ଆଜି ୨୦୨୦ ମସିହା, ଜାନୁଆରୀ ମାସ ୩୧ ତାରିଖ, ଶୁକ୍ରବାର। ଜାଣନ୍ତୁ ଆଜି ଦିନଟି ଆପଣଙ୍କର କେମିତି କଟିବ…
ଭୁବନେଶ୍ୱର: ରାଜ୍ୟର କିଛି ସ୍ଥାନରେ ଆଜି ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୫ଟି ଜିଲ୍ଲାବାସୀଙ୍କୁ ଆଜି ଦିନ ୩ଟା ୩୦ ଯାଏ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି...