ପଡ଼ୋଶୀଙ୍କ ଘର ଛାତରୁ ୫୦୦ ଟଙ୍କିଆ ଭର୍ତ୍ତି ୬ଟି ପେଟି ଜବତ ହୋଇଛି। ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କ ପଡ଼ୋଶୀଙ୍କ ଛାତରୁ ଏହିସବୁ ଟଙ୍କା ଜବତ ହୋଇଛି।
ଆଟଲାଣ୍ଟିକ ମହାସାଗରର ଅଥଳ ଜଳରାଶିରେ ସ୍ୱତନ୍ତ୍ର ଟାଇଟନ୍ ବୁଡାଜାହାଜ ବୁଡ଼ି ଯିବା ଯୋଗୁ ୫ ଜଣଙ୍କ ମୃତ୍ୟୁ ହୋଇଛି। ଯାତ୍ରା ଆରମ୍ଭର ମାତ୍ର ୨ ଘଣ୍ଟା ମଧ୍ୟରେ ମୁଖ୍ୟ ଜାହାଜ ସହ ଟାଇଟନ୍ର ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଥିଲା।
ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କ ଘରେ ଭିଜିଲାନ୍ସ ଟିମ୍ ରେଡ୍ କରିଛନ୍ତି। ଭଦ୍ରକ, ଭୁବନେଶ୍ୱର ସମେତ ୯ଟି ସ୍ଥାନରେ ଏକକାଳୀନ ଚଢ଼ାଉ ହୋଇଛି।
ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ‘ଏବେ ସମୟ ଆସିଛି AI ଅର୍ଥାତ୍ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସର। ମାତ୍ର ମୁଁ ଅନ୍ୟ ଏକ AI କଥା କହୁଛି । ଏହି AI ହେଲା ଆମେରିକା ଓ ଇଣ୍ଡିଆ।
ଭଦ୍ରକର ପୂର୍ବତନ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଜୟନ୍ତୀ ବେହେରାଙ୍କ ଦୁର୍ନୀତିର ଚେର ବହୁ ଗଭୀର ପର୍ଯ୍ୟନ୍ତ ଥିବା ଜଣାପଡ଼ିଛି। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ବେଳେ ଠାବ ହୋଇଛି ମାଳ ମାଳ କୋଠା ବାଡ଼ି ଓ ଜମି ପ୍ଲଟ୍।
ଜଣେ ମହିଳାଙ୍କୁ ତାଙ୍କ ସମ୍ପର୍କୀୟମାନେ ନିର୍ଯାତନା ଦେଇ ମାରି ଦେଇଥିବା ଅଭିଯୋଗ ହୋଇଛି। ଖାଲି ଏତିକି ନୁହେଁ ମହିଳାଙ୍କ ଚିତ୍କାର ଯେପରି କାହାକୁ ନଶୁଭିବ, ଏନେଇ ଆକ୍ରମଣକାରୀମାନେ ଜୋର୍ରେ ମ୍ୟୁଜିକ୍ ଲଗାଇଥିଲେ।
ଆମେରିକା ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ହ୍ୱାଇଟ୍ ହାଉସ୍ରେ ଆୟୋଜିତ ଡିନର୍ରେ ଯୋଗ ହେବେ। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଓ ତାଙ୍କ ପତ୍ନୀ ଜିଲ୍ ବାଇଡେନ ଏହି ଡିନର୍ ପାର୍ଟି ହୋଷ୍ଟ କରିବାର କାର୍ଯ୍ୟକ୍ରମ ରହିଛି।
ହୋଟେଲ୍ରେ ଚାଲିଥିଲା ସେଲିବ୍ରେସନ୍। ହଠାତ୍ ହେଲା ଭୟଙ୍କର ଗ୍ୟାସ୍ ବିସ୍ଫୋରଣ। ବୁଧବାର ରାତି ୮ଟା ୪୦ରେ ରାଜଧାନୀ ୟିନ୍ଚୁଆନ୍ରେ ଥିବା ବାର୍ବିକିୟୁ ରେଷ୍ଟୁରାଣ୍ଟରେ ଏହି ବିସ୍ଫୋରଣ ହୋଇଥିଲା।
