ଆଜି ୨୦୧୯ ମସିହା, ଡିସେମ୍ବର ମାସ ୩୦ ତାରିଖ, ସୋମବାର। ଜାଣନ୍ତୁ ଆଜି ଦିନଟି ଆପଣଙ୍କର କେମିତି କଟିବ…
ଭୁବନେଶ୍ୱର: ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ପାରଦ କମିବା ସହିତ କିଛି ସ୍ଥାନରେ ବରଫପାତ ମଧ୍ୟ ହେଉଛି। କେନ୍ଦୁଝର ଜିଲ୍ଲା ବାଉରିପଦା ଓ କାଞ୍ଜିପାଣି ଅଞ୍ଚଳରେ ଆଜି ବରଫ ଆସ୍ତରଣ ଦେଖିବାକୁ ମିଳିଛି। ସେହିପରି ସୁନ୍ଦରଗଡ଼ ଜିଲ୍ଲା ବଣାଇ ଉପଖଣ୍ଡରେ ମଧ୍ୟ ପ୍ରବଳ ଥଣ୍ଡା ଅନୁଭୂତ...