ପାହାଡ଼ ଉପରୁ ପଥର ଖଣ୍ଡଟି ଏତେ ଜୋରରେ ତଳକୁ ଖସିଥିଲା ଯେ, ଗୋଟିଏ ସେକେଣ୍ଡରୁ ବି କମ୍ ସମୟ ଭିତରେ ପ୍ରଥମ ଗାଡ଼ିକୁ ଚୁର୍ମାର୍ ପରେ ଆଉ ଗୋଟିଏ ଗାଡ଼ିକୁ ଧକ୍କା ଦେଇ ଓଲଟାଇ ଦେଇଥିଲା।
ବେଳାଭୂମିରେ ଦେହଜୀବୀଙ୍କ ଦଲାଲମାନେ ଛୋଟ ଛୋଟ କୁଡ଼ିଆ ଘର କରି ଦେହ ବ୍ୟବସାୟ ଚଳାଇଛନ୍ତି। ଖାଲି ଏତିକି ନୁହେଁ ଗ୍ରାହକଙ୍କଠାରୁ ୫ ଶହରୁ ୫ ହଜାର ଟଙ୍କା ପର୍ଯ୍ୟନ୍ତ ମୁଲଚାଲ ମଧ୍ୟ କରାଯାଉଛି।
ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷାର ପରିମାଣ ବଢ଼ିପାରେ। ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି।
ମୁଣ୍ଡ ଓ ମୁହଁକୁ ଇଟାରେ ଛେଚି ହତ୍ୟା ପରେ ଆଖି ତାଡ଼ି ନେଇଗଲେ। ଉତ୍ତର ପ୍ରଦେଶ ରାମପୁର ସିଟିରେ ଏହି ହତ୍ୟାକାଣ୍ଡ ଘଟିଛି।
ସଡ଼କ ଦୁର୍ଘଟଣାରେ ଗୁରୁତରଙ୍କୁ ଉଦ୍ଧାର କଲେ, ମେଡିକାଲରେ ଭର୍ତ୍ତି କଲେ ଓ ତାଙ୍କ ପାଖରେ ରହି ସ୍ୱାସ୍ଥ୍ୟାବସ୍ଥା ବୁଝିଲେ। ଏମିତି କିଛି କରି ଉଦାହରଣ ସୃଷ୍ଟି କରିଛନ୍ତି ପୂର୍ବତନ ସାଂସଦ ତଥା ଅଭିନେତା ସିଦ୍ଧାନ୍ତ ମହାପାତ୍ର।
ପୁରୀ ରଥଯାତ୍ରାରେ ଗୁରୁ ଦାୟିତ୍ୱ ନିଭାଇଥିଲେ ସୁରକ୍ଷାକର୍ମୀ। ହେଲେ ଏମାନେ କେମିତି ରହୁଥିଲେ, କେମିତି ଖାଉଥିଲେ ତାହା ଜାଣିଲେ ଆପଣଙ୍କ ହୋସ୍ ଉଡ଼ିଯିବା
୩୫ ବର୍ଷୀୟ ବ୍ୟବସାୟୀ କୁରାଢ଼ୀରେ ନିଜ ପୁଅକୁ ହତ୍ୟା କରିବା ପରେ ସ୍ତ୍ରୀ ଓ ଝିଅକୁ ମରଣାନ୍ତକ ଆକ୍ରମଣ କରିଥିଲେ। ଶେଷରେ ସେ ଆତ୍ମହତ୍ୟା କରିଥିଲେ। ରବିବାର ସକାଳେ ଫାରୁଖାବାଦରେ ଏହି ଘଟଣା ଘଟିଛି।
ମହାନଦୀ ଭିତରେ ଯୁବକଙ୍କ ହାଇଡ୍ରାମା। ଏମିତି ନିଶା ଯେ, ମଦ ପିଇ ମାତାଲ୍ ଅବସ୍ଥାରେ ନଦୀକୁ ମଝି ପଳାଇଥିଲେ। ଏହି ସମୟରେ ପାଣି ଆସି ଯିବାରୁ ଯୁବକ ଜଣକ ନଦୀ ମଝିରେ ଫସି ଯାଇଥିଲେ।
ଗତ କିଛି ଦିନ ହେଲା ରାଜ୍ୟରେ ତାପମାତ୍ରା ବଢ଼ିବାରେ ଲାଗିଛି। ହେଲେ ଏହାରି ଭିତରେ ପୁଣି ଥରେ ବର୍ଷା ହେବା ସମ୍ଭାବନା ରହିଛି।
ଆଜିଠାରୁ ଆରମ୍ଭ ହେଉଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା। ମାଟ୍ରିକରେ ୧,୩୧୧ ଛାତ୍ରଛାତ୍ରୀ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଉଛନ୍ତି।
