• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

Bank Holidays List In July 2023
ଜୁଲାଇରେ ୧୫ ଦିନ ବ୍ୟାଙ୍କ ବନ୍ଦ !

ଜାରି ହୋଇଥିବା ଛୁଟି ତାଲିକା ଅନୁସାରେ, ଜୁଲାଇରେ ଅଧା ଦିନ ବ୍ୟାଙ୍କ ବନ୍ଦ ରହିବ। ଯଦି ଆସନ୍ତା ମାସରେ ବ୍ୟାଙ୍କ ସମ୍ବନ୍ଧିତ କିଛି କାମ ଅଛି ତା’ହେଲେ ବ୍ୟାଙ୍କକୁ ଯିବା ପୂର୍ବରୁ ଛୁଟି ତାଲିକା ଚେକ୍‌ କରି ନିଅନ୍ତୁ।

Woman Attacked by Man With A Machete In Pune
Video: ବିଚ୍‌ ରାସ୍ତାରେ ହାତରେ ଭୁଜାଲି ଧରି ଯୁବତୀଙ୍କୁ ଗୋଡ଼ାଇଲେ, ଶେଷରେ ଜୀବନ ବଞ୍ଚାଇବା ଲାଗି...

ବିଚ୍‌ ରାସ୍ତାରେ ହାତରେ ଭୁଜାଲି ଧରି ଯୁବତୀଙ୍କୁ ଗୋଡ଼ାଇଲେ। ସୌଭାଗ୍ୟବଶତଃ, ଯୁବକଙ୍କ ମରଣାନ୍ତକ ଆକ୍ରମଣରୁ ଯୁବତୀ ଜଣକ ଅଳ୍ପକେ ବର୍ତ୍ତି ଯାଇଥିଲେ। 

Congress MLA Sura Routray Son Manmath Routray Quits Job
ଚାକିରି ଛାଡ଼ିଲେ ବିଧାୟକ ସୁର ରାଉତରାୟଙ୍କ ପୁଅ

ଚାକିରି ଛାଡ଼ିଲେ ଜଟଣୀ ବିଧାୟକ ସୁର ରାଉତରାୟଙ୍କ ପୁଅ। ସୁରଙ୍କ ସାନ ପୁଅ ମନ୍ମଥ ରାଉତରାୟ ଏୟାର ଇଣ୍ଡିଆ କ୍ୟାପ୍‌ଟେନ ପଦବୀରୁ ଇସ୍ତଫା ଦେଇଛନ୍ତି।

Fake Customs Officials Loot Man Of Lakhs In Delhi
ମିଛରେ କଷ୍ଟମ ଅଧିକାରୀ କହି ଜେରା କଲେ, ପରେ ଲୁଟି ନେଲେ ଲକ୍ଷାଧିକ ଟଙ୍କା...

ମିଛରେ କଷ୍ଟମ ଅଧିକାରୀ କହି ଲୁଟି ନେଲେ ୪ ଲକ୍ଷରୁ ଅଧିକ ଟଙ୍କା। ତା’ବି ପୁଣି ଜଣେ ଶ୍ରମିକଙ୍କ ଠାରୁ।

Bodies surprisingly vanishing from graveyard in Bhadrak
ଆଶ୍ଚର୍ଯ୍ୟ ! ମଶାଣିରୁ ଗାଏବ ହୋଇଯାଉଛି ଗୋଟିଏ ପରେ ଗୋଟିଏ ଶବ...କେହିବି ଟେର୍‌ ପାରୁ ନାହାନ୍ତି

ମଶାଣିରୁ ଗାଏବ ହୋଇଯାଉଛି ଗୋଟିଏ ପରେ ଗୋଟିଏ ଶବ... ଆଶ୍ଚର୍ଯ୍ୟ ଲାଗିଲେ ବି କଥାଟି ସତ। ୨ ବର୍ଷ ପୂର୍ବରୁ ମଧ୍ୟ ଏମିତି ଶବ ଗାଏବ ହେଉଥିଲା।

Tainted additional sub collector of Nabarangpur Prasanta Rout given compulsory retirement
ଚାକିରିରୁ ବିଦା ହେଲେ ନବରଙ୍ଗପୁରର ଅତିରିକ୍ତ ଉପଜିଲ୍ଲାପାଳ

ନବରଙ୍ଗପୁରର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍‌ ବେଳେ ପ୍ରଶାନ୍ତଙ୍କ ଘରୁ ନଗଦ ୩ କୋଟି ଟଙ୍କା ସହ ୫ କୋଟିରୁ ଅଧିକ ସମ୍ପତ୍ତି ମିଳିଥିଲା।

BJP demands action against BJD MLA’s relatives for assaulting Chandbali BDO
‘ଚାନ୍ଦବାଲି ବିଧାୟକଙ୍କ ଶଳା ଓ ଶ୍ୱଶୁର କ’ଣ ଆଇନଠୁ ଉପରେ ?’

ଚାନ୍ଦବାଲି ବିଡିଓଙ୍କୁ ମାଡ଼ ଅଭିଯୋଗ ଘଟଣାକୁ ନେଇ ବିଜେଡିକୁ ବିଜେପି ଟାଗେର୍ଟ କରିଛି। ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କ ଶଳା ଓ ଶ୍ୱଶୁର କ’ଣ ଆଇନଠୁ ଉର୍ଦ୍ଧ୍ୱରେ ବୋଲି ବିଜେପି ପ୍ରଶ୍ନ କରିଛି।

Tomato Price Hike
ଶହେ ଟପିଲା ଟମାଟୋ ଦର, କିଲୋ ପିଛା ୧୨୦ ଟଙ୍କାରେ ବିକ୍ରି...

ଶହେ ଉପରେ ଟମାଟୋ ଦର।  ଓଡ଼ିଶା ନୁହଁ ଦେଶର ବିଭିନ୍ନ ସହରରେ ଟମାଟୋ ଦର ବୃଦ୍ଧି ପାଇଛି। ଯାହାକୁ ନେଇ ସାଧାରଣ ଖାଉଟିଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।

Heavy Rainfall Alert To 11 Districts Of Odisha
ଆଜି ୧୧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ...

ଗତ ୨-୩ ଦିନ ଧରି ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗି ରହିଥିବା ବେଳେ ଆଜି ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଆସନ୍ତା ୨୯ ତାରିଖ ଯାଏ ପ୍ରବଳ ବର୍ଷା ହୋଇପାରେ।

Lulu mall group will invest rs 10000 cr in india
ଭାରତରେ ୧୦ ହଜାର କୋଟି ଟଙ୍କା ନିବେଶ କରିବ ଲୁଲୁ ଗ୍ରୁପ୍‌, ଖୋଲିବ ଡେଷ୍ଟିନେସନ୍‌ ସପିଂ ମଲ୍‌...

ଲୁଲୁ ଗ୍ରୁପ୍‌ ଭାରତରେ ୧୦ ହଜାର କୋଟି ଟଙ୍କା ନିବେଶ କରିବା ପାଇଁ ଯୋଜନା କରିଛି। ଆସନ୍ତା ୩ ବର୍ଷ ମଧ୍ୟରେ ନିବେଶ ସହ ଦେଶରେ ଅନେକ ଡେଷ୍ଟିନେସନ୍‌ ସପିଂ ମଲ୍‌ ଖୋଲିବ ବୋଲି ସୂଚନା ମିଳିଛି। ଫଳରେ ୫୦ ହଜାର ନିଯୁକ୍ତି ସୃଷ୍ଟି ହେବ।

3 members of a family killed in road accident in koraput
ଭୟଙ୍କର ଦୁର୍ଘଟଣା: ସାଙ୍ଗ ହୋଇ ଚାଲିଗଲେ ବାପା, ମା’ ଓ ଝିଅ...

ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ୩ ଜୀବନ। ଟ୍ୟାଙ୍କର-କାର୍ ମଧ୍ୟରେ ଧକ୍କା ଯୋଗୁ ୩ ଜଣଙ୍କର ମୃତ୍ୟୁ ହୋଇଛି

BJD leader Anubhav Patnaik takes a jibe at MLA Soumya Ranjan Patnaik
ମନ୍ତ୍ରୀ ହେବା ଲାଳସାରେ ସୌମ୍ୟ ବାବୁ ଏଭଳି ମନ୍ତବ୍ୟ ଦେଉଛନ୍ତି: ବିଜେଡି ନେତା ଅନୁଭବ ପଟ୍ଟନାୟକ

ସୌମ୍ୟରଞ୍ଜନଙ୍କ ସମ୍ପାଦକୀୟ ଲେଖାକୁ ନେଇ ଟାର୍ଗେଟ୍‌ର ଜବାବ ରଖିଛନ୍ତି ବିଜେଡି ମୁଖପାତ୍ର ଅନୁଭବ ପଟ୍ଟନାୟକ। ସେ କହିଛନ୍ତି, ପୁଣି ଥରେ ସେ(ସୌମ୍ୟରଞ୍ଜନ ପଟ୍ଟନାୟକ) ବିଜେପିକୁ ଯିବା ପାଇଁ ଏଭଳି ମନ୍ତବ୍ୟ ଦେଉଛନ୍ତି। ମନ୍ତ୍ରୀ ହେବା ଲାଳସାରେ ସେ ଏଭଳି ମନ୍ତବ୍ୟ ଦେଉଛନ୍ତି।

Why so much security to 5T Secretary questions MP Aparajita Sarangi
5T ସଚିବଙ୍କ ପାଇଁ ଏତେ ସୁରକ୍ଷା ବ୍ୟବସ୍ଥା କାହିଁକି ? ପ୍ରଶ୍ନ କଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ...