ଆଜି ଆଡ଼ପ ମଣ୍ଡପ ବିଜେ କରିବେ ତିନି ଠାକୁର। ରଥ ଉପରେ ଶ୍ରୀଜିଉମାନଙ୍କର ସମସ୍ତ ନୀତିକାନ୍ତି ଅନୁଷ୍ଠିତ ହେଉଛି।
ପ୍ରଧାନମନ୍ତ୍ରୀ ମୋଦି ୱାଶିଂଟନରେ ପହଞ୍ଚିବା ପରେ ଜଏଣ୍ଟ ବେସ୍ ଆଣ୍ଡ୍ରିୟୁସ୍ରେ ଭାରତ ଓ ଆମେରିକାର ଜାତୀୟ ସଙ୍ଗୀନ ଗାନ କରାଯାଇଥିଲା।
ଦିନେ ଦୁଇ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁପାରେ। ଏହା ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍ -ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି।
ଆଜି ଖୋଲିଲା ବାହାନଗା ସ୍କୁଲ୍ । ନୂତନ ଶ୍ରେଣୀଗୃହ ନିର୍ମାଣ ପରେ ଆଜି ପୁଣି ଥରେ ସ୍କୁଲ୍ ଖୋଲିଛି । ଟ୍ରେନ୍ ଟ୍ରାଜେଡି ପରେ ସ୍କୁଲରେ ମୃତଦେହ ସବୁ ରଖାଯାଇଥିଲା ।
ହଇରେ ନାରଣ କ’ଣ ଖାଇବୁ କହ..ପିଠା, ମିଠା ନା କଦଳୀ..? ମେୟର ଖାଇଲେ ଆଇସକ୍ରିମ୍, ସାଂସଦ ଖାଇଲେ କଦଳୀ...
ଜନ୍ମମାଟିକୁ ଟାଣିଆଣିଲା ଗଛ ମୋହ..୧୦୮ ଗଛକୁ ପୋଷ୍ୟ ଭାବେ ଗ୍ରହଣ କଲେ ଆମେରିକାରେ ଚାକିରି କରୁଥିବା ବ୍ରହ୍ମପୁର ଯୁବକ...
ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅଧିନସ୍ଥ ଗଙ୍ଗାବାଡ ପଞ୍ଚାୟତର ଅଧିକାଂଶ ଗାଁକୁ ନିଜ କବ୍ଜାକୁ ନେବାକୁ ଦୀର୍ଘ ଦିନ ହେଲା ପ୍ରୟାସ କରିଆସୁଛି ଆନ୍ଧ୍ର...
ଶ୍ରୀକ୍ଷେତ୍ରରେ ଆଜି ପୁଣି ଆରମ୍ଭ ହୋଇଛି ରଥଟଣା । ଅଧା ବାଟରେ ଅଟକି ରହିଥିବା କାଳିଆର ନନ୍ଦିଘୋଷ ଓ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥଟଣା ହୋଇଛି।
ଆଜି ସାରା ବିଶ୍ୱରେ ପାଳନ ହେଉଛି ଯୋଗ ଦିବସ। ଏଥର ଯୋଗ ଦିବସର ଥିମ୍ ରହିଛି- ‘ବସୁଧୈବ କୁଟୁମ୍ବକମ୍’ । ୨୦୧୫ରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନ କ୍ରମେ ପାଳନ ହେଉଛି ଯୋଗ ଦିବସ
ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୧ ତାରିଖ, ବୁଧବାର। ଜାଣନ୍ତୁ ଆଜିର ପଞ୍ଚାଙ୍ଗ, ଶୁଭ ମୁହୂର୍ତ୍ତ ଦେଖି ଘରକୁ ଆଣନ୍ତୁ ନୂତନ ଦ୍ରବ୍ୟ
ଆଶ୍ରମ ଭିତରେ ନାବାଳିକାକୁ ଯୌନ ନିର୍ଯାତନା ଓ ଦୁଷ୍କର୍ମ ! ଆଶ୍ରମରୁ ନିଖୋଜ ଥିବା ଜଣେ ନାବାଳିକା ପୋଲିସ୍ ନିକଟରେ ଏଭଳି ସାଂଘାତିକ ଅଭିଯୋଗ ଆଣିଛନ୍ତି।
୨ ଜିଲ୍ଲାରେ ୨୧ ତାରିଖ ପରିବର୍ତ୍ତେ ୨୨ ତାରିଖ ସ୍କୁଲ୍ ଖୋଲିବା ନେଇ ନୋଟିସ୍ ଜାରି ହୋଇଛି। ଏହାସହ ସ୍କୁଲ୍ ଟାଇମିଂରେ ମଧ୍ୟ ପରିବର୍ତ୍ତନ ହୋଇଛି।