ନୂଆଦିଲ୍ଲୀ ସ୍ଥିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନ ଉପରେ ଡ୍ରୋନ୍ ଉଡ଼ିଥିବା ଦେଖିବାକୁ ମିଳିଛି। ଆଜି ଭୋର ୫ଟାରେ ପ୍ରଧାନମନ୍ତ୍ରୀଙ୍କ ଘର ଉପରେ ଡ୍ରୋନ୍ ଉଡ଼ୁଥିବା ନଜର ଆସିଥିଲା।
IPS ସାଗରିକା ନାଥଙ୍କ ବାପା, ମା’ଙ୍କୁ ଠାରୁ ଲୁଟ୍ ହୋଇଥିବା ସୂଚନା ମିଳିଛି। ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱରର ଘାଟିକିଆ ରାସ୍ତାରେ ଦୁର୍ବୃତ୍ତମାନେ ଏହି ଲୁଟ୍ କରିଥିବା ଜଣାପଡ଼ିଛି।
ପୁଣି ମଣିପୁରରେ ହିଂସା ଦେଖିବାକୁ ମିଳିଛି। ୩ ଜଣଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ବେଳେ ଅନ୍ୟ ଜଣଙ୍କର ମୁଣ୍ଡ କାଟି ଦିଆଯାଇଥିବା ସୂଚନା ମିଳିଛି।
ବର୍ଷା ପଡ଼ୁ ପଡ଼ୁ ପୁଣି ରାଜ୍ୟରେ ମାଡ଼ିଲା ଡେଙ୍ଗୁ । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୭୫ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି।
ହୁତୁହୁତୁ ହୋଇ ଜଳୁଥିଲା ବସ୍...ବଞ୍ଚାଅ ବଞ୍ଚାଅ କହି ଚିତ୍କାର କରୁଥିଲେ ଲୋକେ। ଅଥଚ ସେଇ ବାଟ ଦେଇ ଲୋକେ ଯାଉଥିଲେ, ହେଲେ କେହିବି ଗାଡ଼ି ଅଟକାଇ ସାହାଯ୍ୟ ପାଇଁ ଆଗକୁ ଆସୁ ନଥିଲେ।
୩ ବର୍ଷ ତଳର ହତ୍ୟା, ୨୩ ବର୍ଷର ଅପରାଧି...ବଦଳି ଯାଇଥିଲା ନାଁ, ବଦଳି ଯାଇଥିଲା ପରିଚୟ। ୨୩ ବର୍ଷ ପୂର୍ବେ ଘଟିଥିବା ଏକ ହତ୍ୟାକାଣ୍ଡ ମାମଲାରେ ଅଭିଯୁକ୍ତକୁ ଧରି ଏକଥାକୁ ପ୍ରମାଣ କରି ଦେଇଛି ସୁରତ ପୋଲିସ।
ଅଭିମାନ କରିଥିବା ମା’ ଲକ୍ଷ୍ମୀଙ୍କୁ ରସଗୋଲା ଦେଇ ପ୍ରଭୁ ଜଗନ୍ନାଥ ମନାଇବାର ପରମ୍ପରା ରହିଛି। ରସଗୋଲା ଖାଇବା ପରେ ମହାଲକ୍ଷ୍ମୀ ସିଂହଦ୍ୱାର ଖୋଲିବେ।
ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିବା ପରେ ଲୋକଙ୍କ ଉପରେ ଚଢ଼ିଗଲା ଟ୍ରକ୍। ଏଥିରେ ୪୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ ଜଣ ଆହତ ହୋଇଛନ୍ତି।
ହଠାତ୍ ବସ୍ରେ ନିଆଁ ଲାଗିଯିବା ଯୋଗୁ ୨୫ ଜଣ ଜୀଅନ୍ତା ଜଳି ଯାଇଛନ୍ତି। ଦୁର୍ଘଟଣା ସମୟରେ ଯାତ୍ରୀମାନେ ଶୋଇଥିଲେ।
ଜୋମାଟୋ ଡେଲିଭରି ବୟଙ୍କ ନିଆରା ବର୍ଥ ଡେ’ ସେଲିବ୍ରେସନ। ଅନ୍ଲାଇନ୍ରେ ଖାଦ୍ୟ ଅର୍ଡର କରିଥିବା ସମସ୍ତ ଗ୍ରାହକଙ୍କୁ ଚକୋଲେଟ୍ ଦେଇ ଜନ୍ମଦିନ ପାଳିଲେ ଡେଲିଭରି ବୟ।