5T ସଚିବଙ୍କ ପାଇଁ ଏତେ ସୁରକ୍ଷା ବ୍ୟବସ୍ଥା କାହିଁକି ? ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀ ଆଜି ପରୋକ୍ଷରେ ପୁଣି 5T ସଚିବଙ୍କୁ ଟାର୍ଗେଟ୍ କରିଛନ୍ତି।

woman skeleton found in septic tank after 3 years of missing
ନିଖୋଜର ୩ ବର୍ଷ ପରେ ସେପ୍ଟିକ୍‌ ଟ୍ୟାଙ୍କରୁ ମିଳିଲା ମହିଳାଙ୍କ କଙ୍କାଳ

ନିଖୋଜର ୩ ବର୍ଷ ପରେ ସେପ୍ଟିକ୍‌ ଟ୍ୟାଙ୍କରୁ ମିଳିଲା ମହିଳାଙ୍କ କଙ୍କାଳ। ହତ୍ୟା ଅଭିଯୋଗରେ ମହିଳାଙ୍କ ସ୍ୱାମୀଙ୍କୁ ପୋଲିସ୍‌ ଗିରଫ କରିଛି।

Odisha first farmers market in Angul turns into ghost building
ମାଡ଼ି ଗଲାଣି ଗଛ, ଭାଙ୍ଗି ଯାଇଛି ଘର...ଭୂତ କୋଠି ପାଲଟିଛି ଓଡ଼ିଶାର ପ୍ରଥମ କୃଷକ ବଜାର

ପରିଚୟ ଖୋଜୁଛି ରାଜ୍ୟର ପ୍ରଥମ କୃଷକ ବଜାର। କେତେ ଆଶା ନେଇ ତିଆରି ହୋଇଥିବା ଏହି ବଜାର ଏବେ ଭୂତ କୋଠି ପାଲଟି ଯାଇଛି। 

4 People arrested in Khordha contractor murder case
ଡକାୟତଙ୍କ ଡକାୟତି ସମ୍ପର୍କରେ ଜାଣିଦେଲେ ଠିକାଦାର, ସବୁଦିନ ରାସ୍ତାରୁ ହଟାଇ ଦେଲେ...

ଖୋର୍ଦ୍ଧା ଟାଙ୍ଗୀ ଥାନା ଚଣ୍ଡେଶ୍ୱର ଛକରେ ଠିକାଦାରଙ୍କୁ ଗୁଳି କରି ହତ୍ୟା ଘଟଣାରେ ୪ ଜଣ ଅଭିଯୁକ୍ତଙ୍କୁ ପୋଲିସ୍‌ ଗିରଫ କରିଛି।

Goods train collides with another in West Bengal
ଲୁପ୍ ଲାଇନରେ ଛିଡ଼ା ହୋଇଥିଲା ମାଲ୍‌ବାହୀ ଗାଡ଼ି, ଡବା ଉପରେ ଚଢ଼ିଗଲା ଆଉ ଏକ ଟ୍ରେନ୍‌ର ଇଞ୍ଜିନ...

ଲୁପ୍ ଲାଇନରେ ଛିଡା ହୋଇଥିବା ମାଲ୍‌ବାହୀ ଗାଡ଼ିକୁ ଆଉ ଏକ ମାଲ୍‌ବାହୀ ଗାଡ଼ି ଧକ୍କା ଦେଇଛି। ବାଙ୍କୁଡ଼ା ଓଣ୍ଡାଗ୍ରାମ୍ ରେଳ ଷ୍ଟେସନ ନିକଟରେ ଏହି ଦୁର୍ଘଟଣା ହୋଇଛି। 

Low pressure forms over northwest Bay of Bengal
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୩ ଘଣ୍ଟା ଯାଏ ବର୍ଷିବ !

ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସେପଟେ ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ଟ୍ୱିନ୍‌ ସିଟିରେ ବର୍ଷା ଲାଗି ରହିବ।

 Angry Goddess Laxmi breaks Nandighosha
ମହାପ୍ରଭୁଙ୍କ ଦର୍ଶନ ପାଇଲେନି ମା’ ଲକ୍ଷ୍ମୀ, ରାଗରେ ଭାଙ୍ଗିଲେ ନନ୍ଦିଘୋଷ ରଥ

ମହାପ୍ରଭୁଙ୍କ ଦର୍ଶନ ନପାଇ ରାଗ ଜର୍ଜରିତ ହୋଇ ମା’ ମହାଲକ୍ଷ୍ମୀ ଫେରିବା ବେଳେ ନନ୍ଦିଘୋଷ ରଥର କିଛି ଅଂଶ ଭାଙ୍ଗିଥିଲେ।

Old Man Rescued After 3 Days Of Missing
ନିଜ ନିଖୋଜର ନିଜେ ରଚିଲେ ମହା ନାଟକ, ୩ ଦିନ ପରେ ଜଙ୍ଗଲରୁ ଉଦ୍ଧାର...

ନିଖୋଜର ୩ ଦିନ ପରେ ଉଦ୍ଧାର ହେଲେ ବୃଦ୍ଧ। ନିଜେ କୁଆଡ଼େ ରଚିଥିଲେ ନିଖୋଜର ଏହି ମହା ନାଟକ।

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।