ ଗଛ ଉପୁଡ଼ି ପଡି ରାସ୍ତା ଉପରେ...

covid-er
ଦିନକରେ ରାଜ୍ୟରେ ନୂଆ ୨୦ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଦିନକରେ ରାଜ୍ୟରେ ନୂଆ ୨୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି। ଫଳରେ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୦୫ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି। ଚିହ୍ନଟ ହୋଇଥିବା ନୂଆ ପଜିଟିଭ୍‌ ମଧ୍ୟରୁ ଗଞ୍ଜାମ ଜିଲ୍ଲାରେ କେବଳ ୧୭ଜଣ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।